• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

rainfall
୮ ଯାଏଁ ବର୍ଷିବ, କାଲି ପର୍ଯ୍ୟନ୍ତ ୧୬ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ୮ ଯାଏଁ ବର୍ଷାଠୁ ନିସ୍ତାର ନାହିଁ। କାଲି ପର୍ଯ୍ୟନ୍ତ ୧୬ ଜିଲ୍ଲାରେ ପ୍ରବଳ ବର୍ଷିବ। ଏ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏ ନେଇ ତଳିଆ ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାପାଳମାନଙ୍କୁ SRC ନିର୍ଦ୍ଦେଶ ଦେଇଛନ୍ତି। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ...

mask
୨ ଲକ୍ଷ ନିକଟତର ହେଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରୁ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୯୮ ହଜାର ୧୯୪କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା...

medical
ଗୁରୁତର ରୋଗୀଙ୍କ ପାଇଁ ଭେଣ୍ଟିଲେଟର ଓ ଆଇସିୟୁ ଗଲା କୁଆଡେ?

ବଲାଙ୍ଗିର: କୋଭିଡ୍ ମୁକାବିଲା ପାଇଁ ବ୍ୟବସ୍ଥା ଯାହା ହେବା କଥା, ବଲାଙ୍ଗିର ଜିଲ୍ଲାରେ ତାହା ନାହିଁ। ତେଣୁ ବଲାଙ୍ଗିର କୋଭିଡ ରୋଗୀଙ୍କୁ ଛତିଶଗଡ଼ ଭରସା। କୋଭିଡ୍‌ରେ ଆକ୍ରାନ୍ତ ନିଜ ଭାଇଙ୍କ ସହ ଘଟିଥିବା ଘଟଣାର ଅବତାରଣା କରି ଶଙ୍କରଲାଲଙ୍କ ଅଭିଯୋଗ, କୋଭିଡ୍‌ରେ ଆକ୍ରାନ୍ତ ହୋଇ ଅତି ଗୁରୁତର ଅବସ୍ଥାରେ...

dc
କୋଲକାତାର ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟ, ଟାର୍ଗେଟ୍ ୨୨୯

ଆବୁଧାବି: ସାହରାଜ କ୍ରିକେଟ୍ ଷ୍ଟାଡିୟମରେ ଆୟୋଜିତ ଆଇପିଏଲ୍ ଲିଗ୍‌ରେ ସାମ୍ନାସାମ୍ନି ହୋଇଛନ୍ତି ଦିଲ୍ଲୀ କ୍ୟାପିଟାଲ ବନାମ କୋଲକାତା ନାଇଟ ରାଇଡର୍ସ। ଏହି ମ୍ୟାଚ ବେଶ୍ ରୋମାଞ୍ଚକର ହୋଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ୧୫ ଓଭରରେ କୋଲକାତା ୬ ୱିକେଟ୍ ହରାଇ ୧୩୭ ରନ୍ ସଂଗ୍ରହ କରିଛି। କୋଲକାତା ନାଇଟ୍...

kejriwal
ଘରେ ପୁରୁଣା ପାଣିକୁ ଫିଙ୍ଗି ନୂଆ ପାଣି ଭର୍ତ୍ତି କରିବାକୁ କାହିଁକି କହିଲେ କେଜରିୱାଲ ?

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ଡେଙ୍ଗୁ ରୋକିବାକୁ ଅଭିନବ ପଦକ୍ଷେପ। ୧୦ ସପ୍ତାହ, ଦିନ ୧୦ଟାରେ ୧୦ ମିନିଟ୍ କ୍ୟାମ୍ପେନ୍ ଜାରି ରଖିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ। ସପ୍ତାହରେ ପ୍ରତି ରବିବାର ଦିନ ୧୦ଟାରେ ମାତ୍ର ୧୦ ମିନିଟ୍ ସମୟ ଦେବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ ଜନସାଧାରଣଙ୍କୁ ନିବେଦନ କରିଥିଲେ।...

heavy rainfall
୨୪ ଘଣ୍ଟାରେ ୧୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା !

ଭୁବନେଶ୍ୱର: ଆଉ ୩ ଦିନ ପ୍ରବଳ ବର୍ଷିବ। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ୩ ଦିନ ଯାଏଁ ରାଜ୍ୟର ଅଧତ୍କାଂଶ ଜିଲ୍ଲାରେ ବର୍ଷା ଲାଗି ରହିବ। ଆଗାମୀ ୨୪ ଘଣ୍ଟାରେ ୧୭ଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି...

cctv
ରାଜଧାନୀରେ ମର୍ଡର: ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲେ

ଭୁବନେଶ୍ୱର: ରାଜଧାନୀରେ ଦୁଇ ପ୍ରହରରେ ମର୍ଡର। ରାସ୍ତା ଉପରେ ଗୋଡେଇ ଗୋଡେଇ ହାଣିଲେ। ଏହି ଘଟଣା ଘଟିଛି ଭୁବନେଶ୍ୱର ସାମନ୍ତରାପୁରରେ। ଜଣେ ଯୁବକ ସେଠାରେ ମିଠା ଦୋକାନ କରିଥିଲେ। ସେଠାରେ ଅନ୍ୟ ଏକ ଦୋକାନୀଙ୍କ ସହ ବ୍ୟବସାୟିକ ଶତ୍ରୁତା ହୋଇଥିଲା। ଏହାକୁ କେନ୍ଦ୍ର କରି ସମ୍ପୃକ୍ତ ମିଠା ଦୋକାନୀଙ୍କୁ...

coronavirus-bhubaneswar
ଭୁବନେଶ୍ୱରରୁ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୮ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୫୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୦୮, ଲୋକାଲ କଣ୍ଟାକ୍ଟ କେସ୍ ୨୪୫ ରହିଛି। ସେହିପରି ଆଜି ୩୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ...

online-main
ଅପହଞ୍ଚ ଇଲାକାରେ କେମିତି ଚାଲିଛି ଅନ୍‌ଲାଇନ୍ କ୍ଲାସ୍?

ମାଲକାନାଗିରି: ପାହାଡ଼, ପାହାଡ଼ ଉପରେ ମଂଚା, ମଂଚା ଉପରେ ଭବିଷ୍ୟତ। ଗଢ଼ିବା ଚେଷ୍ଟାରେ ଆଦିବାସୀ ମୂଲକର ଭବିଷ୍ୟତ। ଆଉ ଉପାୟ ବା କଣ ? ଗାଁରେ ନେଟ୍ଓ୍ୱାର୍କ ନାହିଁ, ସବୁ ପିଲାଙ୍କ ହାତରେ ସ୍ମାର୍ଟଫୋନ୍ ଧରିବାର ସାମର୍ଥ୍ୟ ବି ନାହିଁ ଯେଉଁଠି ନେଟ୍ଓ୍ୱାର୍କ ଗୋଟିଏ ମୋବାଇଲକୁ ବେଢ଼ି ସେଇଠି...

jspur
ଦାବି ପରେ ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ

ଭୁବନେଶ୍ୱର: ବଦଳିଲେ ଜଗତସିଂହପୁର ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ର। ସରୋଜ କୁମାର ମିଶ୍ର ହେଲେ ଜଗତସିଂହପୁରର ନୂଆ ଜିଲ୍ଲାପାଳ। ସଂଗ୍ରାମଙ୍କୁ ଜିଏ ଆଣ୍ଡ ପିଜି ଡିପାର୍ଟମେଣ୍ଟର ଓଏସଡି ଭାବେ ନିଯୁକ୍ତି ଦିଆଯାଇଛି। ସଂଗ୍ରାମଙ୍କ ଘର ତିର୍ତ୍ତୋଲ ନିର୍ବାଚନମଣ୍ଡଳୀ ହୋଇଥିବାରୁ କଂଗ୍ରେସ ଆପତ୍ତି ଉଠାଇଥିଲା। ତିର୍ତ୍ତୋଲରେ ଉପନିର୍ବାଚନ ଦୃଷ୍ଟିରୁ ନିର୍ବାଚନ...

mask
୨ ଲକ୍ଷ ଟପିଲା ରାଜ୍ୟରେ କରୋନା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର: ସୁସ୍ଥ ହେଲେ ରାଜ୍ୟର ଆଉ ୪୧୦୮ କରୋନା ଆକ୍ରାନ୍ତ। ରାଜ୍ୟରେ କରୋନା ସୁସ୍ଥ ସଂଖ୍ୟା ୨ ଲକ୍ଷ ୨ ହଜାର ୩୦୨ ଛୁଇଁଲା। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧତ୍କ...

mahila-thana
ପୁଣି ଥରେ ଓଟିଭି ଅଧିକାରୀଙ୍କୁ ପୋଲିସ୍‌ର ଜେରା

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ପୁଣି ଓଟିଭି ଅଧିକାରୀଙ୍କୁ ଜେରା। ଓଟିଭି ସିଏଫ୍ଓଙ୍କୁ ମହିଳା ଥାନାକୁ ଡାକି ପଚରାଉଚରା କରିଛି ପୋଲିସ। ତାଙ୍କୁ ଆଜି ସାଢେ ୪ ଘଣ୍ଟା ଧରି ପୋଲିସ ପଚରାଉଚରା କରିଛି। ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ପୂର୍ବରୁ ଓଟିଭିର ବରିଷ୍ଠ ସାମ୍ବାଦିକ ଓ...

nobel
ମେଡିସିନ ପାଇଁ ୩ ଜଣଙ୍କୁ ନୋବେଲ ପୁରସ୍କାର

ନୂଆଦିଲ୍ଲୀ: ମେଡିସିନ ପାଇଁ ନୋବେଲ ପୁରସ୍କାର ଘୋଷଣା। ନୋବେଲ ପାଇଁ ଯୁଗ୍ମ ଭାବେ ୩ ଜଣଙ୍କ ନାଁ ଘୋଷଣା କରାଯାଇଛି। ହାର୍ଭେ ଜେ ଅଲଟର, ମାଇକେଲ ହଟନ ଓ ଚାର୍ଲସ ଏମ ରାଇସଙ୍କୁ ମିଳିବ ବିଶ୍ୱର ଏଇ ସମ୍ମାନଜନକ ପୁରସ୍କାର। 2020 #NobelPrize in Medicine awarded jointly...

cut-off
ପ୍ରକାଶ ପାଇଲା ଯୁକ୍ତ ୨ ଆଡମିଶନ ଦ୍ୱିତୀୟ କଟଅଫ୍ ମାର୍କ ତାଲିକା

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ଆଡମିଶନ ଦ୍ୱିତୀୟ କଟଅଫ୍ ମାର୍କ ତାଲିକା। କଳାରେ ବିଜେବି, ବିଜ୍ଞାନରେ ରେଭେନ୍ସା, ବାଣିଜ୍ୟରେ ବ୍ୟାସନଗର ପ୍ରଥମରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ ୭୦ ପ୍ରତିଶତ କଟ୍ଅଫ୍ ସହ ଶୀର୍ଷରେ ରହିଛି। ସେହିପରି ବିଜ୍ଞାନରେ ୮୬.୩୩ ପ୍ରତିଶତ କଟ୍ଅଫ୍ ସହ...

rain
୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତାକାଲି ସକାଳ ୮ଟା ୩୦ ପର୍ଯ୍ୟନ୍ତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହି ଜିଲ୍ଲାଗୁଡିକ ହେଲା- ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର,...

cp
ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ କଣ କହିଲେ ସିପି?

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ୍ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଘଟଣାରେ ଜଣେ ପୋଲିସ୍ କର୍ମଚାରୀ ଓ ତାଙ୍କର ଦୁଇ ସହଯୋଗୀ ସଂପୃକ୍ତ ବୋଲି ପୀଡ଼ିତାଙ୍କ ମାଆ ଅଭିଯୋଗ କରିଥିଲେ।  ସେମାନେ ଚିହ୍ନଟ ହେଲେଣି କି ବୋଲି ପ୍ରଶ୍ନର ଉତ୍ତରରେ ସିପି କହିଛନ୍ତି...

bhubaneswar
ଭୁବନେଶ୍ୱରରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ, ୩୧୫ ସୁସ୍ଥ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ୩୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୯୨, ଲୋକାଲ କଣ୍ଟାକ୍ଟ କେସ୍- ୨୨୭ ରହିଛି। ଆଜି ଆଉ ୩୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ରସୁଲଗଡ଼-୧୬, ପଟିଆ- ୧୩, ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୧୦,...

MASK
ସୁସ୍ଥ ହେଲେ ୪୦୯୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୬ ହଜାର ୪ ଶହ ଆକ୍ରାନ୍ତ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।