• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

sabu-neigale
ଋଣ ବାବଦରେ ହଡପ୍ ହୋଇଛି ଲକ୍ଷ ଲକ୍ଷ ଟଙ୍କା, ଦୁର୍ନୀତିରେ ମନ୍ତ୍ରୀଙ୍କ ଭାଇ ?

କଟକ:  ଜମି ବୋଲି ତାଙ୍କର ଜମାରୁ ୫ ଗୁଣ୍ଠ ହେଲେ ଏ ବୟସରେ ସେ ଜଣେ ପୋଖତ ଚାଷୀ। ଆଉ ତାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୨୦୧୮ ମସିହାରେ କଟକ ଜିଲ୍ଲା ଗୁରୁଡିଝାଟିଆ ସେବା ସମୟବାୟ ସମିତିରୁ ଥର ଥର କରି କୃଷି ଋଣ ବାବଦରେ ଆସିଛି ପ୍ରାୟ ଅଢ଼େଇ...

paradip
କୋଷ୍ଟଗାର୍ଡ ଜାହାଜ ଭିତରେ ନାବିକଙ୍କ ଆତ୍ମହତ୍ୟା

ପାରାଦୀପ: ଏକ କୋଷ୍ଟଗାର୍ଡ ଜାହାଜରେ ଜଣେ ନାବିକଙ୍କ ଆତ୍ମହତ୍ୟା। ରେଜିୟା ସୁଲତାନା ନାମକ ଜାହାଜରେ ଜଣେ ନାବିକ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ନାବିକଙ୍କ ନାଁ ଗୌତମନ୍ ଏ. କେ। କୋଷ୍ଟଗାର୍ଡ ଅଧିକାରୀଙ୍କ ରିପୋର୍ଟ ପରେ ମେରାଇନ୍ ଥାନାର ତଦନ୍ତ ଆରମ୍ଭ କରିଛି। ଜାହାଜରୁ ମୃତଦେହକୁ...

mask
୧୫ରୁ ଖୋଲିବ ସ୍କୁଲ କଲେଜ, କେନ୍ଦ୍ର ଜାରି କଲା ଗାଇଡଲାଇନ୍

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଶିକ୍ଷାନୁଷ୍ଠାନ ଖୋଲିବା ନେଇ କେନ୍ଦ୍ର ସରକାର ନିୟମାବଳୀ ଜାରି କରିଛନ୍ତି। ଅକ୍ଟୋବର ୧୫ରୁ ସ୍କୁଲ କଲେଜ ଖୋଲିବା ଲାଗି କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଏଥିଲାଗି ଗୃହ ମନ୍ତ୍ରାଳୟ ନିୟମାବଳୀ ଜାରି କରିଛି। ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାଙ୍କ ସହ ବିଚାର ବିମର୍ଶ ଆଧାରରେ ଏଗୁଡ଼ିକ...

depression
ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାକୁ ମୁହାଁଇବ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ !

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାକୁ ମୁହାଁଇବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଡିପ୍ରେସନରେ ପରିଣତ...

nakali-police-3
STF କହି ନାଲିବତୀ ଗାଡ଼ିରେ ବୁଲୁଥିଲେ, କିନ୍ତୁ ଥିଲେ ଦୁର୍ଦ୍ଦାନ୍ତ ଅପରାଧୀ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ୱର ଜାତୀୟ ରାଜପଥ ସେରଗଡ଼ ଟୋଲ୍ ଗେଟ୍ ନିକଟରେ ଗତକାଲି(ସୋମବାର) ବିଳମ୍ବିତ ରାତ୍ରରେ ଦୁଇ ଜଣ ଦୁର୍ଦ୍ଦାନ୍ତ ଅପରାଧୀକୁ ଖନ୍ତାପଡ଼ା ପୋଲିସ୍ ଗିରଫ କରିଛି। ଖବର ନେବାରୁ  ଜଣାପଡ଼ିଛି ଯେ ଗତକାଲି ରାତିରେ ଗୋଟିଏ ସ୍କର୍ପିଓରେ ନାଲିବତୀ ଲଗାଇ ଭୁବନେଶ୍ୱର...

serological
ମାଲକାନଗିରିରେ ଆଜିଠୁ ଆରମ୍ଭ ହେଲା ସେରୋ ସର୍ଭେ

ମାଲକାନଗିରି: ମାଲକାନଗିରିରେ ଆଜିଠୁ ଆରମ୍ଭ ହେଲା ସେରୋ ସର୍ଭେ। RMRCର ଏକ ଟିମ ମାଲକାନଗିରିରେ ସେରୋ ସର୍ଭେ କାମ ଆରମ୍ଭ କରିଛନ୍ତି। ଆସନ୍ତା ତିନିଦିନ ଯାଏ ଧରି ସେରୋ ସର୍ଭେ କରାଯିବ। ଜିଲ୍ଲାରେ କେତେ ପ୍ରତିଶତ ଲୋକଙ୍କ କରୋନାକୁ ନେଇ ରୋଗ ପ୍ରତିରୋଧକ ଶକ୍ତି ବଢିଛି ଅର୍ଥାତ କେତେ...

crime
ପ୍ରେମିକାର ବେକ କାଟିବା ପରେ ନିଜ ବେକ କାଟିଦେଲା ପ୍ରେମିକ

ଛତ୍ରପୁର: ପରକୀୟା ପ୍ରୀତିର କରୁଣ ପରିଣତି। ଅଭିଯୁକ୍ତ ପ୍ରେମିକ ପ୍ରଥମେ ପ୍ରେମିକାର ବେକ କାଟିବା ପରେ ନିଜେ ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏହି ଚାଞ୍ଚଲ୍ୟକର ଘଟଣା ଘଟିଛି ଗଂଜାମ ଜିଲ୍ଲା ବୁଗୁଡ଼ା ଥାନା ବାଲିପଦର ଝୋଲରି ଗାଁରେ। ଅଭିଯୁକ୍ତ ରୂପ ନାରାୟଣ ଦଳ ବେହେରାକୁ ଗିରଫ...

assemblyu
ବିଧାନସଭାରେ ପାରିତ ହେଲା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍; କଂଗ୍ରେସ କହିଲା 'କଳାଦିନ'

ଭୁବନେଶ୍ୱର: ବିଧାନସଭାରେ ପାରିତ ହେଲା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍-୨୦୨୦। ବିରୋଧୀଙ୍କ ହୋହଲ୍ଲା ଭିତରେ ଏହି ବିଲ୍ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ବିଲ୍ ପାରିତ ହୋଇଛି। କିନ୍ତୁ ବିଲ୍‌କୁ କଳା ଆଇନ କହି ନରସିଂହ ମିଶ୍ର ବିରୋଧ କରିଥିଲେ। ଆଜିର ଆଲୋଚନାରେ  ବିଜେପି ଭାଗ...

shree
'ଭାକ୍ସିନ୍ ନ ବାହାରିବା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହୁ'

ଭୁବନେଶ୍ୱର: ବର୍ତ୍ତମାନ ପରିସ୍ଥିତିରେ ଶ୍ରୀମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତ। ଭର୍ଚୁଆଲ୍ ମିଟିଂ ଜରିଆରେ ବିଭିନ୍ନ ନିଯୋଗ ଓ ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ତେବେ ମନ୍ଦିର ଖୋଲିବା ସପକ୍ଷରେ ନାହାନ୍ତି ସେବାୟତମାନେ।  ଭାକ୍ସିନ୍ ନ ବାହାରିବା ପର୍ଯ୍ୟନ୍ତ ମନ୍ଦିର ବନ୍ଦ ରହୁ ବୋଲି...

rainfall
ଆସୁଛି ଆଉ ଏକ ଲଘୁଚାପ, କାଲି ସୁଦ୍ଧା ନେବ ଅବପାତର ରୂପ

ଭୁବନେଶ୍ୱର: ଆସୁଛି ଆଉ ଏକ ଲଘୁଚାପ। ୧୧ରୁ ଓଡ଼ିଶାରେ ପ୍ରବଳ ବର୍ଷିବ। ଏ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। କାଲି ସକାଳ ୧୦ ସୁଦ୍ଧା ଏହା ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ଅବପାତରେ...

rape
ଅଟୋରେ ଯାଉଥିବା ଯୁବତୀଙ୍କୁ ଡ୍ରାଇଭରର ଦୁଷ୍କର୍ମ ଉଦ୍ୟମ !

କଟକ: ଅଟୋରେ ଯାଉଥିବା ଯୁବତୀଙ୍କୁ ଡ୍ରାଇଭରର ଦୁଷ୍କର୍ମ ଉଦ୍ୟମ। ଜଙ୍ଗଲିଆ ରାସ୍ତାରେ ଦୁଷ୍କର୍ମ ଉଦ୍ୟମ ବେଳେ ଧରିଲେ ଗାଈ ଚରାଳି। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। କେନ୍ଦ୍ରାପଡ଼ାର ଜଣେ ଯୁବତୀ ପରୀକ୍ଷା ଦେବାକୁ ଭୁବନେଶ୍ୱର ଆସୁଥିଲେ। କଟକ ଲିଙ୍କରୋଡରେ ବସ୍‌ରୁ ଓହ୍ଲାଇ ଅଟୋରେ ଭୁବନେଶ୍ୱର ଯାଉଥିଲେ।...

train
ଭୁବନେଶ୍ୱରରୁ ନୂଆଦିଲ୍ଲୀକୁ ଗଡ଼ିବ ଆଉ ୨ ସ୍ୱତନ୍ତ୍ର ଟ୍ରେନ

ଭୁବନେଶ୍ୱର: ଓଡ଼ିଶାରୁ ନୂଆଦିଲ୍ଲୀକୁ ଚାଲିବ ଆଉ ୨ଟି ସ୍ୱତନ୍ତ୍ର ଟ୍ରେନ। ୧୭ରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ ଛାଡିବ। ସେହିପରି ୨୧ରୁ ଦୂରନ୍ତ ଏକ୍ସପ୍ରେସ ପ୍ରତି ବୁଧବାର ସକାଳ...

elephant
ଖୋର୍ଦ୍ଧା ହାତୀ ମୃତ୍ୟୁ ଘଟଣା: ବ୍ୟବଚ୍ଛେଦ ବେଳେ ବାହାରିଲା ହାତୀଛୁଆ

ଖୋର୍ଦ୍ଧା: ଖୋର୍ଦ୍ଧା ମଳିପଡାଠାରେ ଗତକାଲି ମୃତ୍ୟୁବରଣ କରିଥିବା ହାତୀଟି ଗର୍ଭବତୀ ଥିବା ବ୍ୟବଛେଦ ବେଳେ ଜଣାପଡିଛି। ତା ପେଟରୁ ଏକ ମୃତ  ହାତୀ ଛୁଆ ବାହାରିଛି।  ଆଉ ଅଳ୍ପ ଦିନ ପରେ ସେ ଏହି ଛୁଆଟିକୁ ପ୍ରସବ କରାଇଥାନ୍ତା ବୋଲି ବ୍ୟବଛେଦ କରିଥିବା OUATର ଡାକ୍ତରୀ ଟିମ ପକ୍ଷରୁ...

aparajita
ଅପରାଜିତାଙ୍କ ନାଁରେ କେନ୍ଦ୍ରକୁ ଫେରାଦ ହେଲା ରାଜ୍ୟ, ସାଂସଦ ଦେଲେ ଏଭଳି ଜବାବ

ଭୁବନେଶ୍ୱର: କୋଭିଡ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ନାଁରେ କେନ୍ଦ୍ରକୁ ଫେରାଦ ହେଲା ରାଜ୍ୟ। ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଏନେଇ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟଙ୍କୁ ଚିଠି ଲେଖି ତାଗିଦ ପାଇଁ ଦାବି କରିଛନ୍ତି। ଗତ ୮ ତାରିଖ ଦିନ ନିଜ ଜନ୍ମଦିନ...

mask
ରାଜ୍ୟରେ ସୁସ୍ଥ ହେଲେ ୩୪୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରୁ ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ୩୮୮କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।