କନ୍ଧମାଳ: ଦୁଇ ଯୁବକଙ୍କ ମୃତଦେହ ମିଳିବା ପରେ ଉତ୍ତେଜନା। କନ୍ଧମାଳ ତୁମୁଡ଼ିବନ୍ଧ ଅଞ୍ଚଳରେ ଦେଖାଦେଇଛି ଉତ୍ତେଜନା। ସ୍ଥାନୀୟ ବୁଦୁଲିପଦର ଘାଟିରେ ଦୁଇ ଯୁବକଙ୍କ ମୃତଦେହ ଆଜି ସକାଳୁ ଉଦ୍ଧାର କରାଯାଇଛି। ଯାହା ପରେ ଲୋକଙ୍କ ମଧ୍ୟରେ ଘଟଣାକୁ ନେଇ ଅସନ୍ତୋଷ ଦେଖାଦେଇଛି। ଯୁବକଙ୍କ ମୃତ୍ୟୁ କାରଣ କଣ ଏବଂ...
ନୂଆଦିଲ୍ଲୀ: ଆସନ୍ତାବର୍ଷ ମାର୍ଚ୍ଚ ସୁଦ୍ଧା ଭାରତକୁ ମିଳିପାରେ କରୋନା ଭ୍ୟାକସିନ୍। ସେରମ ଇନ୍ଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଆସନ୍ତା ମାର୍ଚ୍ଚ ସୁଦ୍ଧା ବଜାରକୁ ଆସିପାରେ। ଏନେଇ ସୂଚନା ଦେଇଛନ୍ତି ସେରମ୍ କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡାକ୍ତର ସୁରେଶ ଯାଦବ। ଭାରତ ପାଖରେ ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା...
କଟକ: ବିସ୍ଫୋରଣରେ ଚାଲିଗଲା ଜଣଙ୍କ ଜୀବନ। କଟକ ଜିଲ୍ଲା ନେମାଳ ଥାନା ଅନ୍ତର୍ଗତ ନାହାଳପୁର ଗାଁ ପାଖ ଏକ ପଡିଆରେ ବିସ୍ଫୋରଣ ଘଟି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ନାହାଳପୁର ଗାଁର ମିର୍ଜା ମୁସ୍ତାଫ ବେଗ। ନାହାଳପୁର କବରସ୍ଥାନ ନିକଟରୁ ହଠାତ୍ ଏକ ବିସ୍ଫୋରଣ ଶବ୍ଦ...
ଭୁବନେଶ୍ୱର: ରାଜ୍ୟରେ ବର୍ଷା ପୂର୍ବାନୁମାନ ପରେ ଏନେଇ ସଜାଗ ହୋଇଛି ଜଳ ସମ୍ପଦକ ବିଭାଗ। ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ଉପରେ ନଜର ରଖାଯାଇଛି। ବଂଶଧାରା, ନାଗାବଳୀ ଓ ଋ଼ଷିକୁଲ୍ୟାର ଜଳ ଭଣ୍ଡାରରେ ଜଳସ୍ତର ୮୦ ପ୍ରତିଶତରୁ କମ ରଖାଯାଇଛି। ଏବେ ଏହି ନଦୀ ଗୁଡ଼ିକର ବିଭିନ୍ନ ଜଳ...
ଭୁବନେଶ୍ୱର: ଓଡ଼ିଶା ପୋଲିସ୍ ଓ ମହାରାଷ୍ଟ୍ର ପୋଲିସ୍କୁ ନେଇ ବୈଜୟନ୍ତ କରିଥିବା ଟ୍ୱିଟ୍କୁ ବୁଝିପାରୁନାହାନ୍ତି ବିଜେଡି ନେତା। ଟ୍ୱିଟ୍ ନେଇ ସ୍ପଷ୍ଟ କଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ କହିଛନ୍ତି ଯେ, ମୁଁ ଯାହା କହିଥିଲି, ତାହାକୁ ବିକୃତ କରିବାକୁ ବିଜେଡି ଆତୁର। ଯେ କେହି...
ଭୁବନେଶ୍ୱର: ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। କାଲି ସକାଳ ୮ଟା ୩୦ ଯାଏଁ ୫ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତିକୁ...
ବାଲେଶ୍ୱର: ଟ୍ୟାଙ୍କ ବିଧ୍ୱଂସୀ କ୍ଷେପଣାସ୍ତ୍ର ସ୍ୟାଣ୍ଟର ପରୀକ୍ଷଣ ହୋଇଛି। ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟି ସ୍ଥିତ ୩ ନମ୍ବର ଲଞ୍ଚପ୍ୟାଡରୁ ସ୍ୟାଣ୍ଟର ପରୀକ୍ଷଣ କରାଯାଇଥିଲା। ଏହି କ୍ଷେପଣାସ୍ତ୍ର ଆକାଶ ମାର୍ଗରୁ ଭୂପୃଷ୍ଠକୁ ନିକ୍ଷେପ ହୋଇଥାଏ। କ୍ଷେପଣାସ୍ତ୍ର ସ୍ୟାଣ୍ଟ ନିକଟରେ ଶତ୍ରୁ ପକ୍ଷର ଟ୍ୟାଙ୍କ ଧ୍ୱଂସ କରିବା କ୍ଷମତା ରହିଛି।...
ପୁରୀ: ବଗଲା ଧର୍ମଶାଳା ଜମିକୁ ନେଇ ଗୋଟିକ ପରେ ଗୋଟିଏ ବିଭ୍ରାନ୍ତି। ଖୋଦ୍ ରାଜ୍ୟ ସରକାର ହାଇକୋର୍ଟରେ ଦାଖଲ କରିଥିବା ସତ୍ୟପାଠରେ ସାଂଘାତିକ ମିଛ ଦର୍ଶାଥିବା ନେଇ ଯୁକ୍ତି ବାଢ଼ିଛନ୍ତି ବରିଷ୍ଠ ଆଇନଜୀବୀ। ବିଜେପି ନେତା ସମ୍ବିତ୍ ପାତ୍ରଙ୍କ ପକ୍ଷରୁ ବଗଲା ବିବାଦ ନେଇ ଦାଏର ପିଟିସନ ଉପରେ...
ବାଲେଶ୍ୱର: ଆଗକୁ ଉପନିର୍ବାଚନ ଥିବା ବେଳେ ବିଜେଡିକୁ ଲାଗିଛି ଝଟ୍କା। ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ ବାଲେଶ୍ୱରର ୨ ବରିଷ୍ଠ ନେତା। ବାଲେଶ୍ୱର ଅର୍ବାନ କୋ-ଅପରେଟିଭ ବ୍ୟାଙ୍କ ସଭାପତି ଧୁକୁଲ ଘଡେଇ ଓ ନଗର ବିଜେଡି ସଭାପତି ଆଶିଷ ଘୋଷ ମଧ୍ୟ ବିଜେପି ହାତ ଧରିଛନ୍ତି। ଅସନ୍ତୁଷ୍ଟ ଥିବା...
ଭୁବନେଶ୍ୱର: ନଭେମ୍ବର ୫ରୁ ୭ ତାରିଖ ପର୍ଯ୍ୟନ୍ତ +୨ ଅପ୍ସନାଲ ପରୀକ୍ଷା। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। କରୋନା ପାଇଁ ମାର୍ଚ୍ଚ ୨୩ରୁ ୨୮ ଯାଏଁ ହୋଇପାରିନଥିବା ପରୀକ୍ଷା କରାଯିବ। ପରୀକ୍ଷା ପାଇଁ ଦିନ ଧାର୍ଯ୍ୟ କଲା CHSE। କେତେ...
ଭୁବନେଶ୍ୱର: ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୨୭୩୮ କରୋନା ଆକ୍ରାନ୍ତ। ରାଜ୍ୟରେ ଆଜି ସୁଦ୍ଧା ୨ ଲକ୍ଷ ୪୯ ହଜାର ୫୭୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:-...
ଭୁବନେଶ୍ୱର: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍। ଭୁବନେଶ୍ୱର ଜିପିଏଚ ଡିଭିଜନ-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘର ସହ ୬ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ହୋଇଛି। ରାଜଧାନୀର ନୂଆପଲ୍ଲୀ, ନୂଆଗାଁ, ବାଲିଅନ୍ତା, ନହରକଣ୍ଟା, ୟୁନିଟ-୩...
ଗଜପତି: ଦୁର୍ଘଟଣା ଯୋଗୁଁ ଓଡ଼ିଶା ଓଜେଇଇରୁ ବଞ୍ଚିତ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ସ୍ୱତନ୍ତ୍ର ଭାବେ ପରୀକ୍ଷା ହେବ। ଆସନ୍ତା ୨୨ ତାରିଖରେ ଏହି ପରୀକ୍ଷା ହେବ ବୋଲି ଗଜପତି ଜିଲ୍ଲାପାଳ ବିଜ୍ଞପ୍ତି ଜାରି କରିଛନ୍ତି। ଅକ୍ଟୋବର ୧୫ରେ ଓଜେଇଇ ଅନୁଷ୍ଠିତ ହୋଇଥିଲା। ପରୀକ୍ଷା ଦେବା ଲାଗି ଗଜପତି ଜିଲ୍ଲା...
କଟକ: ଆଉ ଦିନ କେଇଟା ପରେ ଆସିବ ଦଶହରା। କଟକ ଦୁର୍ଗାପୂଜା ପାଇଁ କମିଶନରେଟ୍ ପୋଲିସର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ସୁରକ୍ଷା ବ୍ୟବସ୍ଥା ନେଇ ସୂଚନା ଦେଲେ କଟକ ଡିସିପି ପ୍ରତୀକ ସିଂ କହିଛନ୍ତି ଯେ ସୁରକ୍ଷା ପାଇଁ ସହରରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ।...
ଭୁବନେଶ୍ୱର: ଆଉ ଦାଦାବଟିକୁ ନା। ପୋଲିସ୍ ପକ୍ଷରୁ ଜାରି ହେଲା ହେଲ୍ପଲାଇନ୍ ନମ୍ବର। ଦାଦାବଟିକୁ ନା ପ୍ରସଙ୍ଗରେ ପୋଲିସ ମହାନିର୍ଦ୍ଦେଶକ ଅଭୟଙ୍କ ପ୍ରେସମିଟ୍ କରିଛନ୍ତି। ଦାଦାବଟି ରୋକିବାକୁ ହେଲ୍ପଲାଇନ୍ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି। ଏହି ହେଲ୍ପ ଲାଇନ୍ ନମ୍ବର ହେଲା- ୯୯୩୮୯୧୦୦୦୦। ଏହି ହେଲ୍ପଲାଇନ୍ ନମ୍ବର...
ରାୟଗଡ଼ା: ଲଘୁଚାପ ଜନିତ ବର୍ଷାର ମୁକାବିଲା ଲାଗି ରାୟଗଡ଼ା ଜିଲ୍ଲା ପ୍ରଶାସନର ପ୍ରସ୍ତୁତି। ଦକ୍ଷିଣ ଓଡ଼ିଶାରେ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ ପରେ ପ୍ରଶାସନ ତତ୍ପର ରହିଛି। ଜିଲ୍ଲାର ସମସ୍ତ ବ୍ଲକ ଅଧିକାରୀଙ୍କୁ ସଜାଗ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷା ସ୍ଥିତିର ମୁକାବିଲା ଲାଗି ପ୍ରସ୍ତୁତ...
ଭୁବନେଶ୍ୱର: ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଘଟଣାସ୍ଥଳରେ ପେଟ୍ରୋଲିୟମ ମନ୍ତ୍ରାଳୟ ଅଧିକାରୀ ପହଞ୍ଚି ତଦନ୍ତ କରୁଛନ୍ତି। ମନ୍ତ୍ରାଳୟର ଦୁଇ ବରିଷ୍ଠ ଅଧିକାରୀ ପେଟ୍ରୋଲ ପମ୍ପ ତଦନ୍ତ କରୁଛନ୍ତି।ପେଟ୍ରୋଲିୟମ ମନ୍ତ୍ରାଲୟର ଦୁଇ ଅଧିକାରୀ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି। ପେଟ୍ରୋଲ ପମ୍ପ ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ...