ଭୁବନେଶ୍ୱର: ଗତ ୭ ମାସ ହେଲା ଓଡ଼ିଶା କରୋନା ବିରୋଧରେ ଲଢୁଛି। ଏଥିପାଇଁ ଆପଣମାନଙ୍କୁ ଅନେକ କଷ୍ଟ, ତ୍ୟାଗ ସ୍ୱୀକାର କରିବାକୁ ପଡ଼ିଛି। ଏଥି ପାଇଁ ପିଲା ଓ ବୟସ୍କଙ୍କୁ ଘରେ ରହିବାକୁ ପଡୁଛି। ବୟସ୍କ,ପିଲା ଘରେ ରହିଲେ, ଆମେ କରୋନା ବିରୋଧରେ ଭଲ ଲଢ଼ିବା। ଆପଣମାନଙ୍କ ତ୍ୟାଗ...
ମୟୁରଭଞ୍ଜ: ଆଜି ଗୋଟିଏ ଦିନରେ ବିଭିନ୍ନ ସ୍ଥାନରେ ହୋଇତିବା ସଡ଼କ ଦୁର୍ଘଟଣାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ ଜଣ ଆହତ ହୋଇଛନ୍ତି। ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୩ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ରରୁଆଁ ନିକଟରେ। ଗୋଟିଏ ସ୍କୁଟରରେ...
ନୟାଗଡ଼: ନୟାଗଡ଼ ସହରରୁ ଏକ ନକଲି ଟଙ୍କା ଛପା କାରଖାନା ଠାବ। ନକଲି ଟଙ୍କା ଦେଇ ଗାଡ଼ି କିଣିବା ଉଦ୍ୟମ ବେଳେ ଧରିଲା ପୋଲିସ୍। ଶୋ ରୁମ୍ରେ ୧.୨୫ ଲକ୍ଷର ୨ ଯୁବକ ନକଲି ନୋଟ୍ ଦେଇଥିଲେ। ସନ୍ଦେହ ହେବାରୁ ପୋଲିସ୍କୁ ଖବର ଦେଇଥିଲେ ସୋରୁମ୍ ମାଲିକ। ତେବେ...
ଭୁବନେଶ୍ୱର: ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ। ୪୦ କିମି ବେଗରେ ବହିବ ପବନ। ଏ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଯୋଗୁଁ ୪ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ...
ଭୁବନେଶ୍ୱର: ଓଟିଭିରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ରମେଶ ରଥ। ସାଂପ୍ରତିକ ପରିସ୍ଥିତିରେ ସେ ସାମ୍ନା କରୁଥିବା ସ୍ୱାସ୍ଥ୍ୟଗତ ସମସ୍ୟା ଓ ବ୍ୟକ୍ତିଗତ କାରଣରୁ ସେ ବୃତ୍ତିଗତ କାର୍ଯ୍ୟ ଠିକ୍ରେ ସଂପାଦନ କରିପାରିବେ ନାହିଁ ବୋଲି ଦର୍ଶାଇ ଇସ୍ତଫା ଦେଇଛନ୍ତି। କଂପାନୀ କର୍ତ୍ତୃପକ୍ଷଙ୍କୁ ସେ ୩ ମାସର ନୋଟିସ୍...
ଭୁବନେଶ୍ୱର: ଦଶହରାରେ ଖୋଲା ରହିବ RTO ଅଫିସ୍। ଗାଡ଼ି ରେଜିଷ୍ଟ୍ରେସନ ପାଇଁ ଦଶହରାରେ ଖୋଲା ରହିବା ନେଇ ସୂଚନା ଦେଇଛି ରାଜ୍ୟ ପରିବହନ ବିଭାଗ। ଦଶହରାରେ ନୂଆ ଗାଡ଼ି ବିକ୍ରି ବଢ଼ିବା ସମ୍ଭାବନା ଥିବାରୁ ଏପରି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୪ ଓ ୨୬ ତାରିଖ ଦିନ ସମସ୍ତ...
ଭୁବନେଶ୍ୱର ଆଜି ଭୁବନେଶ୍ୱରରୁ ୨୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୨୦୧ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୪, ଲୋକାଲ୍ କେସ୍ ୧୩୭ ରହିଛି। ସେହିପରି ଆଉ ୨୯୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। Update...
ବାଲେଶ୍ୱର: ଉପନିର୍ବାଚନ ପ୍ରଚାର ପାଇଁ ଆଜି ବାଲେଶ୍ୱର ନିର୍ବାଚନ ମଣ୍ଡଳୀକୁ ଗସ୍ତ କରିଛନ୍ତି ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏହି ଅବସରରେ ଆୟୋଜିତ ଏକ ବୈଠକରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଅପରାଜିତା। ଆମେ ସମସ୍ତେ ବିକାଶର ରାଜନୀତି ଚାହୁଁଛୁ। ଦଳମତ ନିର୍ବିଶେଷରେ ବିନା ପାତରଅନ୍ତରରେ ବିକାଶ ହେବା...
ଭୁବନେଶ୍ୱର: ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ଅବପାତ ପ୍ରଭାବରେ ଆସନ୍ତା ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା। ବିଶେଷ କରି ଉତ୍ତର ଓ ଉପକୂଳ ଓଡ଼ିଶାର ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଅଧିକାଂଶ ସ୍ଥାନରେ...
ନୂଆଦିଲ୍ଲୀ: ଚୀନ୍ ପରେ ବିଶ୍ୱର ଦ୍ୱିତୀୟ ଜନସଂଖ୍ୟାବହୁଳ ଦେଶର ଲୋକଙ୍କୁ ମାଗଣାରେ କରୋନା ଟିକା ଦେବା ଲାଗି କେନ୍ଦ୍ର ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏଥିଲାଗି କେନ୍ଦ୍ର ସରକାର ୭ ବିଲିଅନ ଡଲାରର ସ୍ୱତନ୍ତ୍ର ପାଣ୍ଠି ବ୍ୟବସ୍ଥା କରିଛନ୍ତି। ଜଣ ପିଛା ୬ରୁ ୭ ଡଲାର ବା ୪୫୦ରୁ...
ଭୁବନେଶ୍ୱର: ହୁ ହୁ ହୋଇ ବଢ଼ି ଚାଲିଛି ପିଆଜ ଦର। ସପ୍ତାହେ ଭିତରେ କେଜି ପିଛା ୫୦ରୁ ୯୦ ଟଙ୍କାକୁ ଛୁଇଁଲାଣି। ପିଆଜର ଏ ଅସ୍ୱାଭାବିକ ଦର ବୃଦ୍ଧିକୁ ନେଇ ଘାଇଲା ହେଲାଣି। ଖାଉଟି ଗରିବଠୁ ମଧ୍ୟବିତ୍ତ ଯାଏଁ ସମସ୍ତେ ପିଆଜ ଦରକୁ ନେଇ ବ୍ୟତିବସ୍ତ ହେଉଥିବା ବେଳେ...
ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୧୨୮ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୨,୫୭ ,୦୪୧କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ସର୍ବାଧିକ ୨୧୦,...
ଭୁବନେଶ୍ୱର: ଆଗାମୀ ୨ ଦିନରେ ଓଡ଼ିଶାର କେତେକ ଅଞ୍ଚଳରୁ ବିଦାୟ ନେବ ମୌସୁମୀ। ତାର ଆଉ ୨ ଦିନ ପରେ ସାରା ଓଡ଼ିଶାରୁ ମୌସୁମୀ ଫେରିଯିବ। ମୌସୁମୀ ପ୍ରତ୍ୟାଗମନ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଉପକୂଳ ଓଡ଼ିଶା ସମେତ ୬ଟି ଜିଲ୍ଲାରେ ସ୍ୱଳ୍ପରୁ...
ମୁମ୍ବାଇ: ସୀମା ଟପିଲା ମୁମ୍ବାଇ ପୋଲିସ୍ର ଅସହିଷ୍ଣୁ। ରିପବ୍ଲିକ ଟିଭିର ସମସ୍ତ କର୍ମଚାରୀଙ୍କ ନାଁରେ ପୋଲିସ୍ ଏତଲା କରିବା ସହ ରିପବ୍ଲିକ ଟିଭି ସାମ୍ବାଦିକଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ। ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲା ଓ ବଲିଉଡ୍ ଡ୍ରଗ୍ସ ମାମଲାରେ ମୁମ୍ବାଇ ପୋଲିସ୍ ଓ ରିପ୍ଲବିକ୍...
ନୂଆଦିଲ୍ଲୀ: ଖୁବ୍ ଶୀଘ୍ର ଉପଲବ୍ଧ ହୋଇପାରେ କରୋନା ଟିକା। କରୋନା ଟିକା ଆସିବାକୁ ଥିବାରୁ ଡାଟାବେସ୍ ପ୍ରସ୍ତୁତି ନିର୍ଦ୍ଦେଶ। ସ୍ୱାସ୍ଥ୍ୟ କର୍ମୀଙ୍କ ସହ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ବେସ୍ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ IMA, ଆୟୁଷ, ନର୍ସିଂ ଆସୋସିଏସନ ସଭାପତି, ପାରାମେଡିକ କର୍ମଚାରୀ ସଂଘ ଓ...
ନୂଆଦିଲ୍ଲୀ: ଉପନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଅନୁକମ୍ପା ରାଶି ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଲେ ୩୦ ଲକ୍ଷ ଟଙ୍କା ମିଳିବ। ଉପନିର୍ବାଚନରେ ନିୟୋଜିତ ପୋଲିଂ ଏବଂ ସୁରକ୍ଷା କର୍ମଚାରୀ ଓ ନିୟୋଜିତ ଇଞ୍ଜିନୟରଙ୍କ କରୋନାରେ ଆକ୍ରାନ୍ତ ହୋଇ ମୃତ୍ୟୁ ଘଟିଲେ...
ନୂଆଦିଲ୍ଲୀ: ସାରା ବିଶ୍ୱକୁ ଭୟଭୀତ କରି ରଖିଥିବା କରୋନା ମହାମାରୀ ପାଇଁ ଏଯାଏଁ ଆସିନି ପ୍ରତିଷେଧକ ଟିକା। କେବେ ଆସିବ, ଚିତ୍ର ସ୍ପଷ୍ଟ ନଥିଲେ ବି ତୀବ୍ର ହେଲାଣି ଟିକା ରାଜନୀତି। ବିହାରର ସମସ୍ତ ନାଗରିକଙ୍କୁ ମାଗଣାରେ କୋଭିଡ୍ ଟୀକା ଦିଆଯିବା ନେଇ ବିଜେପି ଏହାର ନିର୍ବାଚନୀ ଇସ୍ତାହାରରେ...
ଇସ୍ଲାମବାଦ: ପୁଣି ପାକିସ୍ତାନକୁ FATF ଝଟକା। ଆସନ୍ତା ଫେବ୍ରୁଆରୀ ୨୦୨୧ ପର୍ଯ୍ୟନ୍ତ ପାକିସ୍ତାନ ଫାଇନାନ୍ସିଆଲ ଆକ୍ସନ ଟାସ୍କଫୋର୍ସର ଗ୍ରେ ଲିଷ୍ଟରରେ ରହିବ। ବିଶ୍ୱ ଟେରର ଫଣ୍ଡିଂ ଉପରେ ନଜର ରଖୁଥିବା ସଂସ୍ଥା FATF ଏଭଳି ନିଷ୍ପତ୍ତି ନେଇଛି। ଆତଙ୍କବାଦ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ FATF ଦେଇଥିବା ୨୭ ସର୍ତ୍ତ...
ଭୁବନେଶ୍ୱର: ଆଜି ମହାମାୟାଙ୍କ ମହାଷ୍ଟମୀ। ପୂଜା ମନ୍ତ୍ରଧ୍ୱନିରେ ପ୍ରକମ୍ପିତ ହେଉଛି ପୂଜା ମଣ୍ଡପ। କରୋନା କଟକଣା ପାଇଁ ଉତ୍ସବ ସାମାନ୍ୟ ଫିକା ପଡ଼ିଥିଲେ ବି ରୀତିନୀତି ଅନୁଯାୟୀ ଚାଲିଛି ଦେବୀ ଦଶଭୂଜାଙ୍କ ଆରାଧନା। କୋଭିଡ୍ ଗାଇଡ୍ ଲାଇନ୍ ଅନୁଯାୟୀ ବିନା ଭକ୍ତରେ ଚଳିତ ବର୍ଷ ପୂଜାର ଆୟୋଜନ କରାଯାଇଛି।...