ଭୁବନେଶ୍ୱର: ଉପନିର୍ବାଚନ ପାଇଁ ଛୁଟି ଘୋଷଣା। ଉପନିର୍ବାଚନ ପାଇଁ ନଭେମ୍ବର ୩ରେ ବାଲେଶ୍ୱର, ତିର୍ତ୍ତୋଲରେ ଛୁଟି ଘୋଷଣା କଲେ ଭାରତୀୟ ନିର୍ବାଚନ କମିଶନ। ସବୁ ସରକାରୀ, ବେସରକାରୀ ଅନୁଷ୍ଠାନ କର୍ମଚାରୀଙ୍କୁ ସବୈତନିକ ଛୁଟି ଦେବା ପାଇଁ କୁହାଯାଇଛି। ନିର୍ବାଚନ ମଣ୍ଡଳୀ ବାହାରେ ଚାକିରି କରୁଥିବା ଲୋକ ବି ଛୁଟି...
ଇସ୍ତାନ୍ବୁଲ୍: ଗ୍ରୀସ ଓ ତୁର୍କୀରେ ବଡ଼ ଧରଣର ଭୂମିକମ୍ପ ପରେ ସୁନାମି। ଏଥିରେ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୭ଶହରୁ ଅଧିକ ଲୋକ ଆହତ ହୋଇଛନ୍ତି। ତୁର୍କୀର ଏଜିୟନ୍ ଉପକୂଳରେ ହୋଇଛି ଶକ୍ତିଶାଳୀ ଭୂକମ୍ପ। Breaking: Video shows the moment a building collapsed in...
ଫୁଲବାଣୀ: ପୁଣି ପୋଲିସ-ମାଓବାଦୀ ମୁହାଁମୁହିଁ। କନ୍ଧମାଳ-ଗଂଜାମ ଜିଲ୍ଲା ସୀମାନ୍ତ ରାଇକିଆ ଥାନା ଅନ୍ତର୍ଗତ ବଜ୍ରକୋଟ ଅଂଚଳରେ ପୋଲିସ୍ ଓ ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଇନ୍ଦା ବିଭାଗକୁ ସୂଚନା ମିଳିବା ପରେ କନ୍ଧମାଳ ଏସଓଜି ଓ ଡିଭିଏଫର ଯବାନ ମିଳିତଭାବେ କମ୍ବିଂ ଅପରେସନ୍ ଚଳାଇଥିଲେ। ଦୀର୍ଘଦିନ ପରେ...
ଭୁବନେଶ୍ୱର: ନଭେମ୍ବର ମାସରେ କେମିତି ଚାଲିବ ସରକାରୀ ଅଫିସ, ତାର ଗାଇଡ୍ ଲାଇନ୍ ଜାରି କରିଛନ୍ତି ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ନିର୍ଦ୍ଦେଶନାମା ଅନୁସାରେ ନଭେମ୍ବର ମାସରେ କଟକ ଭୁବନେଶ୍ୱରରେ ଥିବା ରାଜ୍ୟ ସରକାରଙ୍କ ସବୁ ଅଫିସ ୫୦ ପ୍ରତିଶତ କର୍ମଚାରୀରେ ଚାଲିବ। କେଉଁ କର୍ମଚାରୀ କେତେବେଳେ...
ନୂଆଦିଲ୍ଲୀ: ୧୪୫ ତମ ଜୟନ୍ତୀରେ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଷ୍ଟ୍ରୀୟ ଏକତା ଦିବସରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ ଦେଇ କହିଛନ୍ତି ଯେ ସୀମାକୁ ନେଇ ଭାରତର ଦୃଷ୍ଟିକୋଣ ବଦଳିଛି। ସୀମାରେ ଭାରତ ଶହ ଶହ କିଲୋମିଟର ସଡ଼କ ନିର୍ମାଣ କରୁଛି। ଶତ୍ରୁକୁ ମୁହଁତୋଡ଼...
କେଭାଡିଆ: ରାଷ୍ଟ୍ରୀୟ ଏକତା ଦିବସରେ ପୁଲଓ୍ୱାମା ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୁଲଓ୍ୱାମା ପ୍ରସଙ୍ଗ ଉଠାଇ ବିରୋଧୀଙ୍କ ଉପରେ ବର୍ଷିଛନ୍ତି ମୋଦି। ଦେଶ କେବେ ବି ପୁଲଓ୍ୱାମା ଆକ୍ରମଣ ଭୁଲି ପାରିବନି ବୋଲି ସେ କହିଛନ୍ତି। ସେ କହିଛନ୍ତି ଯେ କିଛି ବ୍ୟକ୍ତି ପୁଲଓ୍ୱାମା ଆକ୍ରମଣରେ ବି...
ଭୁବନେଶ୍ୱର: ଆଜି ରାଜ୍ୟରେ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୧, ୩୨୦ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। Regret to inform the demise of...
ଭୁବନେଶ୍ୱର: OTV ସିଏଫ୍ଓଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। CFO ମନୋରଂଜନ ଷଡ଼ଙ୍ଗୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି। ସାରୁଅ ଜମି କିଣାବିକା ମାମଲାରେ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛି କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ସକାଳେ ମନୋରଂଜନଙ୍କୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା। ଦଫା ୪୨୦, ୪୨୩, ୪୬୭, ୪୬୮, ୪୭୧,...
ଭୁବନେଶ୍ୱର: ଆକ୍ରୋଶ! ଅମାନବୀୟ! ଓଟିଭି ବିରୋଧରେ କେତେ ଚରମ ସରକାରଙ୍କ ରାଗ? ଇଏ ତାର ଆଉ ଏକ ବଡ଼ ଉଦାହରଣ ବିନା ନୋଟିସ୍ କି ସୂଚନାରେ ସାରୁଅ ଜମି କିଣାବିକା ମାମଲାରେ ଅତି ଅମାନବୀୟ ଢଙ୍ଗରେ ଓଟିଭିର ଚିଫ୍ ଫାଇନାନ୍ସିଆଲ୍ ଅଫିସର ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ।...
ଭୁବନେଶ୍ୱର: ପୁଣି ପଦାରେ ପଡ଼ିଲା, ରାଜ୍ୟ ବିକାଶର ବିକଳ ଚିତ୍ର। ଭାରତର ଅନ୍ୟ ରାଜ୍ୟ ତୁଳନାରେ, ଓଡ଼ିଶାର ଶାସନ କଳ ଯେ କେତେ ଦୁର୍ବଳ, ତାହା ସାମ୍ନାକୁ ଆଣିଛି ପବ୍ଲିକ୍ ଆଫାୟାର୍ସ ଇଣ୍ଡେକ୍ସ-୨୦୨୦। ଯେଉଁଥିରେ ଦେଶର ୧୮ଟି ବଡ଼ ରାଜ୍ୟ ତାଲିକାରେ, ଓଡ଼ିଶାର ସ୍ଥାନ ତଳ ଆଡ଼ୁ ଦ୍ୱିତୀୟ ...
ଭୁବନେଶ୍ୱର: ଆସନ୍ତାକାଲିର ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସବୁ ପ୍ରକାର ପ୍ରସ୍ତୁତି ଚୂଡ଼ାନ୍ତ। ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ ଲୋହାନି ପ୍ରେସମିଟରେ କହିଛନ୍ତି, ଆସନ୍ତାକାଲି ସକାଳ ୭ରୁ ସଂଧ୍ୟା ୬ଟା ଯାଏଁ ଭୋଟିଂ ହେବ। ବୁଥ୍ ସଂଖ୍ୟା ବଢ଼ିଛି, ଗୋଟିଏ ବୁଥ୍ରେ ୧ ହଜାର ଭୋଟର...
ରାଉଲକେଲା: ପ୍ରାୟ ୨୫ ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ଼ ଜିଲ୍ଲା କୁତ୍ରା ବ୍ଲକ ଜଙ୍ଗାଟୋଲି ଗାଁର ବିରଜୁ କୁଲୁ ପାକିସ୍ତାନରେ ଜେଲରେ ଥିଲେ ବୋଲି ଜଣାପଡ଼ିଛି। ସେ ଏବେ ପଞ୍ଜାବ ଅମୃତସରର ଏକ ହସ୍ପିଟାଲରେ ଅଛନ୍ତି କ୍ୱାରେଣ୍ଟିନ୍ ସମୟ ସାରିବା ପରେ ଘରକୁ ଫେରିବେ ବୋଲି ଜିଲ୍ଲା...
ଭୁବନେଶ୍ୱର: ଟିକା ପାଇଁ ସ୍ୱାସ୍ଥ୍ୟ ଓ ଅଙ୍ଗନବାଡ଼ି କର୍ମୀଙ୍କ ଡାଟା ଆହ୍ୱାନ ପ୍ରସଙ୍ଗରେ ଏଯାବତ ୯୮% ସ୍ୱାସ୍ଥ୍ୟ କର୍ମୀ, ଅଙ୍ଗନବାଡ଼ି କର୍ମୀ ତଥ୍ୟ ଦେଲେଣି। ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ୩୬୮୩ ସରକାରୀ ଓ ଘରୋଇ ସ୍ୱାସ୍ଥ୍ୟ ସଂସ୍ଥାରୁ ଡାଟା...
ବ୍ରହ୍ମପୁର: କରୋନାର ଦ୍ୱିତୀୟ ପ୍ରବାହକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ପ୍ରଶାସନ ବୈଠକ। ଦ୍ୱିତୀୟ ପ୍ରବାହ ରୋକିବାକୁ ସତର୍କତା ଅବଲମ୍ବନ ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଛି। କରୋନା ନିୟମ ମାନିବାକୁ ପ୍ରଥମେ ସଚେତନତା ଓ ପରେ ଚଢାଉ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ଏଥିରେ କଣ ନିଷ୍ପତ୍ତି ନିଆଯାଇଛି...
ଭୁବନେଶ୍ୱର: ଏଥର ବାଲେଶ୍ୱରରେ ମୁଖ୍ୟତଃ ବିଜେଡିର ସ୍ୱରୂପ ଦାସ, ବିଜେପିର ମାନସ ଦତ୍ତ ଓ କଂଗ୍ରେସ୍ର ମମତା କୁଣ୍ଡୁଙ୍କ ମଧ୍ୟରେ ପ୍ରତିଯୋଗିତା ହେଉଛି। ସେହିପରି ତିର୍ତ୍ତୋଲରେ ବିଜେଡିର ବିଜୟ ଶଙ୍କର ଦାସ, ବିଜେପିର ରାଜକିଶୋର ବେହେରା ଓ କଂଗ୍ରେସ୍ର ହିମାଂଶୁ ମଲ୍ଲିକଙ୍କ ମଧ୍ୟରେ ହେଉଛି ଲଢ଼େଇ। ୨୦୧୯ ନିର୍ବାଚନରେ...
ବ୍ରହ୍ମପୁର: ଗ୍ରୀନ୍ ଓ କୋଭିଡ ମୁକ୍ତ ଦୀପାବଳି ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ ଆହ୍ୱାନ ଦେଇଛନ୍ତି। ବାଣ ମାର୍କେଟ ନ ଖୋଲିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିବେଦନ କରିଛନ୍ତି। ତେବେ ବାଣ ମାର୍କେଟ ଖୋଲିବା ନେଇ ଯେଉଁ ଗାଇଡଲାଇନ୍ ରହିଛି ତାହା ଅନୁଧ୍ୟାନ ହେବ। ଆଲୋଚନା କରି ଲାଇସେନ୍ସ...