ପୁରୀ: ଝଲସିବେ ମହାବାହୁ, ଝଲସିବ ରତ୍ନ ସିଂହାସନ। ରାତି ପାହିଲା ବେଳକୁ ରତ୍ନ ସିଂହାସନରେ ଦୁର୍ଲ୍ଲଭ ନାଗାର୍ଜୁନ ବେଶରେ ସଜେଇ ହୋଇ ସାରିଥିବେ ମହାପ୍ରଭୁ। ଜଗନ୍ନାଥ-ବଳଭଦ୍ରଙ୍କୁ ଯୋଦ୍ଧା ବେଶରେ ସଜ୍ଜିତ କରିବାକୁ ସମ୍ପୂର୍ଣ୍ଣ ପ୍ରସ୍ତୁତ। ବେଶ ପରିପାଟି ସହ ୧୬ ପ୍ରକାରର ପାରମ୍ପାରିକ ଯୁଦ୍ଧାସ୍ତ୍ର ଯାହା ମଧ୍ୟରେ ରହିଛି...
ଭୁବନେଶ୍ୱର: IFS ଅଭୟ ପାଠକଙ୍କ ସମ୍ପତ୍ତିର ଆକଳନ କରିଛି ଭିଜିଲାନ୍ସ ବିଭାଗ। ପ୍ରାୟ ୨ ଦିନ ଧରି ଏହି କୁବେର ଅଫିସରଙ୍କ ଚଢାଉ ପରେ ଅମାପ ସମ୍ପତ୍ତିର ବଡ଼ ଚିଠା ତିଆରି କରିଛି ଭିଜିଲାନ୍ସ। IFS ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କୁ ମୁମ୍ବାଇରୁ ଭୁବନେଶ୍ୱର ଆଣିଛି ଭିଜିଲାନ୍ସର ସ୍ୱତନ୍ତ୍ର...
ଭୁବନେଶ୍ୱର: ଅୟସ ଆରାମ ଲାଇଫ୍ ଷ୍ଟାଇଲରେ ପୁର୍ଣ୍ଣଚ୍ଛେଦ ପଡ଼ିଛି। IFS ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଗିରଫ କରିଛି ଭିଜିଲାନ୍ସ। ଗିରଫ ପରେ ବାପପୁଅଙ୍କୁ କୋର୍ଟ ଚାଲାଣ ଭିଜିଲାନ୍ସ କରିଛି। ବାପା ଅଭୟକାନ୍ତଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରାଯାଇଛି। ବାପା ପଇସାର ଅପବ୍ୟବହାର ଅଭିଯୋଗରେ...
ଭୁବନେଶ୍ୱର: ପରୀ ହତ୍ୟାକୁ ନେଇ ସେହି ପଞ୍ଚାୟତର ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ ବିସ୍ଫୋରକ ବୟାନ। ଅଙ୍ଗ ତସ୍କରୀ ପାଇଁ କୁନି ଝିଅଟିକୁ ହତ୍ୟା କରାଯାଇଛି। ପରୀର ଅଙ୍ଗକୁ ନେଇ କେଉଁ ଜଣେ ହାଇପ୍ରୋଫାଇଲ ବ୍ୟକ୍ତିଙ୍କ ଦେହରେ ପ୍ରତିରୋପଣ କରାଯାଇଛି। ତେଣୁ ଏହି ଘଟଣାକୁ ଚାପି ଦେବା ପାଇଁ ଏତେ...
ଭୁବନେଶ୍ୱର: ଡିସେମ୍ବର ୧ରୁ ରାଜ୍ୟର ସମସ୍ତ ମେଡିକାଲ କଲେଜ ଖୋଲିବ। ମେଡିକାଲ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ଖୋଲିବ ମେଡିକାଲ କଲେଜ। ମେଡିକାଲ କଲେଜ ଖୋଲିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନା ଗାଇଡଲାଇନ ମାନିବା ସହ SOP ପାଳନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ...
ଭୁବନେଶ୍ୱର: ଭୁବନେଶ୍ୱର ବିମାନ ବନ୍ଦରରୁ ଧରାପଡିଲା ୪୦୦ ଗ୍ରାମ ସୁନା। ବିମାନରେ ଯିବା ପୂର୍ବରୁ ଜଣେ ଯାତ୍ରୀଙ୍କ ଠାରୁ ଏହି ସୁନା ଜବତ ହୋଇଛି। ଯାତ୍ରୀଙ୍କ ନାଁ ଜୈନୁଲଆବେଦିନ୍ ଏବଂ ସେ ଚେନ୍ନାଇ ଯାଉଥିଲେ ସୁନା ସହ ସଂପୃକ୍ତ ଯାତ୍ରୀଙ୍କୁ କଷ୍ଟମ୍ ବିଭାଗକୁ ହସ୍ତାନ୍ତର କରିଛନ୍ତି ବିମାନ ବନ୍ଦର...
ଭୁବନେଶ୍ୱର: IFS ଅଭୟକାନ୍ତ ପାଠକ ଚାକିରିରୁ ନିଲମ୍ବିତ। ଅଭୟକାନ୍ତଙ୍କୁ ନିଲମ୍ବନ କଲେ ରାଜ୍ୟ ସରକାର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇ ଜେଲ୍ରେ ଅଛନ୍ତି ଅଭୟ। ଏହା ସହ ଅୟସ ଆରାମ ଲାଇଫ୍ ଷ୍ଟାଇଲରେ ପୁର୍ଣ୍ଣଚ୍ଛେଦ ପଡ଼ିଛି। IFS ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ...
ଆଧୁନିକ ଜୀବନ ଶୈଳୀରେ ଦିନସାରା କାମ ଚାପ ଏବଂ ସନ୍ଧ୍ୟାରେ ଥକାପଣ ଯୋଗୁ ଅଧିକାଂଶ ଲୋକ ରାତିରେ ଖାଦ୍ୟ ନ ଖାଇ ଶୋଇ ପଡ଼ିଥାନ୍ତି। ଆପଣ କେବେ କେମିତି ଏପରି କରୁଥିବେ। କିନ୍ତୁ ଯଦି ଆପଣଙ୍କ ଏହି ଅଭ୍ୟାସ ନିତିଦିନିଆ ଅଭ୍ୟାସରେ…
ଆବଶ୍ୟକୀୟ ସାମଗ୍ରୀ: ବୁଟ ଡାଲି, ଲାଉ, ହଳଦୀ, ଲୁଣ, ବିଲାତି ବାଇଗଣ, ଘିଅ କିମ୍ବା ତେଲ, ହେଙ୍ଗୁ, ତେଜପତ୍ର, ଜିରା, ଡାଲଚିନି, ଛୋଟ ଅଳେଇଚ ଓ ଲବଙ୍ଗ। ପ୍ରସ୍ତୁତି ପ୍ରଣାଳୀ: ବୁଟ ଡାଲିରେ ଲୁଣ, ହଳଦୀ, ଏବଂ ଟମାଟୋ ପକାଇ ସାଧାରଣ…
ନୂଆଦିଲ୍ଲୀ: ଲୋକପ୍ରିୟ ଅଭିନେତ୍ରୀ ଦିବ୍ୟା ଭଟ୍ଟନଗର ଅସୁସ୍ଥ। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ ମୁମ୍ବାଇ ଏସ୍ଆର୍ଭି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଏବେ ମୃତ୍ୟୁ ସହିତ ସଂଗ୍ରାମ କରୁଛନ୍ତି। ସୂଚନା ଅନୁସାରେ ଦିବ୍ୟାଙ୍କ ଅକ୍ସିଜେନ୍ ଲେବଲ ହଠାତ୍ କମିଯାଇଥିଲା। ସେଥିପାଇଁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଦିବ୍ୟାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ...
ଭୁବନେଶ୍ୱର: ବିଜେଡିର ମିଷ୍ଟର କ୍ଲିନ୍ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ କାହିଁକି ବିଦା କଲା ବିଜେଡି ? କାଳ ହେଲା କି ନୂଆ ନୂଆ ସମୁଦି ବନିଥିବା ଆଇଏଫଏସ୍ ଅଭୟକାନ୍ତ ପାଠକଙ୍କ ବିରୋଧରେ ଉଠିଥିବା କୋଟି କୋଟିର ଦୁର୍ନୀତି ଅଭିଯୋଗ ? ନଜର ପକାନ୍ତୁ ଏହି ନିମନ୍ତ୍ରଣ କାର୍ଡ ଉପରେ।...
ନୂଆଦିଲ୍ଲୀ: ବିଜେପିର ମିଶନ ହାଇଦ୍ରାବାଦ୍। ଆଗାମୀ ବୃହତ ହାଇଦ୍ରାବାଦ ମହାନଗର ନିଗମ ଭୋଟ୍ ପାଇଁ ଆଜି ହାଇଦ୍ରାବାଦ ଯାଇ ନିର୍ବାଚନ ପ୍ରଚାର କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଶାହା ଆଜି ଶିକନ୍ଦରାବଦର ଓ୍ୱାରସିଗୁଡ଼ାରେ ଆୟୋଜିତ ଏକ ବିଶାଳ ରୋଡ୍ ସୋରେ ଭାଗ ନେଇଥିଲେ। ଏହି ଅବସରରେ ସେ...
ଭେଜ୍ ମଞ୍ଚୁରିଆନ୍, କୋବି ମଞ୍ଚୁରିଆନ୍ ତ ଆମେ ସବୁବେଳେ ଖାଇଥାଉ। କିନ୍ତୁ କେବେ ଇଡ୍ଲିରେ ମଞ୍ଚୁରିଆନ୍ ଖାଇଛନ୍ତି କି? ସାଧାରଣତଃ ଇଡ୍ଲି ସହ ଆମେ କିଛି ତରକାରୀ ଖାଇଥାଉ। ନ ହେଲେ ଏହା ଖାଇବାକୁ ଭଲ ଲାଗିନଥାଏ। ଯଦି ଆପଣ ଘରେ ଇଡ୍ଲି ପ୍ରସ୍ତୁତ କରିଛନ୍ତି ଓ ଖାଇସାରିବା...
ରାଉଲକେଲା: ଟ୍ରେନରେ ନାବାଳିକାଙ୍କୁ ଦୁର୍ବବ୍ୟହାର ଅଭିଯୋଗରେ ଜଣେ ଗିରଫ। ଗତ ୨୯ ତାରିଖରେ ମୁମ୍ବାଇ LTT ଏକ୍ସପ୍ରେସ୍ରେ ନାବାଳିକା ତାଙ୍କ ପରିବାର ସହ ଆସୁଥିବା ବେଳେ ଅଶ୍ଲୀଳ ବ୍ୟବହାର ନେଇ ଅଭିଯୋଗ ହୋଇଥିଲା। ସାଥୀ ଯାତ୍ରୀ ଜଣକ ଏପରି କରିଥିବା ଅଭିଯୋଗ ପରେ ରାଉରକେଲା ରେଳବାଇ ପୋଲିସ୍ ଅଭିଯୁକ୍ତଙ୍କୁ ଗିରଫ...
ନୂଆଦିଲ୍ଲୀ: କୋଭିଡ ଟିକା ପ୍ରସ୍ତୁତକାରୀ କମ୍ପାନି କର୍ତ୍ତୃପକ୍ଷଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନ୍ଫରେନ୍ସିଂରେ ହୋଇଛି ଏହି ଆଲୋଚନା। ଜେନୋଭା ବାଓଫାର୍ମାସୁଟିକାଲ୍, ବାଓଲଜିକାଲ-E ଏବଂ ଡର ରେଡ୍ଡି କମ୍ପାନିର ବରିଷ୍ଠ ଅଧିକାରୀଙ୍କ ସହ କଥା ହୋଇଛନ୍ତି। ଭ୍ୟାକସିନ୍ ନିର୍ମାଣରେ ଲାଗିଥିବା ବୈଜ୍ଞାନିକ ଓ ଗବେଷକଙ୍କ...
ନୂଆଦିଲ୍ଲୀ: କୃଷି ଆଇନ୍କୁ ବିରୋଧ କରି ଦେଶର ଅନେକ ସ୍ଥାନରେ କୃଷକମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆଜି ଆନ୍ଦୋଳନ ସ୍ଥଳି ନିକଟରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଦିଲ୍ଲୀ ଟିକ୍ରି ସୀମାରେ ଆନ୍ଦୋଳନରତ ଚାଷୀ ପୋଲିସ ଦେଇଛନ୍ତି ପ୍ରସାଦ। ଗୁରୁ ନାନକଙ୍କ ଜନ୍ମ ଜୟନ୍ତି ପୂଜା ପରେ ପ୍ରସାଦକୁ...
ନୂଆଦିଲ୍ଲୀ: ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜବାବ ତଲବ କଲେ NCPCR (ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ)। ନିଜ ତରଫରୁ ମାମଲା ରୁଜୁ କରି ନୋଟିସ କଲେ NCPCR। ଓଡ଼ିଶାଟିଭି ଡଟ୍ ଇନ୍ ଏବଂ ଓଟିଭି ଖବର ଆଧାରରେ ମାମଲା ରୁଜୁ...
ଭୁବନେଶ୍ୱର: କରୋନା ନେଇ ଡିସେମ୍ବର ୩୧ ଯାଏ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। କଣ୍ଟେନମେଣ୍ଟ ଜୋନରେ ଲକ୍ ଡାଉନ ଜାରି କରାଯାଇପାରିବ, ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ ଜୋନ୍ ନିର୍ଦ୍ଧାରଣ କରିବେ। ଟେଷ୍ଟିଂ, ଟ୍ରେସିଂ ଏବଂ ଆଇସୋଲେସନ ଉପରେ ଗାଇଡଲାଇନରେ ଗୁରୁତ୍ୱ। ଡିସେମ୍ବର ୩୧ ଯାଏ...
ଭୁବନେଶ୍ୱର: କରୋନା ନେଇ ଡିସେମ୍ବର ୩୧ ଯାଏ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ସ୍କୁଲ ଖୋଲିବା ଉପରେ ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ। ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଖୋଲିବା ନିଷ୍ପତ୍ତି ନେବ ଗଣଶିକ୍ଷା ବିଭାଗ। ବିଭିନ୍ନ ପକ୍ଷଙ୍କ ସହ ଆଲୋଚନା ଓ ଏସ୍ଓପି କରି ସ୍କୁଲ...