• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

covaxin
ଓଡ଼ିଶାରେ ଉତ୍ପାଦନ ହେବ କୋଭାକ୍ସିନ୍ ଟିକା

ଭୁବନେଶ୍ୱର: ଆସନ୍ତା ବର୍ଷ ଜୁନ୍ ସୁଦ୍ଧା ଓଡ଼ିଶାରେ ଉତ୍ପାଦନ ହେବ କୋଭାକ୍ସିନ୍ ଟିକା। ଏହି ଲକ୍ଷ୍ୟ ନେଇ ଭୁବନେଶ୍ୱର ଅନ୍ଧାରୁଆଠାରେ ଟିକା ଉତ୍ପାଦନ ଶିଳ୍ପାନୁଷ୍ଠାନର ନିର୍ମାଣ କାର୍ଯ୍ୟ ଜୋରସୋରରେ ଚାଲିଛି। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

corona death
କରୋନାରେ ଗଲା ଆଉ ୧୯ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା। ୨୪ ଘଣ୍ଟାରେ ସର୍ବାଧିକ ୧୯ ଜଣଙ୍କ ମୃତ୍ୟୁ ହୋଇଛନ୍ତି। ଖୋର୍ଦ୍ଧା ଓ ସୁନ୍ଦରଗଡ଼ରୁ ସର୍ବାଧତ୍କ ୪ ଲେଖାଏଁ, ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ ଲେଖାଏଁ; ଅନୁଗୁଳ, ବଲାଙ୍ଗିର, କଟକ ଓ ଦେବଗଡ଼ରୁ…

corona
ରେକର୍ଡ ପରେ ରେକର୍ଡ: ଦିନକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ହଜାର ଟପିଲା

ରାଜ୍ୟରେ ସାଂଘାତିକ ସ୍ଥିତିରେ ପହଞ୍ଚିଲାଣି କରୋନା । ଏବେ ସିଧା ଡେଇଁଛି ୧୨ ହଜାର ଉପରକୁ । ରାଜ୍ୟରେ ଆଉ ୧୨ ହଜାର ୨୩୮ ପଜିଟିଭି ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡରେ ଓ ଖୋର୍ଦ୍ଧାରେ ଉଗ୍ର ରୂପ ଧାରଣ କଲାଣି ମହାମାରୀ…

mask
ମାସ୍କ ନପିନ୍ଧିବା ଅଭିଯୋଗରେ ୬ କୋଟି ଟଙ୍କାର ଫାଇନ୍ ଆଦାୟ

ଭୁବନେଶ୍ୱର: ସଚେତନ ନହେଲେ କରୋନା ସଂକ୍ରମଣ ବଢ଼ିବ। ତେଣୁ ରାଜ୍ୟରେ କଡ଼ାକଡ଼ି ଯାଞ୍ଚ କରାଯାଉଛି। ତଥାପି ବହୁ ଲୋକ କଟକଣା ମାନୁନାହାନ୍ତି ବୋଲି କହିଛନ୍ତି ପୋଲିସ୍ ଡିଜି ଅଭୟ। ରାଜ୍ୟରେ କୋଭିଡ୍ କଟକଣା ନମାନିବାରୁ କଟିଛି ୧୫ କୋଟିରୁ ଅଧିକ ଟଙ୍କାର…

health-specialist
ତୃତୀୟ ଲହର କଥା ଚିନ୍ତା ନକରି ଆକ୍ରାନ୍ତଙ୍କ ଚିକିତ୍ସା ଉପରେ ଧ୍ୟାନ ଦିଅ: ବିଶେଷଜ୍ଞ

ଭୁବନେଶ୍ୱର: ମେ୧ରେ ୧୦, ୪୧୩, ୨ରେ ୮୦୧୫, ୩ରେ ୮୯୧୪, ୪ରେ ୮୨୧୬, ୫ରେ ୯୮୮୯ ଓ ଆଜି ୧୦, ୫୨୧। ମେ ମାସର ପ୍ରଥମ ୬ ଦିନରେ ଚିହ୍ନଟ ହେଲେଣି ୫୫ ହଜାର ୯୬୮ କୋଭିଡ୍ ଆକ୍ରାନ୍ତ। ଖୋର୍ଦ୍ଧା ଓ…

pmo
ପ୍ରଦୀପ୍ତ ନାଏକ, ରଘୁନାଥ ମହାପାତ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱର ଏମ୍ସରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି ପ୍ରଦୀପ୍ତ ନାଏକ। ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ବି କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଛନ୍ତି। କରୋନାରେ ଆକ୍ରାନ୍ତ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ପତ୍ନୀ ପ୍ରମିଳା…

tahsildar
କୋଭିଡ୍ ନିୟମ ଉଲ୍ଲଘଂନକାରୀଙ୍କୁ ତହସିଲଦାର ଧରିଲେ, ପୋଲିସ ଛାଡିଦେଲେ

ବାଲେଶ୍ୱର: ବାଲେଶ୍ୱର ହିଞ୍ଜିଳି ଗାଁରେ ଏକାଦଶ ଭୋଜିରେ ତହସିଲଦାରଙ୍କୁ ଆକ୍ରମଣ। ଚଢ଼ଉ ବେଳେ ଉତ୍ତ୍ୟକ୍ତ ଲୋକେ ସଦର ତହସିଲଦାର ଏବଂ ତାଙ୍କ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଅଭିଯୋଗ ଅନୁଯାୟୀ କୋଭିଡରେ ଆକ୍ରାନ୍ତ ହୋଇ ଗାଁର ହାରାମଣି ରାଉତଙ୍କ ମୃତ୍ୟୁ ପରେ ତାଙ୍କ ଏକାଦଶାହରେ…

vaccination
୨ୟ ଡୋଜ୍ ଅପେକ୍ଷାରତଙ୍କୁ ପ୍ରଥମେ ଦିଆଯିବ କରୋନା ଟିକା

ଭୁବନେଶ୍ୱର: ଟିକାକରଣ ସଂପର୍କରେ ସ୍ୱାସ୍ଥ୍ୟ ACS ପ୍ରଦୀପ୍ତ ମହାପାତ୍ରଙ୍କ ସୂଚନା ରାଜ୍ୟରେ ୯୭% ସ୍ୱାସ୍ଥ୍ୟକର୍ମୀଙ୍କୁ ପ୍ରଥମ ଓ ୮୭%କୁ ୨ୟ ଡୋଜ୍ ଦିଆଗଲାଣି। ସମ୍ମୁଖ ଯୋଦ୍ଧାଙ୍କ ମଧ୍ୟରେ ପ୍ରଥମ ଡୋଜ୍ ୯୭%, ୨ୟ ଡୋଜ୍ ୮୫% ନେଲେଣି। ରାଜ୍ୟରେ ୪୫ ବର୍ଷରୁ…

madras-high-coutt
କରୋନାର ଦ୍ୱିତୀୟ ଲହର ବ୍ୟାପିବା ପଛରେ ନିର୍ବାଚନ କମିଶନ ଦାୟୀ: ମାଡ୍ରାସ୍ ହାଇକୋର୍ଟ

ମୁମ୍ବାଇ: ନିର୍ବାଚନ କମିଶନରଙ୍କୁ କଡା ସାମାଲୋଚନା କରିଛନ୍ତି ମାଡ୍ରାସ ହାଇକୋର୍ଟ। ଦେଶରେ କରୋନାର ଦ୍ୱିତୀୟ ଲହର ବ୍ୟାପିବା ପଛରେ ନିର୍ବାଚନ କମିଶନଙ୍କୁ ଦାୟୀ କରିଛନ୍ତି। କୋର୍ଟ ଯଦି ନିର୍ବାଚନ ବେଳେ ରାଜନୀତିକ ଦଳଙ୍କୁ ବଡ଼ ବଡ଼ ରାଲି କରିବାକୁ ନିର୍ବାଚନ କମିଶନ…

lion
ମଣିଷଙ୍କୁ ଠାରୁ ପଶୁପକ୍ଷୀଙ୍କୁ ବ୍ୟାପିପାରେ କରୋନା

ନୂଆଦିଲ୍ଲୀ: ମଣିଷ ପରେ ଏବେ ପଶୁପକ୍ଷୀଙ୍କ ପାଖରେ କରୋନା ସଂକ୍ରମିତ ହେବା ଆଶଙ୍କା ଦେଖାଦେଇଛି। ଦେଶର ଅଭୟାରଣ୍ୟ ଓ ଜାତୀୟ ଉଦ୍ୟାନକୁ କରୋନା ପଶିବା ଆଶଙ୍କା ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ହୋଇଛି। ସଂକ୍ରମିତ ମନୁଷ୍ୟଙ୍କଠାରୁ ପଶୁପକ୍ଷୀଙ୍କୁ କରୋନା ବ୍ୟାପିବା ଆଶଙ୍କା…

katuri-gang
ଧରାପଡ଼ିଲେ ରାଜଧାନୀର କଟୁରୀ ଗ୍ୟାଙ୍ଗ୍: ମର୍ଣ୍ଣିଂ ଓ୍ୱାକ୍‌ରେ ଯାଉଥିବା ଲୋକ ସାମାନ୍ୟ ଆଶ୍ୱସ୍ତ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକରେ ଆତଙ୍କ ଖେଳାଇଥିବା କଟୁରୀ ଗ୍ୟାଙ୍ଗର ୫ ଜଣଙ୍କୁ କମିଶନରେଟ୍ ପୋଲିସ ଗିରଫ କରିଛି। ଗିରଫ ଅପରାଧୀମାନେ ହେଲେ ଗଣେଶ କୋଟି, ଶଙ୍କର ଦାସ, ଜଗା, ସୁଶାନ୍ତ ଗୁରୁ ଓ ସୁଦାମ ନାୟକ। ଦୀର୍ଘ ୪ ମାସ…

RBI
କରୋନା ପ୍ରଭାବିତଙ୍କ ପାଇଁ ଲଙ୍ଗ୍ ଟର୍ମ ଲୋନ୍ ବ୍ୟବସ୍ଥା

ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହର ପାଇଁ ଦେଶର ଅର୍ଥନୀତି ପ୍ରଭାବିତ। ଏକଥା କହିଛନ୍ତି ଆରବିଆଇ ଗଭର୍ଣ୍ଣର। ଦେଶର କରୋନା ସ୍ଥିତିକୁ ନେଇ RBI ଗଭର୍ଣ୍ଣର ଶକ୍ତିକାନ୍ତ ଦାସ କହିଛନ୍ତି ଯେ ଗତବର୍ଷରୁ କରୋନା ସହ ସାରା ଦେଶ ଲଢୁଛି। କରୋନାର ଦ୍ୱିତୀୟ…

mamata-banarjeee
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା ବାନାର୍ଜୀ

କୋଲକାତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମମତା ବାନାର୍ଜୀ। କୋଭିଡ୍ କଟକଣା ଭିତରେ ମମତା କୋଲକାତା ରାଜଭବନରେ ଶପଥ ନେଇଛନ୍ତି। ରାଜ୍ୟର ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେଇଛନ୍ତି ମମତା। କୋଲକାତା ରାଜଭବନରେ ସ୍ୱଳ୍ପ ଅତିଥିଙ୍କ ଉପସ୍ଥିତିରେ ଏହି…

corona-1
ରାଜ୍ୟରେ କରୋନାରେ ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଗଜପତି ଓ କଳାହାଣ୍ଡି ଜିଲ୍ଲାରୁ ୩ ଲେଖାଏଁ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ…

coronavirus
ଓଡ଼ିଶା ପାଇଁ ଏବେ ଚିନ୍ତା ବଢାଇଲା ଆନ୍ଧ୍ର ଓ ତେଲେଙ୍ଗାନା ଭ୍ୟାରିଏଣ୍ଟ

ଭୁବନେଶ୍ୱର: ଓଡ଼ିଶା ପାଇଁ ଏବେ ଚିନ୍ତା ବଢ଼ାଉଛି କରୋନାର ଆନ୍ଧ୍ର ଓ ତେଲେଙ୍ଗାନା ଭ୍ୟାରିଏଣ୍ଟ। କାରଣ ଏହି ଦୁଇଟି ରାଜ୍ୟରେ ଚିହ୍ନଟ ଭ୍ୟାରିଏଣ୍ଟ ଆହୁରି ସଂକ୍ରାମକ। ଏହି ଆଶଙ୍କା କରି ରାଜ୍ୟ ସରକାର ଏବଂ ଓଡ଼ିଶା ସୀମାନ୍ତରେ କଟକଣା ଆହୁରି କଡ଼ାକଡ଼ି…

manoj-das
ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ଘୋଷଣା

ଭୁବନେଶ୍ୱର: ପ୍ରଖ୍ୟାତ ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ଘୋଷଣା କରାଯାଇଛି। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକଙ୍କୁ ରାଜ୍ୟ ସରକାର ପ୍ରତିବର୍ଷ ଏହି ପୁରସ୍କାର ଦେବେ। ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା…

unlock-6
ଲକଡାଉନ୍ ସମୟରେ କଣ ଖୋଲା ଓ କଣ ବନ୍ଦ?

ଭୁବନେଶ୍ୱର: ଲକଡାଉନ ସମୟରେ କ୍ଷୀର, ମାଛ, ମାଂସ ଓ ଅଣ୍ଡା ଦୋକାନ ଖୋଲା ରହିବ। ଏସବୁ ଦୋକାନ ୩୦ ଫୁଟ୍ ଦୂରତା ବଜାୟ ରଖି ସକାଳ ୬ଟାରୁ ଦିନ ୧୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଲୋକମାନେ ଘରଠାରୁ ୫୦୦ ମିଟର ଦୂରତା…

corona
ରାଜ୍ୟରେ ଆଉ ୯୮୮୯ ଜଣ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଉ ୯୮୮୯ ଜଣ କରୋନା ପଜିଟିଭ ଚିହ୍ନଟ| ଖୋର୍ଦ୍ଧାରୁ ସର୍ବାଧିକ ୧୩୩୧, ସୁନ୍ଦରଗଡରୁ ୧୧୩୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି I କେଉଁ ଜିଲ୍ଲାରୁ କେତେ ଜାଣନ୍ତୁ::- 1.ଅନୁଗୁଳ : 443 2. ବାଲେଶ୍ୱର: 151 3. ବରଗଡ: 483…

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।