କେବଳ ମହାବଳ ନୁହେଁ, ରାଜ୍ୟରେ କଲରାପତରିଆ ବାଘ ବି ସଙ୍କଟରେ। ୨୦୧୮ରେ ଏନଟିସିଏ ରିପୋର୍ଟ ଅନୁସାରେ, ଦେଶରେ ମୋଟ ୧୨ ହଜାର ୮୫୨ଟି କଲରାପତରିଆ ଥିଲା ବେଳେ କେବଳ ଓଡ଼ିଶାରେ ଥିଲେ ୭୬୦ ।
ସାଧୁସନ୍ଥ ରହୁଥିବା ଆଶ୍ରମରେ ସୈତାନୀ କାଣ୍ଡର କାରଣ କଣ? ବାବାଙ୍କୁ କାହିଁକି ନିର୍ମମ ଭାବେ ହତ୍ୟାକଲେ ଆଉ ଜଣେ ବାବା? ଜଘନ୍ୟ କାରନାମା ପଛରେ ଲୁଚିଛି କି ତନ୍ତ୍ରମନ୍ତ୍ରର କଳାକାହାଣୀ?
ସକ୍ରିୟ ଲଘୁଚାପ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି।
ଶ୍ରାବଣ ମାସରୁ ଆରମ୍ଭ ହୋଇ ମାତ୍ର କିଛି ଦିନ ବଜାରରେ ମିଳୁଥିବାରୁ ଏହାର ଚାହିଦା ବି ଢେର ଅଧିକା। ବାଲି ଛତୁ କିଲୋ ୪ ଶହରୁ ୬ ଶହ ଥିଲା ବେଳେ ବଡ଼ା ଛତୁ କିଲୋ ପିଛା ହଜାରେ ଟଙ୍କା ଯାଏଁ ବିକ୍ରି ହେଉଛି।
ଠାକୁରଙ୍କ ବନକଲାଗି ନୀତିରେ ଅହେତୁକ ବିଳମ୍ବ ପାଇଁ ଭକ୍ତଙ୍କ କ୍ଷୋଭ ଓ ଆଜିର ନୀତି ସବକମିଟି ବୈଠକ ପରେ ସାମାନ୍ୟ ନରମିଛି ଦତ୍ତମହାପାତ୍ର ନିଯୋଗ।
ପୁଣି ହଲଚଲ୍ ଓଲିଉଡ, ପୁଣି ଓଲିଉଡରେ ଚାଞ୍ଚଲ୍ୟ। ଏଥର ନା କାଷ୍ଟିଂ କାଉଚ୍ ନା ପ୍ରେମକୁ ନେଇ କୌଣସି ବିବାଦ, ବରଂ ସିଧାସଳଖ ଅଭିନେତ୍ରୀଙ୍କ ଅନ୍ତରଙ୍ଗ ମୁହୁର୍ତ୍ତର ଦୃଶ୍ୟକୁ ଭାଇରାଲ୍ କରି ବ୍ଲାକମେଲ୍ ଭଳି ସଂଗୀନ ଅଭିଯୋଗ ଆସିଛି। ଅଭିଯୋଗ ପୁଣି କୌଣସି ଅର୍ଡ଼ିନାରୀ ଅଭିନେତ୍ରୀ ନୁହଁନ୍ତି, ରୂପେଲି ପରଦାର ଆଗଧାଡ଼ିର...
କଂଗ୍ରେସ କହିଛି ବିଜେଡିର ଯଦି ଆନ୍ତରିକତା ଅଛି, ସଂସଦର ସାଂପ୍ରତିକ ସ୍ଥିତିର ଫାଇଦା ନେଉ। ସଂସଦରେ ମହିଳା ସଂରକ୍ଷଣ ବିଲ୍ ପାସ ପାଇଁ ପ୍ରତିଶ୍ରୁତି ନମିଳିଲେ ବିଜେପି ସରକାର ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବକୁ ସମର୍ଥନ କରୁ।
ଇଣ୍ଡିଗୋ ପକ୍ଷରୁ ଏକ ବିବୃତିରେ କୁହାଯାଇଛି, ଡିଜିସିଏର ନିର୍ଦ୍ଦେଶର ତର୍ଜମା କରାଯାଉଛି, ତା ପରେ ଉତ୍ତର ଦିଆଯିବ।
ପୋଲିସ କହିଛି ଯେ, ନର୍ଗିସ୍ କଥା ହେବା ବନ୍ଦ କରିବା ପରଠାରୁ ଇର୍ଫାନ୍ ତାକୁ ମାରିବା ପାଇଁ ଯୋଜନା କରୁଥିଲା।
ଜିମ୍ ଏବଂ ଫିଟନେସ ପ୍ରତି ବଢୁଥିବା ଯୁବପୀଢ଼ୀଙ୍କ ଆଗ୍ରହ ପାଇଁ ପ୍ରୋଟିନ୍ ସୋ ରୁମ, ଏବେକାର ବିଜନେସର ନୂଆ ଟ୍ରେଣ୍ଡ୍। ହେଲେ ଅଭିଯୋଗ ହେଉଛି ଏଭଳି ପ୍ରୋଟିନ ସୋ ରୁମ ଭିତରୁ ଅଧିକାଂଶଙ୍କର ନା ଏଥିପାଇଁ ଲାଇସେନ୍ସ ଅଛି। ନା ଏମାନଙ୍କ ପାଖରେ ପୋଷଣ ତତ୍ତ୍ବ ଉପରେ ଜ୍ଞାନ ଥିବା...
ଯେଉଁମାନେ ମହିଳାଙ୍କୁ ବାରଣ କରୁଥିବେ, ଇ-ଚାଲାଣ କଟାଯିବ। ବସ୍ ମାଲିକଙ୍କ ନାଁରେ ଚାଲାଣ କାଟିବାକୁ ନିର୍ଦ୍ଦେଶ ଦେଇଛନ୍ତି ସଚିବ।
ବସ୍ କର୍ମଚାରୀଙ୍କ ଅନ୍ଧବିଶ୍ୱାସ ଯୋଗୁଁ ବସ୍ ଯାତ୍ରା ଆରମ୍ଭ ବେଳକୁ କୌଣସି ମହିଳା ଯାତ୍ରୀଙ୍କୁ ପ୍ରଥମେ ବସ୍ରେ ଚଢାଇ ଦିଆଯାଏ ନାହିଁ। ଏହି ପରମ୍ପରା ଆଜି ସଭ୍ୟ ଓ ଶିକ୍ଷିତ ସମାଜ ଆଡ଼କୁ ଅଙ୍ଗୁଳି ଦେଖାଇଛି।
ରାଷ୍ଟ୍ରପତି କହିଥିଲେ, ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି, ବହୁ ନିର୍ଦ୍ଦୋଷଙ୍କ ଜୀବନର ମୂଲ୍ୟବାନ ସମୟ ଜେଲରେ କଟୁଛି। ଯାହା ଚିନ୍ତାର ବିଷୟ।
ପରୀକ୍ଷାର୍ଥୀଙ୍କ ଅଭିଯୋଗ, ପୋଲିସ ହାତରେ ଲିକ ହୋଇଥିବା ପ୍ରଶ୍ନପତ୍ର ଲାଗିଥିଲେ ବି ତାହା ଜେଇ ସିଭିଲର ପ୍ରଶ୍ନପତ୍ର ବୋଲି ଜାଣିବାକୁ ୭ ଦିନ ଲାଗିବା ପଛର କାରଣ କଣ। ଯଦି ପୋଲିସକୁ ଜଣାଥିଲା, ତାହେଲେ ପରୀକ୍ଷା ପୂର୍ବରୁ ଓଏସଏସସିକୁ କାହିଁକି ଅବଗତ କରାଯାଇ ନଥିଲା।
ବାରମ୍ବାର ଡେଡଲାଇନ୍, ମଝିରେ ମଝିରେ ଧରପଗଡ଼, ସଚେତନତା ଅଭିଯାନ ଓ ଚେତାବନୀ ପରେ ମଧ୍ୟ ବେଧଡ଼କ ବୁଲୁଛନ୍ତି ଅମାନିଆ ଗାଡ଼ିଚାଳକ। ଏସବୁକୁ ଦୃଷ୍ଟିରେ ରଖି ଅଗଷ୍ଟ ୧ରୁ ରାସ୍ତାରେ ଯାନବାହନ ଯାଞ୍ଚ ପ୍ରକ୍ରିୟା ବ୍ୟାପକ କରିବାକୁ ନିଷ୍ପତ୍ତି ନେଇଛି ପରିବହନ ବିଭାଗ।
ନ୍ୟାସନାଲ ଲ’ ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବ ଅବସରରେ ଗରିବ, ଅସହାୟ ଲୋକଙ୍କୁ ସହଯୋଗ କରିବାକୁ ରାଷ୍ଟ୍ରପତିଙ୍କ ଆହ୍ୱାନ ଦେଇଛନ୍ତି।
ଅଚାନକ ନଦୀ ଗର୍ଭରେ କିଛି ଏପରି ଘଟିଲା, ଯାହାକୁ ସେମାନେ ଦେଖି ଭୟଭୀତ ହୋଇଗଲେ।
ରାଜଧାନୀକୁ ଘାରିଲାଣି ଡେଙ୍ଗୁ ଚିନ୍ତା। ହେଲାଣି ବେକାବୁ, ନେଲାଣି ମୁଣ୍ଡ। ଏପଟେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ରାଜ୍ୟରେ ଏବେ ବି ଭୟାବହ ସ୍ଥିତିକୁ ଆସିନି ଡେଙ୍ଗୁ।
ରାଜ୍ୟ ସରକାରଙ୍କ ପାୱାରଫୁଲ୍ ଅଫିସର ଟିମର ଆମେରିକାର ଗସ୍ତକୁ ନେଇ ଚର୍ଚ୍ଚା। 5T ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ପରେ ଏବେ ଆମେରିକା ଯିବାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ।
ଆଜିଠୁ ରେଜିଷ୍ଟର ହୋଇଥିବା ଘରୋଇ ଗାଡିଗୁଡିକର ମଧ୍ୟ ସ୍କ୍ରାପିଂ ଆରମ୍ଭ ହୋଇଛି। ଏବେ ଆସନ୍ତୁ ଜାଣିବା କେମିତି ଆପଣ ୧୫ ବର୍ଷ ପୁରୁଣା ଗାଡ଼ି ସ୍କ୍ରାପିଂ କରିବେ।