ବିଜେଡିକୁ ଆଜି ୨୫ ପୂରି ୨୬ ଚାଲିଲା। ଏନେଇ ଆଜି ପୁରୀରେ ଦଳ ପାଳୁଛି ସିଲଭର ଜୁବ୍ଲି।
ଚୀନରେ କରୋନା ସଂକ୍ରମଣ ବଢ଼ିବା ପରେ ଏବେ ରାଜ୍ୟରେ ତତ୍ପରତା। କରୋନା ପରିସ୍ଥିତି ନେଇ ଆସନ୍ତାକାଲି ଅପରାହ୍ନ ସାଢ଼େ ୪ଟାରେ ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ।
ପାକିସ୍ତାନ ସ୍ଥିତି ସଙ୍ଗୀନ...୨୦ କିଲୋ ଅଟାକୁ ୨୫ ଶହ ଟଙ୍କାରେ କିଣୁଛନ୍ତି ଲୋକ...ଚିନ୍ତାରେ ପାକ୍ବାସୀ
ହଠାତ୍ ମାଇନସ୍ ୪୮ ତଳକୁ ଖସିଗଲା ତାପମାତ୍ରା.. ସତେ ଯେମିତି ହିମଯୁଗ.. ରକ୍ତ ଜମାଇ ଦେବାଭଳି ଶୀତର ପ୍ରକୋପ.. ଏ ହିମ ବିପତ୍ତିକୁ କହୁଛନ୍ତି ବମ୍ବ ସାଇକ୍ଲୋନ୍ ।
ଟିକଟ୍ ପାଇଁ ଅନେକ ଆଶାୟୀ ଥିବାରୁ ଯାହାକୁ ମୌକା ନମିଳିବା ସେ ବିଦ୍ରୋହୀ ହେବାର ଯଥେଷ୍ଟ ଆଶଙ୍କା ରହିଛି।
କୋଭିଡ୍ ମୁକାବିଲା କ୍ଷେତ୍ରରେ କେନ୍ଦ୍ରର ସତର୍କତା ପରେ ରାଜ୍ୟରେ ବି ତତ୍ପରତା।
ଦ୍ୱାଦଶ ବୋର୍ଡ ପରୀକ୍ଷାରେ ସେ ରାଜ୍ୟ ଟପ୍ପର ହୋଇଥିଲେ।
ସେଦିନ ହସପିଟାଲରେ ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିବା ଡାକ୍ତର ବି ମାନିଛନ୍ତି ତଣ୍ଟିରେ ଗାଢ ଦାଗ ଥିଲା।
କାହାର ତ୍ରୁଟି ପାଇଁ ତଳିତଳାନ୍ତ ରାଜ୍ୟ ସରକାରଙ୍କ ଏହି ଅନୁବନ୍ଧିତ ସଂସ୍ଥା?
ବିଜେଡି ରାଜନୀତିରେ ଅପରାଧୀକରଣ ପ୍ରତିବାଦରେ ଆସନ୍ତା ୨୬ ତାରିଖରେ ସତ୍ୟାଗ୍ରହ କରିବ ବିଜେପି।
ଚୀନରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଭାରତ ସରକାର ସଜାଗ ହୋଇଛନ୍ତି।
୨୪ ରଣନୀତି ଅନ୍ତର୍ଗତ ବିିଜେଡି ମହିଳା ଭୋଟ ବ୍ୟାଙ୍କକୁ ଭାଙ୍ଗି ନିଜ ପଟକୁ ନେବା ଲାଗି ଜୋରାଦର ପ୍ରୟାସ ଆରମ୍ଭ କରିଛି ବିଜେପି।
କ୍ରୀଡ଼ାରେ ସଫଳତା ଅର୍ଜନ କରୁଥିବା ବ୍ୟକ୍ତି ବିଶେଷଙ୍କୁ ସମ୍ମାନ ଉଦ୍ଦେଶ୍ୟରେ ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପାକ୍ଟ ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା। ଏହି କ୍ରମରେ ଶ୍ରେଷ୍ଠ କ୍ରୀଡ଼ା ପ୍ରଦର୍ଶନ ପାଇଁ ସ୍ୱାସ୍ତୀ ସିଂହ ପାଇଲେ ୩୦ତମ ଏକଲବ୍ୟ ପୁରସ୍କାର।
ଗୋଟିଏ ପଟେ ଭାଇ ଭଉଣୀଙ୍କୁ ମଣିଷ କରିବାର ବୋଝ ଓ ଆଉ ଗୋଟିଏ ପଟେ ଆର୍ଥିକ ଅନଟନ ଅନନ୍ତଙ୍କୁ ଆଉ ଆଗକୁ ବଢ଼ିବାକୁ ଦେଉନାହିଁ।
ଇମ୍ପା ଦ୍ୱାରା ୧୯୯୩ ମସିହାରେ ଏକଲବ୍ୟ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା।