ସ୍କୁଲ ପରିସରରେ ଏଭଳି ଘଟଣା, ଚିନ୍ତାଜନକ ନୁହେଁ କି?
ଲିଜାଙ୍କ ଗରିବ ପରିବାର ଚିନ୍ତାରେ ଥିବାବେଳେ ଶେଷରେ ନ୍ୟାୟ ପାଇଁ ଉମରକୋଟ ଥାନାର ଦ୍ୱାରସ୍ଥ ହୋଇଛନ୍ତି।
ହାଇକୋର୍ଟ ବେଞ୍ଚ ଦାବିରେ ୧୨ ତାରିଖର ହଙ୍ଗାମା ପାଇଁ ୨୩ ଓକିଲଙ୍କ ସମେତ ଏପର୍ଯ୍ୟନ୍ତ ୩୨ ଜଣ ଗିରଫ ହୋଇ ଜେଲ୍ରେ ଅଛନ୍ତି।
ହକି ଓ୍ୱାର୍ଲଡ କପ୍ ଆୟୋଜନରେ ସହରର ସମସ୍ତଙ୍କୁ ସାମିଲ କରିବାକୁ ଆରମ୍ଭ କରାଯାଇଛି ଚକ୍ ଦେ କାର୍ଯ୍ୟକ୍ରମ।
ମଶାରୀ ଭିତରେ ପଶି ମେୟର ଓ କମିଶନରଙ୍କ ମୁଖା ପିନ୍ଧି ଧାରଣାରେ ବସିଥିଲେ ବିଜେପି କର୍ମୀ।
ପଦ୍ମପୁର ଫର୍ମୁଲାରେ ୨୦୨୪ ମଇଦାନକୁ ଓହ୍ଲାଇବାକୁ ଯୋଜନା କରିଛି ବିଜେଡି।
ପ୍ରଥମଥର ପାଇଁ ସମ୍ବଲପୁର କୋର୍ଟରେ ଏଭଳି ଅଭାବନୀୟ ସ୍ଥିତି ଲାଗି ରାଜ୍ୟ ସରକାରଙ୍କୁ ଦାୟୀ କରି ବର୍ଷିଛି ବିଜେପି।
ଜୀବନବ୍ୟାପି ଭିକ୍ଷା ମାଗି ବ୍ୟାଙ୍କରେ ରଖିଥିବା ଟଙ୍କାଙ୍କୁ ସେ ପ୍ରଭୁ ଜଗନ୍ନାଥଙ୍କୁ ଦାନ କରିଛନ୍ତି।
କୋରାପୁଟର ବୋରିଗୁମ୍ମା ବ୍ଳକ୍ରେ ଶିଶୁମୃତ୍ୟୁକୁ ନେଇ ଗାଁ ଗାଁରେ ଦୁଃଖ ଯେତିକି ତାଠୁ ଅଧିକ ଭୟ ଘାରିଛି।
ଏହା ଓଡ଼ିଶା ଆକାଶରେ ଦେଖାଦେଉଥିବାରୁ ଲୋକେ ଏନେଇ ପ୍ରଥମେ ଭୟଭୀତ ହୋଇପଡ଼ିଥିଲେ।
ରାଜ୍ୟରେ ସ୍ବାସ୍ଥ୍ୟବସ୍ଥା ବିଗିଡ଼ି ଚାଲିଥିବା ଅଭିଯୋଗ ଆଣି ପୁଣି ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପ୍ରସଙ୍ଗ ଉଠାଇଛି ବିଜେପି ।
ଦିନକୁ ଦିନ ରାଜଧାନୀ ଭୁବନେଶ୍ବରରେ ବୃହତ ଅଟ୍ଟାଳିକା ମାନ ଗଢ଼ି ଉଠୁଥିବା ବେଳେ ଏ ସୁନ୍ଦର ସହର କଂକ୍ରିଟ ଜଙ୍ଗଲରେ ପରଣିତ ହେବାକୁ ବସିଛି।
ହାତୀ ସୁରକ୍ଷା କରିଡର ପାଇଁ କଣ ସବୁ ପଦକ୍ଷେପ ନିଆଯାଇଛି ବୋଲି ପ୍ରଶ୍ନ କରିଛନ୍ତି କୋର୍ଟ।
ସୋରୁମ୍ର ମ୍ୟାନେଜରଙ୍କୁ ସବୁ କଥା କହିବା ସହ ବାଇକ୍ କିଣିବାକୁ ଅନୁରୋଧ କରିଥିଲେ। ଯୁବକଙ୍କ ଆଗ୍ରହ ଦେଖି ମ୍ୟାନେଜର ବି କେବଳ କଏନ୍ ନେଇ ବାଇକ୍ ବିକ୍ରି କରିବାକୁ ରାଜି ହୋଇଯାଇଥିଲେ।
ଏହି ବୟାନ୍ ସାମ୍ନାକୁ ଆସିବା ପରେ ବିଜେପି ଏହାକୁ ନେଇ କଂଗ୍ରେସକୁ ଟାର୍ଗେଟ କରିଥିଲା।
ପୀଡିତା ଛାତ୍ରୀଙ୍କ ଦ୍ୱାରା ବିଶ୍ୱବିଦ୍ୟାଳୟର ହେଲ୍ପଲାଇନ୍ ନମ୍ବରରୁ ଅଭିଯୋଗ ଆସିବା ପରେ ଆକ୍ସନକୁ ଆସିଲା ପୁଲିସ।
ପରବର୍ତ୍ତୀ ୪ ଦିନ ଭିତରେ ପାରଦ ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ଖସିବ।
ଗତ ନଭେମ୍ବର ୩୦ରେ ହୋଇଥିବା ଆନ୍ଦୋଳନର FIR ଅନୁୟାୟୀ ୨୯ ଜଣ ଓକିଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବାର କାଉନ୍ସିଲ୍ ଅଫ ଇଣ୍ଡିଆ।