ଟଲିଉଡ ଓ ବଲିଉଡ କଳାକାରଙ୍କ କୋରାପୁଟ ଆଗମନ ପରିବର୍ତ୍ତନଶୀଳ ପ୍ରକୃତିର ଏକ ସୁନ୍ଦର ବାର୍ତ୍ତା ଦେଉଛି। କାହିଁକିନା ୧୦ ବର୍ଷ ପୂର୍ବର କୋରାପୁଟ ଆଉ ଆଜିର କୋରାପୁଟ ଭିତରେ କାହିଁ କେତେ ପରିବର୍ତ୍ତନ ହୋଇଛି ।
ବିଜେଡି ନେତା ରାଜା ଚକ୍ରଙ୍କ ଗିରଫଦାରୀ ପରେ ଦଳରେ କମ୍ପନ । ଖୋଦ୍ ନିଜ ଦଳର ବରିଷ୍ଠ ନେତା ବିଧାୟକ ବଦ୍ରି ପାତ୍ର କହିଛନ୍ତି, ରାଜାଙ୍କ ପକେଟରେ ଥିଲେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି । ପାଣ୍ଡିଆନ୍ ଓ ସିଏମଓ ବି ଏନେଇ ଅବଗତ ଥିଲେ । ଆଉ...
ନୟାଗଡ଼ ଧାନଚାଙ୍ଗଡ଼ା ଗାଁରେ ୨ ନାବାଳକଙ୍କ ରହସ୍ୟଜନକ ମୃତ୍ୟୁର ବଡ଼ ଖୁଲାସା। ବାପାର ଦ୍ବିତୀୟ ବିବାହ ପାଇଁ ପିଲାଙ୍କ ଆତ୍ମହତ୍ୟା ନୁହେଁ, ବରଂ ଦ୍ବିତୀୟ ବିବାହକୁ ବିରୋଧ କରିବାକୁ ଯାଇ ହତ୍ୟାର ଶିକାର ହୋଇଛନ୍ତି ୨ ଭାଇ। ଜେଜେ ମା’ ସହ ବାପା ହିଁ ୨ ପିଲାଙ୍କୁ ତଣ୍ଟିଚିପି...
ବିଜେଡି ନେତା ରାଜା ଚକ୍ରଙ୍କ ଗିରଫଦାରୀ ପରେ ଦଳରେ କମ୍ପନ । ଖୋଦ୍ ନିଜ ଦଳର ବରିଷ୍ଠ ନେତା ବିଧାୟକ ବଦ୍ରି ପାତ୍ର କହିଛନ୍ତି, ରାଜାଙ୍କ ପକେଟରେ ଥିଲେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି । ପାଣ୍ଡିଆନ୍ ଓ ସିଏମଓ ବି ଏନେଇ ଅବଗତ ଥିଲେ । ଆଉ...
ଶ୍ରୀମନ୍ଦିର ଆନନ୍ଦ ବଜାରର ଭିଡ଼ ନିୟନ୍ତ୍ରଣ ପାଇଁ ଉତ୍ତର ଦ୍ବାର ବାହାରେ ଅନ୍ନଛତ୍ର କରାଯିବାକୁ ଯୋଜନା। ଆଜି ଏହି ସୂଚନା ଦେଇଛନ୍ତି ଗଜପତି ମହାରାଜା ଦିବ୍ୟସିଂହ ଦେବ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଧପନ୍ତରିଆ କାର୍ଯ୍ୟକୁ ଦ୍ବିତୀୟ ଥର ପାଇଁ ଅନୁଧ୍ୟାନ କରିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସ୍ଥାନାନ୍ତର...
ଯାତ୍ରାରେ ସୀମା ଟପିଥିବା ଅଶ୍ଲୀଳତା ଉପରେ ଲାଗିବ ରୋକ୍ । କାହାଣୀ ହେଉ କି ନିର୍ଦ୍ଦେଶନା ଅବା ଅଭିନୟ, ସମସ୍ତଙ୍କ ପାଇଁ ଲାଗିବ ଲଗାମ ।
ମାର୍ଚ୍ଚ ଅଧା ନ ହେଉଣୁ ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଗତକାଲି ପାରଦ ୪୦ ପାର ହୋଇଥିବା ବେଳେ ଆଜି ମଧ୍ୟ ସମଗ୍ର ରାଜ୍ୟରେ ନିଆଁ ବର୍ଷୁଛି। ସେହିପରି ଚଳିତ ବର୍ଷ ପ୍ରଥମ ଥର ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୭ ଡିଗ୍ରୀ ପାର କରିଛି।
ଆପେ ଆପେ ବାହାରୁଛି ଧୂଆଁ। ଦେଖୁ ଦେଖୁ ଲାଗୁଛି ନିଆଁ। ଘରେ ନିଆଁ, ବାହାରେ ନିଆଁ। ଯୁଆଡେ ଚାହିଁବ ସିଆଡେ କେବଳ ନିଆଁ। ଦାଉ ଦାଉ ହୋଇ ଜଳି ଯାଉଛି ଲୁଗାପଟା। ପୋଡି ପାଉଁଶ ହୋଇଯାଉଛି ଘରର ଆସବାବପତ୍ର। ହୁତୁ ହୁତୁ ହୋଇ ସବୁ ଜଳି ଯାଉଛି।
୧୭ଲକ୍ଷ ଟଙ୍କାର କୌଣସି ଏକ କାରବାରକୁ ନେଇ ୱାରେଣ୍ଟ ଧରି ଗିରଫ କରିବାକୁ ଛତିଶଗଡ଼ରୁ ବରଗଡ଼ ଆସିଥିଲା ପୋଲିସ୍ । ସ୍ଥାନୀୟ ଲୋକ ବିରୋଧ କରି ଠେଲାପେଲା କଲେ । ପରିସ୍ଥିତି ଏମିତି ହେଲା ଯେ, ଫେରିଗଲା ପୋଲିସ୍ ।
ଏମିତି ବି ଏକ ସମୟ ଥିଲା ଯେତେବେଳେ ଅଧିନାୟକ ରୋହିତ ଶର୍ମା ନିଜ ବାପା ମାଆଙ୍କ ସହ ଏକ ଛୋଟ ଘରେ ରହୁଥିଲେ । କିନ୍ତୁ କ୍ରିକେଟରେ ସଫଳତା ପାଇବା ପରେ ରୋହିତଙ୍କ ଭାଗ୍ୟ ପରିବର୍ତ୍ତନ ହୋଇଯାଇଥିଲା । ଫଳରେ ସେ ଏକ ବିଳାସପୂର୍ଣ୍ଣ ଘର କିଣିଛନ୍ତି...
ଏଟିଏମରୁ ସୁନା ଏବଂ ରୁପା ଲକେଟ୍ ବାହାରିବାର ସୁବିଧା ଉପଲବ୍ଧ ହେବ । ଏହି ଏଟିଏମ୍ ମେସିନଗୁଡ଼ିକରୁ ଗ୍ରାହକମାନେ ନିଜେ ନିଜେ ଭଗବାନ ଭେଙ୍କଟେଶ୍ୱର ଏବଂ ଦେବୀ ଲକ୍ଷ୍ମୀଙ୍କ ପ୍ରତିଛବି ଥିବା ଲକେଟ୍ କ୍ରୟ କରି ପାରିବେ ।
ଗଜା ମୁଗ ଏକ ସମ୍ପୂର୍ଣ୍ଣ ପୁଷ୍ଟିକର ତତ୍ତ୍ଵରେ ଭରପୁର ସୁପରଫୁଡ୍ । ଯାହା ଆପଣଙ୍କ ଶରୀରକୁ ପ୍ରଚୁର ଶକ୍ତି, ପୁଷ୍ଟିସାର ପ୍ରଦାନ କରିଥାଏ । ଗଜା ମୁଗରେ ରହିଥିବା ଫାଇବର ଆପଣଙ୍କ ପାଚନ ତନ୍ତ୍ରକୁ ଶକ୍ତିଶାଳୀ କରିଥାଏ । ଏହା ଅନ୍ତନଳୀକୁ ସୁସ୍ଥ ରଖେ, କୋଷ୍ଠକାଠିନ୍ୟ ଦୂର କରେ,...
ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବା ବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ । ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର...
ପ୍ରକାଶ ୧୫ ବର୍ଷ ତଳେ ବିବାହ କରିଥିଲେ। ତାଙ୍କର ଦୁଇଟି ପୁଅ। ବଡ଼ପୁଅକୁ ୧୪ ବର୍ଷ ହୋଇଥିଲାବେଳେ ସାନପୁଅକୁ ୧୧ ବର୍ଷ। ପ୍ରକାଶଙ୍କ ସ୍ତ୍ରୀଙ୍କର ୩ବର୍ଷ ତଳେ ମୃତ୍ୟୁ ଘଟିଥିଲା। ହେଲେ ପ୍ରକାଶ ସ୍ତ୍ରୀର ମୃତ୍ୟୁ ପରେ ଦ୍ୱିତୀୟ କରିବାକୁ ଇଚ୍ଛା ପ୍ରକାଶ କରିଥିଲେ।
ଆଉ କେଇଟା ଦିନ ପରେ ଅନୁଭବ ଓ ଜାଗୃତିଙ୍କ ହାତଗଣ୍ଠି ପଡ଼ିବାକୁ ଯାଉଛି । ସେପଟେ ବର୍ଷାଙ୍କୁ ନେଇ ବି ଏବେ ସୋସିଆଲ ମିଡିଆରେ ଚର୍ଚ୍ଚା ଜୋର ଧରିଲାଣି। ଛାଡପତ୍ର ପରେ ଅନୁଭବଙ୍କ ବିବାହ ହେବାକୁ ଯାଉଥିବାରୁ ବର୍ଷାଙ୍କ ବିବାହ କେବେ ବୋଲି ଫ୍ୟାନ୍ସ ମାନେ ପ୍ରଶ୍ନ କଲେଣି...
ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ସୁନା ଦର। ଆଜି ସୁନା ଦରରେ ହେଲା ପରିବର୍ତ୍ତନ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୮୭,୭୦୦ ଟଙ୍କା ରହିଛି।
ଭାରତ ୨୫୨ ରନ୍ ବିଜୟ ଲକ୍ଷ୍ୟକୁ ହାସଲ କରି ପ୍ରଥମ ଦଳ ଭାବେ ତୃତୀୟ ଥର ଆଇସିସି ଚାମ୍ପିଆନ୍ସ ଟ୍ରଫିରେ ବିଜୟ ହାସଲ କରିଛି।
ବାଲିଗୁ଼ଡାର ତେରବାଡିରେ ବିଭାସଙ୍କ ପୈତୃକ ଗାଁ। ପରିବାର ସହ ବିଭାସ ଦିଲ୍ଲୀରେ ରହୁଥିଲେ। ସେ ଏକ ଘରୋଇ ହସ୍ପିଟାଲରେ HR ଭାବେ ଚାକିରି କରୁଥିଲେ। ଦେଶ ବିଦେଶର ବିଭିନ୍ନ ସ୍ଥାନ ବୁଲିବାକୁ ପସନ୍ଦ କରୁଥିଲେ ବିଭାସ। ହେଲେ ସେହି ପସନ୍ଦ ହିଁ ତାଙ୍କ ଶେଷ ଯାତ୍ରା ପାଲଟିଛି।
ବୋଲ ମାନୁନି ବନାଗ୍ନି। ଚାହୁଁ ଚାହୁଁ ପବନ ବେଗରେ ମାଡ଼ି ଚାଲିଛି ଜଙ୍ଗଲ ନିଆଁ। ବୌଦ୍ଧ ବନଖଣ୍ଡ ଜାମୁଖୋଲ ଜଙ୍ଗଲରେ ଦେଖିବାକୁ ମିଳିଛି ଭୟଙ୍କର ଦୃଶ୍ୟ। ଜଙ୍ଗଲରୁ ବ୍ୟାପୁଥିବା ନିଆଁ ଭୟଙ୍କର ରୂପ ଧରି ଏବେ ଗାଁ ଆଡ଼କୁ ମୁହାଁଇଲାଣି। ଖାଲି ବୌଦ୍ଧ ନୁହେଁ, ସୁନ୍ଦରଗଡ଼ ବଣାଇରୁ ମୟୂରଭଞ୍ଜର...
ଓଡ଼ିଶା ସଫ୍ଟୱେୟାରର ଚାହିଦା ବଢୁଥିବା ବେଳେ ଆସନ୍ତା ୨ ବର୍ଷରେ ଆଇଟି କ୍ଷେତ୍ରରେ ୫୦ ହଜାର ନିଯୁକ୍ତି ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ଏହାସହିତ ଆସନ୍ତା ୨ରୁ ୩ ବର୍ଷ ଭିତରେ ଓଡିଶାକୁ ଆଇଟି ହବ୍ କରିବାକୁ ସରକାରଙ୍କ ଯୋଜନା ରହିଛି।