ଆପଣଙ୍କ ଭିତରେ ଯଦି କେହି ପାନ ଖାଉଥିବା ଲୋକ ଅଛନ୍ତି ତେବେ ଏହି ବିଷୟଟି ଆପଣଙ୍କ ପାଇଁ। ଏହି ଲେଖାରେ ଆସନ୍ତୁ ପାନ ସହ ଜଡିତ କିଛି ପରମ୍ପରା ଓ ବିଜ୍ଞାନ ବିଷୟରେ ଜାଣିବା।
ଡାଏବେଟିସ୍ ଥିଲେ ଭାତ ଖାଇବାରେ ପ୍ରତିବନ୍ଧକ ଲଗାଯାଏ। କେହି କେହି ତ ଭାତ ଖାଇବା ପୂରା ବନ୍ଦ ହିଁ କରିଦିଅନ୍ତି। ତେବେ ସତରେ କ'ଣ ଭାତ ବନ୍ଦ କରି କେବଳ ରୁଟି ଖାଇବା ଦ୍ୱାରା ଡାଏବେଟିସ୍ ନିୟନ୍ତ୍ରଣରେ ରୁହେ? ତେବେ ଆସନ୍ତୁ ଏ ବିଷୟରେ ଜାଣିନେବା।
ଆପଣ ଜାଣନ୍ତି କି, ଫଳମାନଙ୍କ ରାଜା କୁହାଯାଉଥିବା ଆମ୍ୱ ଖାଇବାକୁ ଯେତିକି ମିଠା ସେତିକି ପୁଷ୍ଟିତତ୍ତ୍ୱରେ ମଧ୍ୟ ଭରପୂର। ତେବେ ଆସନ୍ତୁ ଆମ୍ୱର ଏହି ପୌଷ୍ଟିକ ଗୁଣ ବିଷୟରେ ଜାଣିନେବା।
ମଖନା ବା ପଦ୍ମ ମଞ୍ଜି ଏପରି ଏକ ଖାଦ୍ୟ ଯାହା ବର୍ତ୍ତମାନ ଖାଦ୍ୟ ବଜାରରେ ସହଜରେ ମିଳୁଥିବା ଏକ ପୌଷ୍ଟିକ ନଟସ୍। ଏହା ଅନେକ ପ୍ରକାରେ ଆମର ଶରୀରକୁ ସୁସ୍ଥ ରଖେ। ଖାଲି ପାଟିକୁ ସ୍ୱାଦ ନୁହେଁ, ଏହା ଆମ ଦେହକୁ ମଧ୍ୟ ହିତ। ଆସନ୍ତୁ ଆଜି ଏହି...
ପଖାଳ ଏବେ ସୋସିଆଲ ମିଡ଼ିଆ ମାଧ୍ୟମରେ ବିଶ୍ୱରେ ଲୋକପ୍ରିୟ ହୋଇପାରିଛି। ଗୁଗୁଲରେ ପଖାଳ ଟାଇପ୍ କଲେ ଏକ ଛୁଙ୍କ ପଡ଼ିଥିବା ପଖାଳ କଂସା ସାଙ୍ଗରେ ସୁସଜ୍ଜିତ ଆଳୁ ଚକଟା, ମାଛ ଭଜା, ବଡ଼ି ଚୁରା, ଶାଗ ଭଜା, ବେସର ଭଜା, ପିଠଉ ଭଜା ଇତ୍ୟାଦି କେତେ କଣ ରଖାଯାଇଥିବା...
ଅନ୍ୟ ସମସ୍ତ ଅଙ୍ଗ ସୁସ୍ଥ ଥିବା ସତ୍ତ୍ୱେ ଯଦି ଆଖି ଅକାମୀ ହୋଇପଡ଼େ, ତେବେ ଆପଣଙ୍କର ଦୁନିଆକୁ ଜାଣିବା ମୁସ୍କିଲ ହୋଇପଡ଼ିବ। ତେବେ ଆସନ୍ତୁ ଆଜି କିଛି ଏପରି ଖାଦ୍ୟ ବିଷୟରେ ଜାଣିବା ଯାହା ଆମ ଆଖିର ସ୍ୱାସ୍ଥ୍ୟକୁ ଠିକ୍ ରଖିବ।
ଛୋଟଛୁଆମାନଙ୍କୁ ଚକୋଲେଟ୍ ଖାଇବାକୁ ଖୁବ ଭଲଲାଗେ। କ୍ରିମ୍ ବିସ୍କୁଟ୍, ଜୁସ୍, ଜାମ୍, ଆଇସକ୍ରିମ୍ ଆଦି ନାଁ ଶୁଣିଲେ ପିଲାମାନେ ଜିଦ୍ କରନ୍ତି ଖାଇବାକୁ ଏବଂ ଆମେ ମଧ୍ୟ ସାଙ୍ଗେ ସାଙ୍ଗେ ଆଣିଦେଉ। ହେଲେ କେବେ ଭାବିଛନ୍ତି କି ଏସବୁ ସେମାନଙ୍କ ଦାନ୍ତ ପାଇଁ କେତେ ହାନିକାରକ? କେବେ ସେମାନଙ୍କ...
ପିଲାର ସ୍କୁଲକୁ ଯିବାର ସଠିକ୍ ବୟସ କେତେ ହେବା ଜରୁରୀ ଆପଣ ଜାଣନ୍ତି କି? ସ୍କୁଲକୁ ଛାଡ଼ିବା ଆଗରୁ କେହି ବୁଦ୍ଧିଜୀବୀଙ୍କ ସହ କେବେ ବିଚାର ବିମର୍ଶ କରିଛନ୍ତି କି? ବୋଧହୁଏ ନା। କିଛି ଲୋକ ହଁ କରି ବି ପାରନ୍ତି। ଆଜି ଏଇ ବିଷୟରେ ଟିକେ ଆଲୋଚନା...
ଭିନ୍ନ ଭିନ୍ନ ଦେଶର ଖାଇବାର ପ୍ରିଫରେନ୍ସ ବା ଚାହିଦା ଅନୁଯାୟୀ ଅଲଗା ଅଲଗା ପ୍ରକ୍ରିୟାରେ ଖାଦ୍ୟ ପ୍ରସ୍ତୁତ ହୁଏ, ଖାଦ୍ୟର ଉପାଦାନ ମଧ୍ୟ ଅଲଗା ହୋଇଥାଏ। ଆମେ ଭାତ ଓ ରୁଟି ସହ କିଛି ତରକାରୀ ଖାଇବା ବେଳେ ଇଟାଲୀରେ କେକ୍ ଓ ପାଉଁରୁଟି ତଥା ମଇଦାରୁ ତିଆରୁ...
ଆଜିକାଲି ବଜାରରେ ମିଳୁଥିବା ଖାଇବା ତେଲରେ କିଛି ଏମିତି ଥାଏ, ଯାହା ସ୍ୱାସ୍ଥ୍ୟ ପାଇଁ ହାନିକାରକ ହୋଇଥାଏ। ତେଲକୁ ସଠିକ୍ ଢଙ୍ଗରେ ବ୍ୟବହାର ନ କରିପାରିଲେ ଏଥିରେ ଥିବା ଉପକାରୀ ସ୍ନେହସାର ମଧ୍ୟ ଅପକାରୀ ହୋଇଯାଏ। ତେବେ ଆସନ୍ତୁ ଜାଣିବା ଆମେ କିପରି ଭଲ ତେଲ ପାଇବା।
ଆମର ଖାଦ୍ୟପେୟ ଓ ଜୀବନଶୈଳୀ ଏପରି ବଦଳିଗଲାଣି ଯେ ଆମେ ଡାଇବେଟିସ୍, ଏସିଡିଟି ପରି କିଛି ଜୀବନଶୈଳୀ ସମ୍ୱନ୍ଧିତ ବ୍ୟାଧିରେ ଆକ୍ରାନ୍ତ ହେବାର ସମ୍ଭାବନା ଖୁବ ଅଧିକ। ତେବେ ଆଜି ଆମେ ଜାଣିବା ଯଦି ଜଣେ ଡାଇବେଟିସ୍ ଥିବା ମହିଳା ଗର୍ଭଧାରଣ କରନ୍ତି ତେବେ ତାଙ୍କ ପାଇଁ କ’ଣ...
ଛୁଆକୁ ଉତ୍ତମ ଭାବେ ଘରେ ପ୍ରସ୍ତୁତ ସୁଷମ ଖାଦ୍ୟ ଦେବା ଯଦିଓ ଏକ ଚ୍ୟାଲେଞ୍ଜ୍, କିନ୍ତୁ ଅସମ୍ଭବ ନୁହେଁ। ଆଜିକାଲି ବାପା-ମାଆ ପ୍ରାୟତଃ ଚାକିରି କରୁଛନ୍ତି ଓ ନିଜ ନିଜ କାମରେ ବ୍ୟସ୍ତ ରହୁଛନ୍ତି। ଏଥିପାଇଁ ସେମାନେ ରେଡି ଟୁ ଇଟ୍ ଖାଇବା ଛୁଆଙ୍କୁ ଦିଅନ୍ତି। ଆସନ୍ତୁ ଜାଣିବା...
କ୍ୟାନ୍ସର୍ ନା ଶୁଣିଲେ ଯେ କେହି ବି ଭୟ କରିବା ଥୟ। ଏହି ରୋଗ ଆକ୍ରମଣରୁ ବଞ୍ଚିବାର ବାଟଟି ଏ ଯାଏଁ ବାହାରି ନାହିଁ। ତେବେ ଏମିତି କିଛି ଉପାୟ ଅଛି ଯାହାକୁ ମାନିବା ଦ୍ୱାରା ଆମେ କେବେ ବି କ୍ୟାନ୍ସର୍ର ଶିକାର ହେବା ନାହିଁ, ଆସନ୍ତୁ ଜାଣିବା…
ଦିନେ ପ୍ରତି ଘରେ ପରିଚିତ ଥିବା ମିଲେଟ୍ ବା ମାଣ୍ଡିଆକୁ ଆମେ ସହଜରେ ଭୁଲିଯାଇଛେ। ସିମେଇ, ଚାଉମିନ୍, ବର୍ଗର, ମୋମୋ ଆଦିକୁ ଆପଣେଇ ନେଇଛେ। ମିଲେଟ୍ ଗୁଣବତ୍ତା, ଔଷଧୀୟ ଗୁଣ ସବୁ କିପରି ଆମ ପାଇଁ ଉପଯୋଗୀ ତାହା ଏବେ ଏବେ ଆମ ନଜରକୁ ଆସିଛି। ଆସନ୍ତୁ ଜାଣିବା।
ଆମେ ଅତି ଆଧୁନିକ ଢାଞ୍ଚାର ଜୀବନଶୈଳୀ ପାଇଁ ପରିଶ୍ରମ କରୁଛେ, କିନ୍ତୁ ବିକଳ୍ପ ଭାବେ ଦେଖିଲେ ଆମକୁ ମାନସିକ ଅବସାଦ ମାଡ଼ି ବସୁଛି। ଆଧୁନିକ ମନସ୍କତାର ଚଳଣିରୁ ଆମ ପିଲାମାନେ ମଧ୍ୟ ଅଟିଜିମ୍ ପରି ମାନସିକ ବ୍ୟାଧିରେ ପିଡ଼ିତ ହେଉଛନ୍ତି। ତେବେ ମନକୁ ସୁସ୍ଥ ରଖିବାରେ କ’ଣ ଆମେ...
ମାତୃତ୍ୱର ସବୁଠାରୁ ମହତ୍ତ୍ୱପୂର୍ଣ୍ଣ କଥା ହେଲା ଶିଶୁକୁ ସ୍ତନ୍ୟପାନ କରାଇବା। ଏହି ସ୍ତନ୍ୟପାନର ମହତ୍ତ୍ୱକୁ ସମସ୍ତଙ୍କ ପାଖରେ ପହଞ୍ଚେଇବାର ପ୍ରୟାସରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଦ୍ୱାରା ପ୍ରତି ବର୍ଷ ଅଗଷ୍ଟ ମାସର ପ୍ରଥମ ସପ୍ତାହରେ ପାଳିତ ହେଉଛି ବିଶ୍ୱ ସ୍ତନ୍ୟପାନ ସପ୍ତାହ। ଆଜି ଆସନ୍ତୁ ଏ ବିଷୟରେ ଜାଣିନେବା।
ହେପାଟାଇଟିସର କାରଣ ମୁଖ୍ୟତଃ ଏହି ଭୂତାଣୁ ହେଲେ ମଧ୍ୟ ଅନେକ ବାହ୍ୟ କାରକ ମଧ୍ୟ ଏଥିପାଇଁ ଦାୟୀ । ଯେପରିକି ଆଲକହଲ ବା ମଦ୍ୟପାନ କରିବା, ଅନ୍ୟ କୌଣସି ଔଷଧର ସାଇଡ୍ ଇଫେକ୍ଟ ଯୋଗୁଁ ମଧ୍ୟ ଯକୃତ ପ୍ରଭାବିତ ହୁଏ, ବେଳେବେଳେ ଆମର ଇମ୍ୟୁନୋ ସିଷ୍ଟମ୍ ବା ରୋଗ...
ବର୍ଷାଦିନିଆ କୋଳି ମଧ୍ୟରେ ଜାମୁକୋଳିର ସ୍ୱାଦ ନିଆରା। ଏହାକୁ ବିଭିନ୍ନ ଉପାୟରେ ଖିଆଯାଏ। ଏଥିରୁ ଅନେକ ପୋଷକତତ୍ତ୍ୱ ମଧ୍ୟ ମିଳେ, ଯାହା ଆମ ଶରୀର ପାଇଁ ବହୁ ଦରକାରୀ। ତେବେ ଏହାକୁ ଆବଶ୍ୟକତା ଠାରୁ ଅଧିକ ଖାଇଲେ ଆସିଥାଏ ଏହି ସମସ୍ୟା।
ଆଜିକାଲିର ପିଲାମାନେ ମୋବାଇଲ ଆଡିକ୍ଟ ହୋଇଯାଉଥିବା ଦେଖାଯାଏ। ମୋବାଇଲ ଓ ଟିଭି ସ୍କ୍ରିନ୍ ଆଗରେ ବସି ଅଧିକ ସମୟ ବିତେଇବା ଦ୍ୱାରା ସେମାନଙ୍କର ସ୍ମୃତିଶକ୍ତି ସହିତ ଦୃଷ୍ଟିଶକ୍ତି ମଧ୍ୟ ପ୍ରଭାବିତ ହୋଇଥାଏ। ସେମାନଙ୍କର ମାନସିକ ବିକାଶ ଏହା ଦ୍ୱାରା ବାଧାପ୍ରାପ୍ତ ହୁଏ।
ଆଜିକାଲି ହାଇ ବ୍ଲଡ୍ ପ୍ରେସର ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହା ପଛରେ ରହିଛି ଏକ ବିଶୃଙ୍ଖଳିତ ଜୀବନଶୈଳୀ, ଯେଉଁଥିରେ ଖାଦ୍ୟ ଏକ ମୁଖ୍ୟ ଉପାଦାନ। ଏଥିରେ ଲଗାମ୍ ଦେବା ପାଇଁ ‘ଦାସ୍ ଡାଏଟ୍’ ହେଉଛି ଏକ ଉତ୍ତମ ମାଧ୍ୟମ। ଏହା କ’ଣ ଆସନ୍ତୁ ଜାଣିବା।