• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

late
ଇଭିଏମ୍‌ରେ ତ୍ରୁଟି ଯୋଗୁ ବିଭିନ୍ନ କେନ୍ଦ୍ରରେ ମତଦାନ ବିଳମ୍ବ

ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ  ମତଦାନ ଆରମ୍ଭ ହୋଇଛି। ତେବେ ଇଭିଏମ୍‌ରେ ତ୍ରୁଟି ଯୋଗୁ ବିଭିନ୍ନ କେନ୍ଦ୍ରରେ ମତଦାନ ବିଳମ୍ବ ହୋଇଛି। ଜୟପୁରର ପାରାବେଡ଼ା ହାଇସ୍କୁଲର ୧୬୨ ନମ୍ବର ବୁଥରେ ୪୫ ମିନିଟ୍ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। ଚିତ୍ରକୋଣ୍ଡା ୟୁପି ସ୍କୁଲର ୨୧୧ ନମ୍ବର...

india
ଇଲେକ୍ଟୋରାଲ ବଣ୍ଡ୍ ପ୍ରସଙ୍ଗରେ ତଥ୍ୟ ରଖନ୍ତୁ ଦଳ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ରାଜନୈତିକ ଦଳକୁ ନିର୍ବାଚନୀ ଅନୁଦାନ ମାମଲାରେ ସୁପ୍ରିମକୋର୍ଟଙ୍କ ଝଟ୍‌କା। ଇଲେକ୍ଟୋରାଲ ବଣ୍ଡ୍‌ ସଂପର୍କିତ ମାମଲା ଉପରେ ସ୍ଥଗିତାଦେଶ ଜାରି କରିବା ଲାଗି ହୋଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ ଗ୍ରହଣ କରିଥିବା ଅନୁଦାନ ସଂପର୍କରେ ତଥ୍ୟ ରଖିବାକୁ ମେ’ ୩୦ ତାରିଖ ଯାଏ...

attack
ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବିଧାନସଭା ନିର୍ବାଚନମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀଙ୍କ ଭଣଜାଙ୍କୁ ଆକ୍ରମଣ ହୋଇଛି। ତାଙ୍କ ନାଁ ଅଜିତ ପ୍ରଧାନ। ଗତକାଲି କୁଲାଡ଼ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ କାର୍ଯ୍ୟକ୍ରମ ଥିଲା। ଏହାକୁ ନେଇ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ତୁରୁମ...

blast
ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତରେ ନକ୍ସଲଙ୍କ ଲଙ୍କାକାଣ୍ଡ: ଉଡ଼ାଇ ଦେଲେ ବନ ବିଭାଗ କୋଠ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଓଡ଼ିଶା ଝାଡ଼ଖଣ୍ଡ ସୀମାନ୍ତରେ ନକ୍ସଲ ଆକ୍ରମଣ ହୋଇଛି। ଝାଡ଼ଖଣ୍ଡର ଗୋୟଲକେରାରେ ବନ ବିଭାଗର ନିର୍ମାଣାଧିନ ଏକ କୋଠାକୁ ବିସ୍ଫୋରଣ କରି ନକ୍ସଲ ଉଡ଼ାଇ ଦେଇଛନ୍ତି। ଏହି ଲଙ୍କାକାଣ୍ଡରେ ୨୫ରୁ ୩୦ ଜଣ ନକ୍ସଲ ସାମିଲ ଥିବା କୁହାଯାଉଛି। ଏହାସହ ନିର୍ବାଚନରେ ସାମିଲ ନହେବାକୁ ସ୍ଥାନୀୟ ଅଞ୍ଚଳରେ...

jeypore
ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ମତଦାନର ଦେଢ଼ ଘଣ୍ଟା ପୂର୍ବରୁ ହେଲା ମକ୍ ପୋଲ୍

ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ  ମତଦାନ ଆରମ୍ଭ ହୋଇଛି। ତେବେ ମତଦାନର ଦେଢ଼ ଘଣ୍ଟା ପୂର୍ବରୁ ସବୁ ବୁଥ୍‌ରେ ମକ୍ ପୋଲ୍ ହୋଇଛି। ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କୁ ସହାୟତା ପାଇଁ ବୁଥ୍‌ରେ ସ୍ୱେଚ୍ଛାସେବୀଙ୍କୁ ନିଯୁକ୍ତ କରାଯାଇଛି। ଏହାବ୍ୟତୀତ ୫ ହଜାର ୫୧ଟି ବୁଥ୍‌ରେ ଦୃଷ୍ଟିହୀନଙ୍କ...

election
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ

ଭୁବନେଶ୍ୱର: ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ  ମତଦାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାରେ ଉଭୟ ଲୋକସଭା ଓ ବିଧାନସଭା ଆସନ ପାଇଁ ନିର୍ବାଚନ ହେଉଛି। ୪ଟି ଲୋକସଭା ସହ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ୪ ଲୋକସଭା...

bals
ଜମୁଛି ଚଡ଼କ ମେଳା: ବଢ଼ୁଛି ଶ୍ରଦ୍ଧାଳୁଙ୍କ ସମାଗମ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଭୋଗରାଇରେ ଶ୍ରୀ ଶ୍ରୀ ଚନ୍ଦନେଶ୍ୱର ଶୈବପୀଠରେ ଧୁମଧାମ୍‌ରେ ଚଡ଼କ ମେଳା ଚାଲିଛି। ଆଜି ଠାକୁରଙ୍କ ନିକଟରେ ନୀଳ ପର୍ବ ରୀତିନୀତିରେ ପୂଜାର୍ଚ୍ଚନା କରାଯାଉଛି। ଆସନ୍ତାକାଲି ଅର୍ଥାତ୍ ଅନ୍ତିମ ଦିନ ପାଟ ପର୍ବ ପରମ୍ପରା କରାଯିବ। ଏଥିପାଇଁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ସରକାରୀ...