• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

naveen
ଆଜି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ: ବିଭିନ୍ନ ସ୍ଥାନରେ କରିବେ ରୋଡ୍ ଶୋ’

ବ୍ରହ୍ମପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମ ଜିଲ୍ଲା ଗସ୍ତ କରିବେ। ସେ ଜିଲ୍ଲାର ବିଭିନ୍ନ ସ୍ଥାନରେ ରୋଡ୍ ଶୋ’ ଏବଂ ନିର୍ବାଚନୀ ସଭା କରିବାର କାର୍ଯ୍ୟକ୍ରମ ରହିଛି। ସ୍ୱତନ୍ତ୍ର ହେଲକପ୍ଟରେ ଭୁବନେଶ୍ୱରରୁ ଆସି ସାନଖେମୁଣ୍ଡିର ମୋହନାଳ ବ୍ଲକ୍‌ ଅଫିସ ପାଖ ପଡ଼ିଆରେ ଅବତରଣ କରିବେ। ଏଠାରେ  ସେ...

arresst
ହରିଣ ଛାଲ, ଶିଙ୍ଗ ଓ ବନ୍ଧୁକ ଜବତ: ୨ ଶିକାରୀ ଗିରଫ

ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା କୁଲଢ଼ିଆ ଅଭୟାରଣ୍ୟର ଭାଲିଆପୋଷି ଗାଁରୁ ଏକ ହରିଣ ଛାଲ, ଶିଙ୍ଗ ଓ ୩ଟି ବନ୍ଧୁକ ବନ ବିଭାଗ ଜବତ କରିଛି। ଏଥିସହ ୨ ଜଣ ଶିକାରୀଙ୍କୁ ମଧ୍ୟ ଗିରଫ କରାଯାଇଛି। ଏହି ୨ ଶିକାରୀ କିଛି ଦିନ ହେବ ମୟୂରଭଞ୍ଜରୁ ଆସି ଅଭୟାରଣ୍ୟ...

kishan
ନାମାଙ୍କନର ଶେଷ ଦିନରେ ବି କଂଗ୍ରେସ ପ୍ରାର୍ଥୀଙ୍କୁ ମିଳିନି ଟିକେଟ୍‌

ଭୁବନେଶ୍ୱର: କଂଗ୍ରେସରେ ଟିକେଟ୍‌ ବଣ୍ଟନକୁ ନେଇ ହଟଚମଟ ଜାରି ରହିଛି। ନାମାଙ୍କନର ଶେଷ ଦିନରେ ବି ପ୍ରାର୍ଥୀଙ୍କୁ ଟିକେଟ୍‌ ମିଳିନି। ଧର୍ମଶାଳାରୁ କଂଗ୍ରେସ ଟିକେଟ୍‌ ଖଣ୍ଡକ ପାଇଁ  ନିରଞ୍ଜନଙ୍କ ଘରେ ବସି ରହିଛନ୍ତି କିଷାନ ପଣ୍ଡା। ଦୁଇ ଦିନ ତଳେ କଂଗ୍ରେସ ଧର୍ମଶାଳା ପାଇଁ ପ୍ରାର୍ଥୀ ବଦଳାଇ ଥିଲା।...

group-clash
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗଣ୍ଡଗୋଳ, ୩ ଆହତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ଜିଲ୍ଲା ମୁକୁନ୍ଦପୁରରେ ପୂର୍ବ ଶତ୍ରୁତାକୁ ନେଇ ସଂପର୍କୀୟ ଭାଇଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇ ୩ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି। ଗତ ରାତିରେ ସୂର୍ଯ୍ୟକାନ୍ତ ସାହୁ ଓ ତାଙ୍କ ସାଙ୍ଗ ବସନ୍ତ ପାତ୍ର ଗାଁ ମନ୍ଦିର ପାଖରେ...

congress
କଂଗ୍ରେସ ଛାଡ଼ିଲେ ସୁମିତ୍ରା ଜେନା

ଭୁବନେଶ୍ୱର: କଂଗ୍ରେସ ଛାଡ଼ିଲେ ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ସୁମିତ୍ରା ଜେନା। ଆଜି ସେ ଏକ ସାମ୍ୱାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ପାଇଁ ସେ କଂଗ୍ରେସ ଛାଡ଼ିଥିବା କହିଛନ୍ତି। ସାମ୍ୱାଦିକ ସମ୍ମିଳନୀରେ ସୁମିତ୍ରା ନିରଞ୍ଜନଙ୍କ ବିରୋଧରେ ବିଷୋଦଗାର କରିଛନ୍ତି। ଟିକେଟ୍‌...

ipl
ଆଇପିଏଲ୍‌ରେ ଚେନ୍ନାଇ ଟିମ୍‌ର ଚମତ୍କାର ପ୍ରଦର୍ଶନ ଜାରି

ନୂଆଦିଲ୍ଲୀ: ଚଳିତ ଆଇପିଏଲ୍‌ରେ ଚେନ୍ନାଇ ଟିମ୍‌ର ଚମତ୍କାର ପ୍ରଦର୍ଶନ ଜାରି ରହିଛି। ଗତକାଲିର ମ୍ୟାଚରେ ଧୋନୀଙ୍କ ଟିମ୍ ୪ ୱିକେଟରେ ରାଜସ୍ଥାନ ରୟାଲସ୍‌କୁ ପରାସ୍ତ କରିଛି। ଜୟପୁରରେ ଖେଳାଯାଇଥିବା ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ରାଜସ୍ଥାନ ଟିମ୍ ନିର୍ଦ୍ଧାରିତ ଓଭରରେ ୭ ଓ୍ୱିକେଟ ହରାଇ ୧୫୧ରନ୍‌ କରିଥିଲା। ...

rajendra
ପକେଟ୍‌ ଖାଲି ତଥାପି ରାଜନୀତି ରଣାଙ୍ଗନରେ ରାଜେନ୍ଦ୍ର

ନାରାୟଣପାଟଣା(ପି.ଗୋବି‍ନ୍ଦରାଜୁ ସୁବୁଦ୍ଧି): ନିର୍ବାଚନକୁ ନେଇ ସାରାଦେଶରେ ଏବେ ରାଜନୀତି ସରଗରମ ରହିଛି। ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀମାନେ ଘନଘନ ପ୍ରଚାର କରିବା ସହ ବିଭିନ୍ନ ସ୍ଥାନରେ ପୋଷ୍ଟର, ବ୍ୟାନର ମାରିଛନ୍ତି। ହେଲେ କୋରାପୁଟ ଲୋକସଭା ନିର୍ବାଚନମଣ୍ଡଳୀରୁ ଲଢୁଥିବା ସିପିଆଇଏମ୍‌ଏଲ୍ ରେଡ୍ ଷ୍ଟାର ପ୍ରାର୍ଥୀ ରାଜେନ୍ଦ୍ର କେଣ୍ଡ୍ରୁକାଙ୍କ ନେଇ ଏବେ...

rain
ତାତିରୁ ମିଳିଲା ଆଶ୍ୱସ୍ତି: ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଗତକାଲି ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଦିନରେ ପ୍ରବଳ ତାତି ଅନୁଭୂତ ହୋଇଥିଲେ ମଧ୍ୟ ଅପରାହ୍ନରେ କଟକ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ତୁହାକୁ ତୁହା ବର୍ଷା ସାଙ୍ଗକୁ ବିଜୁଳି ମାରିଥିଲା। ଫଳରେ ଲୋକଙ୍କୁ ତାତିରୁ ଆଶ୍ୱସ୍ତି ମିଳିଥିଲା। ନବରଙ୍ଗପୁର ଜିଲ୍ଲା ଉମରକୋଟର ରାଇଘର...

school
ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଉତ୍ତେଜନା: ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଲେ ଅଭିଭାବକ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ଜିଲ୍ଲା ଲୋଇସିଂହା ବ୍ଳକ ଉପରବାହାଲ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ଗତ ୯ ଦିନ ହେଲା ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଉତ୍ତେଜନା ଦେଖାଦେଇଛି। ପିଲାଙ୍କୁ ସ୍କୁଲରେ ମଧ୍ୟାହ୍ନ ଦିଆଯାଉ ନଥିବାରୁ ଅଭିଭାବକମାନେ ହୋହାଲ୍ଲା କରିବା ସହିତ ପ୍ରଧାନଶିକ୍ଷକଙ୍କୁ ଅଟକ ରଖିଥିଲେ। ଜାଳେଣି କାଠ ଅଭାବରୁ...

minor rape
ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅନ୍ତର୍ଗତ ଗୋପବନ୍ଧୁନଗରରେ ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗତ ରାତିରେ ୬ ବର୍ଷର ନାବାଳିକାକୁ ପ୍ରଲୋଭନ ଦେଖାଇ ବାହାରକୁ ଡାକି ପଡ଼ୋଶୀ ଜଣକ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି।...

bjp
ବିଜେଡି ସଭା ନିକଟରେ ଓହ୍ଲାଇଲା ବିଜେପି ନେତାଙ୍କ ହେଲିକପ୍ଟର

କୁଚିଣ୍ଡା(ଦେବେନ୍ଦ୍ର ବେହେରା): ବିଜେଡି ସଭା ନିକଟରେ ଓହ୍ଲାଇଲା ବିଜେପି ନେତାଙ୍କ ହେଲିକପ୍ଟଟର। ଗତକାଲି ସମ୍ବଲପୁର କୁଚିଣ୍ଡା ନିର୍ବାଚନମଣ୍ଡଳୀର ମନାପାଲିଠାରେ ବିଜେପିର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏଠାରେ ଦଳର ଷ୍ଟାର ପ୍ରଚାରକ ଭାବେ ଲେଖାଶ୍ରୀ ସାମନ୍ତସିଂହାର ଓ ଶ୍ରୀତମ ଦାସ ଯୋଗ ଦେବାର ଥିଲା। ତେବେ ଏମାନେ...

congress
ବଡ଼ଚଣା ଓ ନିମାପଡ଼ା ଆସନ ପାଇଁ ନୂଆ ପ୍ରାର୍ଥୀ ଦେଲା କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ୨ ବିଧାନସଭା ଆସନ ଲାଗି ପ୍ରାର୍ଥୀ ବଦଳାଇଛି। ବଡ଼ଚଣା ଓ ନିମାପଡ଼ା ଆସନ ଲାଗି ଦଳ ପକ୍ଷରୁ ନୂଆ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇଛି। ବଡ଼ଚଣା ପାଇଁ ଅଜୟ ସାମଲ ଏବଂ ନିମାପଡ଼ା ପାଇଁ ଦିଲୀପ ନାୟକଙ୍କୁ  ଟିକେଟ୍ ଦେଇଛି କଂଗ୍ରେସ। ଗତକାଲି ବଡ଼ଚଣାରୁ ସୀତାକାନ୍ତ...

manipur
୧୧ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ: ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ନୂଆଦିଲ୍ଲୀ: ଆସନ୍ତା ୧୧ ତାରିଖରେ ମଣିପୁରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବ। ଏଥିପାଇଁ ନିର୍ବାଚନ କମିଶନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମତଦାନକୁ ସୁରୁଖୁରୁରେ କରିବା ପାଇଁ ପୋଲିଂ ପାର୍ଟିକୁ ବିଭିନ୍ନ ଅଞ୍ଚଳକୁ ପଠାଯାଇଛି। ଦୁର୍ଗମ ଅଞ୍ଚଳକୁ ପୋଲିଂ ପାର୍ଟିକୁ ପଠାଇବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ନିର୍ବାଚନ...