• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

ganjei
କଫ୍ ସିରପ୍ ସହିତ ଗଞ୍ଜେଇ ଜବତ

ପଦ୍ମପୁର(ସୋମେଶ ମହାନ୍ତି): ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡର ବିଭିନ୍ନ ସ୍ଥାନରୁ ବିପୁଳ ପରିମାଣର ନିଶାଦ୍ରବ୍ୟ ଓ ୩ ଲକ୍ଷରୁ ଅଧିକ ଟଙ୍କା ଜବତ କରାଯାଇଛି।  ନିର୍ବାଚନ ପୂର୍ବରୁ ବିଭିନ୍ନ ସ୍ଥାନରେ ପଦ୍ମପୁର ପୁଲିସ୍‌ ପକ୍ଷରୁ ରେଡ୍ କରାଯାଇଥିଲା। ପାଇକମାଲରୁ ୨୩୦ଟି କଫ୍ ସିରପ ବୋତଲ, ୭ କେଜିରୁ ଅଧିକ...

Jayanti
ଆଜି ହନୁମାନ ଜୟନ୍ତୀ: ବିଭିନ୍ନ ସହରରେ ବାହାରିବ ଆଖଡ଼ା ଶୋଭାଯାତ୍ରା 

ଭୁବନେଶ୍ୱର: ଆଜି ହନୁମାନ ଜୟନ୍ତୀ। ଏଥିପାଇଁ ସାରା ରାଜ୍ୟ ଚଳଚଞ୍ଚଳ ହୋଇପଡ଼ିଛି। ବିଭିନ୍ନ ହନୁମାନ ମନ୍ଦିରରେ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ଲାଗିଛି। ଲୋକେ ହନୁମାନ ମନ୍ଦିର ଯାଇ ପୂଜାର୍ଚ୍ଚନା କରୁଛନ୍ତି। ବିଶେଷ କରି ସମ୍ବଲପୁର, ବ୍ରହ୍ମପୁର ସହର ଉତ୍ସବମୁଖର ହୋଇ ଉଠିଛି। ବ୍ରହ୍ମପୁର ସହରର ରାମଲିଙ୍ଗା...

modi
୧୬ରେ ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

ଭୁବନେଶ୍ୱର: ଦିନକ ପରେ ଅର୍ଥାତ୍ ୧୬ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ଏୟାରପୋର୍ଟରୁ ବରମୁଣ୍ଡା ପଡ଼ିଆ ପର୍ଯ୍ୟନ୍ତ ସେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ମୋଦି ଏହି ରୋଡ୍‌ ଶୋ’ ଏୟାରପୋର୍ଟରୁ ବାହାରି ଗଙ୍ଗନଗର, ଓୟୁଏଟି, ଶିରିପୁର ଛକ, ବରମୁଣ୍ଡା ଶିବ ମନ୍ଦିର ଦେଇ...

farmer
ଜୀବନ ହାରିଲେ ଚାଷୀ

କଟକ(ଦେବାଶିଷ ମହାନ୍ତି): ଯାଜପୁର ଜିଲ୍ଲା ଧର୍ମଶାଳା ଅଞ୍ଚଳର ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ  ହେଲେ ପଟୁଣିଆ ପଞ୍ଚାୟତ ଡିହ ନରସିଂହପୁର ଗାଁର ସୁଶାନ୍ତ ଗନ୍ତାୟତ। ସେ ଗତ ୧୨ ତାରିଖରେ କୀଟନାଶକ ପିଇ ଦେଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ଡ଼ାକ୍ତରଖାନାରେ...

jual
ବିଜେପିକୁ ଫେରିବାକୁ ଦିଲୀପ ରାୟଙ୍କୁ ଜୁଏଲଙ୍କ ଅନୁରୋଧ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାର ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ଦିଲୀପ ରାୟ ଖୁବଶୀଘ୍ର ବିଜେପିକୁ ଫେରିବା ପାଇଁ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅନୁରୋଧ କରିଛନ୍ତି। ଆଜି ରାଉରକେଲାରେ ଏକ ସାମ୍ବାଦିକ ସମ୍ମିଳନୀରେ  ଜୁଏଲ କହିଛନ୍ତି,“ରାଉରକେଲାର ସ୍ୱାର୍ଥ ପାଇଁ ଦିଲୀପ ରାୟଙ୍କ ମୁଖ୍ୟ ପ୍ରସ୍ତାବକୁ ପ୍ରଧାନମନ୍ତ୍ରୀ ଗ୍ରହଣ କରି...

rape
୫ ବର୍ଷର ଝିଅକୁ ଦୁଷ୍କର୍ମ ଅଭିଯୋଗ

ଛତ୍ରପୁର(ଆଲୋକ ଗୌଡ଼): ଗଞ୍ଜାମ ଜିଲ୍ଲା ବୁଗୁଡ଼ାରେ ଜଣେ ୫ ବର୍ଷର ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ବୁଗୁଡ଼ା ଥାନା ଅଞ୍ଚଳର ଜଣେ ବିବାହିତ ଯୁବକ ଘରକୁ ଡାକି ନେଇ ଗତ ୧୧ ତାରିଖ ସନ୍ଧ୍ୟାରେ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏନେଇ ଖବର ଜଣାପଡ଼ିବା ପରେ ଗାଁରେ...

hinjili
ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ବଢ଼ି ଚାଲିଛି ରାଜନୈତିକ ଆକ୍ରୋଶ

ଭୁବନେଶ୍ୱର: ହିଞ୍ଜିଳି ନିର୍ବାଚନମଣ୍ଡଳୀରେ ବଢ଼ି ଚାଲିଛି ରାଜନୈତିକ ଆକ୍ରୋଶ। ଗତକାଲି ମୁଖ୍ୟମନ୍ତ୍ରୀ ତଥା ହିଞ୍ଜିଳି ବିଧାନସଭା ପ୍ରାର୍ଥୀ ନବୀନ ପଟ୍ଟନାୟକଙ୍କ ହିଞ୍ଜିଳି ଗସ୍ତ ପୂର୍ବରୁ ଶୋଳଶଳା ଗାଁରେ ବିଜେଡି କର୍ମୀ ଗୁଣ୍ଡାରାଜ କରିଥିବା ଅଭିଯୋଗ ହୋଇଛି। ମୁଖ୍ୟମନ୍ତ୍ରୀ ଯିବା ବାଟରେ ବିଜେପିର ପୋଷ୍ଟର ରହିବ ନାହିଁ ବୋଲି କହି...

dharmendra
ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନାହାନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର: ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମୁଖ୍ୟମନ୍ତ୍ରୀ ନିଜ ନିୟନ୍ତ୍ରଣରେ ନଥିବା କହି ଧର୍ମେନ୍ଦ୍ର କଟାକ୍ଷ କରିଛନ୍ତି। ଭଞ୍ଜନଗରର ବିଜେଡି ପ୍ରାର୍ଥୀ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ସେ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି,“ଉଭୟ ବିକ୍ରମ ଆରୁଖ ଓ ପ୍ରଦୀପ ପାଣିଗ୍ରାହୀଙ୍କ...

case
ଜାଲିଓ୍ୱାନାବାଲା ବାଗ୍ ଗୁଳିକାଣ୍ଡ ଘଟଣାକୁ ପୂରିଲା ୧୦୦ ବର୍ଷ

ନୂଆଦିଲ୍ଲୀ: ଅମୃତସର ଜାଲିଓ୍ୱାନାବାଲା ବାଗ୍ ଗୁଳିକାଣ୍ଡ ଘଟଣାକୁ ଶହେ ବର୍ଷ ପୂରିଛି। ଏହି ଅବସରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଆଜି ସକାଳେ ଜାଲିଓ୍ୱାନାବାଲା ବାଗ୍‌ରେ ସହିଦ ହୋଇଥିବା ସମସ୍ତ ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। କଂଗ୍ରେସ ସଭାପତି ରାହୁଲ ଗାନ୍ଧି  ଜାଲିଓ୍ୱାନାବାଲା ବାଗ୍‌ରେ ପହଞ୍ଚି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।...