• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

koraput
ସାପ୍ତାହିକ ହାଟରେ ଜମୁଛି ନେତାଙ୍କ ପ୍ରଚାର

କୋରାପୁଟ(ସୂର୍ଯ୍ୟ ନାରାୟଣ ପଣ୍ଡା): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ହାତରେ ରହିଛି ମାତ୍ର ୬ଦିନ। ଆଉ ଭୋଟରଙ୍କୁ ମନାଇବା ପାଇଁ ଜୋରସୋରରେ ଚାଲିଛି ପ୍ରଚାର। ସାଧାରଣତଃ ନିର୍ବାଚନ ସମୟ ଆସିଲେ ପ୍ରାର୍ଥୀ ଗାଁ ଗାଁ ବୁଲି ଭୋଟରଙ୍କ ଘରକୁ ଯାଇ ମନାଇଥାନ୍ତି। ଏମିତିକି ଗାଁ ଗାଁରେ ସଭା ସମିତି...

bjp
ନୂଆ ଓଡ଼ିଶା ଗଠନ ପାଇଁ  ବିଜେପି ଜାରି କଲା ‘ସଂକଳ୍ପ ପତ୍ର’

ଭୁବନେଶ୍ୱର: ଆଜି ରାଜ୍ୟ ବିଜେପି ଓଡ଼ିଶା ଲାଗି ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ପ୍ରକାଶ କରିଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଏହି ‘ସଂକଳ୍ପ ପତ୍ର’ ପ୍ରକାଶ କରିଛନ୍ତି। ବରିଷ୍ଠ ବିଜେପି ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ନେତୃତ୍ୱରେ ଗଠିତ କମିଟି ତୃଣମୂଳସ୍ତରରୁ ଲୋକଙ୍କ ମତାମତ ସଂଗ୍ରହ କରି...

prabhas-leader-managing-20140806-politician-economist-bureaucrat_95e9ed0c-6e4c-11e8-823f-c9ca3542d80c
ନବୀନଙ୍କ ଅଭିଯୋଗର କଡା ଜବାବ୍ ଦେଲେ ବୈଜୟନ୍ତ

ଭୁବନେଶ୍ୱର: ଗଞ୍ଜାମକୁ ନିର୍ବାଚନ ପ୍ରଚାରରେ ଆସି ନବୀନ ଆଣିଥିବା ଆରୋପର ଜବାବ ରଖିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। ସେ କହିଛନ୍ତି, ତିତ୍‌ଲି ମୁକାବିଲାରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିଲେ। ଓଡ଼ିଶାରେ ପ୍ରାକୃତିକ ବିପତ୍ତି ବେଳେ ଜାତୀୟ ଦଳର କୌଣସି ନେତା ଆସୁନଥିବା ଅଭିଯୋଗ ମିଛ।...

1
୮ଲକ୍ଷରୁ ଅଧିକ ଟଙ୍କା ଜବତ କଲା ଫ୍ଲାଇଂ ସ୍କ୍ୱାଡ୍

ପିପିଲି(ଦୂତୀ କୃଷ୍ଣ ପଟ୍ଟନାୟକ): ପୁରୀ ଜିଲ୍ଲା ଡେଲାଙ୍ଗ ରାଢୁଅ ବଜାର ନିକଟରୁ ୮ଲକ୍ଷ ୯୬ ହଜାର ଟଙ୍କା ଜବତ। ଏକ ସ୍କର୍ପିଓ ଗାଡ଼ିରୁ ଟଙ୍କା ଜବତ କରିଛି ନିର୍ବାଚନ କମିଶନଙ୍କ ଫ୍ଲାଇଂ ସ୍କ୍ୱାଡ୍। କଣାସ ଜଙ୍ଘା ଅଞ୍ଚଳର ଠିକାଦାର ବିଭୂତି ସ୍ୱାଇଁଙ୍କ ଠାରୁ ଏହି ଟଙ୍କା ଜବତ ହୋଇଛି।...

padhi
ଉଷା ପାଢ଼ୀଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶା କ୍ୟାଡରର ବରିଷ୍ଠ ଆଇଏଏସ୍‌ ଅଧିକାରୀ ଉଷା ପାଢ଼ୀ ପବନ ହଂସ ଲିମିଟେଡର ଚେୟାରମ୍ୟାନ ଓ ମ୍ୟାନେଜିଂ ଡାଇରେକ୍ଟର ଭାବେ ନିଯୁକ୍ତି ପାଇଛନ୍ତି। କେନ୍ଦ୍ର ସରକାରଙ୍କ ବେସାମରିକ ବିମାନ ଚଳାଚଳ ବିଭାଗରେ ଯୁଗ୍ମ ସଚିବ ଥିବା ଉଷା ପାଢୀଙ୍କୁ ଏହି ଅତିରିକ୍ତ ଦାୟିତ୍ୱ ମିଳିଛି। ପ୍ରଥମ ମହିଳା...

death
ସଡ଼କ ଦୁର୍ଘଟଣାରେ ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ମୃତ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ସଡ଼କ ଦୁର୍ଘଟଣାରେ ବଲାଙ୍ଗିର ଜିଲ୍ଲା ବଙ୍ଗମୁଣ୍ଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ରାଷ୍ଟ୍ରପତି ବେହେରାଙ୍କ ମୃତ୍ୟୁ ଘଟିଛି। ଏଥିସହ ତାଙ୍କ ସହଯୋଗୀଙ୍କର ମଧ୍ୟ ମୃତ୍ୟୁ ଘଟିଛି। କଣ୍ଟାବାଞ୍ଜିରୁ ଭୁବନେଶ୍ୱର ଆସିବାବେଳେ ଖାରି ପାଖରେ ତାଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁହିଁଙ୍କର...

death
ଡିଜିପି ଆର୍‌ପି ଶର୍ମାଙ୍କ ପତ୍ନୀଙ୍କ ପରଲୋକ

ଭୁବନେଶ୍ୱର: ଓଡ଼ିଶା ପୁଲିସ୍‌ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କ ପତ୍ନୀ ତୁଷାର ଶର୍ମାଙ୍କ ପରଲୋକ ହୋଇଛି। ଦିଲ୍ଲୀର ଏକ ହସପିଟାଲରେ ଆଜି ସକାଳେ ତାଙ୍କର ଦେହାନ୍ତ ହୋଇଛି। ସେ ନିମୋନିଆରେ ପୀଡ଼ିତ ଥିଲେ। ଗତ ଦୁଇ ତାରିଖରେ ଭୁବନେଶ୍ୱରର ଏକ ହସପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ହେଲେ ତାଙ୍କ...

rabi
ବିଜେଡି ଛାଡ଼ିଲେ ରବିନାରାୟଣ ପାଣି

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ରବିନାରାୟଣ ପାଣି ଆଜି ଦଳରୁ ଇସ୍ତଫା ଦେଇଛନ୍ତି। ନବୀନ ନିବାସ ଯାଇ ସେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ଦଳ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସେ ଇସ୍ତଫା ଦେଇଥିବା କହିଛନ୍ତି।  ୨୦୦୯ରୁ ୨୦୧୪ ଯାଏ ସେ ପାଲଲହଡ଼ାରୁ ବିଜେଡି ବିଧାୟକ...