• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

cpim
ନିର୍ବାଚନୀ ଇସ୍ତାହାର ଘୋଷଣା କଲା ରାଜ୍ୟ ସିପିଆଇଏମ୍

ଭୁବନେଶ୍ୱର: ଆଗାମୀ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ସିପିଆଇଏମ୍‌ ରାଜ୍ୟ ଓଡ଼ିଶା ସମିତିର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛି। ଚାଷୀ ସମସ୍ୟା, ବେକାରୀ ସମସ୍ୟା ସମାଧାନ, ନାରୀ ସୁରକ୍ଷା ଓ ସ୍ମାର୍ଟ ସିଟିକୁ ପୂର୍ଣ୍ଣ ରୂପରେଖ ଦେବା ଆଦି ଇସ୍ତାହାରରେ ସାମିଲ କରାଯାଇଛି। ସିପିଆଇଏମ୍‌ର ରାଜ୍ୟ ସଂପାଦକ...

congress
ଆଉ ୪ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ପ୍ରାର୍ଥୀ ତାଲିକା ଘୋଷଣା ପଛରେ ପଡ଼ିଥିବା କଂଗ୍ରେସ ଆଉ ୪ ଜଣଙ୍କ ନାଁରେ ମୋହର ମାରିଛି। ସୋର ବିଧାନସଭାରୁ ପ୍ରାର୍ଥୀ ଭାବେ ସୁରେନ୍ଦ୍ର ପ୍ରସାଦ ପାରମାଣିକ, ସିମୁଳିଆ ପାଇଁ ଅନନ୍ତ ପ୍ରସାଦ ସେଠୀ, ଚାନ୍ଦବାଲି ପାଇଁ ଦିଗମ୍ବର ଦାସ ଏବଂ ବଡ଼ସାହି ଆସନ ପାଇଁ ଦେବଯାନୀ ବେହେରାଙ୍କୁ...

kkr
ଆଇପିଏଲ୍‌ରେ ରସେଲ୍ ଝଡ଼: ଆର୍‌ସିବିକୁ ୫ଓ୍ୱିକେଟରେ ହରାଇଲା କେକେଆର୍

ନୂଆଦିଲ୍ଲୀ: ଲଢୁଆ ବ୍ୟାଟିଂ ସତ୍ତ୍ୱେ ହେଲା ପରାସ୍ତ। ଆଇପିଏଲ୍‌ରେ ଗତକାଲି ଖେଳାଯାଇଥିବା କୋଲକାତା ନାଇଟ୍ ରାଇଡର୍ସ ବନାମ୍ ରାୟଲ୍ ଚାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଏଭଳି ସ୍ଥିତି ଦେଖିବାକୁ ମିଳିଥିଲା। ରସେଲ୍ ଝଡ଼ ପୁଣି ଥରେ କୋଲକାତା ନାଇଟ୍ ରାଇଡର୍ସକୁ ବିଜୟୀ କରିଛି। ପ୍ରଥମେ ବ୍ୟାଟିଂ କରି ବାଙ୍ଗାଲୋର ନିର୍ଦ୍ଧାରିତ...

IAS
ସିଭିଲ୍‌ ସର୍ଭିସ୍‌ ପରୀକ୍ଷା ଫଳ ପ୍ରକାଶିତ: ୬୦ତମ ସ୍ଥାନରେ ଓଡ଼ିଶାର ଅନ୍ୟା ଦାସ

ଭୁବନେଶ୍ୱର: ପ୍ରକାଶ ପାଇଲା ଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଫଳ।  ୨୦୧୮ ବର୍ଷ ଲାଗି  UPSC ଦ୍ୱାରା ପରିଚାଳିତ ଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ମୋଟ ୭୫୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ଏଥର ଆଇଏସ୍‌ ଟପ୍ପର ହୋଇଛନ୍ତି କନିସ୍କ କାଟାରିଆ। କନିଷ୍କ ଏବେ ଜଣେ ବୈଜ୍ଞାନିକ ଭାବେ...

narendra-modi
ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ପରେ ଓଡ଼ିଶାରେ କେନ୍ଦ୍ରୀୟ ବିଜେପି ନେତାଙ୍କ ଘନଘନ ପ୍ରଚାର ଚାଲିଛି। ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୁନ୍ଦରଗଡ଼ ଓ ସୋନପୁରରେ ସମାବେଶ କରିବା କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟା ୨୫ ମିନିଟରେ ପ୍ରଧାନମନ୍ତ୍ରୀ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେଠାରୁ ହେଲିକପ୍ଟର ଯୋଗେ...

cmo
ଲାଲଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମାଲକାନଗିରି(ଜିତେନ୍ଦ୍ର ବେଉରା):ଆଜି ନକ୍ସଲ ପ୍ରବଣ ମାଲକାନଗିରି ଜିଲ୍ଲାର କାଲିମେଳାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ବାଚନୀ ପ୍ରଚାର କରିଛନ୍ତି। ନିର୍ବାଚନୀ ସଭାରେ ସେ  ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,“ପ୍ରାକୃତିକ ବିପର୍ଯ୍ୟୟ ବେଳେ କେନ୍ଦ୍ରୀୟ ନେତାଙ୍କ ଦେଖା ମିଳି ନଥାଏ। ବିରୋଧୀ ନେତାମାନେ କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି। ବେଙ୍ଗଲି...