• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

bbsr
ଫିଲ୍ମ ‘ବିଜୁ ବାବୁ’କୁ ନେଇ ଆପତ୍ତି ଉଠାଇଲା କଳିଙ୍ଗ ସେନା

ଭୁବନେଶ୍ୱର: ନିର୍ବାଚନ ବେଳେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ମନମୁଖୀ କାର୍ଯ୍ୟ କରୁଥିବା କଳିଙ୍ଗ ସେନା ଅଭିଯୋଗ କରିଛି। ଏନେଇ କଳିଙ୍ଗ ସେନା ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁ ବାବୁଙ୍କ ନାଁରେ ଫିଲ୍ମ ‘ବିଜୁ ବାବୁ’ ପ୍ରଦର୍ଶିତ ହେଉଛି।...

cbse
ଗ୍ରେସ୍ ମାର୍କ ଦେବା ପାଇଁ ସିବିଏସ୍‌ଇ ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ

ଭୁବନେଶ୍ୱର: ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ଛାତ୍ରଛାତ୍ରୀମାନଙ୍କୁ ଗ୍ରେସ୍ ମାର୍କ ଦେବା ପାଇଁ ଦାବି ଜୋର ଧରିଛି। ଏନେଇ ଆଜି ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ସିବିଏସ୍‌ଇର ଆଞ୍ଚଳିକ କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରାଯାଇଛି। ଚଳିତବର୍ଷ ସିବିଏସ୍‌ଇ ମାଟ୍ରିକ ପରୀକ୍ଷାର ହିନ୍ଦି, ବିଜ୍ଞାନ ଓ ଗଣିତ ବିଷୟ ପ୍ରଶ୍ନପତ୍ରରେ ତ୍ରୁଟି...

fire
କାଜୁ ବଗିଚା ଜଗିଥିଲେ: ଏସିଡ୍‌ ଫିଙ୍ଗିଲେ, ଛୁରୀରେ ଆକ୍ରମଣ କଲେ

ବ୍ରହ୍ମଗିରି (ରବି ନାରାୟଣ ପୂଜାରୀ): ପୁରୀ ଜିଲ୍ଲା ବ୍ରହ୍ମଗିରିର ସାହାଜନପୁରରେ ଗୋଷ୍ଠୀ ସଂଘର୍ଷକୁ ନେଇ ଏସିଡ଼ ମାଡ଼ ହୋଇଛି। ଏସିଡ୍ ଫିଙ୍ଗିବା ସହିତ ଛୁରୀରେ ଆକ୍ରମଣ ଯୋଗୁ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ କିଛି ଲୋକ କାଜୁ...