• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

bjd
ବିଜେଡି ଛାଡ଼ିଲେ ସାଂସଦ ଅର୍ଜୁନ ଚରଣ ସେଠୀ

ଭୁବନେଶ୍ୱର: ଭଦ୍ରକ ସାଂସଦ ତଥା ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ପ୍ରାର୍ଥୀ ଚୟନରେ ଅସନ୍ତୋଷ ପ୍ରକାଶ କରି ସେ ଦଳରୁ ଇସ୍ତଫା ଦେବା ସହ ବିଷୋଦଗାର କରିଛନ୍ତି। ଭଦ୍ରକ ଲୋକସଭା ଆସନ ପାଇଁ ତାଙ୍କୁ ଟିକେଟ୍‌ ଦିଆ ନଯିବା ନେଇ ଅସନ୍ତୁଷ୍ଟ...

kjr
ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ତେଲକୋଇ(ଚିନ୍ମୟ ସାହୁ): କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା ଅଞ୍ଚଳର ଜଣେ ଆଦିବାସୀ ଯୁବତୀ ଦୋଳଯାତ୍ରା ଦେଖି ଯାଇଥିବା ବେଳେ ଗଣଦୁଷ୍କର୍ମର ଶିକାର ହୋଇଥିବା ଅଭିଯୋଗ ହୋଇଛି। ସୂଚନାଅନୁସାରେ, ଯାତ୍ରା ଦେଖି ଯାଇଥିବା ୩ ଜଣ ଯୁବତୀ ପରିସ୍ରା କରିବାକୁ ବାହାରକୁ ଆସିବା ବେଳେ ତାଙ୍କୁ ୫ ଜଣ ଯୁବକ ...

accident
ବାଇକକୁ ଧକ୍କା ଦେଲା ଟ୍ରକ୍‌, ୨ ମୃତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): କଟକ-ପାରାଦୀପ ରାସ୍ତା ଶିଉଳି ନିକଟରେ ଦୁର୍ଘଟଣା ହୋଇଛି। ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବାରୁ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କିଶନନଗର ଥାନା ଅନ୍ତର୍ଗତ ରାଧାନଗର ଗ୍ରାମର ପ୍ରଶାନ୍ତ ସ୍ୱାଇଁ ଓ ବର୍ତି ଗାଁର ନାରାୟଣ ଖୁଣ୍ଟିଆ। ମାର୍ବଲ କାମ କରିବାକୁ ବାଇକରେ...

loot
ପେଟ୍ରୋଲ ପମ୍ପରୁ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ଧରୁଆଡ଼ିହି ଥାନା ଅନ୍ତର୍ଗତ ଗଡ଼ିଆଯୋର ପାଖରେ ଥିବା ବିଧାତା ପେଟ୍ରୋଲ ପମ୍ପରୁ ଦେଢ଼ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଗତକାଲି ରାତିରେ ୫ ଜଣ ଦୁର୍ବୃତ୍ତ ବନ୍ଧୁକ ମୁନରେ ଟଙ୍କା ଲୁଟି ନେଇଛନ୍ତି। ଦୁଇଟି ବାଇକରେ ଆସିଥିବା ୫ ଜଣ ଦୁର୍ବୃତ୍ତଙ୍କ...

mahanadii
ମହାନଦୀ ଜଳ ବିବାଦ ମାମଲା: ଓଡ଼ିଶା-ଛତିଶଗଡ଼କୁ ପୁଣି ଆଲୋଚନା କରିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ମହାନଦୀ ଜଳ ବିବାଦ ମାମଲାରେ ଓଡ଼ିଶା-ଛତିଶଗଡ଼ ସରକାରଙ୍କୁ ଆଉ ଥରେ ଆଲୋଚନା ପାଇଁ ଟ୍ରିବ୍ୟୁନାଲ ନିର୍ଦ୍ଦେଶ ଦେଇଛନ୍ତି। ଆଜି ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲରେ ଏହି ମାମଲାରେ ଶୁଣାଣି ହୋଇଥିଲା। ଏଥିରେ ଉଭୟ ପକ୍ଷକୁ ଆପୋଷ ଆଲୋଚନା ଦ୍ୱାରା ସମାଧାନ କରିବାକୁ ଟ୍ରିବୁନାଲ ପରାମର୍ଶ ଦେଇଛନ୍ତି। ଆସନ୍ତା...

cuttack
ଆଜି ରାଜ୍ୟର ସମସ୍ତ ବାର ଆସୋସିଏସନ୍‌ରେ ହେବ ନିର୍ବାଚନ

କଟକ(ଗୌତମ ପଣ୍ଡା): ଆଜି ରାଜ୍ୟର ସମସ୍ତ ବାର ଆସୋସିଏସନ୍‌ରେ ଏକାସଙ୍ଗେ ନିର୍ବାଚନ ଅନୁଷ୍ଠିତ ହେବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ, ୱାନ୍ ବାର ୱାନ୍ ଭୋଟ୍ ନୀତି ଲାଗୁ କରିବାରେ ଓଡ଼ିଶା ହେବ ଦେଶର ପ୍ରଥମ ରାଜ୍ୟ। ଏହି ନିୟମ ଅନୁସାରେ ଜଣେ ଆଇନଜୀବୀ ଏକାଧିକ ବାରରେ ସଦସ୍ୟ ଥିଲେ...

puri
ଅରୋପ୍ରସାଦଙ୍କ ପ୍ରାର୍ଥିତ୍ୱକୁ ପୁରୀ ଜିଲ୍ଲା କଂଗ୍ରେସର ବିରୋଧ

ପୁରୀ(ମଧୁସୂଦନ ମିଶ୍ର): ପୁରୀ ସଦର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଅରୋପ୍ରସାଦ ମିଶ୍ରଙ୍କ ନାମ ଘୋଷଣା ହେବା ପରେ ପୁରୀ ଜିଲ୍ଲା କଂଗ୍ରେସରେ ଅସନ୍ତୋଷ ଦେଖିବାକୁ ମିଳିଛି। ଗତକାଲି ଜିଲ୍ଲା କଂଗ୍ରେସ ଭବନଠାରେ ଜିଲ୍ଲା କଂଗ୍ରେସ କମିଟିର କାର୍ଯ୍ୟକାରୀ ସଭାପତିଙ୍କ ସହ ଅନ୍ୟ ନେତା ଅରୋପ୍ରସାଦଙ୍କ ପ୍ରାର୍ଥିତ୍ୱକୁ ବିରୋଧ...

bjp
ବିଜେପି ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ନାଁରେ ଥାନାରେ ଏତଲା

ଭୁବନେଶ୍ୱର: ବିଜେପି ନେତା ତଥା ହିଞ୍ଜିଳି ବିଧାନସଭା ଆସନ ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟଙ୍କ ନାଁରେ ଆସିକା ଥାନାରେ ଏତଲା ହୋଇଛି। ନିର୍ବାଚନ ଦାୟିତ୍ୱରେ ଥିବା ଏକଜିକ୍ୟୁଟିଭ୍ ମାଜିଷ୍ଟ୍ରେଟ୍ ବିଶ୍ୱନାଥ ବେହେରା ତାଙ୍କ ନାଁରେ ଥାନାରେ ଏତଲା ଦେଇଛନ୍ତି। କାର୍ଯ୍ୟରତ ପୁଲିସ୍ ଅଧିକାରୀ ଓ ତାଙ୍କ ସହ ଦୁର୍ବବ୍ୟହାର ସହ...

dog
ପାଗଳା କୁକୁର କାମୁଡ଼ାରେ ୧୨ ଆହତ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଇସ୍ପାତ ନଗରୀ ରାଉରକେଲାରେ ପାଗଳା କୁକୁର ଆତଙ୍କ। ଷ୍ଟିଲ ପ୍ଲାଣ୍ଟ ପରିସରରେ କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଇସ୍ପାତ ଜେନେରାଲ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଷ୍ଟିଲ୍‌ ପ୍ଲାଣ୍ଟ ପରିସରରେ ବ୍ଲାଷ୍ଟ ଫର୍ଣ୍ଣେସ ଓ କୋକୋଭେନ୍ ବିଭାଗ ପାଖରେ ୨ଟି ପାଗଳା...