• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

acdnt
ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୮ ମୃତ

ନୂଆଦିଲ୍ଲୀ: ଦିଲ୍ଲୀ ନିକଟ ଗ୍ରେଟର ନୋଏଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ଯାତ୍ରୀବାହୀ ବସ ଟ୍ରକ୍‌କୁ ଧକ୍କା ଦେବାରୁ ୮ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି। ପ୍ରଶାସନ ପକ୍ଷରୁ ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଆହତମାନଙ୍କୁ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ ଅନେକଙ୍କ...

667384-urmilamatondkar-040218
ମୁମ୍ବାଇ ଉତ୍ତର ଲୋକସଭା ଆସନରୁ ଲଢ଼ିବେ ଉର୍ମିଳା

ନୂଆଦିଲ୍ଲୀ: ନିକଟରେ କଂଗ୍ରେସରେ ସାମିଲ୍‌ ହୋଇଥିବା ବଲିଉଡ ଅଭେନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କୁ ଲୋକସଭା ପ୍ରାର୍ଥୀ କରିଛି ଦଳ। ମୁମ୍ବାଇ ଉତ୍ତରରୁ କଂଗ୍ରେସ ତାଙ୍କୁ ଲୋକସଭା ପ୍ରାର୍ଥୀ କରିଛି। ଏବେ ଉର୍ମିଳାଙ୍କ ରାଜନୈତିକ ଲଢ଼େଇ ବିଜେପିର ଗୋପାଲ ସେଟ୍ଟିଙ୍କ ସହ ହେବ। କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ...

bam
ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ

ବ୍ରହ୍ମପୁର:(ଜଗନ୍ନାଥ ସାହୁ): ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଆରମ୍ଭ ହୋଇଛି। ମା’ଙ୍କୁ ଅସ୍ଥାୟୀ ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଛି। ଲମ୍ବା ଧାଡ଼ିରେ ଆସି ଲୋକେ ମା’ଙ୍କୁ ଦର୍ଶନ କରିବା ସହ ଆଶିଷ ଲାଭ କରୁଛନ୍ତି। ପରମ୍ପରା ଅନୁଯାୟୀ ଗତକାଲି ବାପା ଅର୍ଥାତ ଦେଶୀ ବେହେରା ମା’ଙ୍କ ମନ୍ଦିରକୁ...

accident
ଅଜଣା ଗାଡ଼ି ଧକ୍କାରେ ଶଗଡ଼ିଆଙ୍କ ମୃତ୍ୟୁ

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଛତାବର ପାଖରେ ଅଜଣା ଗାଡ଼ି ଧକ୍କାରେ ଜଣେ ଶଗଡ଼ିଆଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ସୁଗ୍ରୀବ ସାହୁ (୫୩)। ଆଜି ଭୋର ସାଢ଼େ ୫ଟାବେଳେ ସୁଗ୍ରୀବ ଶଗଡ଼ ନେଇ ନିଜ ଚାଷ ଜମିକୁ ଯାଉଥିଲେ। ଏହି ସମୟରେ ଜାତୀୟ...

Priyanka-Gandhi
ପ୍ରିୟଙ୍କାଙ୍କ ଫୋକସ୍‌ରେ ଉତ୍ତର ପ୍ରଦେଶ

ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ପ୍ରଚାର ଅଭିଯାନ ଜାରି ରଖିଛନ୍ତି ପ୍ରିୟଙ୍କା ଗାନ୍ଧି ଭଦ୍ରା। ଆଜି ସେ ଆମେଥିରେ କଂଗ୍ରେସ ସମର୍ଥକ ଓ ଜନତାଙ୍କୁ ଭେଟିଥିଲେ। ସେଠାରେ ପ୍ରିୟଙ୍କାଙ୍କୁ ଦଳୀୟ କର୍ମୀଙ୍କ ସମେତ ସାଧାରଣ ଜନତା ଭବ୍ୟ ସ୍ୱାଗତ କରିଛନ୍ତି। ଏହାପରେ ସେ ଅଯୋଧ୍ୟା ଗସ୍ତରେ ଅଛନ୍ତି। ଗତ ଦୁଇ...

fire
ଜଳିଗଲା ଟ୍ରକ୍‌, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥ ପଞ୍ଚମହଲା ନିକଟରେ ଏକ ଟ୍ରକ୍ ଜଳି ଯାଇଛି। ସମ୍ବଲପୁରରୁ ଅନୁଗୋଳ ଆସୁଥିବା ବେଳେ ଆଜି ଭୋର୍‌ ପ୍ରାୟ ୫ଟା ବେଳେ ଟ୍ରକ୍‌ରେ ନିଆଁ ଲାଗି ଯାଇଥିଲା। ଏଥିରେ ଥିବା ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି।...

BJD
ବିଜେଡିରେ ମିଶିଲେ ଭାଗିରଥୀ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ପୂର୍ବତନ ବିଧାୟକ ଭାଗିରଥୀ ସେଠୀ ଆଜି ବିଜେଡିରେ ଯୋଗଦେଇଛନ୍ତି। ନବୀନ ନିବାସ ଆସି ସେ ବିଜେଡିରେ ମିଶିଛନ୍ତି। ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଭାଗିରଥୀଙ୍କୁ ବିଜେପି ଆନନ୍ଦପୁରରୁ ପ୍ରାର୍ଥୀ ଘୋଷଣା କରିଛି। ତେବେ ସେ ବିଜେପିରୁ ଟିକେଟ୍‌ ନେଇ ବିଜେଡିରେ ଯୋଗଦେବାକୁ ନେଇ...

india-leader-tejashwi-yadav-united-tmc-led_60e4fc96-26f7-11e9-a405-f80f48f5557a
ବିହାରର ୪୦ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା

ପାଟଣା: ବିହାର ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଆରଜେଡ଼ି ନେତୃତ୍ୱାଧୀନ ମହାମେଣ୍ଟ। ଆରଜେଡି ନେତା ତେଜସ୍ୱୀ ଯାଦବ ସାମ୍ବାଦିକ ସମ୍ମିଳନୀ କରି ପ୍ରାର୍ଥୀ ତାଲିକା ସହିତ ଆରଜେଡି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି। ପ୍ରଥମେ ୨୦ଟି ଆସନରେ ଆରଜେଡ଼ି ଲଢ଼ିବ ବୋଲି ଘୋଷଣା ହୋଇଥିଲା ହେଲେ...

match
ଆଜି ଆଇପିଏଲ୍‌ରେ ମୁମ୍ବାଇ-ପଞ୍ଜାବ ଓ ଦିଲ୍ଲୀ-କୋଲକାତା ଟକ୍କର

ନୂଆଦିଲ୍ଲୀ: ଆଜି ଆଇପିଏଲ୍‌ରେ ୨ଟି ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସ-କିଙ୍ଗସ୍‌ ଇଲେଭେନ ପଞ୍ଜାବକୁ ଭେଟିବ। ଅପରାହ୍ଣ ୪ଟାରେ ମୋହାଲିଠାରେ ଏହି ମ୍ୟାଚ୍‌ ଖେଳାଯିବ। ସେହିପରି ରାତି ୮ଟାରେ ଦିଲ୍ଲୀରେ ଦ୍ୱିତୀୟ ମ୍ୟାଚ ଖେଳାଯିବ। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ ସହ...

modi
ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କଲେ ମୋଦି

ଜୟପୁର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଜୟପୁର ଗସ୍ତରେ ଆସି ନିର୍ବାଚନୀ ସଭାରେ ନାଁ ନନେଇ ନବୀନ ସରକାରଙ୍କ ଉପରେ ବର୍ଷିଛନ୍ତି। ରାଜ୍ୟ ସରକାରଙ୍କ ବିରୁଦ୍ଧରେ ଏଥର  ବେଶ୍‌ ଶାଣିତ ଥିଲା ମୋଦିଙ୍କ ସ୍ୱର। ଚିଟ୍‌ଫଣ୍ଡ ଦୁର୍ନୀତି, ନାରୀ ନିର୍ଯାତନା, ଆୟୁଷ୍ମାନ ଭାରତ ଯୋଜନାକୁ ରାଜ୍ୟ ସରକାର...

ipl
ରାଜସ୍ଥାନକୁ ୫ ୱିକେଟରେ ପରାସ୍ତ କଲା ହାଇଦ୍ରାବାଦ

ହାଇଦ୍ରାବାଦ: ଗତକାଲି ରାଜୀବ ଗାନ୍ଧି ଇଣ୍ଟରନ୍ୟାସନାଲ ଷ୍ଟାଡିଅମରେ ଖେଳାଯାଇଥିବା ମ୍ୟାଚରେ ସନରାଜର୍ସ ହାଇଦ୍ରାବାଦର ଦମଦାର ବିଜୟ ହୋଇଛି। ଘରୋଇ ପଡ଼ିଆରେ ହାଇଦ୍ରାବାଦ ୫ ଓ୍ୱିକେଟରେ ରାଜସ୍ଥାନ ରୋୟାଲ୍ସକୁ ପରାସ୍ତ କରିଛି। ୧୯୯ ରନର ବିଶାଳ ସ୍କୋରକୁ ପିଛା କରୁଥିବା ହାଇଦ୍ରବାଦ ଗୋଟିଏ ଓଭର ପୂର୍ବରୁ ମ୍ୟାଚକୁ ଜିତି ନେଇଛି।...

died
ସଡ଼କ ଦୁର୍ଘଟଣାରେ କୋମନା ତହସିଲଦାରଙ୍କ ମୃତ୍ୟୁ

ନୂଆପଡ଼ା(ମାୟାଧର ସରାଫ୍):ନୂଆପଡ଼ା ଜିଲ୍ଲା କୋମନା ତହସିଲଦାର ସୁରେଶ କୁମାର ନନ୍ଦଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ନିର୍ବାଚନ କାମରେ ଭୁବନେଶ୍ୱର ଆସୁଥିବା ବେଳେ ନୟାଗଡ଼ ଜିଲ୍ଲା ନୂଆଗାଁ ଓ ସୋରଡ଼ା ମଝିରେ ତାଙ୍କ କାର୍‌ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତହସିଲଦାରଙ୍କ ମୃତ୍ୟୁ ହୋଇଥିଲା। ଏଥିରେ...

Congress-Bhawan
୨୦ ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଆଜି କଂଗ୍ରେସ ୭ ଲୋକସଭା ଓ ୨୦ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ବିଧାନସଭା ଆସନ ପାଇଁ ଘୋଷଣା ହୋଇଥିବା ପ୍ରାର୍ଥୀମାନେ ହେଲେ ତେଲକୋଇରୁ ମୋହନ ହେମ୍ବ୍ରମ୍,ପାଟନାରୁ ଗୋପେଶ୍ୱର ନାଏକ, ଯଶୀପୁରରୁ ମହେନ୍ଦ୍ର ନାଏକ,ଉଦଳାରୁ ବେଣୁଧର ମହାପାତ୍ର,ବାରିପଦାରୁ ଦଶରଥ ସିଂ,ଭୋଗରାଇରୁ ସତ୍ୟଶିବ ଦାସ,...