• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

satya
ପୁରୀରୁ ସତ୍ୟପ୍ରକାଶ, ଢେଙ୍କାନାଳରୁ କାମାକ୍ଷା ପ୍ରସାଦ

ଭୁବନେଶ୍ୱର: ଓଡ଼ିଶାର ଆଉ ୭ଟି ଲୋକସଭା ଆସନ ପାଇଁ ଆଜି କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଛି। ପୁରୀରୁ ଲୋକସଭା ପ୍ରାର୍ଥୀ ହେବେ ପିସିସି ମିଡିଆ ସେଲ୍  ମୁଖ୍ୟ ସତ୍ୟପ୍ରକାଶ ନାୟକ। ସେହିପରି ଢେଙ୍କାନାଳରୁ ପ୍ରାର୍ଥୀ ହେବେ ଦଳର ବରିଷ୍ଠ ନେତା କାମାକ୍ଷା ପ୍ରସାଦ ସିଂଦେଓ। କେନ୍ଦ୍ରାପଡାରୁ ପୁଣି ଥରେ...

1234
ପ୍ରଚାର ମଇଦାନକୁ ଓହ୍ଲାଇଲେ ଜୁଏଲ୍ ଓରାମ୍ ଏବଂ କୁସୁମ ଟେଟେ

ସୁନ୍ଦରଗଡ(ବିଜୟ ବରୁଆ): ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆରମ୍ଭ ହୋଇଛି ପ୍ରଚାର। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ ପ୍ରଚାରକୁ ଜୋରଦାର କରିଛନ୍ତି ପ୍ରମୁଖ ଦଳ। ସୁନ୍ଦରଗଡରେ ବିଜେପିର ହେଭିୱେଟ ଲୋକସଭା ପ୍ରାର୍ଥୀ ଜୁଏଲ୍ ଓରାମ୍ ଓ ବିଧାୟକ ପ୍ରାର୍ଥିନୀ କୁସୁମ ଟେଟେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି।...

123
ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ଜଣେ ଗୁରୁତର

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ କିଶୋରନଗର ଥାନା କଳାବେଡା ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା। ଦୁଇଟି ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଗୁରୁତର ଆହତ ହୋଇଛନ୍ତି। ସେ ଏବେବି ଦୁଇ ଗାଡି ମଝିରେ ଫଶି ରହିଛନ୍ତି। ସକାଳେ ସମ୍ବଲପୁରରୁ ଅନୁଗୋଳ ଅଭିମୁଖେ ଆସୁଥିବା...

death
ଅଜଣା ଗାଡ଼ି ଧକ୍କାରେ ଯୁବକ ମୃତ

ଅନୁଗୋଳ(ବିରଜା ପ୍ରସାଦ ଦାସ): ଅନୁଗୋଳ ଥାନା ଅନ୍ତର୍ଗତ ଜରାସିଂହା ନିକଟରେ ଗତକାଲି ବିଳମ୍ୱିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ କୁମାର ସାହୁ(୩୧)। ଦୁର୍ଘଟଣା ପରେ ଗାଁ ଲୋକେ ମୃତକଙ୍କ ପରିବାରକୁ  କ୍ଷତିପୂରଣ ପ୍ରଦାନ ଦାବିରେ ରାସ୍ତାରୋକ କରିଥିଲେ।...

arrest
ରାମଚନ୍ଦ୍ର ବେହେରା ହତ୍ୟା ମାମଲାରେ ଆଉ ୨ ଗିରଫ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଘଷିପୁରାର ପୂର୍ବତନ ବିଧାୟକ ପ୍ରାର୍ଥୀ ରାମଚନ୍ଦ୍ର ବେହେରା ହତ୍ୟା ମାମଲାରେ ଆଉ ୨ ଜଣ ଗିରଫ ହୋଇଛନ୍ତି। ସେମାନେ ହେଲେ ପ୍ରମୋଦ ଦାସ ଏବଂ ଅରୂପ ପୃଷ୍ଟି। ଏହାକୁ ମିଶାଇ ଏହି ଘଟଣାରେ ଗିରଫଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ହତ୍ୟାରେ ବ୍ୟବହୃତ ମାରଣାସ୍ତ୍ରକୁ...

JAYPANDA
ନବୀନଙ୍କୁ ଜବାବ ଦେଲେ ବୈଜୟନ୍ତ

ଭୁବନେଶ୍ୱର: ଗତକାଲି ଆଉ ୯ ଲୋକସଭା ଆସନ ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ସାଂସଦ ତଥା ବିଜେପିର ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡାଙ୍କୁ କଟାକ୍ଷ କରିଥିଲେ। କେନ୍ଦ୍ରାପଡ଼ା ଲୋକସଭା ଆସନ ପାଇଁ ରାଜ୍ୟସଭା ସାଂସଦ ତଥା ଅଭିନେତା ଅନୁଭବ...

2
ଆତଙ୍କବାଦୀଙ୍କ ପୃଷ୍ଠପୋଷକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ: ଆତଙ୍କବାଦୀକୁ ପାଣ୍ଠି ଯୋଗାଣାକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ମିଳିତ ଜାତିସଂଘ ପକ୍ଷରୁ ପ୍ରସ୍ତାବ ପାରିତ ହୋଇଛି। ଭାରତ ପକ୍ଷରୁ ଏହି ପ୍ରସ୍ତାବକୁ ସ୍ୱାଗତ କରାଯାଇଛି। ଭାରତ ଏଥିରେ ସକ୍ରିୟ ଭୂମିକା ଗ୍ରହଣ କରିବ ବୋଲି ଜାତିସଂଘରେ ଭାରତର ରାଷ୍ଟ୍ରଦୂତ ସୟଦ ଆକବରୁଦ୍ଦିନ୍ ସୂଚନା ଦେଇଛନ୍ତି। ଆତଙ୍କବାଦୀ ମାନେ...