• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

congress
ବଲାଙ୍ଗିରରେ ନରସିଂହ ମିଶ୍ରଙ୍କ ନିର୍ବାଚନ ପ୍ରଚାର ଆରମ୍ଭ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ବିଧାନସଭା ପାଇଁ କଂଗ୍ରେସ ପ୍ରାର୍ଥିୀ ନରସିଂହ ମିଶ୍ର ପ୍ରାର୍ଥିପତ୍ର ଦାଖଲ କରିବା ପରେ ପ୍ରଚାର ଆରମ୍ଭ କରିଛନ୍ତି। ଜନମତକୁ ନିଜ ସପକ୍ଷକୁ ଆଣିବା ପାଇଁ ନରସିଂହ ଫୁଲ୍ ଦମ୍‌ରେ ଲାଗି ପଡ଼ିଛନ୍ତି। ଗତକାଲି ଅପରାହ୍ନରେ ନାମାଙ୍କନପତ୍ର ଦାଖଲ ପରେ ସନ୍ଧ୍ୟାରେ ସାମ୍ବାଦିକ ସମ୍ମିଳନୀ କରି...

ctc
ବିଜେଡିରେ ଟିକେଟ୍‌ କଳି: ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ-ବିରୋଧୀ ମୁହାଁମୁହିଁ

ଭୁବନେଶ୍ୱର: ନବୀନ ନିବାସରେ ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଲାଗି ବିଜେଡିର ପ୍ରାର୍ଥୀ ଚୟନ କସରତ ଲାଗି ରହିଥିବାବେଳେ ନିଆଳି ବିଧାୟକ ପ୍ରମୋଦ ମଲ୍ଲିକଙ୍କ ସମର୍ଥକ ଏବଂ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ନବୀନ ନିବାସ ଆଗରେ ଟିକେଟକୁ ନେଇ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଠେଲାପେଲା...

mao
ମାଓ କ୍ୟାମ୍ପ୍‌ ଠାବ: ବିପୁଳ ପରିମାଣର ବିସ୍ଫୋରକ ଜବତ

ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲା ରିଆମାଳର କଂସର ସଂରକ୍ଷିତ ଜଙ୍ଗଲରେ ମାଓ କ୍ୟାମ୍ପ ଠାବ ହୋଇଛି। ସିଆରପିଏଫ୍ ପକ୍ଷରୁ କମ୍ବିଂ ଅପରେସନ ଚାଲିଥିବା ବେଳେ ଏକ ମାଓ କ୍ୟାମ୍ପ ଠାବ ହେବା ସହ ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। କଂସର ସଂରକ୍ଷିତ ଜଙ୍ଗଲରେ ଥିବା ପଥରଗୁମ୍ପା ନିକଟରୁ...

encounter
ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ନକ୍ସଲ ନିହତ

ମାଲକାନଗିରି(ଜିତେନ୍ଦ୍ର ବେଉରା): ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ମିଳିଛି ସଫଳତା। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୪ ଜଣ ନକ୍ସଲ ନିହତ ହୋଇଛନ୍ତି। ଛତିଶଗଡ଼ ସୁକ୍‌ମା ଜିଲ୍ଲା ବିମାପୁରମ୍‌ରେ ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଏନ୍‌କାଉଣ୍ଟର ହୋଇଥିଲା। ଘଟଣାସ୍ଥଳରୁ ଗୋଟିଏ ଇନ୍‌ସାସ୍, ୨ଟି ଥ୍ରି ନଟ୍ ଥ୍ରି ରାଇଫଲ୍ ଜବତ ହୋଇଛି। ଏବେ ବି...

death
ଦମ୍ପତିଙ୍କୁ ଦଳିଦେଲେ ହାତୀପଲ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଦମ୍ପତିଙ୍କୁ ଦଳିଦେଲେ ହାତୀପଲ। ଢେଙ୍କାନାଳ ଜିଲ୍ଲା ସଦର ରେଞ୍ଜ ଅନ୍ତର୍ଗତ କାଟେଣୀ କାଜୁ ଜଙ୍ଗଲ ପାଖରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଚାଉଳିଆ ଗାଁର ଡମ୍ୱରୁ ପ୍ରଧାନ ଓ ତାଙ୍କ ପତ୍ନୀ ସୁକାନ୍ତି ପ୍ରଧାନ। ଗତକାଲି ରାତିରେ ସେମାନେ ଦୁଧୁକାଟେଣୀକୁ ଯାତ୍ରା ଦେଖିବାକୁ...

congress
ରାଜ୍ୟ କଂଗ୍ରେସର ଷ୍ଟାର୍ କ୍ୟାମ୍ପେନର ତାଲିକାରେ ନାହାନ୍ତି ଜଣେ ହେଲେ ବି ମହିଳା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ପାଇଁ ଓଡ଼ିଶାରେ କେହି ମହିଳା ଷ୍ଟାର୍ କ୍ୟାମ୍ପେନର ନାହାନ୍ତି। ରାଜ୍ୟ କଂଗ୍ରେସ ପକ୍ଷରୁ ନିର୍ବାଚନ କମିଶନଙ୍କ ନିକଟରେ ଦାଖଲ ହୋଇଥିବା ଷ୍ଟାର୍ କ୍ୟାମ୍ପେନର ତାଲିକାରୁ ଏହା ସ୍ପଷ୍ଟ ହୋଇଛି। ୪୦ ଜଣିଆ ତାଲିକାରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଶିବାନନ୍ଦ ରାୟ, ପ୍ରସାଦ ହରିଚନ୍ଦନଙ୍କ...

IPL
ଆଜି ହାଇଦ୍ରାବାଦ ଓ ରାଜସ୍ଥାନ ମଧ୍ୟରେ ଟକ୍କର

ହାଇଦ୍ରାବାଦ: ଆଜି ହାଇଦ୍ରାବାଦ ରାଜୀବ ଗାନ୍ଧି ଷ୍ଟାଡିଅମରେ ଖେଳାଯିବ ଆଇପିଏଲ୍ ଚଳିତ ସିଜିନର ଅଷ୍ଟମ ମ୍ୟାଚ୍‌। ସନରାଇଜର୍ସ ହାଇଦ୍ରାବାଦ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ହେବ ଜୋରଦାର ଟକ୍କର। ତେବେ ପ୍ରଥମ ମ୍ୟାଚରେ ପରାସ୍ତ ହୋଇଥିବା ଉଭୟ ଦଳ ଏହି ମ୍ୟାଚ ଜିତି ପଏଣ୍ଟ ଟେବୁଲରେ ଖାତା ଖୋଲିବା...

IPL
ଆଇପିଏଲ୍ ଲଢ଼େଇ: ବାଙ୍ଗାଲୋରକୁ ୬ରନରେ ହରାଇଲା ମୁମ୍ବାଇ

ନୂଆଦିଲ୍ଲୀ: ଚଳିତ ସିଜିନ୍‌ ଆଇପିଏଲ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମ ବିଜୟ ହାସଲ କରିଛି। ରୋହିତ ଶର୍ମା ନେତୃତ୍ୱାଧିନ ମୁମ୍ବାଇ ୬ ରନରେ ରୋୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋରକୁ ପରାସ୍ତ କରିଛି। ୧୮୮ରନ୍‌ ପିଛା କରୁଥିବା ବାଙ୍ଗାଲୋରକୁ ବିଜୟ ପାଇଁ ଶେଷ ୨ ଓଭରୁ ୨୨ ରନ୍‌ ଆବଶ୍ୟକ ହେଉଥିବା ବେଳେ...

maa
ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆଜିଠୁ ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢୀ ଠାକୁରାଣୀ ଯାତ୍ରା ଆରମ୍ଭ ହେଉଛି। ଆଜି ମଧ୍ୟରାତ୍ରରେ ବ୍ରହ୍ମପୁରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ ବାପ ଘରକୁ ଆସିବେ। ଏଥତ୍ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ପରମ୍ପରା ଅନୁଯାୟୀ ବାପଘର ଲୋକ ପ୍ରଥମେ ଯାଇ ମା’ଙ୍କୁ ସମୟ...

money
ଇନୋଭା ଗାଡ଼ିରୁ ୨ ଲକ୍ଷ ୫୦ ହଜାର ଟଙ୍କା ଜବତ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଝାରସୁଗୁଡ଼ା ଜିଲ୍ଲା ବଡମାଲ ଥାନା ସମ୍ମୁଖରେ ଗାଡ଼ି ଯାଞ୍ଚ ବେଳେ ଏକ ଇନୋଭା ଗାଡ଼ିରୁ ୨ ଲକ୍ଷ ୫୦ ହଜାର ଟଙ୍କା ପୁଲିସ୍‌  ଜବତ କରିଛି। ଗାଡ଼ିଟି ସମ୍ବଲପୁରରୁ ଛତିଶଗଡ଼ର ଚମ୍ପାକୁ ଯାଉଥିବା ଜଣାପଡ଼ିଛି। ଗାଡ଼ିର ମାଲିକ ଛତିଶଗଡ଼ ଚମ୍ପାର ବ୍ୟବସାୟୀ ଅରବିନ୍ଦ ଅଗ୍ରଓ୍ୱାଲ। ଅରବିନ୍ଦଙ୍କୁ...

bjp
ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ: ପଦ୍ମ ଧରିଲେ ବିଜେଡି ନେତା ଓ କର୍ମୀ

ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ରେ ବିଜେପିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଛି। ଏଥିରେ ଟିଟିଲାଗଡ଼ର ପୂର୍ବତନ ନଗରପାଳ ଓ ବିଜେଡି ନେତା ଶୁଭ୍ରାଂସୁ ଦାଶ ନିଜ ସମର୍ଥନଙ୍କ ସହ ବିଜେପିରେ ସାମିଲ ହୋଇଛନ୍ତି। ବଲାଙ୍ଗିର ବିଜେପି ଲୋକସଭା ପ୍ରାର୍ଥୀ ସଙ୍ଗୀତା ସିଂହଦେଓ, ପାଟଣାଗଡ଼ ବିଧାୟକ କନକ...