• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

loot
ସୁନା ଭର୍ତ୍ତି ବ୍ୟାଗ ଲୁଟି ନେଲେ ଲୁଟେରା

ଭୁବନେଶ୍ୱର:ରାଜଧାନୀ ଭୁବନେଶ୍ୱରରେ ବଡ ଧରଣର ଲୁଟ୍ ହୋଇଛି। ନୟାପଲ୍ଲୀ ସ୍ଥିତ ଇନ୍ଦ୍ରଧନୁ ମାର୍କେଟର ଏକ ଜୁଏଲାରୀ ଦୋକାନ ଆଗରୁ ୨୫ ଲକ୍ଷ ଟଙ୍କାର ସୁନା ଲୁଟି ନେଲେ ଲୁଟେରା। ଗତକାଲି ରାତିରେ ସୁନା ଭର୍ତ୍ତି ବ୍ୟାଗକୁ ତଳେ ରଖି ଗହଣା ଦୋକାନୀ ତାଲା ପକାଉଥିବା ବେଳେ ଲୁଟେରା ଲୁଟି ନେଲେ...

Congress-flag-l-pti-1
ଆଜି ଆସିପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଆଜି ଆସିପାରେ କଂଗ୍ରେସର ଅବଶିଷ୍ଟ ପ୍ରାର୍ଥୀ ତାଲିକା। ଗତକାଲି ଦିଲ୍ଲୀରେ ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ଓଡ଼ିଶାର ବାକି ଥିବା ଆସନର ପ୍ରାର୍ଥୀଙ୍କ ଉପରେ ଆଲୋଚନା ହୋଇଥିଲା। ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏହି ବୈଠକରେ ଉପସ୍ଥିତ ଥିଲେ। ଗତକାଲି ଅନ୍ୟ କିଛି...

201451384835288734_20
ଆଜି ଜୟପୁର ଆସିବେ ମୋଦି

ଜୟପୁର(ଟି.ଗୌରୀ ଶଙ୍କର): ଆଜି ଜୟପୁର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଥମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ପ୍ରଧାନମନ୍ତ୍ରୀ କୋରାପୁଟ ଜିଲ୍ଲାରୁ ଆରମ୍ଭ କରିବାକୁ ଯାଉଛନ୍ତି। ଏଥିପାଇଁ ସାଧାରଣ ଲୋକେ ବେଶ୍ ଉତ୍ସାହୀତ ଅଛନ୍ତି। ସକାଳ ସାଢେ ୯ଟାରେ ମୋଦି ଜୟପୁର ସଦର ଥାନା ବାଙ୍କବିଜାଠାରେ ଏକ ସ୍ୱତନ୍ତ୍ର ହେଲିପ୍ୟାଡରେ...

modi
ମିରଟରୁ ପ୍ରଚାର ଆରମ୍ଭ କଲେ ମୋଦି

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ମିରଟରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଶନ ୨୦୧୯ ପାଇଁ ଆଜି ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି। ମିରଟରେ ଏକ ସାଧାରଣ ସଭାକୁ ସେ ଉଦବୋଧନ ଦେଇଛନ୍ତି। ନିର୍ବାଚନ ତାରିଖ ଘୋଷଣାର ୧୮ ଦିନ ପରେ ମୋଦି ପ୍ରଥମ ନିର୍ବାଚନୀ ରାଲି କରିଛନ୍ତି। ଏହି ଅବସରରେ...

Untitled-1
ମସୁଦକୁ ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା କରିବାକୁ ପ୍ରୟାସ

ନୂଆଦିଲ୍ଲୀ: ଆତଙ୍କବାଦୀ ସଂଗଠନ ଜୈଶ୍ ଏ ମହମ୍ମଦର ମୁଖ୍ୟ ମସୁଦ ଆଝାରକୁ ବ୍ଲାକ୍ ଲିଷ୍ଟେଡ୍ କରିବାକୁ ପୁଣି ପ୍ରୟାସ ଆରମ୍ଭ ହୋଇଛି। ବ୍ରିଟେନ ଓ ଫ୍ରାନ୍ସ ସହାୟତାରେ ଆମେରିକା ଏହି ଚେଷ୍ଟା କରୁଛି। ଅନ୍ତର୍ଜାତୀୟ ଆତଙ୍କବାଦୀ ଘୋଷଣା କରିବାକୁ ଏକ ଚିଠା ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି। ମସୁଦ ବିରୋଧରେ...

congress
ନଳିନୀଙ୍କ ପ୍ରାର୍ଥିତ୍ୱକୁ ନେଇ ପ୍ରଶ୍ନ ଉଠାଇଲା କଂଗ୍ରେସ

ଭୁବନେଶ୍ୱର: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେଡି ନଳିନୀକାନ୍ତ ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ଏହାକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ନଳିନୀଙ୍କ ପ୍ରାର୍ଥିତ୍ୱକୁ ନେଇ  କଂଗ୍ରେସ ପ୍ରଶ୍ନ ଉଠାଇଛି। ନଳିନୀଙ୍କୁ ପ୍ରାର୍ଥୀ କରି ବିଜେଡି ଅନୁକଂପା ପ୍ରମାଣିତ କରିଛି ବୋଲି ପିସିସି ମିଡିଆ ସେଲ୍ ମୁଖ୍ୟ ସତ୍ୟପ୍ରକାଶ...

terrorist
୩ ଆତଙ୍କବାଦୀ ନିହତ

ଶ୍ରୀନଗର: ଜମ୍ମୁ ଓ କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପିଆନ ଏବଂ ହନ୍ଦଓ୍ୱାଡାରେ ସେନାର ଅପରେସନ ଅଲଆଉଟ୍‌ ଜାରି ରହିଛି। ସେନା, ସିଆରପିଏଫ୍ ଓ ରାଜ୍ୟ ପୁଲିସର ମିଳିତ ଅଭିଯାନରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ସୋପିଆନର କେଲେରରେ ମିଳିତ ଅପରେସନ...

naxal
ନିର୍ବାଚନକୁ ବିରୋଧ କରି ମାଓବାଦୀ ଲଗାଇଲେ ପୋଷ୍ଟର ଓ ବ୍ୟାନର

ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍‌ ଜୋଡ଼ିଙ୍ଗା ନିକଟ ରାସ୍ତା କଡ଼ରେ ମାଓ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟରରେ ସାଧାରଣ ନିର୍ବାଚନକୁ ବିରୋଧ କରାଯାଇଛି। ଏହାସହ ଜଳ, ଜଙ୍ଗଲ ଓ ଜମିକୁ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ନୀତିକୁ...

jaleswar
ପିଲାଚୋରି ଅଭିଯୋଗରେ ଜଣଙ୍କୁ ନିସ୍ତୁକ ଛେଚିଲେ ଲୋକେ

ଜଳେଶ୍ୱର (ଅଜିତ କୁମାର ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଗୁଣ୍ଡୁରିମରା ଗାଁରେ ପିଲାଚୋରି ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ନିସ୍ତୁକ ମାଡ଼ ମାରିଛନ୍ତି ସ୍ଥାନୀୟ ଲୋକେ। ଖବର ପାଇ ପୁଲିସ୍‌ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଉଦ୍ଧାର କରିଥିଲା। ଅଭିଯୋଗ ଅନୁସାରେ, କ୍ଷେତ ପାଖରେ ଖେଳୁଥିବା ବେଳେ...

bjp
ପ୍ରାର୍ଥୀଙ୍କ ନାଁ ଘୋଷଣାରେ ବିଜେପି ଆଗରେ

ଭୁବନେଶ୍ୱର: ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ ସରିଛି। ବାକି ୨ ପର୍ଯ୍ୟାୟ ପାଇଁ ଅଧିକାଂଶ ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି ତିନି ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ। ତେବେ ପ୍ରାର୍ଥୀ ଘୋଷଣାରେ ବିଜେଡି ଓ କଂଗ୍ରେସ୍‌କୁ ପଛରେ ପକାଇ ଦେଇଛି...

murder
ସିକ୍ୟୁରିଟି ଗାର୍ଡଙ୍କ ତଣ୍ଟି କାଟି ଦେଲେ

ଭୁବନେଶ୍ୱର: ଭୁବନେଶ୍ୱରର ପାହାଳରେ ଜଣେ ସିକ୍ୟୁରିଟି ଗାର୍ଡଙ୍କୁ ତଣ୍ଟି କାଟି ହତ୍ୟା କରାଯାଇଛି। ତାଙ୍କ ନାଁ ଗଦାଧର ସ୍ୱାଇଁ। ସେ ଏକ ମାର୍ବଲ ଦୋକାନରେ କାମ କରୁଥିଲେ। ଆଜି ସକାଳେ ଦୋକାନକୁ ଲାଗି ଥିବା ଏକ ଘରେ ତାଙ୍କ ମୃତଦେହକୁ ଠାବ କରାଯାଇଥିଲା। ସୂଚନା ପାଇବା ପରେ ପୁଲିସ୍‌...

jharpada
ଝାରପଡ଼ା ଜେଲ୍‌ରୁ ମାଦକ ଦ୍ରବ୍ୟ ଜବତ

ଭୁବନେଶ୍ୱର: ଭୁବନେଶ୍ୱରର ଝାରପଡ଼ା ଜେଲ୍‌ରେ ଚଢ଼ଉ କରି ବହୁ ପରିମାଣର ନିଶା ଦ୍ରବ୍ୟ ଜବତ କରିଛି କମିଶନରେଟ୍ ପୁଲିସ। ଜେଲ୍ ଭିତରକୁ ମାଦକ ଦ୍ରବ୍ୟ ପଶୁଥିବା ସୂଚନା ମିଳିବା ପରେ ଭୁବନେଶ୍ୱର ଡିସିପିଙ୍କ ନେତୃତ୍ୱରେ ଏକ ପୁଲିସ ଟିମ୍‌ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଜେଲ୍‌ର ବିଭିନ୍ନ ଓ୍ୱାର୍ଡରୁ...

noti
ପ୍ରକାଶ ପାଇଲା ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର: ଆଜି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଓଡ଼ିଶାର ୬ଟି ଲୋକସଭା ସମ୍ବଲପୁର, କେନ୍ଦୁଝର, ଢେଙ୍କାନାଳ, କଟକ, ପୁରୀ ଏବଂ ଭୁବନେଶ୍ୱର ସହ ୪୨ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି ପ୍ରକାଶ ସହ...

money
୯ ଲକ୍ଷରୁ ଅଧିକ ଟଙ୍କା ଜବତ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଦୁଇଟି ପୃଥକ୍‌ ଘଟଣାରେ ୯ ଲକ୍ଷରୁ ଅଧିକ ଟଙ୍କା ଜବତ ହୋଇଛି।  ଆମ୍ବାଗନ ଛକରୁ ଗୋଟିଏ କାର୍‌ରୁ ୬ ଲକ୍ଷ ଟଙ୍କା ଜବତ କରାଯାଇଛି। ସେହିପରି କୁଆରମୁଣ୍ଡା-ବୀରମିତ୍ରପୁର ରାସ୍ତାରେ ଏକ କାର୍‌ରୁ ୩ ଲକ୍ଷ ୨୦ ହଜାର ଟଙ୍କା ଜବତ କରାଯାଇଛି। ନିର୍ବାଚନ ଦାୟିତ୍ୱରେ...