• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

bls
ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ଶିଳ୍ପାଞ୍ଚଳ ଥାନା ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି।  ଗତ ସୋମବାର ଘରେ ପଞ୍ଚୁଦୋଳ ଉତ୍ସବ ଚାଲିଥିବା ବେଳେ ନାବାଳିକାଙ୍କୁ ଘରୁ ଉଠାଇନେଇ ଜଣେ ଯୁବକ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାର ଦୁଇ ଦିନ ପରେ ପୀଡ଼ିତାଙ୍କ ମାଆ...

bijya
ବିଜେପିକୁ ଫେରିଲେ ବରିଷ୍ଠ ନେତା ବିଜୟ ମହାପାତ୍ର

ଭୁବନେଶ୍ୱର: ବିଜେପିକୁ ଫେରିଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ଆଜି ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ଓ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ବିଜୟ ମହାପାତ୍ରଙ୍କୁ ଭେଟିବା ପରେ ବିଜୟ ଏନେଇ ନିଷ୍ପତ୍ତି ନେଇଛନ୍ତି। ଦୁଇ ନେତା ବିଜୟଙ୍କ ସହ କିଛି ସମୟ ଆଲୋଚନା କରିଥିଲେ। ଏହାପରେ...

kjr
ଘଷିପୁରାରେ ରାଜନୈତିକ ହିଂସା: ନେତାଙ୍କ ଦୁଇ ହାତ କାଟି ହତ୍ୟା କଲେ ଦୁର୍ବୃତ୍ତ

ଆନନ୍ଦପୁର(ମୁନା ସିଂ): ନିର୍ବାଚନ ପୂର୍ବରୁ କେନ୍ଦୁଝର ଜିଲ୍ଲା ଘଷିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ଘରୁ ଡାକି ନେଇ ଜଣେ ନେତାଙ୍କ ଦୁଇ ହାତ କାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକ ହେଲେ ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ସ୍ୱାଧୀନ ପ୍ରାର୍ଥୀ ତଥା ଆନନ୍ଦପୁରର ପୂର୍ବତନ ବ୍ଲକ୍...

bjp
ବିଜେପୁରରେ ନବୀନଙ୍କୁ ମୁକାବିଲା କରିବେ ବିଜେପିର ସନତ

ଭୁବନେଶ୍ୱର: ବିଜେପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ବିଜେପି ପ୍ରାର୍ଥୀ ଦେଇଛି। ସନତ ଗଡ଼ତିଆଙ୍କୁ ବିଜେପୁର ପାଇଁ ବିଜେପି ଟିକେଟ୍‌ ଦେଇଛି। ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲର ଶେଷ ଦିନ। ଦ୍ୱିତୀୟ ପର୍ଯ୍ୟାୟର ଏହି ଗୋଟିଏ ଆସନକୁ ଛାଡ଼ିଦେଲେ ଅନ୍ୟ...

supreme-court
ନବୀନ ପଟ୍ଟନାୟକଙ୍କ ନାଁରେ କୋଇଲା ଖଣି ଆବଣ୍ଟନ ମାମଲା: ତଦନ୍ତ ସାରିବାକୁ ସୁପ୍ରିମକୋର୍ଟରେ ଆବେଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଥିବା କୋଇଲା ଖଣି ଆବଣ୍ଟନ ମାମଲାର ଶୁଣାଣି ତୁରନ୍ତ ଶେଷ କରିବାକୁ ସୁପ୍ରିମକୋର୍ଟରେ ଆବେଦନ ହୋଇଛି। ମାମଲାର ତଦନ୍ତ କରୁଥିବା ସିବିଆଇକୁ ତଦନ୍ତ ସାରିବାକୁ ନିର୍ଦ୍ଦେଶ ଦେବାକୁ କୋର୍ଟରେ ଆବେଦନ ହୋଇଛି। ୨୬ ମାର୍ଚ୍ଚ  ୨୦୧୪ରେ ଏହି ମାମଲା ପଞ୍ଜିକୃତ ହୋଇଥିଲା।...

congress
ପଦମପୁର କଂଗ୍ରେସରେ ଫାଟ

ପଦମପୁର(ସୋମେଶ ମହାନ୍ତି): ବରଗଡ଼ ଜିଲ୍ଲା ପଦମପୁର ନିର୍ବାଚନମଣ୍ଡଳୀରେ କଂଗ୍ରେସରେ ଫାଟ ଦେଖିବାକୁ ମିଳିଛି। କଂଗ୍ରେସର ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ବିରୋଧ କରିଛନ୍ତି ଦଳର ଟାଣୁଆ ନେତା ତଥା ବରଗଡ଼ ଜିଲ୍ଲା ଆଦିବାସୀ ମୋର୍ଚ୍ଚା ସଭାପତି ଗଜରାଜ ସିଂ ପୁଟା। ଗଜରାଜଙ୍କୁ ଟିକେଟ୍ ଦିଆଯାଇ ନଥିବାରୁ ସେ ନିଜ ପଦବୀରୁ...

kalahandi
ପ୍ରାର୍ଥିପତ୍ର ଦାଖଲ କଲେ ବସନ୍ତ, ଭକ୍ତ ଓ ପୁଷ୍ପେନ୍ଦ୍ର

ଭବାନୀପାଟଣା(ରାଜକୁମାର ସିଂହଦେଓ): କଳାହାଣ୍ଡି ଲୋକସଭା ଆସନ ପାଇଁ  ୩ ଦଳର ପ୍ରାର୍ଥୀ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି। ବିଜେପିରୁ ରାଜ୍ୟ ସଭାପତି ବସନ୍ତ ପଣ୍ଡା, କଂଗ୍ରେସରୁ ଭକ୍ତ ଚରଣ ଦାସ ଓ ବିଜେଡିରୁ ପୁଷ୍ପେନ୍ଦ୍ର ସିଂଦେଓ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଭବାନୀପାଟଣା ନିର୍ବାଚନ ଅଧିକାରୀଙ୍କ ପାଖରେ ନିଜ ନିଜ...

pramila
ନାମାଙ୍କନପତ୍ର ଭରିଲେ ପ୍ରମିଳା

ବ୍ରହ୍ମପୁର(ଅଶୋକ ବ୍ରହ୍ମା): ଆଜି ଆସିକା ଲୋକସଭା ପାଇଁ ବିଜେଡି ପ୍ରାର୍ଥୀ ପ୍ରମିଳା ବିଷୋଇ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଛତ୍ରପୁରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ପ୍ରମିଳା। ପ୍ରମିଳାଙ୍କ ସାଙ୍ଗରେ ବରିଷ୍ଠ ବିଜେଡି ନେତା ତଥା ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ପଣିଗ୍ରାହୀ ଏବଂ ଅନ୍ୟ ନେତାମାନେ...

BJP
ଟିକେଟ୍ କଟିବା ପରେ ସୁବାସଙ୍କ ଅସନ୍ତୋଷ

ଭୁବନେଶ୍ୱର: ବରଗଡ଼ ଲୋକସଭା ଆସନରୁ ବରିଷ୍ଠ ବିଜେପି ନେତା ସୁବାସ ଚୌହାନଙ୍କ ଟିକେଟ୍ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ତାଙ୍କ ପ୍ରତି ଅନ୍ୟାୟ କରାଯାଇଥିବା ସେ କହିଛନ୍ତି। ତେବେ ଏଥର ନିର୍ବାଚନ ଲଢିବେନି ବୋଲି ସୁବାସ ଚୌହାନ ସ୍ପଷ୍ଟ କରିଛନ୍ତି। ଗତଥର ବରଗଡ଼ ଲୋକସଭା...

BJP
୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ସହ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଝାରସୁଗୁଡ଼ା ବିଧାନସଭା ଆସନ ପାଇଁ ଦୀନେଶ ଜୈନ, ରେଢ଼ାଖୋଲ ପାଇଁ ଦେବେନ୍ଦ୍ର ମହାପାତ୍ର, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଆସନରୁ ଜିଲ୍ଲା ସଭାପତି ବଦ୍ରିନାରାୟଣ ଧଳଙ୍କୁ ଦଳ ଟିକେଟ୍‌ ପ୍ରଦାନ...