• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

kharabela
କନ୍ଧମାଳରୁ ଖାରବେଳ ଓ କଟକରୁ ପ୍ରକାଶ ବିଜେପି ଲୋକସଭା ପ୍ରାର୍ଥୀ

ଭୁବନେଶ୍ୱର: ଆଜି ବିଜେପି ଦୁଇଟି ଲୋକସଭା ଏବଂ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଆଜି ବିଜେପିକୁ ଫେରିଥିବା ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ କନ୍ଧମାଳ ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ହେବେ। ସେହିପରି ଗତକାଲି ଦଳରେ ସାମିଲ ହୋଇଥିବା ପୂର୍ବତନ ପୁଲିସ୍‌ ଡିଜି...

bjp
ବିଜେପିକୁ ଫେରିଲେ ଖାରବେଳ

ଭୁବନେଶ୍ୱର: ପୁଣି ବିଜେପିକୁ ଫେରିଲେ ପୂର୍ବତନ ସାଂସଦ ଖାରବେଳ ସ୍ୱାଇଁ। ଆଜି ସେ ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଛନ୍ତି। ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ଖାରବେଳ ଦଳରେ ସାମିଲ ହୋଇଛନ୍ତି। ଖାରବେଳ ୧୯୯୮ରୁ ୨୦୦୯ ମଧ୍ୟରେ ବାଲେଶ୍ୱରରୁ ବିଜେପି...

accident
ହାଇୱା ଧକ୍କାରେ ବାଇକ୍‌ ଆରୋହୀ ମୃତ

ଜଗତସିଂହପୁର(ଶଶାଙ୍କ ଶେଖର ପଣ୍ଡା): ଜଗତସିଂହପୁର ସହର ଉପକଣ୍ଠ ଯୋଗଧାରୀ ନିକଟରେ ଆଜି ସକାଳ ପ୍ରାୟ ୬ଟାରେ ଏକ ହାଇୱା ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ହେଲେ ବାଲିକୁଦା ଥାନା ଅନ୍ତର୍ଗତ ତେରତାଙ୍ଗ ଗାଁର ଦିପୁ...

encou-up
ରାଉରକେଲାରେ ଏନ୍‌କାଉଣ୍ଟର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ରୁଟୁକୁପିଢୀ-ଚିକଟଫଣ୍ଡି ଫରେଷ୍ଟ ରୋଡରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଡକାୟତ ଅନୀଲ ତିର୍କି ଆହତ ହୋଇଛି। ଗତକାଲି ସନ୍ଧ୍ୟାରେ ଅନୀଲ ଡକାୟତି ଯୋଜନା କରୁଥିବାବେଳେ ପୁଲିସ୍‌ ଅତର୍କିତ ଚଢ଼ଉ କରିଥିଲା। ଏହି ସମୟରେ ସେ ପୁଲିସ୍‌ ଉପରକୁ ଗୁଳି ଚଳାଇଥିଲା।...

bjp
ବଡ଼ଚଣା ଓ ଚିତ୍ରକୋଣ୍ଡା ବିଜେପିରେ ଅସନ୍ତୋଷ

ଯାଜପୁର/ମାଲକାନଗିରି: ବିଜେପି ଟିକେଟ୍ ଘୋଷଣା କରିବା ପରେ ଯାଜପୁର ବଡ଼ଚଣା ବିଜେପିରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏହାକୁ ନେଇ ବିଜେପି ରାଜ୍ୟ ସଂପାଦିକା ତଥା ବଡ଼ଚଣା ବିଜେପି ନେତ୍ରୀ ସୀମନ୍ତିନୀ ଜେନା ମୁହଁ ଖୋଲିଛନ୍ତି। ୧୯୯୫ ପରଠାରୁ ଦଳରେ ରହି କାମ କରି ଆସୁଥିବାବେଳେ ୨୦୧୪ ବିଧାନସଭା ନିର୍ବାଚନରେ...

congress
କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣା: ଥାନାରେ ଏତଲା

ଭୁବନେଶ୍ୱର: କଂଗ୍ରେସ ଭବନ ଭଙ୍ଗାରୁଜା ଘଟଣାରେ ଥାନାରେ ଏତଲା ଦିଆଯାଇଛି। କଂଗ୍ରେସ ଭବନର କାର୍ଯ୍ୟାଳୟ ସଂପାଦକ ବୈଦନାଥ ସ୍ୱାଇଁ କ୍ୟାପିଟାଲ ଥାନାରେ ଏତଲା ଦେଇଛନ୍ତି। ଗତ ୨୩ ତାରିଖରେ ଶତାଧିକ ଯୁକକ କଂଗ୍ରେସ ଭବନରେ ପଶି ହଠାତ୍‌ ଭଙ୍ଗାରୁଜା କରିଥିଲେ। ଯୁବକଙ୍କ ଆକ୍ରମଣରେ କଂଗ୍ରେସ ଭବନର ଟେବୁଲ, ଚେୟାର...

congress
ଟିକେଟ୍‌ ବଣ୍ଟନକୁ ନେଇ ଜଳେଶ୍ୱର କଂଗ୍ରେସରେ ଅସନ୍ତୋଷ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ଅନ୍ତର୍ଗତ ଜଳେଶ୍ୱର ନିର୍ବାଚନମଣ୍ତଳୀରେ କଂଗ୍ରେସର ଟିକେଟ୍ ବଣ୍ଟନକୁ ନେଇ ବିଦ୍ରୋହ ଦେଖାଦେଇଛି। ଦଳରେ ୩ ଜଣ ଆଶାୟୀ ପ୍ରାର୍ଥୀ ଥିବା ବେଳେ ୩ ମାସ ପୂର୍ବରୁ ଜଳେଶ୍ୱର ବିକାଶ ମଞ୍ଚରୁ ଆସି କଂଗ୍ରେସରେ ମିଶିଥିବା ସୁଦର୍ଶନ ଦାସଙ୍କୁ ପୁରୁଣା କଂଗ୍ରେସ କର୍ମୀ ଓ...

naveen
ଆଜି ବିଜେପୁରରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ

ବରଗଡ଼(ଦୀପକ ଶର୍ମା): ଆଜି ବିଜେପୁର ନିର୍ବାଚନମଣ୍ଡଳୀ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନପତ୍ର ଦାଖଲ କରିବେ। ଦିନ ୧ଟା ୩୦ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ସ୍ଥିତ ସତୀଭଟା ଏୟାର ଷ୍ଟ୍ରିପରେ ପହଞ୍ଚିବେ। ସେଠାରେ କର୍ମୀମାନଙ୍କୁ ଉଦବୋଧନ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀ ସିଧା ପଦ୍ମପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ଦିନ ୨ଟା...

Balangir bjp leader
ବିଜେପିରେ କେଁ: ବଲାଙ୍ଗିରରେ ଅନନ୍ତ, ଗୁଣପୁରରେ ଶିଶିରଙ୍କୁ ବିରୋଧ

ବଲାଙ୍ଗିର/ଗୁଣପୁର: ବଲାଙ୍ଗିର ବିଜେପିରେ ବିଦ୍ରୋହ ଦେଖିବାକୁ ମିଳିଛି। ବଲାଙ୍ଗିର ବିଧାନସଭା ପାଇଁ ବିଜେପି ଦଳ ନୂଆ ମୁହଁ ଭାବେ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଅନନ୍ତ ଦାସଙ୍କୁ ପ୍ରାର୍ଥୀ କରିଛି। ଗତଥରର ବିଜେପିର ବିଧାୟକ ପ୍ରାର୍ଥୀ ବାସୁଦେବ ପତି ଅନନ୍ତ ଦାସଙ୍କୁ ଟିକେଟ୍‌ ଦିଆଯିବାକୁ ତୀବ୍ର ବିରୋଧ କରିଛନ୍ତି। ଏକ...