• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

bjp
ପଦ୍ମ ଧରିଲେ ପ୍ରତ୍ୟୁଷା

ଭୁବନେଶ୍ୱର: ଆଜି ବିଜେପିରେ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଯୋଗଦେଇଛନ୍ତି। ବିଜେପି ବିଧାୟକ ଦଳ ନେତା କେଭି ସିଂହଦେଓଙ୍କ ଘରେ ମିଶ୍ରଣ ପର୍ବ ହୋଇଛି। ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା,...

loksabha
୭ ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ

ଭୁବନେଶ୍ୱର: ବିଜେପି, କଂଗ୍ରେସ ଓ ବିଜେଡି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିବା ପରେ ୭ଟି ଲୋକସଭା ଆସନରେ ତ୍ରିମୁଖୀ ଲଢ଼େଇ ନେଇ ସ୍ପଷ୍ଟ ହୋଇଛି। କଳାହାଣ୍ଡି ଆସନରେ ବିଜେଡିର ପୁଷ୍ପେନ୍ଦ୍ର ସିଂହଦେଓ, ବିଜେପିର ବସନ୍ତ ପଣ୍ଡା ଓ କଂଗ୍ରେସର ଭକ୍ତଚରଣ ଦାସଙ୍କ ମଧ୍ୟରେ ଲଢ଼େଇ ହେବ।...

mohana
ମୋହନା ବିଧାୟିକା ବାସନ୍ତୀ ମଲ୍ଲିକଙ୍କୁ ବିରୋଧ

ମୋହନା(ମିହିର ଜତି): ଗଜପତି ଜିଲ୍ଲା ମୋହନା ବିଧାୟିକା ବାସନ୍ତୀ ମଲ୍ଲିକ ବିଜେଡି ଛାଡି ବିଜେପିରେ ମିଶିବା ପରେ ବିଜେଡି କର୍ମୀଙ୍କ ଭିତରେ ଅସନ୍ତୋଷ ଦେଖାଦେଇଛି। ବ୍ଲକ ବିଜେଡି ସଭାପତିଙ୍କ ନେତୃତ୍ୱରେ ଦଳୀୟ କର୍ମୀ ପିଡବ୍ଲୁଡି ଛକରୁ ଏକ ଶୋଭାଯାତ୍ରାରେ ବାହାରି ବାସନ୍ତୀ ମଲ୍ଲିକଙ୍କ ବିରୋଧରେ ନାରା ଦେବା ସହ...

drowning
ହୋଲି ଖେଳି ଗାଧୋଇବାକୁ ଯାଇ ବୁଡ଼ିଗଲେ ବାପା ଓ ପୁଅଝିଅ

ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁର ଠେଲକୁଲିରେ ନଦୀରେ ବୁଡ଼ିଯାଇ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ରାଜୁ ପାଶ୍ୱାନ, ୮ ବର୍ଷର ପୁଅ ବାଦଲ ଓ ୭ ବର୍ଷର ଝିଅ ଶୁଭା ପାଶ୍ୱାନ। ରାଜୁଙ୍କ ଘର ବିହାରର ବନାହି ଗାଁରେ। ଗତକାଲି ରାଜୁ ଓ ତାଙ୍କ...

congress
ଦ୍ୱିତୀୟ ଦଫାରେ ୫୪ ବିଧାନସଭା ପାଇଁ କଂଗ୍ରେସର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: କଂଗ୍ରେସ ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୫୪ଟି ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ପ୍ରଥମ ପର୍ଯ୍ୟାୟରେ ଦିଗପହଣ୍ଡି ଆସନରୁ ପ୍ରାର୍ଥୀ କରାଯାଇଥିବା ବିସ୍ମୟ ମହାପାତ୍ରଙ୍କୁ ବଦଳାଇ ତାଙ୍କ ସ୍ଥାନରେ ପ୍ରଫୁଲ୍ଲ ପଣ୍ଡାଙ୍କୁ ଟିକେଟ୍ ମିଳିଛି। ଆସନ୍ତୁ ନଜର ପକାଇବା ପୂରା ତାଲିକା ଉପରେ। ବିଜେପୁର-...

samarendra-mishra
ଆଉ ଦୁଇ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର: ଗତକାଲି ୨ଟି ଲୋକସଭା ଆସନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଛି। ବଲାଙ୍ଗିରରୁ ବିରୋଧୀ ଦଳ ନେତା ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର ପ୍ରାର୍ଥୀ ହେବେ। ସେହିପରି କୋରାପୁଟ ସଂରକ୍ଷିତ ଆସନରୁ ସପ୍ତଗିରି ଉଲାକା ନିର୍ବାଚନ ଲଢ଼ିବେ। ତେବେ ଦ୍ୱିତୀୟ ପର୍ଯ୍ୟାୟରେ ନିର୍ବାଚନ ହେବାକୁ...

assembly
୨୨ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର: ଗତକାଲି ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ଓଡ଼ିଶାର ୨୨ଟି ବିଧାନସଭାର ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭଟଲିରୁ ଇରାଶିଷ ଆଚାର୍ଯ୍ୟ ପ୍ରାର୍ଥୀ ହେଉଥିବା ବେଳେ ଦେବଗଡ଼ରୁ ସୁବାସ ପାଣିଗ୍ରାହୀ ନିର୍ବାଚନ ଲଢ଼ିବେ। ସେହିପରି ବୀରମହାରାଜପୁରୁ ରଘୁନାଥ ଜଗଦଳା ଓ ସୋନପୁରରୁ ଅଶୋକ ପୂଜାରୀ ପ୍ରାର୍ଥୀ...

BJP
ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା ଘୋଷଣା: ପୁରୀରୁ ସମ୍ୱିତ, କଳାହାଣ୍ଡିରୁ ବସନ୍ତ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ପାଇଁ ବିଜେପି ଦ୍ୱିତୀୟ ପର୍ଯ୍ୟାୟରେ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ରହିଛି ଓଡ଼ିଶାର ୫ଟି ସିଟ୍। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥିସହିତ ପୁରୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

death
ସୀତାକୁଣ୍ଡରେ ବୁଡ଼ି ଯୁବକ ମୃତ

ବାରିପଦା (ମାଣିକଲାଲ୍ ପାଣି): ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟର ପାଦ ଦେଶରେ ଥିବା ସୀତାକୁଣ୍ଡ ଜଳପ୍ରପାତରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଅକ୍ଷୟ ଶର୍ମା (୨୨)। ଆଜି ବାଲେଶ୍ୱର ଜିଲ୍ଲା ବିବେକାନନ୍ଦ ମାର୍ଗ ଅଞ୍ଚଳର ୪ ଜଣ ଯୁବକ ବଣ ଭୋଜି କରିବାକୁ ସୀତାକୁଣ୍ଡ...

train
ତପସ୍ୱିନୀ ଏକ୍ସପ୍ରେସ୍‌ରେ ନିଆଁ

ପୁରୀ (ମଧୁସୂଦନ ମିଶ୍ର): ପୁରୀ ରେଳଷ୍ଟେସନର ୪ନଂ ପ୍ଳାଟଫର୍ମରେ ଭୟାନକ ଅଗ୍ନିକାଣ୍ଡ ଅଗ୍ନିକାଣ୍ଡରେ ପୁରୀ ତପସ୍ୱିନୀ ହାତିଆ ଏକ୍ସପ୍ରେସ୍‌ର ୩ଟି ସ୍ଳିପର ବଗି ପୋଡ଼ି ଧ୍ୱଂସ ହୋଇଯାଇଛି। ଦିନ ପ୍ରାୟ ୧୨ଟା ୫୦ରେ ଟ୍ରେନ୍‌ ବଗିରୁ ଧୂଆଁ ବାହାରୁଥିବା କର୍ମଚାରୀମାନେ ଦେଖିଥିଲେ। ଏହାପରେ ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀଙ୍କୁ...

student
ହୋଲି ଖେଳି ଗାଧୋଇବାକୁ ଯାଇଥିଲେ ବୁଡ଼ିଗଲେ

କଟକ (ପ୍ରଭାତ ବିଷୋୟୀ): ହୋଲି ଖେଳ ବେଳେ କଟକ ଜିଲ୍ଲାରେ ଏକ ଅଘଟଣ ଘଟି ଯାଇଛି। ସାଙ୍ଗମାନଙ୍କ ସହ ହୋଲି ଖେଳିବା ପରେ ଗୋପାଳପୁର କାଠଯୋଡ଼ି ଘାଟକୁ ଗାଧୋଇବାକୁ ଯାଇ ଜଣେ ୧୫ ବର୍ଷ ବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତୀଶ ସାହୁ। ଚଳିତବର୍ଷ ସତୀଶ...