• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

accident
ସ୍କୁଟିକୁ ଧକ୍କା ଦେଲା ଟ୍ରେଲର, ଜଣେ ମୃତ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ୫୩ ନମ୍ବର ଜାତୀୟ ରାଜପଥର ଟାଙ୍ଗରପଡ଼ା ଛକ ନିକଟରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସଦାଶିବପୁର ଗାଁର ଦ୍ୱାରିକା ବରାଳ। ସମସ୍ତେ ଏକ ସ୍କୁଟିରେ...

kjr
ବିଷାକ୍ତ ଛତୁ ଖାଇ ୩ ଅସୁସ୍ଥ

କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକର ମିରିଗିଖୋଳି ଗାଁରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଜଣ ଅସୁସ୍ଥ ହୋଇଛନ୍ତି। ୨ ନାତୁଣୀ ଓ ଜେଜେମାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗତକାଲି ଜେଜେମା ଜଙ୍ଗଲରୁ ଛତୁ ଆଣି ରୋଷେଇ କରିଥିଲେ। ରାତିରେ ତିନି...

bjp
ଆଜି ଘୋଷଣା ହୋଇପାରେ ବିଜେପିର ପ୍ରାର୍ଥୀ ତାଲିକା

ଭୁ‍ବନେଶ୍ୱର: ଆଜି ବିଜେପିର ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ପ୍ରାର୍ଥୀଙ୍କୁ ଦଳୀୟ ଟିକେଟ୍‌ ନେଇ ଗତକାଲି ରାତିରେ ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀଙ୍କ ସହ ଅନ୍ୟ ପ୍ରମୁଖ ପଦାଧିକାରୀ ସାମିଲ ହୋଇଥିଲେ। ଆଶାୟୀଙ୍କ ନାଁକୁ ନେଇ...

kalaisingpur
ବେଦାନ୍ତ ଆଲୁମିନାରେ ଶ୍ରମିକ ଉତ୍ତେଜନା ଥମିଲା

କଲ୍ୟାଣସିଂହପୁର(ମାଉଡ଼ି ବାରିକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନା ପ୍ଲାଣ୍ଟ ପରିସରରେ ଦେଖା ଦେଇଥିବା ଶ୍ରମିକ ଅଶାନ୍ତି ଶାନ୍ତ ହୋଇଛି। ଗତରାତିରେ ଏସ୍‌ପି ବାତୁଲ ଗଙ୍ଗାଧରଙ୍କ ଅଧ୍ୟକ୍ଷତାରେ ଶ୍ରମିକ ଓ ସୁରକ୍ଷାକର୍ମୀଙ୍କ ସହ ଆଲୋଚନା ପରେ ପରିସ୍ଥିତିରେ ସୁଧାର ଆସିଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦରେ ୨୫ ଲକ୍ଷ...

JEE
ଘୁଞ୍ଚିଲା ଜେଇଇ ଆଡ୍‌ଭାନ୍ସଡ

ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଜେଇଇ ଆଡ୍‌ଭାନ୍ସଡ ପରୀକ୍ଷାକୁ ଘୁଞ୍ଚାଯାଇଛି। ଆସନ୍ତା ମେ’ ୧୯ ବଦଳରେ ୨୭ ତାରିଖରେ ହେବ ପରୀକ୍ଷା। ଆଇଆଇଟି ରୁର୍‌କି ପକ୍ଷରୁ ଏନେଇ ପରିବର୍ତ୍ତିତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ସିବିଟି ବା କମ୍ପ୍ୟୁଟର...

ctc
କଟକରେ ଏନ୍‌କାଉଣ୍ଟର

କଟକ(ଦେବାଶିଷ ମହାନ୍ତି): କଟକ ମାଲଗୋଦାମ ଅଞ୍ଚଳରେ ପୁଲିସ୍‌ ଏନ୍‌କାଉଣ୍ଟରେରେ ଅପରାଧୀ ମୁନୁ ଓରଫ୍ ମନୋଜ ସ୍ୱାଇଁ ଆହତ ହୋଇଛି। ମନୋଜର ବାମ ଗୋଡ଼ରେ ଗୁଳି ବାଜିଛି। ତାକୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମନୋଜ ଯୋବ୍ରା ମହାନଦୀ କୂଳରେ ଥିବା ସୂଚନା ପାଇ ପୁଲିସ୍ ଚଢ଼ଉ କରିଥିଲା।...

cmo
କାଲି ପ୍ରାର୍ଥିପତ୍ର ଦାଖଲ କରିବେ ନବୀନ

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିବେ। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ଆସନ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିବେ ବୋଲି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ...

cuttack
ଭୁଲ୍ ୱାରେଣ୍ଟରେ ପୁଲିସ୍‌ର ଗିରଫଦାରୀକୁ ବିରୋଧ

କଟକ(ଦେବାଶିଷ ମହାନ୍ତି): ଭୁଲ୍‌ ଲୋକଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣକୁ ବିରୋଧ କରି କଟକ ଚାନ୍ଦିନୀଚୌକ ଅଞ୍ଚଳର ଲୋକେ ଲାଲବାଗ ଥାନା ଘେରାଉ କରିଛନ୍ତି। ୨୦୧୩ ଶିଖରପୁର ଅଞ୍ଚଳରେ ଏକ ରାହାଜାନୀ ମାମଲାରେ ଚନ୍ଦନ ମହାରାଣା ନାମକ ଜଣେ ବ୍ୟକ୍ତି ଅଭିଯୁକ୍ତ ଥିଲେ।  ସେ ଫେରାରୁ ଥିବାରୁ...

bjd
ଟିକେଟ୍‌କୁ ନେଇ ପାରଳାଖେମୁଣ୍ଡି ବିଜେଡିରେ ଅସନ୍ତୋଷ

ପାରଳାଖେମୁଣ୍ଡି(ଆଦର୍ଶ ଦାସ): ଗତକାଲି ବିଜେଡିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା ହୋଇଛି। ଏହାପରେ ବିଭିନ୍ନ ସ୍ଥାନରେ ଦଳୀୟ କର୍ମୀ ଓ ନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ପାରଳାଖେମୁଣ୍ଡି ଆସନରୁ ଆଶାୟୀ ଥିବା ପୂର୍ବତନ ବିଧାୟକ କେ.ନାରାୟଣ ରାଓଙ୍କୁ ଟିକେଟ୍‌ ନମିଳିବା ପରେ ତାଙ୍କ ସମର୍ଥକମାନେ ଉତ୍ତ୍ୟକ୍ତ...