• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

subarta
ଇସ୍ତଫା ଦେଲେ ସୁବ୍ରତ ବାଗ୍‌ଚୀ

ଭୁବନେଶ୍ୱର: ଓଡ଼ିଶା ସ୍କିଲ୍‌ ଡେଭଲପମେଣ୍ଟ ଅଥରିଟି ବା ଓସଡିଏର ଅଧ୍ୟକ୍ଷ ପଦରୁ ସୁବ୍ରତ ବାଗ୍‌ଚୀ ଇସ୍ତଫା ଦେଇଛନ୍ତି। ଗତକାଲି ନିଜ ଇସ୍ତଫା ସମ୍ପର୍କରେ ସେ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଆଇଟି କମ୍ପାନୀ ‘ମାଇଣ୍ଡଟ୍ରି’ରେ ଦେଖାଦେଇଥିବା ସମସ୍ୟାର ସମାଧାନ ସହ କମ୍ପାନୀକୁ ଉଦ୍ଧାର କରିବା ତାଙ୍କ ପାଇଁ ଜରୁରୀ...

BBSR
ନିର୍ବାଚନୀ ସଜବାଜ: ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ଗେଜେଟ୍ ବିଜ୍ଞପ୍ତି ପ୍ରକାଶ ପାଇବ। ଏହାପରେ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ ୨୫ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ରହିଛି। ମାର୍ଚ୍ଚ ୨୬ରେ ଏହାର ଯାଞ୍ଚ କରାଯିବ। ମାର୍ଚ୍ଚ ୨୮ ସୁଦ୍ଧା ପ୍ରାର୍ଥିପତ୍ର...

gunupur
ବିଜେଡି ଛାଡ଼ିଲେ ଗୁଣପୁର ବିଧାୟକ ତ୍ରିନାଥ ଗମାଙ୍ଗ

ଭୁବନେଶ୍ୱର: ବିଜେଡି ଛାଡ଼ିଲେ ପୁଣି ଜଣେ ବିଜେଡି ବିଧାୟକ। ଆଜି ଗୁଣପୁର ବିଧାୟକ ତ୍ରିନାଥ ଗମାଙ୍ଗ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ସେ ତୀବ୍ର ଅସନ୍ତୋଷ...

parrikar-manohar
ଆଜି ମନୋହର ପାରିକରଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ: ପାନ୍‌କ୍ରିଆଟିକ୍‌ କ୍ୟାନ୍‌ସର୍‌ରେ ପୀଡ଼ିତ ହୋଇ ବହୁ ଦିନ ଧରି ଯନ୍ତ୍ରଣା ଭୋଗିବା ପରେ ଗତକାଲି ସନ୍ଧ୍ୟାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଦେଶର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ତଥା ଗୋଆର ମୁଖ୍ୟମନ୍ତ୍ରୀ ମନୋହର ପାରିକର। ୬୩ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ଆଜି ସନ୍ଧ୍ୟାରେ ସଂପୂର୍ଣ୍ଣ...

kalahandi
ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନିୟମ ପ୍ଲାଣ୍ଟରେ ସୁରକ୍ଷାକର୍ମୀଙ୍କ ମାଡ଼ରେ ଜଣେ ଶ୍ରମିକ ମୃତ

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ରେ ବେଦାନ୍ତ ଆଲୁମିନିୟମ ପ୍ଲାଣ୍ଟ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ପୁଲିସ୍‌ ଲାଠିଚାର୍ଜରେ ଜଣେ ଆନ୍ଦୋଳନକାରୀ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ଦାନି ପାତ୍ର। ଆଜି ଶ୍ରମିକମାନେ ସ୍ଥାୟୀ ନିଯୁକ୍ତି ଦାବି ନେଇ ଆନ୍ଦୋଳନ କରିଥିଲେ। ତେବେ ପ୍ଲାଣ୍ଟର ସୁରକ୍ଷାକର୍ମୀମାନେ...

sidharnta
ରମେଶଙ୍କ ସମର୍ଥନରେ ବାହାରିଲେ ସିଦ୍ଧାନ୍ତ

ଭୁବନେଶ୍ୱର: ବ୍ରହ୍ମପୁର ବିଧାୟକ ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକଙ୍କ ସମର୍ଥନରେ ବାହାରିଛନ୍ତି ସାଂସଦ ସିଦ୍ଧାନ୍ତ ମହାପାତ୍ର। ୫ ଥର ଜିତିଥିବା ବିଧାୟକଙ୍କୁ ଦଳ କାହିଁକି ଟିକେଟ୍ ଦେବନି ବୋଲି ସେ ପ୍ରଶ୍ନ କରିଛନ୍ତି। ଚ୍ୟାଉପଟ୍ଟନାୟକ ଟିକେଟ୍ ନପାଇ ଯଦି ସ୍ୱାଧୀନ କିମ୍ବା ଅନ୍ୟ ଦଳରୁ ନିର୍ବାଚନ ଲଢ଼ନ୍ତି ତା’ହେଲେ ବିଜେଡି...