• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

e;lection
ପ୍ରକାଶ ପାଇଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର:ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାର ୪ଟି ଲୋକସଭା ଓ ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହାସହ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି।...

lightning
୧୦ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଛି। ଗତ ସନ୍ଧ୍ୟାରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଧୂଳିଝଡ଼ ହୋଇଛି। ତେବେ ଆଜି ମଧ୍ୟ ରାଜ୍ୟର ୧୦ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ରହିବ। ଏହି ଜିଲ୍ଲା ଗୁଡ଼ିକ ହେଉଛି-ସୁନ୍ଦରଗଡ଼, ମୟୂରଭଂଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଦେବଗଡ଼,...

prkash
ପଦ୍ମ ଧରିଲେ ସାଲେପୁର ବିଧାୟକ

ଭୁବନେଶ୍ୱର: ସାଲେପୁର ବିଧାୟକ ପ୍ରକାଶ ବେହେରା ଆଜି ବିଜେପିରେ ମିଶିଛନ୍ତି। କଂଗ୍ରେସରୁ ଗତକାଲି ଇସ୍ତଫା ଦେଇଥିବା ପ୍ରକାଶ ବିଧିବଦ୍ଧ ଭାବେ ବିଜେପିରେ ଯୋଗ ଦେଇଛନ୍ତି। ଦିଲ୍ଲୀ ବିଜେପି ମୁଖ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, ରାଜ୍ୟ ସଭାପତି...

BJD
ଆଜି ଘୋଷଣା ହୋଇପାରେ ବିଜେଡିର ପ୍ରାର୍ଥୀ ତାଲିକା

ଭୁବନେଶ୍ୱର: ଆଜି ବିଜେଡିର ପ୍ରାର୍ଥୀ ତାଲିକା ଘୋଷଣା ହୋଇପାରେ। ଏଥିପାଇଁ ସବୁ କସରତ ଶେଷ ହୋଇଛି। ଦଳର ବରିଷ୍ଠ ନେତାଙ୍କ ସହ ମାରାଥନ ବୈଠକ ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଥିବା ଜଣାପଡ଼ିଛି। ତେବେ ପ୍ରଥମ ପର୍ଯ୍ୟାୟ...

bjd
ପଶ୍ଚିମ ଓଡ଼ିଶାରୁ ଲଢ଼ିବେ ନବୀନ !

ଭୁବନେଶ୍ୱର: ଆସନ୍ତା ବିଧାନସଭା ନିର୍ବାଚନରେ ପଶ୍ଚିମ ଓଡ଼ିଶାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲଢ଼ିପାରନ୍ତି। ଖୋଦ୍ ମୁଖ୍ୟମନ୍ତ୍ରୀ ଏସମ୍ପର୍କରେ ଇସାରା ଦେଇଛନ୍ତି। ସେ କହିଛନ୍ତି ଯେ, ପଶ୍ଚିମ ଓଡ଼ିଶାରୁ ନିର୍ବାଚନ ଲଢ଼ିବାକୁ ବିଜେଡିର ସ୍ଥାନୀୟ ନେତାମାନେ ତାଙ୍କୁ ଅନୁରୋଧ କରିଛନ୍ତି। ଚାଷୀ, ମହିଳା, ଛାତ୍ର ନେତାମାନେ ବି ପଶ୍ଚିମ ଓଡ଼ିଶାରୁ...

hospital
ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଉତ୍ତେଜନା

ଭୁବନେଶ୍ୱର: ଭୁବନେଶ୍ୱର କ୍ୟାପିଟାଲ୍ ହସ୍ପିଟାଲ୍‌ରେ ଉତ୍ତେଜନା ପ୍ରକାଶ ପାଇଛି। ଆଜି ସକାଳେ ଟିକଟ୍‌ ପଞ୍ଜୀକରଣ ହୋଇପାରୁ ନଥିବାରୁ ରୋଗୀ ଏବଂ ସମ୍ପର୍କୀୟଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ପଞ୍ଜୀକରଣ ଦାୟିତ୍ୱରେ ଥିବା ଠିକା ସଂସ୍ଥା ଦରମା ନଦେବାରୁ କର୍ମଚାରୀମାନେ ପଞ୍ଜୀକରଣ କାର୍ଯ୍ୟରୁ ଓହରିଯାଇଛନ୍ତି। ଫଳରେ ପଞ୍ଜୀକରଣ ହୋଇପାରୁନି କି, ରୋଗୀ...

attack
ପ୍ରେମିକାର ଭାଇକୁ ଟାଙ୍ଗିଆରେ ହାଣିଲା ପ୍ରେମିକ

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ସଦର ଥାନା ଅନ୍ତର୍ଗତ ଖୁଜେନପାଲି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏକତରଫା ପ୍ରେମ କରୁଥିବା ଯୁବକ ପ୍ରେମରେ ବିଫଳ ହେବାରୁ ପ୍ରେମିକାର ବଡ଼ଭାଇକୁ ଟାଙ୍ଗିଆରେ ଆକ୍ରମଣ କରିଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ପ୍ରେମିକାର ଭାଇ ଅଭିନାଶକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ...

helment
ଦୁର୍ଘଟଣା ରୋକିବ ‘ସ୍ମାର୍ଟ ହେଲମେଟ୍‌’

ରାୟଗଡ଼ା(ମନୋଜ ପାତ୍ର): ବାଇକ ଚାଳକ ମାନଙ୍କ ପାଇଁ ଖୁସି ଖବର। ଦୁର୍ଘଟଣା ରୋକିବା ପାଇଁ ସକ୍ଷମ ହେବ ‘ସ୍ମାର୍ଟ ହେଲମେଟ୍‌’। ଏହି ହେଲମେଟକୁ ନପିନ୍ଧିଲେ ବାଇକ ଷ୍ଟାର୍ଟ ହେବନି କି ଚାଳକ ମଦ୍ୟପାନ କରିଥିଲେ ମଧ୍ୟ ଗାଡ଼ି ଷ୍ଟାର୍ଟ ହେବନି। ଏଭଳି ଅତ୍ୟାଧୁନିକ ଟେକ୍ନୋଲୋଜିର ହେଲମେଟ୍ ତିଆରି କରିଛନ୍ତି...

student
ଜିଲ୍ଲାପାଳଙ୍କୁ ଗୁହାରି ଜଣାଇବାକୁ ଅଭିନବ ପ୍ରତିବାଦ

ବାରିପଦା(ମାଣିକଲାଲ୍ ପାଣି): ଜିଲ୍ଲାପାଳଙ୍କୁ ଗୁହାରି ଜଣାଇବାକୁ ଅଭିନବ ପ୍ରତିବାଦ। ଚାଲି ଚାଲି ୫ କିଲୋମିଟର ଗଲେ ଛାତ୍ରୀ। ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ବ୍ଲକ ମୁକୁନ୍ଦ ହାଇସ୍କୁଲର ଆଦିବାସୀ ହଷ୍ଟେଲ ଛାତ୍ରୀ ଜିଲ୍ଲାପାଳଙ୍କୁ ଅଭିଯୋଗ ଜଣାଇବା ପାଇଁ ୫ କିଲୋମିଟର ଚାଲିଛନ୍ତି। ଆଜି ସକାଳେ ହଷ୍ଟେଲର ୧୫ ଜଣ ଛାତ୍ରୀ...