• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

accident
ଟ୍ରକ୍‌କୁ ଧକ୍କା ଦେଲା କାର୍, ୩ ମୃତ

ସୁନ୍ଦରଗଡ଼(ବିଜୟ ବରୁଆ): ସୁନ୍ଦରଗଡ଼ ଜିଲ୍ଲା ବଡ଼ଙ୍ଗା ଥାନା ଅନ୍ତର୍ଗତ ଜରଙ୍ଗଲୋଇ ଗାଁ ନିକଟ ବିଜୁ ଏକ୍ସପ୍ରେସ ୱେରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗତକାଲି ମଧ୍ୟରାତ୍ରରେ ଟ୍ରକ୍‌କୁ ଏକ କାର୍ ପଛପଟୁ ଧକ୍କା ଦେବାରୁ ୩ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ବୀରମିତ୍ରପୁରର ସଜ୍ଜନ ଅଗ୍ରଓ୍ୱାଲ, ଉର୍ମିଳା...

rain
୨୦ ତାରିଖ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ଉତ୍ତରରୁ ଦକ୍ଷିଣ ଓଡ଼ିଶାର ବହୁ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। କାଳବୈଶାଖୀ ବର୍ଷା ସହ ବିଭିନ୍ନ ସ୍ଥାନରେ ବଜ୍ରପାତ ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।...

fire
ଦଶପଲ୍ଲା-ବାଣୀଗୋଚ୍ଛା ଜଙ୍ଗଲରେ ନିଆଁ

ନୟାଗଡ଼(ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ଦଶପଲ୍ଲା-ବାଣୀଗୋଚ୍ଛା ଜଙ୍ଗଲରେ ନିଆଁ ଲାଗି ମୂଲ୍ୟବାନ ଗଛ ପୋଡ଼ି ନଷ୍ଟ ହୋଇଛି। ଗତକାଲି ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ଜଣାପଡ଼ିଛି। ଏନେଇ ଖବର ପାଇବା ପରେ ଦଶପଲ୍ଲା ଅଗ୍ନିଶମ ବିଭାଗ ସହ ବନ ବିଭାଗ କର୍ମଚାରୀ ନିଆଁ...

loot
ମାଲଗୋଦାମରେ ଛୁରା ମାଡ଼, ପୀଠାପୁରରେ ଲୁଟ୍‌

କଟକ(ଦେବାଶିଷ ମହାନ୍ତି): କଟକ ମାଲଗୋଦାମରେ ଜଣେ ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ବ୍ୟବସାୟୀଙ୍କ ବେକରେ ଆଘାତ ଲାଗିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ତେବେ କିଏ ଓ କାହିଁକି ତାଙ୍କ ଉପରକୁ ଆକ୍ରମଣ କରିଛି ସେ ନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଘଟଣା ପରେ...

baliguda
ଲାଗିଲା ମାଓବାଦୀଙ୍କ ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର

ବାଲିଗୁଡ଼ା( ଅଜିତ୍ ନାୟକ): ସାଧାରଣ ନିର୍ବାଚନ ତାରିଖ ଘୋଷଣା ହେବା ପରେ ମାଓବାଦୀ କନ୍ଧମାଳ ଜିଲ୍ଲାରେ ନିଜର ସ୍ଥିତି ଜାହିର କରିଛନ୍ତି। ବାଲିଗୁଡ଼ା-ଦାରିଙ୍ଗିବାଡ଼ି ୫୯ ନମ୍ବର ଜାତୀୟ ରାଜପଥର କାନ୍ଦିବାନ୍ଦା ଗାଁ ନିକଟରେ ମାଓବାଦୀଙ୍କ ଓଡ଼ିଶା ଶାଖା ବାଘୁନା ଡିଭିଜିନାଲ କମିଟି ପକ୍ଷରୁ ଧମକପୂର୍ଣ୍ଣ ବ୍ୟାନର ଓ ପୋଷ୍ଟର...

congress
ଗୋଆରେ ସରକାର ଗଠନ ଲାଗି କଂଗ୍ରେସର ଦାବି

ନୂଆଦିଲ୍ଲୀ: ଗୋଆରେ ସରକାର ଗଠନ କରିବା ଲାଗି କଂଗ୍ରେସ ରାଜ୍ୟପାଳଙ୍କ ପାଖରେ ଦାବି ଉପସ୍ଥାପନ କରିଛି। ଏନେଇ ରାଜ୍ୟ କଂଗ୍ରେସ ପକ୍ଷରୁ ଚିଠି ଲେଖାଯାଇଛି। ବିଜେପି ସରକାର ଏବେ ବହୁମତ ହରାଇଥିବା ଅଭିଯୋଗ କରି ତାକୁ ବରଖାସ୍ତ କରିବା ସହିତ ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ କଂଗ୍ରେସକୁ ସରକାର...

BJP
ଆଜି ପ୍ରାର୍ଥୀ ତାଲିକା ଘୋଷଣା କରିପାରେ ବିଜେପି

ଭୁବନେଶ୍ୱର: ଆସନ୍ତା ମାସରୁ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିପାରେ। ଏନେଇ ଗତକାଲି ନୂଆଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ ବସିଥିଲା। ବୈଠକରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୯୧ ଲୋକସଭା...

kuchinda
ବାଘ ଛାଲ ଜବତ ଘଟଣା: ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିପାରେ ଏସଟିଏଫ୍‌

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା କୁଚିଣ୍ଡାରୁ ବାଘ ଛାଲ ଜବତ ଘଟଣାରେ ଗିରଫ ୭ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବାକୁ ଏସଟିଏଫ୍‌ ଯୋଜନା ରଖିଛି। ଅଭିଯୁକ୍ତମାନେ ବାଘ ଛାଲ ବିକ୍ରି ଉଦ୍ଦେଶ୍ୟରେ ପାଖରେ ରଖିଥିବା ସ୍ୱୀକାର କରିଛନ୍ତି। ତେବେ ବାଘ ଛାଲ ରାକେଟ୍‌ ପଛରେ ଆଉ କାହାର ହାତ ରହିଛି, ଏହାର...

bjd
ଖଣ୍ଡପଡ଼ା ବିଜେଡିରେ ଗୋଷ୍ଠୀ କନ୍ଦଳ

ନୟାଗଡ଼(ସତ୍ୟନାରାୟଣ ସୁରଜଗଦେବ): ନୟାଗଡ଼ ଜିଲ୍ଲା ଖଣ୍ଡପଡ଼ା ବିଜେଡିରେ ଗୋଷ୍ଠୀ କନ୍ଦଳ ଦେଖିବାକୁ ମିଳିଛି। ଖଣ୍ଡପଡ଼ା ନିର୍ବାଚନମଣ୍ଡଳୀରୁ କିଏ ନେବ ବିଜେଡି ଟିକେଟ୍‌ ସେ ନେଇ ଆଶାୟୀଙ୍କ ଭିଡ଼ ଲାଗିଛି। ଟିକେଟ୍‌ ଦୌଡ଼ରେ ବିଧାୟକ ଅନୁଭବ ପଟ୍ଟନାୟକ, ଭାପୁର ବ୍ଲକ ବିଜେଡି ସଭାପତି ଗୟାଧର ପରିଡା ଓ ନୂଆକରି ଦଳରେ...

rahul gandhi
କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା

ନୂଆଦିଲ୍ଲୀ: ଗତକାଲି ମଧ୍ୟରାତ୍ରରେ ୨୦୧୯ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଦଳ ୨୭ଜଣ ପ୍ରାର୍ଥୀଙ୍କ ନା ଘୋଷଣା କରିଛି। ଅରୁଣାଚଳ ପ୍ରଦେଶର ୨, ଛତିଶଗଡ଼ର ୫, ଉତ୍ତରପ୍ରଦେଶ ୭, କେରଳର ୧୨ଟି ଆସନ ସମେତ ଆଣ୍ଡାମାନ ନିକୋବର...