• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

shotting
ମସଜିଦରେ ଆକ୍ରମଣ:  ୪୦ ମୃତ

ନୂଆଦିଲ୍ଲୀ: ନ୍ୟୁଜିଲାଣ୍ଡ କ୍ରାଏଷ୍ଟଚର୍ଚ୍ଚ ସିଟିର ହେଗଲେ ପାର୍କ ନିକଟ ଏକ ମସଜିଦରେ ଜଣେ ଯୁବକ ଆଖିବୁଜା ଗୁଳିମାଡ଼ କରିଛନ୍ତି। ଏଥିରେ ୪୦ ଜଣଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। ୨୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୁଲିସ୍‌ ମୃତୟନ...

BJP
ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ପାଇଁ ଆଜି ବିଜେପିର ବୈଠକ

ଭୁବନେଶ୍ୱର: ଆସନ୍ତା ମାସରେ ଲୋକସଭା ଓ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବିଜେପିରେ ନିର୍ବାଚନୀ ତତ୍ପରତା ଦେଖା ଦେଇଛି। ଆଜି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଚୟନ ନେଇ ବୈଠକ ଅନୁଷ୍ଠିତ ହେବ। ବରିଷ୍ଠ ବିଧାୟକ, ନେତାଙ୍କ ସହ ପର୍ଯ୍ୟବେକ୍ଷକ ଏବଂ ରାଜ୍ୟ ପ୍ରଭାରୀ ଅରୁଣ ସିଂ ଆଲୋଚନା...

jeypore
ତାମିଲନାଡୁରେ ୨୬ ଦାଦନ ଶ୍ରମିକ ଅଟକ

ଜୟପୁର(ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା କୁନ୍ଦୁରା ବ୍ଲକରୁ ତାମିଲନାଡୁକୁ ଦାଦନ ଖଟିବାକୁ ଯାଇଥିବା କିଛି ଶ୍ରମିକ ଏଯାଏ ଫେରି ନାହାନ୍ତି। ତିନି ମାସ ତଳେ ବାକଟିଗୁଡ଼ା, ସିନ୍ଧିକଟା, ଡାଙ୍ଗରାଗୁଡ଼ା ଆଦି ଗାଁରୁ ୨୬ ଜଣ ଯୁବକ ତାମିଲନାଡୁ କାମ କରିବାକୁ ଯାଇଥିଲେ। ହେଲେ ଟଙ୍କା ତ ଦୂରର କଥା, ନିଜ...

child
ଟିଟିଲାଗଡ଼ରେ ଶିଶୁବଳି !

ଟିଟିଲାଗଡ଼(ମାନସ ରଞ୍ଜନ ମହାନ୍ତି): ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ ସହର ବହିଦାରପଡ଼ା ରେଳ ଧାରଣ ନିକଟରୁ ଏକ ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଗତକାଲି ସ୍ଥାନୀୟ ଲୋକେ ମୃତଦେହ ଦେଖି ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ୍‌ ମୃତଦେହକୁ ଜବତ କରି ବ୍ୟବଛେଦ ପାଇଁ ପଠାଇଛି। ପାରିପାର୍ଶ୍ୱିକ ପରିସ୍ଥିତିରୁ ଏହା...

rain
ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା...

jagannatha-temple
ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ 

ପୁରୀ(ମଧୁସୂଦନ ମିଶ୍ର): ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ। ଦିନ ପ୍ରାୟ ୧୧ଟାରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ୨୦୧୯-୨୦ ପାଇଁ ଶ୍ରୀମନ୍ଦିର ବଜେଟ୍‌ ଉପସ୍ଥାପନ ହେବ। ଏହାସହ ସେବାୟତଙ୍କ ବିକାଶ, କର୍ପସ ଫଣ୍ଡ ବୃଦ୍ଧି, ଶ୍ରୀମନ୍ଦିରରରେ ଶୃଙ୍ଖଳିତ ଦର୍ଶନ...

police
ନିର୍ବାଚନ ନେଇ ଓଡ଼ିଶା ପୁଲିସ୍‌ର ସମୀକ୍ଷା ବୈଠକ

ଭୁବନେଶ୍ୱର: ଆସନ୍ତା ମାସରେ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ  ଓଡ଼ିଶା ପୁଲିସ୍‌ର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଟକ ସ୍ଥିତ ପୁଲିସ୍‌ ମୁଖ୍ୟାଳୟରେ ନିର୍ବାଚନ ପ୍ରସ୍ତୁତିକୁ ନେଇ ପୁଲିସ୍‌ ମହାନିର୍ଦ୍ଦେଶକ ଆର୍. ପି. ଶର୍ମା ସମୀକ୍ଷା କରିଥିଲେ।  ଏଥିରେ ରାଜ୍ୟର ବରିଷ୍ଠ ପୁଲିସ୍‌ ଅଧିକାରୀ...

balngir
ଆନ୍ଧ୍ରରେ ଫସିଥିବା ୧୨ ଦାଦନ ଶ୍ରମିକ ଉଦ୍ଧାର

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ଆନ୍ଧ୍ର ପ୍ରଦେଶରୁ ୧୨ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ସେମାନଙ୍କ ମଧ୍ୟରେ ୪ ଜଣ ଶିଶୁ ଅଛନ୍ତି। ଉଦ୍ଧାର ହୋଇଥିବା ସମସ୍ତ ଶ୍ରମିକଙ୍କ ଘର ବଲାଙ୍ଗିର ଜିଲ୍ଲାରେ। ଗତ ଡିସେମ୍ବର ମାସରେ ଗଗନ ସୁନା ନାମକ ଜଣେ ଦଲାଲ ଆଗୁଆ ଟଙ୍କା ଦେଇ ବେଲପଡ଼ା...

rahul gandhi
ଆଜି ଓଡ଼ିଶା ଆସୁଛନ୍ତି ରାହୁଲ

ବରଗଡ଼(ଦୀପକ ଶର୍ମା): ଆଜି କଂଗ୍ରେସ ସଭାପତି ରାହୁଲ ଗାନ୍ଧି ଓଡ଼ିଶା ଆସୁଛନ୍ତି। ଏହି ଅବସରରେ ସେ ବରଗଡ଼ ନିକଟ ସରସରା ଗାଁରେ ଆୟୋଜିତ ଏକ ସାଧାରଣ ସମାବେଶରେ ଉଦ୍‌ବୋଧନ ଦେବେ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ସମାବେଶରେ ୫୦ ହଜାରରୁ ଅଧିକ ଲୋକଙ୍କ ସମାଗମ ହେବା ସମ୍ଭାବନା...

mubai
ଫୁଟ୍ ଓଭର ବ୍ରିଜ୍ ଭୁଶୁଡ଼ିବା ଘଟଣା: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ମୁମ୍ୱାଇ: ମୁମ୍ବାଇରେ ଫୁଟ୍ ଓଭର ବ୍ରିଜ୍ ଭୁଶୁଡ଼ିବା ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ତିନି ଜଣ ମହିଳା ଅଛନ୍ତି। ଏହାସହ ୩୩ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ସେଣ୍ଟ ଜର୍ଜ ମେଡିକାଲରେ ଭର୍ତ୍ତି କରାଯାଇଛି। ଛତ୍ରପତି ଶିବାଜୀ ମହାରାଜ ଟର୍ମିନସ...

balabhadra
ବିଜେଡିରୁ ଇସ୍ତଫା ଦେଲେ ସାଂସଦ ବଳଭଦ୍ର ମାଝୀ

ଭୁବନେଶ୍ୱର: ନବରଙ୍ଗପୁର ସାଂସଦ ବଳଭଦ୍ର ମାଝୀ ଆଜି ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ରକୁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ସେ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଯେ, ମୁଁ ୭ ବର୍ଷର ସରକାରୀ ଚାକିରି...

BJD
ବିଜେଡିର ଇସ୍ତାହାର କମିଟି ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର ଇସ୍ତାହାର କମିଟି ଘୋଷଣା କରିଛନ୍ତି। ଇସ୍ତାହାର କମିଟିର ଅଧ୍ୟକ୍ଷ ଭାବେ ବେଦପ୍ରକାଶ ଅଗ୍ରୱାଲଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟ, ସୌମ୍ୟରଂଜନ ପଟ୍ଟନାୟକ, ମଙ୍ଗଳା କିଶାନ, ପଦ୍ମନାଭ ବେହେରା, କସ୍ତୁରୀ ମହାପାତ୍ର ଇସ୍ତାହାର କମିଟିର ସହ...

pradip
ଡ୍ରାମା କଳାକାରଙ୍କ ଉନ୍ମତ୍ତ କାଣ୍ଡ

ପାରାଦୀପ(ରମାକାନ୍ତ ନାୟକ):ପାରାଦୀପ କୁଜଙ୍ଗ ଥାନା ସାହାରାଡ଼ିଆ ଗ୍ରାମରେ ମାରପିଟ୍ ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଥିରେ ଜଣେ ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି। ଆକ୍ରମଣକାରୀଙ୍କୁ ତୁରନ୍ତ ଗିରଫ କରିବା ଦାବିରେ ଶତାଧିକ ଗ୍ରାମବାସୀ କୁଜଙ୍ଗ ଥାନାରେ ପହଞ୍ଚିଥିଲେ। ପୁଲିସ୍‌ ଜଣକୁ ଅଟକ ରଖି...

plane
ଏହି ବିମାନକୁ ବ୍ୟାନ୍‌ କଲା ଆମେରିକା

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ପରେ ବୋଇଂ 737-MAXକୁ ଆମେରିକା ବ୍ୟାନ୍‌ କରିଛି। ପୂର୍ବରୁ ବୋଇଂ 737-MAX ବିମାନକୁ ବନ୍ଦ ନକରିବା ପାଇଁ ଯୁକ୍ତି ବାଢୁଥିବା ଆମେରିକା ଶେଷରେ ବ୍ୟାନ କରିଛି। ଫଳରେ ଆମେରିକାରେ ନିର୍ମାଣ ହେଉଥିବା ଏହି ବିମାନ ଏକ ପ୍ରକାର ବିଶ୍ୱବ୍ୟାପୀ ବନ୍ଦ...

BJP
ଶାନ୍ତି ଚାହୁଁଥିବା ଇମ୍ରାନ୍‌ ମସୁଦ ଆଝାରଙ୍କୁ ଭାରତକୁ ଦେଇ ଦିଅନ୍ତୁ: ସୁଷମା

ନୂଆଦିଲ୍ଲୀ: ଜୈଶ୍‌-ଏ-ମହମ୍ମଦ ଆତଙ୍କବାଦୀଙ୍କୁ ଆଶ୍ରୟ ଦେଉଥିବା ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍ ଶାନ୍ତି କଥାବାର୍ତ୍ତା ଚାହୁଁଛନ୍ତି। ଜୈଶ୍‌-ଏ-ମହମ୍ମଦର ମୁଖ୍ୟ ମସୁଦ ଆଝାର ପାକିସ୍ତାନରେ ଅଛି। ଇମ୍ରାନ୍ ଖାନ୍ ଶାନ୍ତିର କଥା କହୁଛନ୍ତି, ସେ ବହୁତ ଉଦାର ବୋଲି ଲୋକେ କହୁଛନ୍ତି। ତେବେ ସେ ମସୁଦଙ୍କୁ ଭାରତକୁ ଦେଇ ଦିଅନ୍ତୁ ବୋଲି...