• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Jyotsnamayee Pradhan

Jyotsnamayee Pradhan

Editor

Posts by Jyotsnamayee Pradhan

police
ଥାନାରେ ପଶି ପୁଲିସ୍‌କୁ ପିଟିଲେ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ସହିଦ ନଗର ଥାନାରେ ତୁମୁଳ କାଣ୍ଡ ଘଟିଛି। କିଛି ଦୁର୍ବୃତ୍ତଙ୍କ ଆକ୍ରମଣରେ ସହିଦନଗର ଥାନା ଆଇଆଇସି ଓ ଏଏସ୍‌ଆଇଙ୍କ ସମେତ କିଛି ପୁଲିସ୍‌ କର୍ମଚାରୀ ଆହତ ହୋଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ଏଏସ୍‌ଆଇ ଅଭୟ କୁମାର ରାଉତଙ୍କ ମୁଣ୍ଡ ଫାଟି ଯାଇଛି। ଗତକାଲି ବିଳମ୍ବିତ ରାତିରେ...

siba
ଆଜି ମହାଶିବରାତ୍ରୀ: ବିଭିନ୍ନ ଶିବାଳୟରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର: ଆଜି ମହାଶିବରାତ୍ରୀ। ଏଥିପାଇଁ ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ଶିବାଳୟ ଚଳଚଞ୍ଚଳ ହୋଇଉଠିଛି। ମହାପ୍ରଭୁ ଶ୍ରୀଲିଙ୍ଗରାଜ, ଲୋକନାଥ, ଧବଳେଶ୍ୱର, କପିଳାସ, ଆଖଣ୍ଡଳମଣି ସମେତ ବିଭିନ୍ନ ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଗହଳି ଲାଗି ରହିଛି। ମହାପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ସକାଳେ ମଙ୍ଗଳ ଆଳତି ଓ ଅବକାଶ ନୀତି ପରେ ପ୍ରାୟ...