ଭୁବନେଶ୍ୱର: ଥାନାକୁ ଅଭିଯୋଗ ଜଣାଇବାକୁ ଆସୁଥିବା ଜଣେ ମହିଳାଙ୍କୁ ଅପହରଣ ଉଦ୍ୟମ ଅଭିଯୋଗରେ ପୋଲିସ ଜଣେ କନଷ୍ଟେବଳଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି। ଘଟଣାଟି ଗତ କାଲି ରାତିରେ ରାଜଧାନୀର ସହିଦ ନଗର ଅଞ୍ଚଳରେ ଘଟିଛି। ଗିରଫ କନଷ୍ଟେବଳ ଜଣଙ୍କ ଓଡିଶା ଆର୍ମଡ ପୋଲିସରେ କାର୍ଯ୍ୟରତ ଅଛନ୍ତି।...
ଦିସପୁର: ଦକ୍ଷିଣ ଆସାମରେ ବଡ଼ ଧରଣର ଭୂ-ସ୍ଖଳନ ହୋଇଛି। ଆସାମର ୩ଟି ଜିଲ୍ଲାରେ ଅଲଗା ଅଲଗା ଭୂ-ସ୍ଖଳନରେ ୨୦ ଜଣଙ୍କ ମୃତ୍ୟୁ ହୋଇଛି । ଚାଚର, ହାଏଲାକାଣ୍ଡି, କରିମଗଞ୍ଜର ଜିଲ୍ଲାର ବିଭିନ୍ନ ସ୍ଥାନରେ ଭୂ-ସ୍ଖଳନ ହୋଇଛି। କରିମଗଞ୍ଜ ଜିଲ୍ଲାରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାଚର ଓ...
ପୁରୀ: ଶ୍ରୀକ୍ଷେତ୍ରରେ ସ୍ନାନଯାତ୍ରା କିପରି ସମାଜିକ ଦୂରତାକୁ ରକ୍ଷା କରି କରାଯିବ , ସେନେଇ ନୀଳାଦ୍ରି ଭକ୍ତ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ସେଥିରେ ମୁଖ୍ୟ ପ୍ରଶାସକ ଓ ଜିଲ୍ଲାପାଳ ବଲୱନ୍ତ ସିଂହଙ୍କ ଉପସ୍ଥିତିରେ ପରିଚାଳନା କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର...
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ି ଚାଲିଛି। କିଲର କରୋନା ଭାଇରସରେ ଆକ୍ରାନ୍ତ ହୋଇ ବଲିଉଡର ପ୍ରସିଦ୍ଧ ଗାୟକ ୱଜିଦ୍ ଖାନ୍ଙ୍କ ବିୟୋଗ ହୋଇଥିବା ବେଳେ ଏବେ ଟିଭି ଧାରାବାହିକ ‘ୟେ ରିସ୍ତା କ୍ୟା କେହଲତା ହୈ’ର ଅଭିନେତ୍ରୀ ମୋହେନା କୁମାରୀ...
ନୂଆଦିଲ୍ଲୀ: ବଲିଉଡର ପ୍ରସିଦ୍ଧ ଗାୟକ ୱାଜିଦ୍ ଖାନ୍ ମାତ୍ର ୪୨ ବର୍ଷରେ ଦୁନିଆକୁ ଛାଡ଼ି ଚାଲିଯାଇଛନ୍ତି। ୱାଜିଦ୍ଙ୍କ ପରଲୋକ ପରେ ବଲିଉଡ୍ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ଗଳା ଓ କିଡ୍ନୀଜନିତ ସମସ୍ୟା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଥିବା ବେଳେ ଏବେ ସେ କରୋନାରେ ସଂକ୍ରମିତ ଥିଲେ...
ନୂଆଦିଲ୍ଲୀ: ସୋସିଆଲ ମିଡିଆରେ ସାପ ଓ ମୂଷା ଯୁଦ୍ଧର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓକୁ ବନ ଅଧିକାରୀ ସୁଶାନ୍ତ ନନ୍ଦ ନିଜ ଟ୍ୱିଟ୍ରେ ସେୟାର କରିଛନ୍ତି। ଏହି ଭିଡିଓକୁ ସେୟାର କରି ସୁଶାନ୍ତ ଲେଖିଛନ୍ତି,‘ଏହି ସାପଟି କେବେବି ମୂଷା ଛୁଆ ପାଖକୁ ଆସିବ ନାହିଁ।...
ନୂଆଦିଲ୍ଲୀ: ଦିଲ୍ଲୀ ପୋଲିସର ଜଣେ କାର୍ଯ୍ୟରତ ସବ୍ ଇନ୍ସପେକ୍ଟରଙ୍କର କରୋନା ଭାଇରସରେ ମୃତ୍ୟୁ ଘଟିଛି। ମୃତ ଏଏସଆଇଙ୍କ ନାଁ ବିକ୍ରମ (୫୪ ବର୍ଷ)। ବିକ୍ରମ ସୁଲତାନପୁରୀ ଥାନାରେ କାର୍ଯ୍ୟ କରୁଥିଲେ। ମେ’୨୮ ରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ବିକ୍ରମଙ୍କୁ କୋଭିଡ-୧୯ ହସ୍ପିଟାଲରେ...
ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା କାୟା ବିସ୍ତାର କରି ଚାଲିଛି। ଏହାକୁ ଦେଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏକ ସପ୍ତାହ ପାଇଁ ଦିଲ୍ଲୀ ସୀମାକୁ ସିଲ କରିଛନ୍ତି। ଏ ନେଇ ଏକ ସାମ୍ୱାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି, ଦିଲ୍ଲୀର ସୀମାକୁ ଏକ ସପ୍ତାହ ପର୍ଯ୍ୟନ୍ତ ସିଲ୍...
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ସଂକ୍ରମଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ଏହି ଭାଇରସ୍ର ସଂକ୍ରମଣକୁ ରୋକିବା ପାଇଁ ପୋଲିସ ନିଜର ପରିବାରକୁ ଛାଡି ରାସ୍ତାରେ ଡ୍ୟୁଟି କରୁଛନ୍ତି। ଖରା ବର୍ଷାକୁ ଖାତିର ନକରି ଲୋକମାନଙ୍କର ନିରନ୍ତର ସେବା କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରରେ କରୋନା ଭାଇରସରେ...
ନୂଆଦିଲ୍ଲୀ: ରାଜୀବ ଗାନ୍ଧୀ ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ସିଲଭର ଜୁବିଲି କାର୍ଯ୍ୟକ୍ରମକୁ ଆଜି ପିଏମ୍ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ୱୋଧିତ କରିଛନ୍ତି। ସମ୍ୱୋଧନ କରିବା ସମୟରେ ମୋଦି କହିଛନ୍ତି, ଦେଶର ସ୍ୱାସ୍ଥ୍ୟସେବା ଦ୍ରୁତ ଗତିରେ ବଦଳୁଛି। କରୋନା ଭାଇରସ ବିରୋଧରେ ଭାରତ ଯେଉଁଭଳି ଭାବରେ ଲଢ଼ୁଛି, ତାହାକୁ...
ପାଟନା: ଲକ୍ଡାଉନ୍ ଯୋଗୁ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ନିଜ ଘରକୁ ଫେରୁଛନ୍ତି। ବଡ଼ ସହର ଛାଡି ନିଜ ଗାଁକୁ ଫେରିଥିବା ଶ୍ରମିକମାନଙ୍କ ପାଇଁ ଜୀବନ ଅଧିକ କଷ୍ଟସାଧ୍ୟ ହୋଇପଡିଛି। କିନ୍ତୁ କରୋନା ଭୟରେ ସେମାନେ ଘରକୁ ନଯାଇ ସରକାରଙ୍କ ନିୟମମାନି ବାହାରେ ଥିବା କ୍ୱାରେଣ୍ଟିନ୍ ସେଣ୍ଟରରେ...
ନୂଆଦିଲ୍ଲୀ: ଯେଉଁଠି ଦିନେ ମା ଅନେକ ଝଡ଼ ଝଞ୍ଜା ସହି ତାର ପୁଅକୁ ପଣତକାନିରେ ବାନ୍ଧି ରଖିଥିଲା, ଆଜି ସେହି ପୁଅ କରୋନା ଭୟରେ ତାର ୮୦ ବର୍ଷର ବୁଦ୍ଧା ମାକୁ ଘରେ ପୂରାଇବାକୁ ଦେଇନଥିଲା। ଶେଷରେ ପ୍ରଶାସନ ଓ ପଡୋଶୀ ଲୋକଙ୍କ ହସ୍ତକ୍ଷେପ ମାକୁ ଘର ଭିତରେ...