• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Posts by

police
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସରପଞ୍ଚ ସ୍ୱାମୀଙ୍କୁ ଭୂଜାଲିରେ ଆକ୍ରମଣ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ସାଉଡା ପଞ୍ଚାୟତ ସରପଞ୍ଚଙ୍କ ସ୍ୱାମୀ ମରଣାନ୍ତକ ଆକ୍ରମଣର ଶିକାର ହୋଇଛନ୍ତି। ତାଙ୍କ ନାଁ କମଳଲୋଚନ ପଣ୍ଡା। ତେବେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ସରପଞ୍ଚ ସୁଲୋଚନା ପଣ୍ଡାଙ୍କ ସ୍ୱାମୀ କମଳଲୋଚନ ସକାଳେ...

boy
ସଂଗରୋଧ କେନ୍ଦ୍ରରେ ସ୍ୱାମୀକୁ ତାଲା ପକାଇ ସ୍ତ୍ରୀକୁ ଦୁଷ୍କର୍ମ କଲା ପୋଲିସ୍

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉଧମସିଂ ନଗର ଅନ୍ତର୍ଗତ କିଚ୍ଛା ବିଧାନସଭାର ପୁଲ୍ଲଭଟ୍ଟା ଅଞ୍ଚଳରେ ଥିବା କ୍ୱାରେଣ୍ଟିନ୍‌ ସେଣ୍ଟରରେ ଏକ ନବ ବିବାହିତ ମହିଳାଙ୍କୁ ସେଠାରେ ଡ୍ୟୁଟି କରୁଥିବା ଜଣେ ପୋଲିସକର୍ମୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଏଭଳି ଲଜ୍ଜାଜନକ ଘଟଣାପରେ ସମ୍ପୃକ୍ତ ପୋଲିସକର୍ମୀଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। କରୋନା ଭାଇରସ...

bharati
ଭାରତୀଙ୍କ କୁକୁର ପ୍ରେମ, ମୁହଁରେ ଖୁଆଇଲେ ବିସ୍କୁଟ

ନୂଆଦିଲ୍ଲୀ: ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଲକ୍‌ଡାଉନ୍‌ ସମୟରେ ନିଜ ଫ୍ୟାନ୍ସମାନଙ୍କ ମନୋରଞ୍ଜନ ପାଇଁ କିଛି ନା କିଛି ଫଟୋ ଓ ଭିଡିଓକୁ ଇନଷ୍ଟାଗ୍ରାମ ଆକଉଣ୍ଟରେ ସେୟାର କରିଥାନ୍ତି। ଏବେ ଭାରତୀ ଏକ ନୂଆ ଭିଡିଓକୁ ସେୟାର କରିଛନ୍ତି। ଭିଡିଓଟିରେ ଭାରତୀ ଖାଇଥିବା ବିସ୍କୁଟକୁ କୁକୁରକୁ ଖାଇବାକୁ ଦେଉଥିବାର...

ppe
ପିପିଇ କିଟ୍‌ ବ୍ୟବହାର କଲେ ଶରୀରରେ ଦେଖାଦିଏ ଏହିସବୁ ସମସ୍ୟା

ନୂଆଦିଲ୍ଲୀ:  ଦେଶରେ ମହାମାରୀ କରୋନା ଭାଇରସ ଦିନକୁ ଦିନ ଚିନ୍ତାକୁ ବଢ଼ାଇବାରେ ଲାଗିଛି। କରୋନା ରୋଗୀମାନଙ୍କୁ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ଓ କର୍ମଚାରୀମାନେ ବିଭିନ୍ନ ପ୍ରକାର ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। କରୋନା ରୋଗୀଙ୍କ ଚିକିତ୍ସା କରିବା ସମୟରେ ନିଜେ ମଧ୍ୟ ସେହି ଭାଇରସରେ...

airline
ବିମାନରେ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ନୂଆ କ୍ୱାରେଣ୍ଟିନ୍‌ ନିୟମ: ଦେବାକୁ ପଡ଼ିବ ସବୁ ଖର୍ଚ୍ଚ

ନୂଆଦିଲ୍ଲୀ: ସୋମବାର ଠାରୁ ଆରମ୍ଭ ହେବାକୁ ଯାଉଛି ଘରୋଇ ବିମାନ ସେବା। ଏହାପରେ ମାସେ କି  କି ଦୁଇମାସ ମଧ୍ୟରେ ଆନ୍ତର୍ଜାତୀୟ ବିମାନ ସେବା ମଧ୍ୟ ଆରମ୍ଭ ହେବାର ସୂଚନା ମିଳୁଛି। ଏଭଳି ପରିସ୍ଥିତିରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ବିମାନରେ ଆସୁଥିବା ଯାତ୍ରୀମାନଙ୍କ ପାଇଁ...

boy
ଜନ୍ମ ହେଲା ଲକ୍‌ଡାଉନ୍‌ ଯାଦବ

ବୁରହାନପୁର: କରୋନାକୁ ନେଇ ସବୁଠି ଲକ୍‌ଡାଉନ୍‌ ଜାରି କରାଯାଇଛି। ଏନେଇ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଘରକୁ ଫେରୁଛନ୍ତି। ଏହି ସମୟରେ ସ୍ୱତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଫେରୁଥିବା ଜଣେ ୩୨ ବର୍ଷର ଗର୍ଭବତୀ ପ୍ରସବ ଯନ୍ତ୍ରଣା ହେତୁ ଶୁକ୍ରବାର ରାତିରେ ଉତ୍ତରପ୍ରେଦଶର ବୁରହାନପୁର ଠାରେ ଅଟକିଥିଲେ। ପରେ...

sadhu
ପାଲଘର ପରେ ନାନ୍ଦେଡ଼ରେ ପୁଣି ଜଣେ ସାଧୁଙ୍କୁ ହତ୍ୟା

ନାନ୍ଦେଡ: ମହାରାଷ୍ଟ୍ରର ପାଲ୍‌ଘରରେ ସାଧୁଙ୍କ ହତ୍ୟା ପରେ ଏବେ ନାନ୍ଦେଡରେ ଲିଙ୍ଗାୟତ ସମ୍ପ୍ରଦାୟର ଜଣେ ସାଧୁଙ୍କୁ ହତ୍ୟା କରାଯାଇଛି।  ହତ୍ୟା କରାଯାଇଥିବା ସାଧୁଙ୍କ ନାଁ ରୁଦ୍ର ପଶୁପତି ମହାରାଜ। ପୋଲିସର କହିବା ଅନୁଯାୟୀ, ଲିଙ୍ଗାୟତ ସମ୍ପ୍ରଦାୟର ସାଇନାଥ ରାମ ନାମକ ଜଣେ ବ୍ୟକ୍ତି ସାଧୁଙ୍କୁ ହତ୍ୟା କରିଛନ୍ତି। ସାଧୁଙ୍କ...

ram dev baba
ରାମଦେବଙ୍କ ପତଞ୍ଜଳୀ କମ୍ପାନୀକୁ ବଡ଼ ଝଟ୍‌କା

ଇନ୍ଦୋର: ଯୋଗ ଗୁରୁ ବାବା ରାମଦେବଙ୍କ କମ୍ପାନୀ ପତଞ୍ଜଳୀକୁ ବଡ଼ ଝଟ୍‌କା ଲାଗିଛି। ଇନ୍ଦୋରର ପ୍ରଶାସନ ପକ୍ଷରୁ କମ୍ପାନୀର କ୍ଲିନିକାଲ୍‌ ଟ୍ରାଏଲ୍ ଆବେଦନକୁ ଖାରଜ କରିଦିଆ ଯାଇଛି। କରୋନା ରୋଗୀଙ୍କ ଉପରେ ଆୟୁର୍ବେଦିକ ଔଷଧକୁ କ୍ଲିନିକାଲ ପରୀକ୍ଷା କରିବା ପାଇଁ ବାବାଙ୍କ କମ୍ପାନୀ ଅନୁମତି ମାଗିଥିଲା। ସେଠାକାର ଜିଲ୍ଲାପାଳ...

sultanpur
ନୂଆ ଡିଜାଇନ୍‌ର କ୍ୱାରେଣ୍ଟିନ୍‌ କେନ୍ଦ୍ର କରି ରହିଲେ ଦୁଇ ଭାଇ

ସୁଲତାନପୁର: କରୋନାକୁ ନେଇ ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏନେଇ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଘରକୁ ଫେରୁଛନ୍ତି। କିନ୍ତୁ କରୋନା ଭୟରେ ସେମାନେ ଘରକୁ ନଯାଇ ପ୍ରଥମେ କିଛିଦିନ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରହୁଛନ୍ତି। ଏହି ସମୟରେ ଉତ୍ତରପ୍ରଦେଶର ସୁଲତାନପୁରରେ ବାହାରୁ ଆସିଥିବା ଦୁଇଭାଇ ନିଜ ପାଇଁ...