ବେଆଇନ ଭାବେ ଛିଡା ହୋଇଛି କି ଶଙ୍ଖ ଭବନ? ସରକାରରେ ଥିବାବେଳେ ଏହି ଭବନ ନିର୍ମାଣ ପାଇଁ ଆଇନକୁ ମୋଡି ମକଚି ଦିଆଯାଇଛି କି? କେମିତି ସଡ଼କ ବା ଉପଗଳି କିସମକୁ ଘରବାଡିରେ ପରିଣତ କରାଗଲା? ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର୍।
ରତ୍ନଭଣ୍ଡାର ଖୋଲିଲା, ବାହାର ଓ ଭିତର ଦୁଇଟିଯାକ ଭଣ୍ଡାର ଘରୁ ସ୍ୱତନ୍ତ୍ର ଷ୍ଟ୍ରଙ୍ଗରୁମ୍କୁ ରତ୍ନ ବି ସ୍ଥାନାନ୍ତର ହେଲା। ହେଲେ କେବେଠୁ ମରାମତି କାମ ଆରମ୍ଭ ହେବ ତାକୁ ନେଇ ଚର୍ଚ୍ଚା। କୁହାଯାଉଛି ଗୁପ୍ତ କୋଠରୀ ଓ ସୁଡ଼ଙ୍ଗର ସନ୍ଧାନ ପାଇଁ ଆଗ ଲେଜର ସ୍କାନିଂ ଓ ଜିପିଆରଏସ୍...
ବାଲେଶ୍ୱର ଜିଲ୍ଲା ସୋର ତଳନଗର ଏନ୍ଏଚ୍ରେ ଯୁବକଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାସ। ୨ ଜଣଙ୍କୁ ଗିରଫ କରିଛି ବାଲେଶ୍ୱର ପୋଲିସ।
କାର୍ଯ୍ୟକାଳ ଶେଷ ହେବାର ୫ ବର୍ଷ ପୂର୍ବରୁ କାହିଁକି ଇସ୍ତାଫା ଦେଲେ ମନୋଜ? ଇସ୍ତଫାପତ୍ରରେ ଦର୍ଶାଇଥିବା ବ୍ୟକ୍ତିଗତ କାରଣ ପଛରେ ରହିଛି ଆଉ କ’ଣ ରହସ୍ୟ।
ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ ଆଜି ପ୍ରକାଶ ପାଇଛି। ଚଳିତ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ଶୀର୍ଷରେ ରହିଥିବା ବେଳେ ବାଣିଜ୍ୟରେ ରେଭେନ୍ସା ଓ ରାଉରକେଲା HSS ମିଳିତ ଭାବେ ଶୀର୍ଷରେ ରହିଛନ୍ତି।
ଶଙ୍ଖ ଭବନ ଛିଡ଼ା ହୋଇଥିବା ୪ଟି ପ୍ଲଟ୍ ମଧ୍ୟରୁ ଗୋଟିଏ ପ୍ଲଟର କିସମ ରୋଡ୍ ବା ‘ସଡ଼କ’ ଥିଲେ ବି ସେ କିସମରେ କାରସାଦି କରାଯାଇ ତାକୁ ଘରବାଡି ପ୍ଲଟ୍ରେ ବଦଳା ଯାଇ ତା ଉପରେ ନିର୍ମାଣ କରାଯାଇଥିବା ତଥ୍ୟ ହସ୍ତଗତ ହୋଇଛି।
ତତ୍କାଳୀନ ବିଜେଡି ସରକାରର ବହୁ ପ୍ରଚାରିତ ଯୋଜନା 'ଆମ ଓଡ଼ିଶା, ନବୀନ ଓଡ଼ିଶା'ର ହେବ ଖୋଳତାଡ଼ । ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ଆଜି ଏହି ଘୋଷଣା କରିବା ସହିତ ନବୀନ ସରକାର ବିରୋଧରେ ଆଣିଛନ୍ତି ସାଂଘାତିକ ଅଭିଯୋଗ ।
ଝିମିଟି ଖେଳରୁ ମହାଭାରତ ଭଳି ହାଉସ୍ ସର୍ଜନ ଓ ନର୍ସଙ୍କ କଳିରୁ ଆଜିଠୁ ପ୍ରଭାବିତ ହେଲାଣି କଟକ ବଡ଼ ଡାକ୍ତରଖାନାରେ ରୋଗୀସେବା । ଗୋଟିଏ ପଟେ ହାଉସ୍ ସର୍ଜନଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଆରପଟେ ନର୍ସଙ୍କ ପ୍ରତିବାଦ । ଫଳରେ ଇନ୍ ଡୋରରୁ ଆଉଟଡୋର୍ ଯାଏଁ ରୋଗୀ ଓ ସଂପର୍କୀୟ...
ଆସନ୍ତାକାଲି ପ୍ରାୟ ୫ ଦଶନ୍ଧି ପରେ ଭିତର ରତ୍ନଭଣ୍ଡାରର ଦିବ୍ୟ ଅଳଙ୍କାରକୁ ଦେଖିବ ଚର୍ମଚକ୍ଷୁ। ଅଳଙ୍କାରଗୁଡ଼ିକ ଅସ୍ଥାୟୀ ଷ୍ଟ୍ରଙ୍ଗରୁମକୁ ସ୍ଥାନାନ୍ତରିତ ହେବା ପରେ ଆରମ୍ଭ ହେବ ରତ୍ନଭଣ୍ଡାରର ମରାମତି ଏବଂ ଶେଷରେ ହେବ ଗଣତି ମଣତି । ତେବେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ମରାମତି ହେବାକୁ ଯାଉଥିବାରୁ...
ଯାହାଙ୍କ ରତ୍ନଭଣ୍ଡାରରେ ଅଛି ମହଣ ମହଣ ସୁନା। ହେଲେ କେବେ ଭଙ୍ଗା ତ କେବେ ପୁରୁଣା ଅଳଙ୍କାର ପିନ୍ଧୁଛନ୍ତି ବ୍ରହ୍ମାଣ୍ଡ ଠାକୁର। ସୁନାବେଶ ହେଉ କି ଦୈନନ୍ଦିନ ନୀତିକାନ୍ତି, ସବୁଥିରେ ଠାକୁରଙ୍କୁ ଲାଗି ହେଉଛି ନିର୍ଦ୍ଧିଷ୍ଟ ଗୋଟିଏ ସେଟର ଅଳଙ୍କାର । ଯାହାକୁ ନେଇ ପ୍ରକାଶ ପାଇଛି ଉଦବେଗ...
ଚାଷୀ ବିକୁଛି କମରେ, ଖାଉଟି କିଣୁଛି ଦୁଇରୁ ତିନି ଗୁଣା ଅଧିକ ଦରରେ । ଚାଷୀ ଖଟି ଖଟି ପାରିଶ୍ରମିକ ପାଉନି, ଖାଉଟି ଦର ଦେଖି କିଣିବାକୁ ଡରୁଛି। ରାଜ୍ୟବ୍ୟାପୀ ବିଭିନ୍ନ ବଜାରରେ ପରିବାର ଦର ଥମୁ ନଥିବା ବେଳେ କ୍ଷେତରୁ କିଣା ଓ ଦୋକାନୀର ବିକ୍ରି ଦର...
ଆଜି ଅଙ୍ଗୁଲେଇରେ ଆୟୋଜିତ କାର୍ଯ୍ୟକ୍ରମରେ ହଜାର ହଜାର କର୍ମୀ ଉପସ୍ଥିତ ରହି ବୈଜୟନ୍ତଙ୍କ ସହ ବିଧାୟକ ଦୁର୍ଗା ପ୍ରସନ୍ନ ନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ।
କେବଳ ସୁନାବେଶ ନୁହେଁ, ଦୈନିକ ନୀତିକାନ୍ତିରେ ବି ଶ୍ରୀଜିଉ ମାନଙ୍କୁ ସେଇ ପୁରୁଣା ଅଳଙ୍କାର ପିନ୍ଧାଯାଉଛି। ଖାଲି ପୁରୁଣା ନୁହେଁ ଦୁଇ ବର୍ଷ ତଳେ ଅର୍ଥାତ୍ ୨୦୨୧ ସୁନାବେଶ ବେଳେ ଜଗନ୍ନାଥଙ୍କ ମସ୍ତକରେ ଲାଗିଥିବା ଭଙ୍ଗା କିରୀଟର କିଆଫଳିକୁ ଲୁଚାଇବାକୁ ଯାଇ ସେଇ ସ୍ଥାନରେ ମଲ୍ଲିଫୁଲ ଲଗାଯାଇଥିଲା। ଯାହା ବ୍ୟଥିତ କରିଥିଲା ଭକ୍ତ-ସେବାୟତ ଓ ପ୍ରତିଟି ଜଗନ୍ନାଥପ୍ରେମୀଙ୍କୁ।
୪୬ ବର୍ଷ ପରେ ଖୋଲିବ ରାଜରାଜୁଡ଼ା ଅମଳର ସିନ୍ଦୁକ ଓ ଆଲମିରା। ଖଟଶେଯ ଘରକୁ ଅଣାଯିବ ମହାପ୍ରଭୁଙ୍କ ଦିବ୍ୟ ଆଭୂଷଣ।
ନିଜ ଦଳର ବିଧାୟକଙ୍କୁ ଦାୟିତ୍ୱ ବାଣ୍ଟିଛନ୍ତି ବିରୋଧୀ ଦଳ ନେତା ନବୀନ। ସରକାରଙ୍କ କାର୍ଯ୍ୟ ଉପରେ ନିଘା ରଖିବାକୁ ନିଜ ବିଧାୟକଙ୍କୁ ଦାୟିତ୍ୱ ଦିଆଯାଇଛି।
ସରକାରୀ ଅର୍ଥରେ ଧର୍ମଶାଳା ଭବନ ଓ ଫୁଡ୍ କୋର୍ଟ ନିର୍ମାଣ କରାଯାଇଛି। ତେଣୁ ଏହାକୁ ଭଙ୍ଗାଯିବନି ବୋଲି ବିଡିଓ ସୂଚନା ଦେଇଛନ୍ତି।
ଥିଲେ IAS ଅଫିସର ଆଉ ଏବେ ଜଣେ ଅଭିନେତା। ନକଲି ସାର୍ଟିଫିକେଟ ଦେଇ ପାଇଛନ୍ତି IAS ଚାକିରି। ୨୦୧୧ ବ୍ୟାଚ୍ IAS ଅଫିସର୍ ଅଭିଷେକ ସିଂଙ୍କୁ ନେଇ ଏବେ ଚର୍ଚ୍ଚା ଥମୁନି।
ଅଗ୍ନିଶମ ବାହିନୀ ନିଖୋଜ ପ୍ରଶାନ୍ତଙ୍କୁ ଖୋଜାଖୋଜି ବି କରିଛନ୍ତି। ନଦୀ ନିକଟରୁ ତାଙ୍କ ଚପଲ ଓ କ୍ୟାପ୍ ମିଳିଥିବାରୁ ସେ ମହାନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି।
ନିଶା ଦେଇ ବସ୍ କର୍ମଚାରୀଙ୍କୁ ଦୁର୍ବୃତ୍ତ ଅଚେତ କରିଦେଇଥିବା ଚର୍ଚ୍ଚା ହେଉଛି।
ପୁଣି ଥରେ ହ୍ୱାଇଟ୍ ହାଉସକୁ ଫେରିବାକୁ ଦୃଢ ଆଶାବାଦୀ ଟ୍ରମ୍ପ। ଏଥିସହ ରିପବ୍ଲିକାନ୍ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାଁ ଘୋଷଣା ହୋଇଛି।