• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Tiger Fight
ଜଙ୍ଗଲ ଭିତରେ ଟାଇଗର ଫାଇଟ୍, ଦେଖନ୍ତୁ ଭିଡିଓ...

ସମସ୍ତଙ୍କ ମନରେ ପ୍ରଶ୍ନ, କାହିଁକି ହେଲା ଦୁଇ ମହାବଳ ଲଢ଼େଇ ? ଏନେଇ ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ନିର୍ଦ୍ଦେଶକ କହିଛନ୍ତି, ସାଧାରଣତଃ ଅଢ଼େଇରୁ ୩ ବର୍ଷ ବୟସରେ ପହଞ୍ଚିବା ପରେ ପୁରୁଷ ମହାବଳ ନିଜସ୍ୱ ଇଲାକା ଖୋଜନ୍ତି । ଆଉ ଏଥିପାଇଁ ଲଢ଼େଇ ମଧ୍ୟ କରନ୍ତି ।

Terrorist Arrested
ଆତଙ୍କୀ ସୟିଦ୍ ବୁଖାରୀକୁ ଲୁଚାଇଥିଲା କି ଯାଜପୁର ଜିଲ୍ଲା ପୋଲିସ ?

ଯେଉଁ ସମୟରେ ଆତଙ୍କବାଦୀଙ୍କ ଭୂସ୍ୱର୍ଗ ଥିଲା କାଶ୍ମୀର, ସେହି ସମୟରେ କାଶ୍ମୀରରୁ ଆସି ଯାଜପୁର ଧର୍ମଶାଳା ଅଞ୍ଚଳରେ ଆତ୍ମଗୋପନ କରିଥିଲା ବୁଖାରୀ । ବନିଥିଲା ନେଉଳପୁର ଗାଁର ଜ୍ୱାଇଁ ।

Diarrhoea
ଡାଇରିଆ ଡେଥ୍‌ରେ ଲାଗୁନି ବ୍ରେକ୍‌; ଏପଟେ ସହର ସାରା ଫଟା ପାଇପ୍ ଅଣ୍ଡାଳୁଛି ୱାଟକୋ

ରାଉରକେଲା ସରକାରୀ ହସପିଟାଲ ଭିତରରେ ଝାଡ଼ାବାନ୍ତି ରୋଗୀ ହାଉଜାଉ । ୱାର୍ଡରେ ଆଉ ଯାଗା ନାହିଁ । ଗୁରୁତରଙ୍କୁ ଆରଜିଏଚ୍ ନହେଲେ ହାଇଟେକ୍ ମେଡିକାଲ ପଠାଯାଉଛି ।

Rohit Sharma
IPL 2024: MI ଛାଡ଼ିବେ କି ରୋହିତ ? ଅକ୍ସନ ପରେ ହୋଇପାରେ ବଡ଼ ଘୋଷଣା..ରିତିକା ଦେଲେ ଇସାରା

ଚେନ୍ନାଇ ସୁପରକିଙ୍ଗ୍ସ ସହ ହାତ ମିଳାଇବେ କି ରୋହିତ ? ଏନେଇ କୌଣସି ପ୍ରକାର ଔପଚାରିକ ଘୋଷଣା ରୋହିତ କିମ୍ବା ଚେନ୍ନାଇ ସୁପରକିଙ୍ଗ୍ସ କରିନଥିବାବେଳେ, ରୋହିତ ମୁମ୍ବାଇ ଛାଡ଼ୁଥିବା ସଂକେତ ମିଳିଛି । ଏହି ଚର୍ଚ୍ଚାକୁ ଖୋଦ୍‌ ରୋହିତଙ୍କ ପତ୍ନୀ ରିତିକା ସାଜଦେଶଙ୍କ ପୋଷ୍ଟରୁ ବାରି ହେଉଛି ।

PM Modi Speech
AI ର କମାଲ..ତାମିଲ ଭାଷାରେ ମୋଦିଙ୍କ ହିନ୍ଦୀ ଭାଷଣ

ରବିବାର ବାରାଣସୀର ‘ନମୋ ଘାଟ’ରେ କାଶୀ ତାମିଲ ସଙ୍ଗମମ୍‌-୨.୦ର ଉଦଘାଟନ୍‌ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି ହିନ୍ଦୀରେ ଭାଷଣ ଦେଇଥିଲେ । ଯାହାକୁ ତାମିଲରେ ଅନୁବାଦ କରିଥିଲା AI ।

MP Susupended
ଗୃହରେ ସଂସଦ ସୁରକ୍ଷା ତ୍ରୁଟିକୁ ନେଇ ହଟ୍ଟଗୋଳ; ସସ୍‌ପେଣ୍ତ ହେଲେ ଆଉ ୩୩ ସାଂସଦ

ମୋଟ ୪୭ ସାଂସଦଙ୍କୁ ନିଲମ୍ବନ କରିଛନ୍ତି ବାଚସ୍ପତି ।

Congress
ନିର୍ବାଚନ ପୂର୍ବରୁ ଲୋକଙ୍କୁ ୧୩୮ ଟଙ୍କା ଲେଖାଏଁ ମାଗିବ କଂଗ୍ରେସ, ହେଲେ କାହିଁକି ?

୨୦୨୪ ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଆଜିଠୁ ଏକ ନୂଆ ଅଭିଯାନ ଲଞ୍ଚ କରିଛି ‘ଡୋନେଟ୍‌ ଫର୍‌ ଦେଶ’ ଅର୍ଥାତ କ୍ରାଉଡ଼ ଫଣ୍ଡିଂ କ୍ୟାମ୍ପେନ । ପାର୍ଟି ଅଧ୍ୟକ୍ଷ ମଲିକାର୍ଜୁନ ଖଡ୍ଗଗେ ଦିଲ୍ଲୀରେ ଏହାର ଶୁଭାରମ୍ଭ କରିଛନ୍ତି ।

Tiger Fight
ଶିମିଳିପାଳରେ ମହାବଳଙ୍କ ମହାଫାଇଟ୍‌; କିଏ ଜିତିଲା, କିଏ ଦେଲା ପଛଘୁଞ୍ଚା ? ଜାଣନ୍ତୁ..

ମହାବଳ ବାଘଙ୍କ ମଧ୍ୟରେ ମହା ଫାଇଟ୍‌ । ଏହି ମହା ଫାଇଟ୍‌ରେ ଜଣେ ବିଜେତା ହୋଇଥିବା ବେଳେ ଆଉ ଜଣେ ଦେଲା ପଛଘୁଞ୍ଚା।

AbRam Khan
ଆସୁଛନ୍ତି ଦ୍ୱିତୀୟ ଶାହରୁଖ ! ସ୍କୁଲ ନାଟକରେ ବାପାଙ୍କ ସିଗ୍ନେଚର୍‌ ପୋଜ୍‌ରେ ଅବରାମ୍‌

ସ୍କୁଲ ବାର୍ଷିକ ଉତ୍ସବରେ ଚମକିଲେ ଷ୍ଟାର୍‌ କିଡ୍‌ । ସ୍କୁଲ୍‌ ଡ୍ରାମାରେ ଅଭିନୟର ଯାଦୁ ଦେଖାଇଲେ ଶାହରୁଖଙ୍କ ପୁଅ ।

Covid New Variant JN.1
ଫେରୁଛି କୋଭିଡ୍‌ ! କେରଳରେ ଚିନ୍ତା ବଢ଼ାଇଲା JN.1

ଇଣ୍ଡିଆନ୍ ସାର୍ସ କୋଭିଡ୍ ଜେନୋମିକ୍ସ କନସୋଟିୟମ୍-INSACOG ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, କେରଳରେ ଜାରି ରହିଥିବା ସର୍ଭେଲାନ୍ସରୁ ଜଣେ ରୋଗୀଙ୍କ ନମୂନାରୁ ଏହି ସବ୍ ଭାରିଆଣ୍ଟ JN.1 ଚିହ୍ନଟ ହୋଇଛି ।

Shreemayee Mishra
ସୁପ୍ରିମୋ ମୁହଁ ଖୋଲିନାହାନ୍ତି, ଅଶୋକ କହିଦେଲେ; ସତରେ ପ୍ରାର୍ଥୀ ହେବେ ତ ଶ୍ରୀମୟୀ ?

ଶ୍ରୀମୟୀ ହେବେ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ । ଭୁବନେଶ୍ୱର ଏକାମ୍ର ନିର୍ବାଚନ ମଣ୍ଡଳୀ ୫୬ ନମ୍ୱର ୱାର୍ଡ ଜନସମ୍ପର୍କ ପଦଯାତ୍ରାରେ ଖୋଲାଖୋଲି ଏହା ଘୋଷଣା କଲେ ମନ୍ତ୍ରୀ ଅଶୋକ ପଣ୍ଡା । ଖାଲି ଘୋଷଣା ନୁହେଁ ଭୋଟ୍ ଭିକ୍ଷା ବି କଲେ ।

Dharmendra Pradhan
‘ଧୀରଜ ଥିଲେ ଗାନ୍ଧି ପରିବାର ATM’..ଅବକାରୀ ନୀତିକୁ ଦାୟୀ କରି ସରକାରଙ୍କ ଉପରେ ବର୍ଷିଲେ ଧର୍ମେନ୍ଦ୍ର

ଦେଶୀ ମଦ ସାମ୍ରାଜ୍ୟ ଉପରେ ଆଇଟି ରେଡ୍ ଏବଂ କେବଳ ଓଡ଼ିଶାରୁ ୩ ଶହ ୩୦ କୋଟିରୁ ଅଧିକ ଟଙ୍କା ଜବତ ଘଟଣାର ସପ୍ତାହକ ପରେ ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲି କାଲି କିଛି ଏମିତି ସଫେଇ ରଖିଥିଲେ କଂଗ୍ରେସ ସାଂସଦ ଧୀରଜ ସାହୁ ।

Terrorist Arrested
୫ ବର୍ଷ ହେଲା ଲୁଚିଥିଲା, ପୋଲିସ କେମିତି ଜାଣିପାରୁନଥିଲା ? ପାକିସ୍ତାନ ଲିଙ୍କ୍‌ର ଖିଅ ଖୋଜିବ କ୍ରାଇମ୍‌ବ୍ରାଞ୍ଚ..

ଓଡ଼ିଶାରେ ସନ୍ଦିଗ୍ଧ କାଶ୍ମୀର ଆତଙ୍କୀକୁ ନେଇ ହଇଚଇ । ଓଡ଼ିଶା ଭିତରେ ବୁଲୁଥିଲା ଛଦ୍ମବେଶୀ ରୂପରେ । ଦେଶ ବିରୋଧୀ ତତ୍ତ୍ୱ, ଠକେଇ ସହ ବୁଣୁଥିଲା ଆତଙ୍କୀ ନେଟୱାର୍କ । ଆଜି ଯେଉଁ ଯୁବକକୁ STF ଗିରଫ କରିଛି, ଯାହା ନାଁ ସଇଦ୍ ଈଶାନ୍ ବୁଖାରୀ ।

Diarrhea
ରାଉରକେଲାରେ ଡାଇରିଆ ଭୟ; ଗଲାଣି ୪ ଜୀବନ

ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି । ଏଥିରେ ଶତାଧିକ ଲୋକ ଅକ୍ରାନ୍ତ ହେଉଥିବା ବେଳେ ୨ ଦିନରେ ୪ ଜଣ ଆଖି ବୁଜିଲେଣି ।

Dharmendra Pradhan
ଅଙ୍କ କଷିଲେ ଧର୍ମେନ୍ଦ୍ର; କହିଲେ..ଲୋକସଭାରେ ୧୫, ବିଧାନସଭାରେ ନଂ ୧

ଧର୍ମେନ୍ଦ୍ରଙ୍କ ଗଣିତ, ରାଜ୍ୟ ରାଜନୀତିରେ ହଟ ଚମଟ । ଦୃଢ଼ ଭାବେ କହିଛନ୍ତି, ୨୦୨୪ରେ ଓଡ଼ିଶାରେ ବିଜେପି ପାଇବ ୧୫ଟି ସାଂସଦ ସିଟ୍ । ବିଧାନସଭାରେ ବି ବିଜେପି ଏକ ନମ୍ବର ହେବ ।

Indian Women Cricket Team
ଦୀପ୍ତି ଶର୍ମାଙ୍କ ଦମଦାର୍‌ ପ୍ରଦର୍ଶନ; ଭାରତୀୟ ମହିଳା ଦଳର ବିଶ୍ୱ ରେକର୍ଡ..

ମୁମ୍ବାଇ ଡି.ୱାଇ ପାଟିଲ୍‌ ଷ୍ଟାଡିୟମରେ ଖେଳାଯାଇଥିଲା ଇଂଲଣ୍ତ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରେ ୩୪୭ ରନ୍‌ରେ ବିଜୟ ହାସଲ କରିଛି ଭାରତ । ମହିଳା ଟେଷ୍ଟରେ ଏହା ସର୍ବବୃହତ ବିଜୟ ।

Parliament Security Breach
ମିଳିଲାନି ଲୋଶନ୍‌; ଫେଲ୍‌ ମାରିଲା ପ୍ଲାନ୍‌-A, ପ୍ଲାନ୍‌-B ଅନୁଯାୟୀ କଲେ ଧୂଆଁ ସ୍ପ୍ରେ

ସଂସଦର ସୁରକ୍ଷାରେ ତ୍ରୁଟି ମାମଲାରେ ଦିନକୁ ଦିନ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।

Dhanu Sankranti
ଧନୁ ସଂକ୍ରାନ୍ତି ପୂର୍ବରୁ ବ୍ରହ୍ମପୁରରେ ଲାଗିଲାଣି ମୁଆଁର ସମ୍ଭାର

ଭଳିକି ଭଳି ମୁଆଁ ତିଆରିରେ ବ୍ୟସ୍ତ କାରିଗର । ସ୍ପେଶାଲ ମୁଆଁ, ଘିଅ ଓ କାଜୁ ମୁଆଁର ରହିଛି ଡିମାଣ୍ଡ । ବନ୍ଧୁ ପରିଜନଙ୍କ ପାଖକୁ ମୁଆଁ ପଠାଇବାକୁ ଲାଗିଲାଣି ଲୋକଙ୍କ ଭିଡ଼ ।

Stray Dogs
ରାଜଧାନୀରେ ମାତିଲେଣି ବୁଲା କୁକୁର; ଧାଇଁ ଆସୁଛନ୍ତି, ଝୁଣି ଦେଉଛନ୍ତି

ଭୁବନେଶ୍ୱର ବାସୀଙ୍କୁ ଘାରିଛି ବୁଲା କୁକୁର ଭୟ । ପିଲାଠୁ ନେଇ ବୟସ୍କ, ରାସ୍ତାରେ ଯା ଆସ କଲାବେଳେ କୁକୁର କାମୁଡା ଓ ଆକ୍ରମଣର ଶିକାର ହେଉଛନ୍ତି ।

French Tourists
ବିଦେଶୀ ସାଙ୍ଗରେ ବନ୍ଧୁ ବାନ୍ଧିଲେ; ଭାତକୁ ପୋଟଳ ରସା ଦେଲେ, ବାହୁଡିବା ପାଇଁ ଟିକେଟ୍‌ କାଟିଲେ..

ଭିନ୍ନ ଦେଶ, ଭିନ୍ନ ଭାଷା, ଭିନ୍ନ ଧର୍ମ ଆଉ ଭିନ୍ନ ଚାଲିଚଳଣି । ତଥାପି ଏମିତି କାହିଁକି ହୁଏ କେଜାଣି, ଥରୁଟିଏ ମନ ମିଶିଗଲେ ସବୁକିଛି ତୁଚ୍ଛ ହୋଇଯାଏ । ପର ବି ଆପଣାର ହୋଇଯାଏ । ପରଦେଶକୁ ଆସି ବିଦେଶୀ ବି ବନ୍ଧୁ ବନିଯାଏ ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।