ସୈାର ଧନୁମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ତାରିଖ ୦୬ ଶନିବାର । ଚନ୍ଦ୍ର- ତୁଳା ଅହୋରାତ୍ର, ତିଥି- ୧୦ମୀ ରାତ୍ରି ୧୨.୪୨ ଗତେ ୧୧ଶୀ, ଘାତଚନ୍ଦ୍ର- ନାସ୍ତି, ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର, ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୯.୨୨ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ
ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ...
ଆଜି ନିଜ ଗନ୍ତବ୍ୟସ୍ଥଳରେ ପହଞ୍ଚିବ ଆଦିତ୍ୟ-L1 । ପୃଥିବୀ ଠାରୁ ୧୫ ଲକ୍ଷ କିଲୋମିଟର ଦୂରରେ ଥିବା ପ୍ରଥମ ଲଗରାଞ୍ଜିଆନ୍ ପଏଣ୍ଟ ବା L1 ନିକଟରେ ପହଞ୍ଚିବ ।
ଆଜି ଦିନ ୧୦ଟାରେ ଦଶପଲ୍ଲା ରେଳ ଷ୍ଟେସନ ଉଦଘାଟିତ ହେବା ପରେ, ସେଠାରୁ ୪ଟି ଟ୍ରେନ୍ ଚଳାଚଳ କରିବ ।
ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।
ଭୁବନେଶ୍ୱରରୁ ମାଲକାନଗିରି ଯାଉଥିଲା ଦିଲଖୁସ ବସ୍ । ସେପଟେ ଆସିକା ଆଡ଼କୁ ଆସୁଥିବା ହ୍ୱାଇଟ ହର୍ସ ନାମକ ଆଉ ଯାତ୍ରୀବାହୀ ବସ ସହ ଏହା ମୁହାଁମୁହିଁ ଧକ୍କା ହୋଇଥିଲା ।
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ୍ର ଫିଚର୍ ପ୍ରକାଶ କରିଛି ଆଇସିସି । ଜୁନ ପହିଲାରୁ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ ।
ମୃତଦେହ ଚିହ୍ନଟ ଦ୍ବନ୍ଦ୍ବ ଭିତରେ ଅକାଳରେ ଝଡିପଡିଛି ଗୋଟିଏ ନିରୀହ ଜୀବନ । ସ୍ବାମୀ ଛାଡି ଚାଲିଯିବା କୋହରେ ଜୀବନ ହାରିଛନ୍ତି ପତ୍ନୀ । ପ୍ରଶ୍ନ ଉଠୁଛି, କେଉଁ ପରିସ୍ଥିତିରେ ଉପୁଜିଲା ଏଭଳି ସାଂଘାତିକ ଦ୍ୱନ୍ଦ୍ୱ ?
ଯିଏ ବଡ଼ ମାର୍ଜିନରେ ଜିତିବ, ତାଙ୍କୁ ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କ ସହ ଚିହ୍ନା କରାଇବି । କଟକ ସଭାରେ ଦଳୀୟ ନେତାଙ୍କୁ ପାଣ୍ଡିଆନଙ୍କ ଏଭଳି ଅଫରକୁ ନେଇ ଜୋରଦାର ଚର୍ଚ୍ଚା।
ଭୁବନେଶ୍ୱର ହାଇଟେକ୍ ହସ୍ପିଟାଲରେ ଅନ୍ତହୀନ ଟ୍ରାଜେଡି। ସେଦିନର ବିସ୍ଫୋରଣ ଆଜି ଆହୁରି ବିସ୍ଫୋରକ ରୂପ ନେଇଛି। ମେଡ଼ିକାଲ୍ କିମ୍ବା ପୋଲିସର ଦାୟିତ୍ୱହୀନତା ପାଇଁ ହେଉ କିମ୍ବା ପରିବାରର ଅଜ୍ଞତାରୁ ହେଉ, ମୃତକଙ୍କ ପରିଚୟକୁ ନେଇ ସୃଷ୍ଟି ହୋଇଛି ବିରାଟ ଦ୍ୱନ୍ଦ୍ୱ ।
ପାଖେଇ ଆସୁଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ସମୟ। ଏଥିପାଇଁ ତତ୍ପର ପ୍ରଶାସନ, ତତ୍ପର ସରକାର। ଜାନୁଆରୀ ୧୧ ସନ୍ଧ୍ୟା ସୁଦ୍ଧା ପ୍ରକଳ୍ପ କାମ ସାରି ହସ୍ତାନ୍ତର କରିବାକୁ ଆଜି ଓବିସିସିକୁ ଡେଡ୍ ଲାଇନ୍ ଦେଇଛନ୍ତି ମୁଖ୍ୟ ଶାସନ ସଚିବ।
ଓଡିଶା ପାଇଁ ବିଜେପିର ମାଷ୍ଟର ପ୍ଲାନ୍ । ନିର୍ବାଚନ ରଣନୀତିଠୁ ନେଇ ପରିଚାଳନା ଯାଏଁ ଦାୟିତ୍ବରେ ରହିବେ କେନ୍ଦ୍ରୀୟ ନେତା। ଫୋକସରେ ୧୦ ହଜାରରୁ କମ୍ ଭୋଟରେ ଦଳ ହାରିଥିବା ୪୦ ବିଧାନସଭା କ୍ଷେତ୍ର ।
ଆସୁଛି ସେଇ ବହୁ ପ୍ରତିକ୍ଷୀତ ଦିନ, ଯେତେବେଳେ ଅଯୋଧ୍ୟାକୁ ଆସିବେ ରାମଲାଲା। ଭବ୍ୟ ମନ୍ଦିରରେ ବିରାଜିବେ, କୋଟି କୋଟି ରାମଭକ୍ତଙ୍କୁ ଦର୍ଶନ ଦେବେ। ଆଉ ଏଥିପାଇଁ ନିର୍ଘଣ୍ଟ ହୋଇଛି ୮୪ ସେକେଣ୍ଡର ଦିବ୍ୟ, ପବିତ୍ର ମୁହୂର୍ତ୍ତ।
ଆସୁଛନ୍ତି ରାମଲାଲା। ଜାନୁଆରୀ ୨୨ ଆଣିବ ୫୦୦ ବର୍ଷର ସଂଘର୍ଷ, ତ୍ୟାଗ, ବଳିଦାନର ସେହି ସୁବର୍ଣ୍ଣ ମୁହୂର୍ତ୍ତ । ଯାହାକୁ ଅନେଇ ବସିଛି ସାରା ଦେଶ, ସାରା ଦୁନିଆର କୋଟି କୋଟି ରାମ ଭକ୍ତ । ମାତ୍ର ୮୪ ସେକେଣ୍ଡ..୧୨ଟା ୨୯ ମିନିଟ୍ ୮ ସେକେଣ୍ଡରୁ ୧୨ଟା ୩୦...
ଫିକ୍ସ ହେଲା ଡେଡଲାଇନ୍ । ଜାନୁଆରୀ ୧୧ ତାରିଖ ଶେଷ କଣ୍ଟ । ସେଇ ଦିନ ସନ୍ଧ୍ୟା ସୁଦ୍ଧା ପୁରୀ ପ୍ରଶାସନକୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ହସ୍ତାନ୍ତର କରିବ ଓବିସିସି ।
ହିନ୍ଦୀ ହାର୍ଟଲ୍ୟାଣ୍ଡ ଷ୍ଟ୍ରାଟେଜିରେ ଓଡିଶାରେ କ୍ଷମତାକୁ ଆସିବ ବିଜେପି । ନିର୍ବାଚନ ରଣକୌଶଳଠୁ ନେଇ ଗ୍ରାଉଣ୍ଡରେ କାର୍ଯ୍ୟକାରିତା ଯାଏଁ ସବୁ ଦାୟିତ୍ୱ ନେବେ କେନ୍ଦ୍ରୀୟ ନେତା ।
ଏଥିପାଇଁ ୧୨ଟା ୨୯ ମିନିଟ ୮ ସେକେଣ୍ଡରୁ ୧୨ଟା ୩୦ ମିନିଟ ୩୨ ସେକେଣ୍ଡ ଯାଏଁ ଶୁଭ ସମୟ ସ୍ଥିର କରାଯାଇଛି ।
୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଭୋଟର ତାଲିକା ସଂଶୋଧନ କରାଯାଇଛି । ତାଲିକାରେ ରହିଛନ୍ତି ୧୨ ଲକ୍ଷ ୯୭ ହଜାର ୯୫୪ ଜଣ ନୂଆ ଭୋଟର ।
ତିନି ଠାକୁରଙ୍କ କେଉଁ ବିଗ୍ରହଟି ଗର୍ଭଗୃହରେ ପୂଜା ପାଇବେ, ତାହାର କୌଣସି ଫଟୋ କିମ୍ବା ଭିଡିଓ ସର୍ସମ୍ମୁଖକୁ ଆସିବ ନାହିଁ ବୋଲି ମନ୍ଦିର ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି ।
ମଣିଷ ମରିଯିବା ପରେ ତା’ର ଶୁକ୍ରାଣୁରେ ପିଲା କିଭଳି ଜନ୍ମ ହେବ । ସରୋଗେସି ପ୍ରକ୍ରିୟାରେ ପିଲା ଜନ୍ମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଶ୍ଚିମ ଅଷ୍ଟ୍ରେଲିଆର ସୁପ୍ରିମକୋର୍ଟ ।