ଓଡିଶାରେ ବିଜେପି ଆପଣାଇବ କି ମଧ୍ୟପ୍ରଦେଶ ଆଉ ଛତିଶଗଡ ବିଜୟ ଫର୍ମୂଲା ? ରାଜ୍ୟରେ କରିପାରେ କି ମଧ୍ୟପ୍ରଦେଶର ଲାଡଲି ବେହେନା ଆଉ ଛତିଶଗଡରେ ଦଳର ମହତାରୀ ବନ୍ଦନ ଭଳି ସ୍କିମ୍ ଷ୍ଟ୍ରାଟେଜି ?
ତୋଡ ଦେଖାଇଲା ଭୀଷଣ ବାତ୍ୟା ମିଗଜୋମ୍। ଉପୁଡିଲା ବଡ ବଡ ଗଛ, ବିଦ୍ୟୁତ ଖୁଣ୍ଟ। ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆଜି ଦିନ ପ୍ରାୟ ସାଢେ ୧୨ଟାରେ ଦକ୍ଷିଣ ଆନ୍ଧ୍ରର ବାପଟଲା ଅଂଚଳରେ ବାତ୍ୟା ଲ୍ୟାଣ୍ଡଫଲ କରିଛି।
ବାତ୍ୟା ଭିତରେ ଫସିଲେ ବଲିଉଡର ମିଷ୍ଟର ପରଫେକ୍ନିଷ୍ଟ ଆମୀର ଖାନ୍ ।
ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ କଲେ କଟକ ବିବାହ ପଞ୍ଜୀକରଣ ଅଧିକାରୀ ।
ରାଷ୍ଟ୍ରୀୟ ରାଜପୁତ କରନୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଆଜି ରାଜସ୍ଥାନ ଜୟପୁରରେ ଗୁଳି କରି ହତ୍ୟା କରାଯାଇଛି । ଏହି ଗୁଳିମାଡ଼ ଘଟଣାରେ ତାଙ୍କର ଦୁଇ ଜଣ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି ।
ଯଦି ଆପଣ କୌଣିସି ଚାଇନିଜ୍ ଆପ୍ରେ ପୁଞ୍ଜିନିବେଶ କରୁଛନ୍ତି, ତେବେ ସାବଧାନ ଆପଣ ଠକେଇର ଶିକାର ହୋଇପାରନ୍ତି । ଭାରତ ସରକାରଙ୍କ ପକ୍ଷରୁ ମଧ୍ୟ ଏନେଇ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।
ବିଶ୍ୱକପ୍ରେ କୋହଲିଙ୍କ ଚମତ୍କାର ପ୍ରଦର୍ଶନ ସତ୍ତ୍ୱେ ଟିମ୍ ଇଣ୍ତିଆ ଟ୍ରଫି ଜିତିପାରିନଥିଲା । ଏହାପରେ ସେ କ୍ରିକେଟ୍ରୁ କିଛିଦିନ ବିଶ୍ରାମ ନେଇ ଲଣ୍ତନରେ ପରିବାର ସହ ସମୟ ଅତିବାହିତ କରୁଛନ୍ତି ।
ଯାହା କେଉଁଠି ମିଳେନି, ତାହା ବାଲିଯାତ୍ରାରେ ମିଳେ । ସେ ସୁସ୍ୱାଦୁ ଖାଦ୍ୟ ହେଉ ଅବା ଘରକରଣା ସାମଗ୍ରୀ ।
ବାଲିଯାତ୍ରାରେ ଟାଟୁ କରିବାର ଏକ ନିଆରା ମଜା । ଗ୍ରାହକଙ୍କ ପସନ୍ଦକୁ ଦେଖି ବାଲିଯାତ୍ରାକୁ କଲିକତାରୁ ଆସିଛନ୍ତି ଟାଟୁ କାରିଗର ।
ନର ହତ୍ୟା..ଶିଶୁ ବିରୋଧୀ ଅପରାଧ ଏବଂ ସାଇବର କ୍ରାଇମ୍ । ଦେଶ ହେଉ କି ରାଜ୍ୟ, ସବୁଠି ଘାଇଁ ଘାଇଁ ବଢି ଚାଲିଛି ଏ ସଂଖ୍ୟା । ଜାତୀୟ କ୍ରାଇମ୍ ରେକର୍ଡ ବ୍ୟୁରୋ ବା NCRBର କ୍ରାଇମ ଇନ୍ ଇଣ୍ଡିଆ ୨୦୨୨ ରିପୋର୍ଟରୁ ଆସିଛି ଏ ସମ୍ପର୍କିତ ଆଖି ତରାଟିଲା ଭଳି...
NHରେ ବେଆଇନ ଗାଡ଼ି ପାର୍କିଂ ଡାକୁଛି ବିପଦ । ଘଟୁଛି ଦୁର୍ଘଟଣା, ଚାଲିଯାଉଛି ନିରୀହ ଜୀବନ । କେନ୍ଦୁଝର ହେଉ ବା ଭୁବନେଶ୍ୱର ଅଥବା ଆଜି ଯାଜପୁରରେ ଘଟିଥିବା ଦୁର୍ଘଟଣା, ସବୁଠି ବେଆଇନ ଗାଡ଼ି ପାର୍କିଂ ହିଁ ଦୁର୍ଘଟଣା ପଛର ମୁଖ୍ୟ କାରଣ ।
ଟଙ୍କା ଦେଇ ଗ୍ରାହକ ନିଜ ପସନ୍ଦର ସର୍ଭିସ୍ ବାଛୁଥିଲେ । ଶିବାନୀ ୱେଲନେସ ସେଣ୍ଟର୍ ଓ ସ୍ପା’ ନାମରେ ଦୀର୍ଘ ଦିନ ଧରି ସତ୍ୟନଗରର ଏହି ଘରେ ଚାଲିଥିଲା ସେକ୍ସ କାରବାର ।
ବାଲିଯାତ୍ରାରେ ଶୁଖୁଆ ପାଖରେ ଭିଡ଼ । ପ୍ରତିବର୍ଷ ଭଳି ଏବର୍ଷ ଦୂରଦୂରାନ୍ତରୁ ଶୁଖୁଆ ବ୍ୟବସାୟ କରିବା ପାଇଁ ଆସିଛନ୍ତି ବ୍ୟବସାୟୀ । ସାଙ୍ଗରେ ଆଣିଛନ୍ତି ଭଳିକି ଭଳି ଶୁଖୁଆ ।
ରାଜପଥ ସାଜିଛି ମୃତ୍ୟୁର ଫାଶ । ଜୀବନ ନେଉଛି ବେଆଇନ ଟ୍ରକ୍ ପାର୍କିଂ ।
ଭୁବନେଶ୍ୱରରେ ଆୟୋଜିତ ଓଡ଼ିଶା ସିଟିଜେନ୍ସ ଆୱାର୍ଡ-୨୦୨୩ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି ପୁରସ୍କାର ପ୍ରଦାନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ ।
ହାତରେ ମାତ୍ର କିଛି ମାସର ସମୟ। ଭୋଟରଙ୍କ ପାଖକୁ ଯିବାକୁ ଅଣ୍ଟା ଭିଡ଼ିଲେଣି ରାଜନୈତିକ ଦଳ । ଚାଲିଛି ସଂଗଠନ ସମୀକ୍ଷା। ସରକାର ବିରୋଧୀ ପ୍ରସଙ୍ଗ ସଜାଡ଼ିବାରେ ବ୍ୟସ୍ତ ବିଜେପି ଓ କଂଗ୍ରେସ ।
ରାଉରକେଲାର କୋଏଲ ନଦୀରେ ବୁଡ଼ି ଜଣେ ନାବାଳକଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ଜଣେ ନିଖୋଜ ଅଛନ୍ତି।
ସ୍କୁଲରେ ଥିବା ଅବସ୍ଥାରେ ଛାତ୍ରୀଙ୍କୁ କାମୁଡ଼ିଦେଲା ବିରୁଡ଼ି । ମାତ୍ର ଔଷଧ ଦେବା ବଦଳରେ ଶିକ୍ଷୟିତ୍ରୀ ଦେଇଦେଲେ ଲୁହା ଚେଙ୍କ ।
ଜମୁଛି କଟକର ଐତିହାସିକ ମେଳା । ଦିନ ଗଡ଼ିବା ସହ ମେଳାରେ ବଢ଼ି ବଢ଼ି ଚାଲିଛି ଭିଡ ।
୫ ବର୍ଷର ଭଲ ପାଇବାକୁ କେଇ ମିନିଟ୍ରେ ଶେଷ କରିଦେଲା ପ୍ରେମିକ । ଯାହାକୁ ବାହା ହେବା ପାଇଁ ସ୍ୱପ୍ନ ଦେଖାଇଥିଲା ତାକୁ ହିଁ ଜୀବନରୁ ମାରିଦେଲା । ହ୍ୱାଟ୍ସଆପ୍ ଷ୍ଟୋରୀ ଧରାପକାଇଦେଲା ପ୍ରେମିକକୁ ।