• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Jayram Pangi Joins Congress
ଶେଷରେ ହାତ ଧରିଲେ ବରିଷ୍ଠ ନେତା ଜୟରାମ ପାଙ୍ଗୀ

କଂଗ୍ରେସ ଭବନରେ ଆଜି ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ପାଙ୍ଗି ଦଲର ହାତ ଧରିଛନ୍ତି ।

Wife Killed Husband
ରେଷ୍ଟୁରାଣ୍ଟ ଖାଦ୍ୟ ପାଇଁ ସ୍ୱାମୀର ମୁଣ୍ତ ଗଡ଼ାଇଲା ସ୍ତ୍ରୀ

ନିଜ ହାତରେ ସ୍ୱାମୀକୁ ନିର୍ମମ ଭାବେ ହତ୍ୟା କଲା ସ୍ତ୍ରୀ । ସ୍ୱାମୀକୁ ପ୍ରତିଦିନ ରେଷ୍ଟୁରାଣ୍ଟରୁ ଖାଇବା ଆଣିବାକୁ ବାଧ୍ୟ କଲା ସ୍ତ୍ରୀ । ସ୍ୱାମୀ ମନା କରିବାରୁ ଜୀବନରୁ ମାରିଦେଲା ସ୍ତ୍ରୀ ।

Odia Labour
ଓଡ଼ିଶା ଫେରିଲେ ଉଦ୍ଧାର ୪ ଶ୍ରମିକ; ଭୁବନେଶ୍ୱର ବିମାନବନ୍ଦରରେ ଭବ୍ୟ ସ୍ୱାଗତ

ଚାରି ଶ୍ରମିକଙ୍କୁ ନେଇ ନୂଆଦିଲ୍ଲୀରୁ ବିମାନ ଯୋଗେ ଭୁବନେଶ୍ୱର ଆସିଛନ୍ତି ରାଜ୍ୟ ଶ୍ରମମନ୍ତ୍ରୀ ସାରଦା ନାୟକ ।

Drugs Smuggling
ଜାହାଜରେ ନିଶା ଚାଲାଣ; ୨୨ଟି ପ୍ୟାକେଟ୍‌ରୁ ମିଳିଲା ୨୨୦ କୋଟିର କୋକେନ୍‌

ପାରାଦୀପରେ ଲାଗିଥିବା ଜାହାଜରେ ୨୨ଟି ପ୍ୟାକେଟ ମିଳିବା ଘଟଣା । ଯାଞ୍ଚ ପରେ ପ୍ୟାକେଟରେ ନିଷିଦ୍ଧ ଡ୍ରଗ୍ସ କୋକେନ ଥିବା ସ୍ପଷ୍ଟ ହେଲା । ସମସ୍ତ ୨୨ ପ୍ୟାକେଟରେ କୋକେନ ଥିବା କଷ୍ଟମ୍ସ ଯାଞ୍ଚରୁ ସ୍ପଷ୍ଟ ହୋଇଛି । ଜବତ କୋକେନ୍‌ର ଆନୁମାନିକ ମୂଲ୍ୟ ୨୨୦ କୋଟି ଟଙ୍କା...

Pitha
ବାଲିଯାତ୍ରାରେ ଭଳିକି ଭଳି ପାରମ୍ପରିକ ପିଠା; ଆରିସା, ମଣ୍ଡା,ଚକୁଳି ଆହୁରି କେତେ କ’ଣ...

ପ୍ରତିବର୍ଷ ଭଳି ଏବର୍ଷ ବି ପ୍ରମୁଖ ଆକର୍ଷଣ ପାଲଟିଛି ଓଡ଼ିଶାର ପାରମ୍ପରିକ ପିଠାର ସ୍ୱତନ୍ତ୍ର ଷ୍ଟଲ୍ । ଆଉ ଏସବୁ ପିଠାକୁ ପ୍ରସ୍ତୁତ କରିଛନ୍ତି ମିଶନ ଶକ୍ତିର ମହିଳା ମାନେ ।

Indian Railways
‘ମୋ ଡ୍ୟୁଟି ଓଭର୍‌’..ଏମିତି କହି ଟ୍ରେନ୍‌ ଛାଡ଼ି ପଳାଇଲେ ଲୋକୋ ପାଇଲଟ୍‌, ଫସିଲେ ୨୫୦୦ ଯାତ୍ରୀ

ଟ୍ରେନ୍‌ କର୍ମଚାରୀଙ୍କ ଜିଦ୍‌ରୁ ହଇରାଣ ହେଲେ ଯାତ୍ରୀ । ୟୁପିର ବାରବାଙ୍କୀ ଜିଲ୍ଲା ବୁରୱାଲ ଜଙ୍କସନରେ ୨ଟି ଏକ୍ସପ୍ରେସ ଟ୍ରେନ ଅଟକିଯିବାରୁ ୨୫୦୦ ରୁ ଅଧିକ ଯାତ୍ରୀ ହନ୍ତସନ୍ତ ହୋଇଛନ୍ତି ।

Minor Death
ଖେଳିବାକୁ ଯାଇଥିଲେ, ଆଉ ଫେରିଲେନି; ନାଳରେ ବୁଡ଼ି ୨ ନାବାଳକ ମୃତ

ଖେଳିବାକୁ ଯାଇ ନାଳରେ ବୁଡ଼ି ପ୍ରାଣ ହରାଇଲେ ୨ ନିରୀହ ଛୁଆ ।

Ind Vs SA Series
ଦ. ଆଫ୍ରିକା ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା; ୩ ଫର୍ମାଟ ପାଇଁ ୩ ଅଧିନାୟକ

ଦକ୍ଷିଣଆଫ୍ରିକା ଗସ୍ତ ପାଇଁ ଭାରତୀୟ ଟିମ୍‌ ଘୋଷଣା ହୋଇଛି। ସେଠାରେ ଭାରତ ୩ଟି ଲେଖାଏଁ ଦିନିକିଆ ଓ T-20 ଖେଳିବ। ଦିନିକିଆରେ କେ.ଏଲ୍‌ ରାହୁଲ୍‌ ଅଧିନାୟକ ହୋଇଥିବା ବେଳେ T-20ରେ ସୂର୍ଯ୍ୟକୁମାର ଯାଦବ ଅଧିନାୟକ ହୋଇଛନ୍ତି।

Utkal University
NAAC ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ A+ ଗ୍ରେଡ୍ ମାନ୍ୟତା

ଉତ୍କଳ ବିଶ୍ୱବିଦ୍ୟାଳୟକୁ ନ୍ୟାସନାଲ ଆସେସମେଂଟ ଆଣ୍ଡ ଆକ୍ରିଡେସନ୍ କାଉନସିଲ(ନାକ୍‌) ସଂଶୋଧିତ ଗ୍ରେଡ୍ ପ୍ରଦାନ କରିଛନ୍ତି । ଉତ୍କଳ ବିଶ୍ୱବିଦ୍ୟାଳୟ ପୁଣିଥରେ ଏ+ ଗ୍ରେଡ୍ ମାନ୍ୟତା ଫେରିପାଇଛି ।

Balijatra 2023
ଜମୁଛି କଟକ ବାଲିଯାତ୍ରା; ଅଣ୍ଡର ୱାଟର୍ ଟନେଲ ଆକ୍ୱାରିୟମ ସାଙ୍ଗକୁ ମିଳିବ ଗାଁର ଅନୁଭୂତି

ଜମୁଛି କଟକ ବାଲିଯାତ୍ରା । ପ୍ରତିଦିନ ମେଳା ବୁଲିବାକୁ ଆସୁଛନ୍ତି ଲକ୍ଷାଧିକ ଲୋକ । ବାଲିଯାତ୍ରାରେ ମିଳିବ ଗାଁର ଅନୁଭୂତି । ଗାଁ ପୋଖରୀ, ମନ୍ଦିର, ଗାଇ ଗୁହାଳ, ଚାଷ ବାସ ସବୁକିଛି ଦେଖିବାକୁ ମିଳିବ ବାଲିଯାତ୍ରାରେ। ପ୍ରଥମଥର ପାଇଁ ତିଆରି ହୋଇଛି ଅଣ୍ଡର ୱାଟର୍ ଟନେଲ ଆକ୍ୱାରିୟମ...

Block Chairman
ନିୟତିର ଖେଳ; ଦିନେ ଥିଲେ ବ୍ଲକ୍ ଅଧ୍ୟକ୍ଷା, ଆଜି ତାମିଲନାଡୁର ଦାଦନ ଶ୍ରମିକ

ମାତ୍ର ୧୯ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଥିଲେ କାନ୍ତି । ତରୁଣୀ ଆଖିରେ ବସା ବାନ୍ଧିଥିଲା ଲୋକଙ୍କ ସେବା କରିବାର ସ୍ୱପ୍ନ । କିନ୍ତୁ ବିଡ଼ମ୍ବନା, ସେତେବେଳେ ଅନେକ ଲୋକଙ୍କ ଦୁଃଖ ଦୂର କରିଥିବା ଏହି ଯୁବନେତ୍ରୀ, ଆଜି ନିଜେ ଛଟପଟ ଅସରନ୍ତି ଦୁଃଖର ଚକ୍ରବ୍ୟୁହରେ ।

IAS Coaching
ଏଣିକି କଲେଜରୁ ମିଳିବ IAS କୋଚିଂ; ସିଭିଲ୍ ସର୍ଭିସରେ ଓଡ଼ିଆଙ୍କ ସଫଳତା ବୃଦ୍ଧି ପାଇଁ ଷ୍ଟ୍ରାଟେଜି

ଡିଗ୍ରୀ କଲେଜ ଓ ୟୁନିଭରସିଟିରେ ଦିଆଯିବ ସିଭିଲ ସର୍ଭିସ୍ କୋଚିଂ । ଶିକ୍ଷାନୁଷ୍ଠାନର ନିଜସ୍ୱ ଅର୍ଥରେ କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

Tiger Spotted
ଓଡ଼ିଶା ଜଙ୍ଗଲରେ କଳା ବାଘ ! ଟୁଇଟ୍ କଲେ PCCF

ଓଡ଼ିଶା ଜଙ୍ଗଲରେ କଳା କଲରା ପତରିଆ ବାଘ ମିଳିଥିବା ଟୁଇଟ୍ କରି ସୂଚନା ଦେଇଛନ୍ତି ପିସିସିଏଫ୍ ସୁଶାନ୍ତ ନନ୍ଦ ।

CHSE
ସ୍ୱଚ୍ଛ ହେବ Plus 2 ପରୀକ୍ଷା; ଏକଜାମ୍ ସେଣ୍ଟର, ହଲ୍ ଓ କ୍ୱେଶ୍ଚିନ୍ ହବ୍‌ର ହେବ ଲାଇଭ ଷ୍ଟ୍ରିମିଂ

ଆହୁରି ସ୍ୱଚ୍ଛ ହେବ ପ୍ଲସ ଟୁ ପରୀକ୍ଷା । ସିଏଚଏସଇ ଆପଣାଇବ ନୂଆ ପଦକ୍ଷେପ । ଲାଇଭ୍ ଷ୍ଟ୍ରିମିଂ ହେବ ଏକଜାମ୍ ହଲ୍‌ର ଟିକନିଖ୍ ଦୃଶ୍ୟ ।

Coin Exchange
କଏନ୍ ନେବାକୁ କେହି କହି ପାରିବେନି ନା; ୫୦ ପଇସାଠୁ ୨୦ ଟଙ୍କିଆ ଯାଏଁ ସବୁ ଚଳିବ

ରାଜ୍ୟର ଅନେକ ସ୍ଥାନରେ ଏବେ ଆଉ କଏନ୍ ଚଳୁନି। ଟଙ୍କିକିଆ, ଦୁଇ ଟଙ୍କିଆ କଥା ଛାଡ଼ନ୍ତୁ, ବ୍ରହ୍ମପୁର ସହର ଭଳି ବ୍ୟାବସାୟିକ ପେଣ୍ଠରେ ୧୦ ଟଙ୍କିଆ କଏନ୍ ବି ଏକ ପ୍ରକାର ଅଚଳ ହୋଇପଡ଼ିଛି। ଯାହାକୁ ନେଇ ଉଭୟ ଦୋକାନୀ ଓ ଗ୍ରାହକ ମଧ୍ୟରେ ବଢ଼ୁଛି ଅସନ୍ତୋଷ।

Loot
ସାବଧାନ !! ଘରେ ମେଡ୍‌ ରଖୁଛନ୍ତି କି ? ନଜର ହଟିଲେ ବୁଲାଇଦେବେ କଳାକନା

ରାଜଧାନୀରେ ଏବେ ପ୍ରତ୍ୟେକ ଦିନ ଚୋରି ଓ ଲୁଟ୍ ଘଟଣା ନଜରକୁ ଆସୁଛି। ଝାରପଡ଼ାର ଜଗନ୍ନାଥ ନଗରରେ ଘରେ କାମ କରୁଥିବା ଜଣେ ମେଡ୍ ଦ୍ୱାରା ଆଲାମିରାରୁ ଟଙ୍କା ଚୋରି ଘଟଣା ସିସିଟିଭିରେ କଏଦ୍ ହେବା ପରେ ବଢ଼ିଛି ଚିନ୍ତା।

Police IIC
କୁବେର IICଙ୍କର ଥିଲା ଲମ୍ବା ହାତ; ଚାକିରି ସରକାରୀ ହେଲେ ଆଖି ପାପଧନ ଉପରେ..

କରୁଥିଲେ ସରକାରୀ ଚାକିରୀ, ରହୁଥିଲେ ସରକାରଙ୍କ ଛତ୍ରଛାୟାରେ। ଶାସକ ଦଳର ଅଭୟବର ପାଇ କେମିତି କରିତକର୍ମା ବନିଥିଲେ ବୈପାରୀଗୁଡ଼ା ଥାନାବାବୁ, ଏବେ ଫିଟୁଛି ଗୁମର।

Aquarium
ବାଲିଯାତ୍ରା ଆସନ୍ତୁ ସମୁଦ୍ର ତଳେ ବୁଲନ୍ତୁ, ରଙ୍ଗୀନ ମାଛ-କୁନି ସାର୍କ-ଜେଲି ଫିସ୍ ଲାଇଭ ଦେଖନ୍ତୁ

ଟନେଲ୍ ଭିତରେ ସମୁଦ୍ର ତଳର ନିଆରା ଅନୁଭୂତି । ଯୁଆଡେ ଆଖି ବୁଲାଇବେ, ଦେଖିବାକୁ ମିଳିବ ଭଳିକି ଭଳି ଜଳଜୀବ ।

Ind Vs Aus T20
ବିଶ୍ୱକପ୍ ପରାଜୟ କ୍ଷତରେ ସାମାନ୍ୟ ମଲମ; ଅଷ୍ଟ୍ରେଲିଆକୁ ୨ ୱିକେଟରେ ହରାଇଲା ଭାରତ

ଟି-ଟ୍ୱେଣ୍ଟି ସିରିଜର ପ୍ରଥମ ମ୍ୟାଚରେ ଆଜି ବାଜି ମାରିଛି ଭାରତ ।

Birju Kullu
ବିରଜୁ କୁଲୁଙ୍କୁ ଠକିଦେଲା କି ପ୍ରଶାସନ? ପ୍ରତିଶ୍ରୁତିର ୩ବର୍ଷ ପରେ ବି ମୁଣ୍ଡକୁ ଛାତ ନାହିଁ କି ମିଳିନି ସହାୟତା

ଧିରେ ଧିରେ କ୍ଷୀଣ ହୋଇ ଆସିଲାଣି ଶରୀରର ବଳବପୁ । ବାପା ମା’ ତ ଦୂରର କଥା, ଜୀବନରେ ପୁଅ, ଝିଅ କି ପତ୍ନୀ ବୋଲି କେହିନାହାଁନ୍ତି । ସଂପର୍କିୟଙ୍କ ହାତ ଟେକାରେ ଯାହା ଜୀବନ ଜୀଇଁବାକୁ ପଡୁଛି ।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।