କଟକ ସତୀଚଉରାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱରୂପଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ମୁଖାଗ୍ନି ଦେଲେ ବଡ଼ ଝିଅ ନିବୃତ୍ତି ନାୟକ ।
ବୈପାରୀଗୁଡା ବ୍ଲକର ବରିଷ୍ଟ ରାଜସ୍ୱ ସହାୟିକା ସନ୍ଧ୍ୟାରାଣୀ ନାୟକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଜବତ କରିଛି ପୋଲିସ l
ଓଲିଉଡ କଳିରେ ରାଜନୀତି ପ୍ରବେଶ ପ୍ରସଙ୍ଗରେ ମୁହଁ ଖୋଲିଲେ ଅଭିନେତା ଶ୍ରୀତମ ଦାସ ଓ କୁନା ତ୍ରିପାଠୀ । କହିଲେ..
ଓଡ଼ିଶା ଦି ଭାଗ ମନ୍ତବ୍ୟ ନେଇ ଚର୍ଚ୍ଚାରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମର ସମୀକ୍ଷା କଲେ 5T ଅଧ୍ୟକ୍ଷ । ସମୀକ୍ଷା ପରେ ପ୍ରକଳ୍ପ କାମ ତ୍ୱରାନ୍ୱିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟ ସଭାପତି ମନମୋହନ ସାମଲ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ଅମୃତ କଳସ ଶୋଭାଯାତ୍ରାକୁ ଶୁଭାରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ରାଜ୍ୟ ସବୁ ବ୍ଲକ ଏବଂ ପଞ୍ଚାୟତରେ ମାଟି ସଂଗ୍ରହ କରିଥିଲା ଦଳ।
ଆସନ୍ତାକାଲି ଗଜଲକ୍ଷ୍ମୀ ପୂଜା ତା ସାଙ୍ଗକୁ ଆଶ୍ୱିନପୂର୍ଣ୍ଣମୀ । ହେଲେ କାଲି ବି ପଡ଼ୁଛି ଚନ୍ଦ୍ର ଗ୍ରହଣ । ଏଥି ଯୋଗୁଁ ସୃଷ୍ଟି ହୋଇଛି ଦ୍ୱନ୍ଦ୍ୱ..
ହୁ ହୁ ହୋଇ ବଢୁଛି ପିଆଜ ଦର । ସପ୍ତାହକ ତଳେ କିଲୋ ୩୦ରୁ ୩୫ ଟଙ୍କା ଥିବା ବେଳେ ଏବେ ୬୦ରୁ ୬୫ ଟଙ୍କା ହୋଇଛି । ଆଉ ଏହାକୁ ନେଇ ଖାଉଟିଙ୍କ ମଧ୍ୟରେ ଅସନ୍ତୋଷ ଦେଖା ଦେଇଛି..
ବିଶିଷ୍ଟ ଓଡ଼ିଆ ସଂଗୀତ ନିର୍ଦ୍ଦେଶକ ସ୍ୱରୂପ ନାୟକଙ୍କ ପରଲୋକ । ଦୀର୍ଘ ଦିନ ଧରି କ୍ୟାନସରରେ ପୀଡ଼ିତ ଥିଲେ । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସେ ଏକଧାରାରେ ସଙ୍ଗୀତ ନିର୍ଦ୍ଦେଶକ, ଗାୟକ, ଅଭିନେତା, ଟେଲିଭିଜନ୍ ଜଜ୍ ଥିଲେ..
ପାଣ୍ଡିଆନଙ୍କ ଜୟ ଜୟକାର ଏବେ ନେତାଙ୍କ ଭିତରେ ସୀମିତ ନାହିଁ । ସରକାରୀ କର୍ମଚାରୀ ବି କଲେଣି ଗୁଣଗାନ । ବିଭିନ୍ନ କର୍ମଚାରୀ ସଂଘ ଆଜି ନବୀନ ନିବାସକୁ ଯାଇ ଫାଇଭ୍ ଟି ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଯାହାକୁ ନେଇ ଉଠିଛି ପ୍ରଶ୍ନ..
ହୁ ହୁ ବଢୁଥିବା ପିଆଜ ଦରକୁ ନେଇ ଚିନ୍ତାରେ ଖାଉଟି । ସପ୍ତାହକ ତଳେ କିଲୋ ଥିଲା ୩୦, ଏବେ ୬୦ରୁ ୬୫ ଟଙ୍କା ।
ଶନିବାର ଅପରାହ୍ନ ୪ଟା ୦୫ରୁ ହାଣ୍ଡିଛାଡ଼। ରାତି ୨ଟା ୨୩ ମିନିଟ୍ ପର୍ଯ୍ୟନ୍ତ ଭୋଜନ ଓ ଦେବନୀତି ସମ୍ପୂର୍ଣ୍ଣ ନିଷେଧ ରହିବ। କିନ୍ତୁ ରୋଗୀ, ବୃଦ୍ଧ, ଶିଶୁମାନଙ୍କ ପାଇଁ ଏହା ବାଧ୍ୟତାମୂଳକ ନୁହେଁ।
ସ୍ୱରୂପ ନାୟକ ଓରଫ ବାବୁ ଦା’। ତାଙ୍କୁ ବାବୁ ଦା’ ବୋଲି ଡାକିଲେ ନା ସେ ଆଉ ଓ କରିବେ ନା ଆଉ ସେ ଅଭିନୟ କରି ଶୁଣାଇବେ ବୋଉଲୋ କି କହିବି ନୂଆ ଭାଉଜଙ୍କ କଥା।
ଘଟଣା ଚାଞ୍ଚଲ୍ୟକର..ସଭ୍ୟ ସମାଜ ପାଇଁ ଅତି ଲଜ୍ଜାକର..ଆଗେ ସ୍ୱାମୀଙ୍କୁ ଦୁବୃର୍ତ୍ତ ମିଶି ନିସ୍ତୁକ ମାଡ଼ ମାରିଲେ। ପରେ ପତ୍ନୀଙ୍କୁ ଜଙ୍ଗଲକୁ ଟାଣି ନେଇ ଗଣଦୁଷ୍କର୍ମ କଲେ।
ବିରୋଧୀଙ୍କ ଜୋରଦାର ପ୍ରତିବାଦ, ବିକ୍ଷୋଭ..ସରକାରୀ ଚାକିରି ଛାଡ଼ି ରାଜନୀତିକୁ ଆସିବାକୁ ଆହ୍ୱାନ। ଏସବୁ ଦାବି ଆଗରେ କଣ ମୁଣ୍ଡ ନୁଆଁଇ ଓ ବିରୋଧୀଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କରି IAS ଚାକିରିରୁ VRS ନେଲେ କି ପାଣ୍ଡିଆନ?
ସରକାର ଓ ରାଜନୀତିରେ ପାଣ୍ଡିଆନ୍ଙ୍କ ନୂଆ ରୂପାନ୍ତର ! ପ୍ରଶାସନରୁ ସିଧା ସରକାରକୁ ଲମ୍ବ ଡିଆଁ । ଆଉ ବ୍ୟାକ୍ ଡୋର ନୁହେଁ, ଏଣିକି ଫ୍ରଣ୍ଟଫୁଟରେ ବ୍ୟାଟିଂ। କାଲିଠୁ ଆଜି ଭିତରେ ରାଜ୍ୟ କ୍ଷମତା ଅଳିନ୍ଦରେ ବଡ଼ ପରିବର୍ତ୍ତନ।
ଭଦ୍ରକ ଜିଲ୍ଲା ଧାମନଗର ବ୍ଲକର ଗୋବିନ୍ଦପୁର ପଞ୍ଚାୟତରେ ପୂଜା ପାଉଛନ୍ତି ମା’ ନୀଳ ସରସ୍ୱତୀ । ମାଆଙ୍କ ବର୍ଣ୍ଣ ନୀଳ ରଙ୍ଗ ।
ପଟିଆ, ନୟାପଲ୍ଲୀ, ବରମୁଣ୍ଡା, ବରମୁଣ୍ଡା ଏବଂ ନହରକଣ୍ଟା ଆଦି ପୂଜା ମଣ୍ଡପରେ ରାବଣ ପୋଡି ଆୟୋଜନ କରାଯାଇଛି।
ଶବ ନେବାକୁ ମହାପ୍ରୟାଣ ଗାଡ଼ି ନମିଳିବାରୁ ଶେଷରେ କାନ୍ଧରେ ମୃତଦେହକୁ ବୋହିନେଲେ ପରିବାର ଲୋକେ।
ଓଡ଼ିଶା ଫିଲ୍ମର ଚର୍ଚ୍ଚିତ ଅଭିନେତା ମନୋଜ ମିଶ୍ର ବାସନ୍ଦ। ତାଙ୍କୁ ଦୁଇ ବର୍ଷ ପାଇଁ ବାସନ୍ଦ କରିଛନ୍ତି କିଛି ଫିଲ୍ମ ପ୍ରଯୋଜକ ।