SHGଙ୍କୁ ସ୍କୁଟର ଦେଇ ତାଙ୍କ ମୁଣ୍ଡରେ ବୋଝ ଉପରେ ଲଳିତା ବିଡ଼ା ନଦି ଦେଲେ କି ସରକାର? କାହିଁକି ନା ସେମାନଙ୍କୁ ପ୍ରଥମେ ଇଲେକ୍ଟ୍ରି ସ୍କୁଟର ଦେବେ ବୋଲି ବଜେଟରେ ବ୍ୟୟ ବରାଦ କଲେ । ହେଲେ ଆଶ୍ଚର୍ଯ୍ୟଜନକ ଭାବେ ବଦଳିଗଲା ବଜେଟ ନିଷ୍ପତ୍ତି । ଇଭି ବଦଳରେ...
ସଂଘୀୟ ବ୍ୟବସ୍ଥା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସମନ୍ୱୟ ରଖି କାମ କରିବେ ବୋଲି କହିଛନ୍ତି ଓଡ଼ିଶାର ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ । ଏପଟେ ନୂଆ ରାଜ୍ୟପାଳ ନିଯୁକ୍ତି ପରେ କଂଗ୍ରେସ କହିଛି, ରାଜନୀତି ନକରି ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁସାରେ ରାଜ୍ୟପାଳ କାମ...
ଆସିଛି ପାର୍ବଣ । ଚଳଚଞ୍ଚଳ ହେଲାଣି ସହର ବଜାର । ମେଢ ସାଙ୍ଗକୁ ରଙ୍ଗୀନ ଆଲୋକର ଫୁଆରାରେ ଚମକୁଛି ଟୁଇନସିଟିର ପୂଜା ମଣ୍ଡପ । ସରିଆସୁଥିବା ସାଜସଜ୍ଜା ଭିତରେ କେଉଁଠି ମନମୋହିଲାଣି କାଳ୍ପନିକ ପରୀ ମହଲ ତ କେଉଁଠି ତାଇୱାନର ବୁଦ୍ଧ ମନ୍ଦିର ଶୋଭା ପାଇଲାଣି । ଭୁବନେଶ୍ୱର...
ମେଢ ସାଙ୍ଗକୁ ରଙ୍ଗୀନ ଆଲୋକର ଫୁଆରାରେ ଚମକୁଛି ଟୁଇନସିଟିର ପୂଜା ମଣ୍ଡପ ।
ସୁରତ ସହରରେ ଏକ ଦମ୍ପତିଙ୍କର ଏକ ୪ ଦିନର ଶିଶୁ ଅଙ୍ଗଦାନ କରି ୬ ଜଣଙ୍କୁ ନୂଆ ଜୀବନ ଦେବା ପରେ ଏ ଘଟଣା ସାରା ଦେଶରେ ଅଙ୍ଗଦାନ କ୍ଷେତ୍ରରେ ସୃଷ୍ଟି କରିଛି ବିରଳ ଉଦାହରଣ।
SHGଙ୍କୁ ସ୍କୁଟର ଦେଇ ତାଙ୍କ ମୁଣ୍ଡରେ ବୋଝ ଉପରେ ଲଳିତା ବିଡ଼ା ନଦି ଦେଲେ କି ସରକାର ? କାହିଁକି ନା ସେମାନଙ୍କୁ ପ୍ରଥମେ ଇଲେକ୍ଟ୍ରି ସ୍କୁଟର ଦେବେ ବୋଲି ବଜେଟରେ ବ୍ୟୟ ବରାଦ କଲେ । ହେଲେ ଆଶ୍ଚର୍ଯ୍ୟଜନକ ଭାବେ ବଦଳିଗଲା ବଜେଟ ନିଷ୍ପତ୍ତି। ଇଭି ବଦଳରେ...
ଭୁବନେଶ୍ୱର-ପୁରୀ ରାସ୍ତାର ପିପିଲି ଟୋଲ ପ୍ଲାଜାରେ ବ୍ଲାଙ୍କ ଫାଏରିଂ, ହାଇଡ୍ରାମା । ଏଇ ଘଟଣାରେ ପୋଲିସ୍ ଫିଲ୍ମି ଷ୍ଟାଇଲରେ ଦୁର୍ବୃତ୍ତଙ୍କୁ ପିଛା କରି ଏପର୍ଯ୍ୟନ୍ତ ୪ ଜଣଙ୍କୁ ଧରିବାରେ ସକ୍ଷମ ହୋଇଥିଲା ବେଳେ ଏବେ ବି ୨ ଜଣ ଦୁର୍ବୃତ୍ତ ଫେରାର ଅଛି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟିମ୍ ଇଣ୍ଡିଆକୁ ନେଇ କାମ କରୁଛନ୍ତି। ତେଣୁ ସଂଘୀୟ ବ୍ୟବସ୍ଥା ଅନୁସାରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ସମନ୍ୱୟ ରଖି କାମ କରିବେ ବୋଲି କହିଛନ୍ତି ଓଡ଼ିଶାର ନବ ନିଯୁକ୍ତ ରାଜ୍ୟପାଳ ରଘୁବର ଦାସ।
ଆସନ୍ତାକାଲି ସକାଳ ୬ଟାରୁ ଅନିର୍ଦ୍ଦିଷ୍ଟ କାଳ ଯାଏଁ ବସ୍ ବନ୍ଦ ରହିବ ।
ଦୁର୍ଘଟଣାରେ ୧୦ରୁ ଅଧିକ ଆହତ ହୋଇଥିବା ବେଳେ ୧୪ ଜଣ ଗୁରୁତର ହୋଇ ଭଦ୍ରକ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
କଂଗ୍ରେସ ବିଧାୟକଙ୍କୁ ଅଭିଯୋଗ ଶୁଣାଇବାକୁ ଯାଇଥିଲେ ଚାଷୀ । ସହାୟତା ବଦଳରେ ଚାଷୀଙ୍କ ପଗଡ଼ିକୁ ଲାତ ମାରିଲେ କଂଗ୍ରେସ ବିଧାୟକ ।
୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆକଳନ କରାଯାଇଛି ।
ସମଲିଙ୍ଗୀ ବିବାହକୁ ସ୍ୱୀକୃତି ଦେବାକୁ ମନା କଲେ ସୁପ୍ରିମକୋର୍ଟ ।
ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ନୋଟିସ୍ ହୋଇଛି ।
ଭାରତରେ ସମଲିଙ୍ଗୀ ବିବାହକୁ ଆଇନଗତ ସ୍ୱୀକୃତି ମିଳିବ କି ନାହିଁ, ସେନେଇ ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ଜାଣନ୍ତୁ କ’ଣ ରହିଛି ରାୟ..
ହମାସ ଆତଙ୍କବାଦୀଙ୍କ ପକ୍ଷରୁ ଟେଲିଗ୍ରାମରେ ସେୟାର ହୋଇଛି ଏକ ଭିଡିଓ । ଯେଉଁଥିରେ ଯୁବତୀ ଜଣକ ଚିତ୍କାର କରି କହୁଛନ୍ତି ‘ମତେ ବଞ୍ଚାଅ..ମତେ ମୋ ପରିବାର ପାଖକୁ ନେଇଯାଅ’।
ମା’ଙ୍କ ଆଗମନର ସୁସମ୍ବାଦ ନେଇ ବିମୋହିତ କରୁଛି ଫୁଲେଇ କାଶତଣ୍ଡି। ପ୍ରକୃତିର ଅନବଦ୍ୟ ସୃଷ୍ଟି ସିଏ। କେହି ତା ମୂଳେ କେବେ ତା ପାଣିଟୋପାଏ ଦେଇ ତାର ଆଗମନକୁ ପ୍ରତୀକ୍ଷା କରିନି। ସିଏ କିନ୍ତୁ ଆସେ, ମଣିଷ ମନର ପୁଲକ ହୋଇ।
ବାରରେ ଚାଲିଛି ଡ୍ରଗ୍ସ କାରବାର । ହୁକା ବାରରେ ନାଁରେ ଡ୍ରଗସ ନେଉଛନ୍ତି ଯୁବକ ଯୁବତୀ ।
ସମଲିଙ୍ଗୀ ବିବାହକୁ ନେଇ ଆଜି ଆସିବ ସୁପ୍ରିମକୋର୍ଟଙ୍କ ରାୟ । ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ ଏହି ରାୟ ପ୍ରକାଶ କରିବେ ।
ଭିକାରୀ ମୁକ୍ତ ହେବ ଭୁବନେଶ୍ୱର । ମନ୍ଦିର ଓ ରାସ୍ତା କଡ଼ରେ ଆଉ ବୁଲିବେନି ଭିକାରୀ । ରାସ୍ତା କଡ଼ରେ ଭିକାରୀଙ୍କୁ ଦେଖିଲେ ଉଠାଇ ନେବ ବିଏମସି ସ୍କ୍ୱାର୍ଡ । BMC କମିଶନରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ନିଆଯାଇଛି ।