୨୪ ନିର୍ବାଚନ ପୂର୍ବରୁ ଟିକଟ କସରତ । ଫୋକସରେ ପଶ୍ଚିମ ଓଡ଼ିଶାର ପଲଟିକାଲ୍ ସ୍ପଟ୍ ସମ୍ୱଲପୁର ।
୨୪ ଭୋଟ୍ ରାଜନୀତିର ଏପିସେଣ୍ଟର ହେବ କି ଜଗନ୍ନାଥ ଧାମ ? ଧାର୍ମିକ କାର୍ଡ ଖେଳିବାକୁ ବିଧାନସଭା କ୍ଷେତ୍ରରୁ ସିଏମ୍ ଓ ଲୋକସଭା କ୍ଷେତ୍ରରୁ ଲଢ଼ିବେ କି ପିଏମ୍ ?
ଜେଟିପିଙ୍କ କାନ୍ଧରେ ଡ୍ରେସକୋଡ୍ ଭାର । ଶ୍ରୀମନ୍ଦିର ଚାରିଦ୍ୱାର ଓ ଭିତର ବେଢ଼ାରେ ରଖିବେ ଅହରହ ନଜର । ଭକ୍ତଙ୍କୁ କରିବେ ଜାଗତିଆର ।
ହସ୍ପିଟାଲ ବେଡ୍ରେ ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି ପ୍ରେମିକା ।
ସରକାରୀ ସ୍କିମରେ ବିଜେଡି ଚିହ୍ନକୁ ନେଇ ବଢୁଛି ବିବାଦ । ପ୍ରଥମେ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ସ୍କିମ୍ ଆଉ ଏବେ ‘ଲକ୍ଷ୍ମୀ’ ବସ୍ ଯୋଜନାରେ ଶଙ୍ଖ ଚିହ୍ନ । ଯାହାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ଏସବୁ ବାଦବିବାଦ ଭିତରେ ଆଜି ମାଲକାନଗିରିରୁ I...
ଅକ୍ଟୋବରରେ ଶୀତ ଆସିବ କଣ, ଓଲଟା ଗରମ ସାଙ୍ଗକୁ ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜୀବନ । ଦିନରେ ଟାଣ ଖରା, ଅପରାହ୍ଣରେ ଗରମ ଓ ଗୁଳୁଗୁଳି । ପ୍ରାୟ ସପ୍ତାହେ ଧରି ରାଜ୍ୟର ଅଧିକାଂଶ ସ୍ଥାନରେ ଏପରି ସ୍ଥିତି । ଏଥିପାଇଁ ପଶ୍ଚିମା ପବନ, ସ୍ୱଳ୍ପବୃଷ୍ଟି, ଜଳବାୟୁରେ ପରିବର୍ତ୍ତନକୁ ଦାୟୀ...
ପିଲାଙ୍କ ମଧ୍ୟାହ୍ନ ଭୋଜନ ଥାଳିରୁ ଅଣ୍ଡା ଗାଏବ୍ । କେଉଁଠି ଅଣ୍ଡା ବଦଳରେ ପିଲାଙ୍କୁ ବିସ୍କୁଟ୍ ବଣ୍ଟାଯାଉଛି ତ କେଉଁଠି କେବଳ ଭାତ ଡାଲମାରେ କାମ ଚଳାଇବାକୁ ପଡୁଛି । କିନ୍ତୁ ଅଧିକାରୀଙ୍କ କହିବା କଥା, ସେମିତି କିଛି ଘଟଣା ନଜରକୁ ଆସିନାହିଁ । ଆସିଲେ ତଦନ୍ତ ପାଇଁ...
ବିଜେଡି ଜନସଂପର୍କ ପଦଯାତ୍ରାରେ ଘୋଷଣା ହେଉଛି ପ୍ରାର୍ଥୀଙ୍କ ନାଁ । ଭଦ୍ରକ ଜିଲ୍ଲାର ଧାମନଗର ପରେ ବାଲେଶ୍ୱର ବସ୍ତା ନିର୍ବାଚନମଣ୍ଡଳୀରୁ ସାମ୍ନାକୁ ଆସିଛି ଏମିତି ଚିତ୍ର । ବିଧାୟକଙ୍କ ଘର ପାଖରେ ତାଙ୍କ ଅନୁପସ୍ଥିତିରେ ସମାବେଶ କରି, ଜିଲ୍ଲା ସଭାପତି ଘୋଷଣା କରିଛନ୍ତି ୨୦୨୪ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ...
ଚବିଶ ନିର୍ବାଚନରେ ନିଜ ସିଟ୍ ନେଇ କିଛି ଚକମା ଦେଖାଇବେ କି ନବୀନ? ରାଜନୈତିକ ମହଲରେ ଚର୍ଚ୍ଚା, ଆସନ୍ତା ନିର୍ବାଚନ ନବୀନ ଶ୍ରୀକ୍ଷେତ୍ର ପୁରୀରୁ ଲଢ଼ିପାରନ୍ତି । ଏହି ଚର୍ଚ୍ଚାକୁ ଖୋରାକ୍ ଦେଇଛି ବିଜେଡି ନେତା ତଥା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କ ମନ୍ତବ୍ୟ । ତେବେ...
ମଧ୍ୟାହ୍ନ ଭୋଜନରୁ ଅଣ୍ଡା ଉଭାନ । ଭାତ ସହିତ ଖାଲି ଡାଲମା ଗୋଳାଇ ଖାଉଛନ୍ତି ଛାତ୍ରଛାତ୍ରୀ । ପିଲାମାନେ କେଉଁଠୁ ପାଇବେ ପୁଷ୍ଟିସାରର ପୋଷଣ
ବିଧାୟକଙ୍କ ଘର ପାଖରେ ତାଙ୍କ ଅନୁପସ୍ଥିତିରେ ସମାବେଶ କରି, ଜିଲ୍ଲା ସଭାପତି ଘୋଷଣା କରିଛନ୍ତି ୨୪ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ।
ଶ୍ରୀକ୍ଷେତ୍ର ପୁରୀରୁ ନିର୍ବାଚନ ଲଢିବେ କି ନବୀନ ? ୨୪ ପାଇଁ ପୁରୀ ରହିଛି କି ମୁଖ୍ୟମନ୍ତ୍ରୀଙ୍କ ଫୋକସରେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ପରେ ଜୋର ଧରିଲା ଚର୍ଚ୍ଚା ।
ଯୁଆଡେ ଅନେଇବ ସବୁ ଆଡ଼େ ମାଳ ମାଳ ହାତୀ । ଚାଷୀଙ୍କ ମୁଣ୍ଡ ବ୍ୟଥାର କାରଣ ସାଜିଛନ୍ତି ହାତୀପଲ ।
ଉଚ୍ଚ ଶିକ୍ଷା ନିମନ୍ତେ ଷ୍ଟେନ୍ଲି ୧୮ଟି କଲେଜରେ ଆବେଦନ କରିଥିଲେ । ଏଥିମଧ୍ୟରୁ ୧୬ଟି କଲେଜ୍ ତାଙ୍କ ଆବେଦନପତ୍ର ଖାରଜ କରିଥିଲେ ।
ଶିଶୁ କନ୍ୟା ସନ୍ତାନ ଦିବସରେ ବି ଅଲୋଡ଼ା । ଟମକା ଚମ୍ପାଝରରେ ଶିଶୁକନ୍ୟାକୁ ମାଆ ଗଳା ଚିପି ହତ୍ୟା ଅଭିଯୋଗ ହୋଇଛି । ସୁନ୍ଦରଗଡ଼ ମୁକ୍ତିଢିପାରେ ବୁଦାମୂଳରୁ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି । ସେପଟେ ପୁଣି ଝିଅ ହେବାରୁ ଚାନ୍ଦବାଲି ମେଡିକାଲରେ ପତ୍ନୀ ଓ କନ୍ୟାକୁ ଛାଡ଼ି...
ନୋଟାରୀରେ ବିବାହକୁ ନେଇ ହାଇକୋର୍ଟଙ୍କ ଉଦବେଗ । ଆଇନ ବହିର୍ଭୁତ କାର୍ଯ୍ୟ ହେଉଥିବା ଅନୁଭବ କରିଛନ୍ତି ହାଇକୋର୍ଟ
ଝିଅଙ୍କ ଅଧିକାର ପାଇଁ ଜାତିସଂଘ ପକ୍ଷରୁ ପାଳନ କରାଯାଉଛି ଏହି ଦିବସ ।
ଇସ୍ରାଏଲ-ହମାସ ମଧ୍ୟରେ ଭୟଙ୍କର ଯୁଦ୍ଧ । ଫସି ରହିଛନ୍ତି ୫୦ ଓଡ଼ିଆ ଛାତ୍ରଛାତ୍ରୀ । ଯୁଦ୍ଧ ଯୋଗୁ କେହି ଘରୁ ବାହାରୁନାହାନ୍ତି । ଯୁଦ୍ଧ ସାଇରନ ବାଜିଲେ ବଙ୍କର ଭିତରକୁ ଯାଉଛନ୍ତି ଲୋକେ ।
ଟିଭି ଅଭିନେତ୍ରୀ ମଧୁରା ନାୟକଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।
ସେ ମହାନାୟକ, ସେ ସେହେନଶା, ସେ ଯେଉଁଠି ଛିଡ଼ା ହୁଅନ୍ତି ଲାଇନ୍ ସେଇଠୁ ଆରମ୍ଭ ହୁଏ । କାହାଣୀ ତାଙ୍କଠୁ ଆରମ୍ଭ, ଶେଷ ବି ତାଙ୍କ ପାଖରୋ କଥା ଏମିତି ଯାହା ଡାଇଲଗ୍ ହୋଇଯାଏ, ଷ୍ଟାଇଲ୍ ଏମିତି ଯାହା ଆଇକନିକ୍ ବନିଯାଏ ।