୭୭ ବର୍ଷୀୟ ଆମେରିକୀୟ ଅର୍ଥନୀତିଜ୍ଞ କ୍ଲାଉଡିଆ ଗୋଲ୍ଡିନ୍ ନୋବେଲ ପୁରସ୍କାର ପାଇବେ ।
ବିଚ୍ ରାସ୍ତାରେ, ସମସ୍ତଙ୍କ ସାମ୍ନାରେ ଉଲଗ୍ନ ଅବସ୍ଥାରେ ଚାଲି ଚାଲି ଯାଉଥିଲେ ଦୁଇ ମହିଳା । ଏ ଅମାନବୀୟ ଦୃଶ୍ୟକୁ ଦେଖୁଥିଲେ ବି ସେମାନଙ୍କ ଲଜ୍ଜା ଢାଙ୍କିବାକୁ କେହି ନଥିଲେ ବରଂ ମୋବାଇଲରେ ଫଟୋ ଉଠାଇବାର ଅବସର ଛାଡୁନଥିଲେ । ହେଲେ ବିଜେପି ବିଧାୟିକା କୁସୁମ ଟେଟେଙ୍କ ଦୃଷ୍ଟିଭଙ୍ଗୀ...
ଦ୍ୱାଦଶ ଛାତ୍ରଛାତ୍ରୀଙ୍କ ପରୀକ୍ଷା ପ୍ରସ୍ତୁତିରେ ବଳ ଯୋଗାଇଲା କୋଶ୍ଚିନ୍ ବ୍ୟାଙ୍କ୍ । ପ୍ରଥମ ଥର ପାଇଁ ଚଳିତ ବର୍ଷ ପରୀକ୍ଷାର୍ଥୀଙ୍କୁ କୋଶ୍ଚିନ ବ୍ୟାଙ୍କ୍ ଯୋଗାଇବ ସିଏଚ୍ଏସ୍ଇ । ଏହାଫଳରେ ପିଲାଏ ଭଲ ଭାବେ ପରୀକ୍ଷା ପ୍ରସ୍ତୁତି କରିପାରିବେ । ଅପରପକ୍ଷେ ଇଣ୍ଟରନେଟ୍ ସୁବିଧା ନଥିବା ଅଞ୍ଚଳର ପରୀକ୍ଷାର୍ଥୀ କିପରି...
ଏସିଆନ୍ ଗେମ୍ସରେ ସର୍ବଶ୍ରେଷ୍ଠ ପ୍ରଦର୍ଶନ । ପ୍ରଥମ ଥର ୧୦୦ ପାର୍ ହେଲା ପଦକ ତାଲିକା । ଐତିହାସିକ ସଫଳତା ଆଣିଲେ ଭାରତୀୟ ଆଥଲେଟ୍ ହାଙ୍ଗଝୌ ଏସୀୟ କ୍ରୀଡାରେ ନୂଆ କୀର୍ତ୍ତିମାନ ସ୍ଥାପନ କରିଛି ଭାରତ ।
ଇସ୍ ବାର୍ ସୋ ପାର୍ । ଏଥର ୧୦୦ ପାର୍ । ସଫଳ ହୋଇଛି ଏହି ଅଭିଯାନ । ହାଙ୍ଗଝୌ ଏସିଆନ ଗେମ୍ସରେ ୧୦୦ରୁ ଅଧିକ ମେଡାଲ ଆଣି ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି ଭାରତୀୟ ଆଥଲେଟ୍ ।
ବଢି ବଢି ଚାଲିଛି ବିଜେଡି ବିଧାୟକ ବିଜୟ ଶଙ୍କର ଦାସଙ୍କ ପ୍ରେମ ଆଉ ପ୍ରତାରଣା ବିବାଦ । ଆଜି କଟକ ବିବାହ ପଞ୍ଜିକରଣ କାର୍ଯ୍ୟାଳୟରେ ପହଞ୍ଚି ଅନ୍ୟ ଜଣେ ଯୁବତୀଙ୍କୁ ବିଜୟଙ୍କ ବିବାହ ଆବେଦନ ଉପରେ ଆପତ୍ତି ଉଠାଇଛନ୍ତି ପୂର୍ବତନ ପ୍ରେମିକା ସୋମାଲିକା ଦାସ । ପୂର୍ବରୁ ତାଙ୍କ ସହ ବିବାହ ପାଇଁ...
ବିବାଦରୁ ମୁକୁଳି ପାରୁ ନାହାନ୍ତି ବିଜେଡି ବିଧାୟକ ବିଜୟ ଶଙ୍କର । ପ୍ରେମ, ପ୍ରତାରଣା ଆଉ ବିବାହ ବିବାଦରେ ହରଡ଼ ଘଣାରେ ବିଜୟ ।
ଯାହାକୁ ଦିନେ ଘରୁ ସାଙ୍ଗରେ ଆଣି ଦେଶ ସେବା ପାଇଁ ପଠାଇଥିଲେ, ଆଜି ତାରି ମରଶରୀରକୁ ପୁଣି ଘରକୁ ଫେରାଇ ନେବାକୁ ଆସିଛନ୍ତି ଯେତେବେଳେ, ଛାତିର କୋହ ଓ ଆଖିର ଲୁହକୁ କେମିତି ବା ଚାପି ରଖିପାରନ୍ତେ ସହିଦ ସରୋଜଙ୍କ ବଡ଼ଭାଇ ମନୋଜ ଦାଶ ।
ଯାହାଙ୍କ ପାଇଁ ଦେଶ ଗର୍ବିତ, ଜନ୍ମମାଟି ବି ପରିଚିତ । ସେଇ ସୁନା ପୁଅ ସହିଦ ସରୋଜ ଦାସଙ୍କୁ ଝୁରୁଛି ଢେଙ୍କାନାଳର କେନ୍ଦୁଢ଼ିପ ଗାଁ ।
ଭାରତରେ ଚାଲିଥିବା ଦିନିକିଆ ବିଶ୍ୱକପରେ ସାଉଥ ଆଫ୍ରିକା ବିଶ୍ୱ ରେକର୍ଡ କରିଛି ।
ଜାନୁଆରୀ ୧ରେ ମେଟ୍ରୋ ରେଲ୍ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ।
ରୋଗୀକୁ ସାଲାଇନ ଦେବା ସମୟରେ ତାକୁ ଏକ ଠେଙ୍ଗାରେ ଝୁଲା ଯାଇଛି ।
ଡାକଘର ଅଛି, ସାଇନ୍ବୋର୍ଡ ବି ଲଗାଯାଇଛି । ହେଲେ ଦିନକ ପାଇଁ ବି ଖୋଲୁନି । ଲୋକ ଏଠାକୁ ଆସୁଛନ୍ତି ଆଉ ଫେରିକି ଯାଉଛନ୍ତି ।
ବୁଢ଼ା ବରଗଛ ଯେବେ ପାଲଟେ ବୃଦ୍ଧଙ୍କ ସାହାରା । ଯାହାକୁ ଦୁଃଖ କଷ୍ଟରେ ଜନ୍ମ ଦେଇଥିଲେ, ଆଜି ତା’ରି ଡ଼ରରେ ଗଛ ତଳେ ଦିନ କାଟୁଛନ୍ତି ।
ଗୋଟେ ଘରେ ସ୍ୱାମୀ, ଆର ଘରେ ପୁଅ । ସ୍ୱାମୀଙ୍କୁ ଲିଭର ସିରୋସିସ୍ ଆଉ ପୁଅ ଜନ୍ମରୁ ଅଟିଜିମ । କେତେ ବେଳେ କାହାକୁ ସମୟ ଦେବେ କାହାର ଚିକିତ୍ସା କରିବେ ଜାଣି ପାରୁ ନାହାନ୍ତି । ସେହି ଅଭାଗିନୀ ମହିଳା ହେଉଛନ୍ତି ଭୁବନେଶ୍ୱର ବିଡିଏ କଲୋନୀ ବାସିନ୍ଦା ପୁଷ୍ପଲତା ମହାନ୍ତି ।
ମୁମ୍ବାଇର ଗୁରଗାଁଓରେ ଆଜି ଭୋରରୁ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏକ ୭ ମହଲା ବିଶିଷ୍ଟ ଆପାର୍ଟମେଣ୍ଟରେ ନିଆଁ ଲାଗିବାରୁ ୭ ଜଣ ଜୀବନ୍ତ ଦଗ୍ଧ ହୋଇ ଯାଇଥିବା ବେଳେ ୪୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।
ବାଂଲାଦେଶକୁ ୯ ୱିକେଟରେ ହରାଇ ଫାଇନାଲରେ ପ୍ରବେଶ କରିଛି ଟିମ୍ ଇଣ୍ତିଆ ।
ତିସ୍ତା ବନ୍ୟାର କରାଳ ରୂପ ସିକିମବାସୀଙ୍କ ମନରେ ଗଭୀର କ୍ଷତ ସୃଷ୍ଟି କରିଛି । ମଙ୍ଗନ, ଗ୍ୟାଙ୍ଗଟକ, ପାକଯୋଙ୍ଗ, ନାମଚୀ ଜିଲ୍ଲା ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ।