କ୍ରିକେଟର ଶୁବମନ ଗିଲ୍ ଡେଙ୍ଗୁରେ ଆକ୍ରାନ୍ତ ଅଛନ୍ତି ।
ଜନ୍ମମାଟିକୁ ଫେରିବ ସରୋଜଙ୍କ ପାର୍ଥିବ ଶରୀର । କେନ୍ଦୁଢିପ ଗାଁରେ ପାର୍ଥିବ ଶରୀରକୁ ନେଇ ଶୋଭାଯାତ୍ରା ହେବ । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ ଶେଷକୃତ୍ୟ ।
କଳାହାଣ୍ଡିର ଝିଅ ଅନମୋଲ ଅଙ୍କିତା ସଂସଦ ଭବନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲବାହାଦୁର ଶାସ୍ତ୍ରୀଙ୍କ ଉପରେ ବକ୍ତବ୍ୟ ରଖି ସାଉଁଟିଛନ୍ତି ଅନେକ ପ୍ରଶଂସା ।
ଅଗ୍ନିକୁ ସାକ୍ଷୀ ରଖି ବର-କନ୍ୟା ସାତ ଫେରା ନେଇନହାନ୍ତି କିମ୍ବା ଅନ୍ୟାନ୍ୟ ନୀତି ସମ୍ପନ୍ନ ହୋଇନାହିଁ ସେ ବିବାହ ହିନ୍ଦୁ ବିବାହ ଆଇନ ଅନୁସାରେ ବୈଧ ନୁହେଁ ।
ସ୍ୱର୍ଣ୍ଣ ପଦକ ଜିତିବା ପରେ ନୀରଜ ଚୋପ୍ରାଙ୍କ ଉପରକୁ ଗ୍ୟାଲେରିରୁ ଜଣେ ଦର୍ଶକ ତ୍ରିରଙ୍ଗା ପତାକା ଫିଙ୍ଗିଥିଲେ । କିନ୍ତୁ ତଳେ ପଡିବା ପୂର୍ବରୁ ଏହାକୁ କ୍ୟାଚ୍ କରି ନେଇଥିଲେ ନୀରଜ ।
ଇଂଲଣ୍ଡ୍ର ଆଗାମୀ ପିଢ଼ି ଆଉ ସିଗାରେଟ୍ କିଣିବା ପାଇଁ ସମର୍ଥ ହେବେ ନାହିଁ । ଏନେଇ କଟକଣା ଜାରି କରିଛନ୍ତି ପ୍ରଧାନମନ୍ତ୍ରୀ ରିଷି ସୁନକ ।
‘ପୋଲିସ ତଦନ୍ତ କଲା, କିନ୍ତୁ ରେଜଲ୍ଟ କୁଆଡ଼େ ଗଲା । ପଦବୀ, ପାୱାର ପାଇଁ ହିଁ ବିଜୟଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେଉନି’ ।
ପରବର୍ତ୍ତୀ ପୋଲିସ ଡିଜି ରେସରେ ସବୁଠୁ ଆଗରେ ରହିଛନ୍ତି ୧୯୮୯ ବ୍ୟାଚ୍ ମହିଳା IPS ବି.ରାଧିକା ।
ସୋମାଲିକାଙ୍କ ବଦଳରେ ଅନ୍ୟ ଜଣେ ଯୁବତୀଙ୍କ ସହ ବିବାହ ପାଇଁ ଆବେଦନ କରିଛନ୍ତି ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ।
"ସ୍ୱଚ୍ଛତା ହିଁ ପ୍ରକୃତ ସେବା" ମନ କି ବାତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ବାର୍ତ୍ତାରେ ଅନୁପ୍ରାଣିତ ହୋଇ କିଛି ନୂଆ କରି ଦେଖାଇବାର ଉଦ୍ୟମ କରିଛନ୍ତି ବ୍ରହ୍ମପୁର ସରକାରୀ ଆଇଟିଆଇର ଛାତ୍ରଛାତ୍ରୀ ।
ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଅତି ପ୍ରବଳ ବର୍ଷା ନେଇ ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
ମୁଖ୍ୟମନ୍ତ୍ରୀଙ୍କ ଅଫିସରେ ସଂପୃକ୍ତ ମହିଳାଙ୍କ ଅବାଧ ପ୍ରବେଶ କାହିଁକି ? ଗୁପ୍ତ ଚିକିତ୍ସା ନିର୍ଦ୍ଦିଷ୍ଟ ରହସ୍ୟମୟୀ ମହିଳାଙ୍କ ଦ୍ୱାରା କରାଯାଉଛି କି ? ଏହି ରହସ୍ୟମୟୀ ମହିଳାଙ୍କୁ ଚିକିତ୍ସା ପାଇଁ କିଏ ଚୟନ କରିଛି ? ରହସ୍ୟମୟୀ ମହିଳା କେଉଁ ପ୍ରକାର ଚିକିତ୍ସା କରୁଛନ୍ତି ? ସାଂସଦ ଅପରାଜିତା...
SCB ମେଡିକାଲରେ ଅନ୍ତଃହୀନ ଦୁର୍ଦ୍ଦଶା । କେବେ ଲାଇନ୍ ରହୁନି ତ କେବେ ପାଣି ସଙ୍କଟ ।
ଦୁଇ ବିଧାୟକଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର ଦାବିରେ ବିଜେପି ଗୃହକୁ ଅଚଳ କରିପାରେ ।
ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ମ୍ୟାଲେରିଆ ପାଇଁ ଦ୍ୱିତୀୟ ଟିକା ସୁପାରିସ କରାଯାଇଛି । ଶିଶୁମାନଙ୍କ ମ୍ୟାଲେରିଆ ମୁକାବିଲା ପାଇଁ ବିଶେଷ ଫଳପ୍ରଦ ହେବ ।
ରାଉରକେଲା ଉଦିତନଗର ଥାନା ମହିଳା ASI ମୃତ୍ୟୁ ମାମଲା । ୨ ଜଣଙ୍କୁ ଗିରଫ କଲା ଉଦିତନଗର ଥାନା ପୋଲିସ । ସାମ୍ନାକୁ ଆସିଲା ମହିଳା ASIଙ୍କ ମୃତ୍ୟୁପୂର୍ବରୁ ଗଣ୍ଡଗୋଳର ଚିତ୍ର ।
ଝିଅର ଉପଯୁକ୍ତ ଚିକିତ୍ସା ପାଇଁ ପାଖରେ ଟଙ୍କା ନଥିବାରୁ ବାପାମାଆ ଡାକ୍ତରଖାନା ଦୌଡ଼ି ଦୌଡ଼ି ନୟାନ୍ତ ହେଲେଣି ।
କେମିତି ଖେଳକୁଦ ବୟସରେ ମେଡିକାଲ୍ ବେଡ୍ରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛି ଏହି ୫ ବର୍ଷର କୁନି ଝିଅ । ଯନ୍ତ୍ରଣା ଏତେ ଯେ କାନ୍ଦି ପକାଉଛି । ତା କଷ୍ଟ ଦେଖିଲେ ଆପଣଙ୍କ ଆଖିରୁ ବି ଲୁହ ଝରି ଆସିବ । ଝିଅର ଉପଯୁକ୍ତ ଚିକିତ୍ସା ପାଇଁ...
କେମିତି ବା ସହିପାରନ୍ତା..ସେ ସିନା ଅନ୍ତ ଫାଡ଼ି ଜନ୍ମ ଦେଇନି..ହେଲେ ସେ ପରା ମାଆ..ଜୀବନରେ କେତେ ଝଡ଼ ଆସିଛି ସେସବୁକୁ ମୁଣ୍ଡପାତି ସହି ତାକୁ ବଡ଼ କରିଛି । ଯେଉଁଥିପାଇଁ ଆଜି ଗୋଟିଏ ମାଆର ପ୍ରାଣ କାନ୍ଦୁଛି । ଏମିତିକି ନିଜ ଜୀବନ ବଦଳରେ ତାକୁ ବଞ୍ଚାଇଦେବାକୁ ନେହୁରା...