ଗଂଜାମ ଦିଗପହଣ୍ଡିରେ ସୂର୍ଯ୍ୟ ପାତ୍ରଙ୍କ ଅନ୍ତିମ ସଂସ୍କାର କରାଯାଇଛି ।
ଏସିଆ କପର ସବୁଠାରୁ ବଡ଼ ମୁକବାଲା ଭାରତ ଓ ପାକିସ୍ତାନ ମ୍ୟାଚ୍କୁ ବର୍ଷା ଧୋଇ ଦେଇଛି।
ସୂର୍ଯ୍ୟ ସକଳ ଶକ୍ତିର ଆଧାର । ସୌରଜଗତର କେନ୍ଦ୍ରବିନ୍ଦୁ । ପ୍ରାୟ ୪୫୦ କୋଟି ବର୍ଷ ତଳୁ ଅନବରତ ଜଳୁଥିବା ଏହି ଅଗ୍ନିପିଣ୍ଡ ଏତେ ବିଶାଳ ଯେ, ଏହାଭିତରେ ରହିପାରିବ ୧୩ ଲକ୍ଷଟି ପୃଥିବୀ । ହେଲେ ଏବେ ମଧ୍ୟ ଆମକୁ ଅଜଣା ସୂର୍ଯ୍ୟର ଅନେକ ରହସ୍ୟ..
ଅକାଳ ଚଡ଼କରେ ଆଜି ଥରି ଉଠିଲା ରାଜ୍ୟ ରାଜଧାନୀ ଭୁବନେଶ୍ୱର ଓ କଟକ । ଅପରାହ୍ନ ୨ଟା ବେଳକୁ ପାତାଳଭେଦି ବଜ୍ରପାତରେ ଦୋହଲିଗଲା ଦୈତନଗରୀର ଜନଜୀବନ ।
ଚର୍ଚ୍ଚାରେ 5T ସଚିବଙ୍କ ଚପର ବୁଲା । ସରକାରୀ ଗସ୍ତ ଆଳରେ ୬ ମାସରେ ୭୫ ଥର ଚପରରେ ଉଡ଼ିଛନ୍ତି ସଚିବ। ସୂଚନା ଅଧିକାର ଆଇନ ବଳରେ ଏଭଳି ତଥ୍ୟକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଛି ବିଜେପି।
OSSC ପ୍ରଶ୍ନପତ୍ର ଲିକ୍ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଡିଆଇଜି ରାଙ୍କର ପୋଲିସ୍ ଅଧିକାରୀ କରିବେ ତଦନ୍ତ ।
ସ୍କୁଲ ଡ୍ରପଆଉଟ୍ ବି ହେବେ କୁଶଳୀ । ପାଲଟିବେ ଶିଳ୍ପକ୍ଷେତ୍ର ଲାଗି ଯୋଗ୍ୟ ମାନବସମ୍ବଳ । ରାଜ୍ୟରେ ଡ୍ରପ ଆଉଟ୍ ହାର ବଢ଼ିବା ପରେ ଏମିତି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ଗଣଶିକ୍ଷା ବିଭାଗ ।
ଉପାନ୍ତରୁ ଉପକୂଳ, ସବୁଠି ଡ୍ରପ ଆଉଟ୍ ହାର ବଢ଼ିବା ପରେ ଗଣଶିକ୍ଷା ବିଭାଗକୁ ଘାରିଛି ସେମାନଙ୍କ ଚିନ୍ତା। ଡ୍ରପ ଆଉଟ୍ ଛାତ୍ରଛାତ୍ରୀଙ୍କୁ କୁଶଳୀ କରିବାକୁ CTTC ସହ ସହଭାଗିତା କରିବାକୁ ନିଷ୍ପତ୍ତି ନେଇଛି ବିଭାଗ।
ବାଲେଶ୍ୱର OSSC ପ୍ରଶ୍ନପତ୍ର ଲିକ୍ ଘଟଣାରେ ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ତଦନ୍ତର ମୁଖ୍ୟ ଦିଗ ରହିବ କିଏ ସେହି ଗୃହ ଶତ୍ରୁ? ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
କମ୍ପି ଉଠିଲା ଗଗନ ପବନ । ବର୍ଷା ଆଉ ପବନ ମାଡ଼ରେ ଥରହର ଚତୁର୍ଦ୍ଦିଗ । ଘଡ଼ଘଡ଼ିର ଗର୍ଜନରେ ତାବଦା ହୋଇଯାଉଛି କାନ ମୁଣ୍ଡ । ପାତାଳଭେଦୀ ବଜ୍ରପାତରେ ଥରି ଉଠୁଛି ଶରୀରର ସର୍ବାଙ୍ଗ ।
ବୁଧବାର ବିଦ୍ରୋହ କରିଥିଲେ, ଗୁରୁବାର ଦଳରୁ ବିଦା ହୋଇଗଲେ । ଦଳ ବିରୋଧୀ କାର୍ଯ୍ୟ କରିଥିବା ଦର୍ଶାଇ ବିଜେଡିରୁ ବହିଷ୍କାର ଗଞ୍ଜାମ ଜିଲ୍ଲା ତଥା ଦିଗପହଣ୍ଡିର ଅନ୍ୟତମ ତୁଙ୍ଗ ନେତା ବିପିନ ପ୍ରଧାନ ।
ଗାଇଡଲାଇନ ଉଲ୍ଲଂଘନ କରୁଛନ୍ତି କି ସରକାରୀ ଅଧିକାରୀ ? ଦଳୀୟ ଭିତ୍ତିରେ ହେଉଛି କି ପ୍ରକଳ୍ପ ଚୟନ ?
ସେପ୍ଟେମ୍ୱର ୧୮ରୁ ସଂସଦର ସ୍ୱତନ୍ତ୍ର ଅଧିବେସନ। ୱାନ ନେସନ ୱାନ୍ ଇଲେକସନ୍ ବା ଏକକ ନିର୍ବାଚନକୁ ନେଇ ବଢିଲା ଚର୍ଚ୍ଚା। ଖୋରାକ ଯୋଗାଇଲା କେନ୍ଦ୍ର ପକ୍ଷରୁ ଗଠିତ ଏ ସଂକ୍ରାନ୍ତୀୟ ସ୍ୱତନ୍ତ୍ର କମିଟି ।
ମଟନ ବିରିୟାନୀ ପାଇଁ ଝଗଡ଼ା । ଅତିଥି ମଟନ ବିରିୟାନୀ ଖାଉଥିବା ବେଳେ ସେଥିରୁ ମଟନ ନ ବାହାରିବାରୁ ପାଟିଟୁଣ୍ତ ଲାଗିଲା । ତା’ପରେ..
ଜମି ଫାଟି ଆଁ କରିଛି । ଏକର ଏକର ଚାଷଜମିରେ ରୁଆ ତଳି ପୋଡିଯିବାକୁ ବସିଲାଣି । ଜମି କଡେ କଡେ କେନାଲ ଯାଇଥିଲେ ବି କେନାଲ ପୋତି ହୋଇଗଲାଣି । ଶେଷରେ ଭଗବାନଙ୍କ ଭରସାରେ ମୁଣ୍ଡରେ ହାତ ଦେଇ ବସିଛି ଚାଷୀ । ଆଗକୁ କଣ ହେବ...
ୟେ ଦୁଃଖ କି ଅବସାଦର କାନ୍ଦବୋବାଳି ନୁହେଁ.. ଏ ହେଉଛି ଖୁସିର ଲୁହ.. ଖୁସିରେ ଆତ୍ମହରା ହୋଇ ଭୋ ଭୋ କାନ୍ଦୁଛନ୍ତି ସ୍ତ୍ରୀ ଆଉ ଝିଅ..ସମସ୍ତଙ୍କ ଆଖିରେ ଲୁହ.. କିନ୍ତୁ ସମସ୍ତେ ଭାରି ଖୁସି..ଗାଁ ଲୋକେ ବି ଭିଡ଼ ଜମାଇଛନ୍ତି..ରବୀନ୍ଦ୍ର ଗାଁକୁ ଫେରିଆସିଛନ୍ତି ବୋଲି ଗାଁରେ ଚହଳ ପଡ଼ିଛି..
ମୁଁ ଜାଣିଛି ମୋ ଭାଇ ଅଭିଯୁକ୍ତ..ଏବେ ସେ ଜେଲରେ ଅଛି.. ହେଲେ ଆଜି ପରା ରାକ୍ଷୀ ପୂର୍ଣ୍ଣିମା.. ମୁଁ କେମିତି ତା ହାତରେ ରାକ୍ଷୀ ନ ବାନ୍ଧି ରହିପାରିବି ! ଯିଏ ଯାହା କହୁ.. ଯିଏ ଯାହା ଭାବୁ ପଛେ ଆଜି ସମସ୍ତଙ୍କ ଭଳି ମୋ ଭାଇ ବି...
ଅବୈଧ ବିବାହରୁ ଜନ୍ମିତ ସନ୍ତାନଙ୍କୁ ମିଳିବ ପିତାମାତାଙ୍କ ସମ୍ପତ୍ତିରୁ ଭାଗ ।
ଝିଅର କୃତୀତ୍ୱର ସାକ୍ଷୀ ହୋଇ କାନ୍ଥ ସାରା ଝୁଲୁଛି ମାନପତ୍ର ଆଉ ମେଡାଲ୍.. ଘରେ ଧାଡ଼ି ଧାଡ଼ି କରି ଥୁଆ ହୋଇଛି ସମ୍ମାନ ଓ ପୁରସ୍କାର.. ଘର କାନ୍ଥରେ ଆଉ ଜାଗା ନାହିଁ କି ଥାକ ଫାଙ୍କା ନାହିଁ.. କିନ୍ତୁ ଜିଲ୍ଲା, ରାଜ୍ୟ, ଦେଶ, ବିଦେଶରୁ ପୁରସ୍କାର, ସମ୍ମାନ...
ଚକ୍ଷୁ ଲାଗି ପରେ ମାଆ ଜୀବନ୍ତ ଲାଗିବେ.. ଲାଗିବ ସବୁ ପରିଶ୍ରମ ସଫଳ ହେଇଗଲା..