• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Prisoners
ଜେଲ୍ ପାଚେରୀ ଡେଇଁ ୨ କଏଦୀ ଫେରାର

ସିକନ୍ଦର ନୂଆପଡ଼ା ଜିଲ୍ଲାର ହୋଇଥିବା ବେଳେ ନୀଳମଣି ଧର୍ମଗଡ ଅଞ୍ଚଳର ବୋଲି ଜଣାପଡ଼ିଛି।

Drowning Death
ଜେଜେବାପାଙ୍କ ଶୁଦ୍ଧିକ୍ରିୟା ବେଳେ ନଦୀରେ ବୁଡ଼ି ନାତି ମୃତ

କଟକରେ ମହାନଦୀର ତୁଳସୀପୁର ହାତୀଗଡ଼ା ଘାଟରେ ରବିବାର ଘଟିଛି ଏକ ଅଭାବନୀୟ ଘଟଣା। ଜେଜେ ବାପାଙ୍କ ଶୁଦ୍ଧିକ୍ରିୟା କାମରେ ଯୋଗ ଦେବାକୁ ଆସିଥିବା ଜଣେ ଯୁବକଙ୍କର ନଦୀରେ ବୁଡ଼ି ମୃତ୍ୟୁ ଘଟିଛି।

Ganeswar Behera
ବିଜେଡିରେ ସାମିଲ ହେଲେ ଗଣେଶ୍ୱର ବେହେରା

ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଗଣେଶ୍ୱର। ଦଳୀୟ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଲେ।

Aparajita Sarangi
‘୫ ବର୍ଷର ଉପଲବ୍ଧି, ଜନତା ଏଥର ମୋ ପାଇଁ ନିର୍ବାଚନ ଲଢୁଛନ୍ତି’

‘ପ୍ରତ୍ୟେକ ଜାଗାରେ ପ୍ରତ୍ୟେକ ବର୍ଗର ଲୋକ ଜାତି, ଧର୍ମ, ବର୍ଣ୍ଣ, ନିର୍ବିଶେଷରେ ମୋ ପାଇଁ ନିର୍ବାଚନ ପ୍ରଚାର କରୁଛନ୍ତି। ବିଗତ ୫ ବର୍ଷର ଏହା ହେଉଛି ମୋର ଉପଲବ୍ଧି’।

Lekhasri Samantsinghar
ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର

ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ।

heat wave
ଆଜି ବି ରାଜ୍ୟବ୍ୟାପି ଅଗ୍ନିବର୍ଷା ସ୍ଥିତି

ତତଲା କଡ଼େଇରେ ସିଝୁଛି ସାରା ଓଡ଼ିଶା। ଗୁଳୁଗୁଳିରେ ଦହଗଞ୍ଜ କରୁଛି, ଟାଣ ଖରାରେ ମୁଣ୍ଡ ଘୁରାଇ ଦେଉଛି। ଖାଲି ସେତିକି ନୁହେଁ, ଗତକାଲି ଗୋଟିଏ ଦିନରେ ୮ଜଣ ଅଂଶୁଘାତର ଶିକାର ହୋଇଛନ୍ତି ।

Mo Bus
ମୋ ବସ୍ ଦୁର୍ଘଟଣାରେ ଲାଗୁନି ଲଗାମ୍ !

ପୁଣି ଦୁର୍ଘଟଣାଗ୍ରସ୍ତ ହେଲା ମୋ ବସ୍, ଆହତ ହେଲେ ପ୍ରାୟ ୨୦ ଜଣ ଯାତ୍ରୀ । ଭୁବନେଶ୍ବର ଉପକଣ୍ଠ ପିତାପଲ୍ଲୀଠାରେ ବସ୍ ରାସ୍ତାରୁ ଖସି ନାଳରେ ପଶିଯିବା ପଛରେ, ସାମ୍ନାକୁ ଆସୁଛି ଡ୍ରାଇଭରର ବେପରୁଆ ଗାଡ଼ି ଚାଳନା ଭଳି ସଂଗୀନ ଆରୋପ୍।

Virat Kohli
ଆଇପିଏଲ୍‌ ୨୦୨୪ ର ପ୍ରଥମ ଓ ବିରାଟଙ୍କ ୮ମ ଶତକ; ରାଜସ୍ଥାନକୁ ୧୮୪ ରନର ଟାର୍ଗେଟ

ଆଇପିଏଲ ୨୦୨୪ର ପ୍ରଥମ ଶତକୀୟ ଇଂନିସ ମଧ୍ୟ ବିରାଟ କୋହଲିଙ୍କ ବ୍ୟାଟରୁ ଆସିଛି । ଏହା ବିରାଟ କୋହଲିଙ୍କ ଅଷ୍ଟମ ଓ ଟି୨୦ରେ ନବମ ଶତକୀୟ ଇଂନିସ ।

Sura Routray
ପୁଅ ପାଇଁ ମହାଭାରତ; ସୁରଙ୍କ ଶଙ୍ଖପ୍ରୀତିକୁ ନେଇ ଅକଳରେ ଦଳ !

ଚଟୁ ଆମିଷ, ବେଣ୍ଟ ନିରାମିଷ! ଏହି ନ୍ୟାୟରେ ନିଜର ରାଜନୈତିକ ଗୋଟି ଚାଳନା ଜାରି ରଖିଛନ୍ତି କି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ ?

Sura Routray
ନିର୍ବାଚନବେଳେ କି ବାର୍ତ୍ତା ଦେବାକୁ ଚାହୁଛନ୍ତି ସୁର ?

କେବେ ନିଜକୁ ସଚ୍ଚା କଂଗ୍ରେସିଆ କହୁଛନ୍ତି, ଆଉ କେବେ ୫ ଦଶନ୍ଧିର ସ୍ୱାଭିମାନ ନାଁରେ ଭାଷଣ ଝାଡୁଛନ୍ତି। ହେଲେ ନିର୍ବାଚନୀ ରାଜନୀତିରୁ ବିରାମ ନେଇଥିବା ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟ କିନ୍ତୁ ପୁତ୍ରମୋହରେ ଦଳୀୟ ନୀତିନୈତିକତା ସବୁ ଯେପରି ଛାଡ଼ିଦେଇଛନ୍ତି।

BJP
୨୪ ଲଢ଼େଇରେ 'ଓଡ଼ିଆ ଅସ୍ମିତା' ଅସ୍ତ୍ରକୁ ଶାଣ ଦେଉଛି ବିଜେପି !

୨୪ ମହାସଂଗ୍ରାମରେ ବଡ଼ ମୁଦ୍ଦା ହେବାକୁ ଯାଉଛି ଓଡ଼ିଆ ଅସ୍ମିତା। ବିଜେପିର ଶୀର୍ଷ ସ୍ତରର ନେତା ଏହି ପ୍ରସଙ୍ଗକୁ ବାରମ୍ବାର ଉଖାରି ଚାଲିଥିବାରୁ ଦଳ ଯୋଜନାବଦ୍ଧ ଭାବେ ବିଜେଡି ବିରୋଧରେ ଏହାକୁ ମୁଖ୍ୟ ଅସ୍ତ୍ର କରିବାକୁ ଯାଉଥିବା ସ୍ପଷ୍ଟ ହେଉଛି।

BJP
ସବୁରି ମୁହଁରେ ଗୋଟିଏ କଥା; ବିଜେଡିକୁ ଭାରି ପଡ଼ିବ କି 'ଓଡ଼ିଆ ଅସ୍ମିତା' ଅସ୍ତ୍ର ?

ବିଜେପିର ଶୀର୍ଷ ସ୍ତରର ନେତା ଓଡ଼ିଆ ଅସ୍ମିତା ପ୍ରସଙ୍ଗକୁ ବାରମ୍ବାର ଉଖାରି ଚାଲିଥିବାରୁ ଦଳ ଯୋଜନାବଦ୍ଧ ଭାବେ ବିଜେଡି ବିରୋଧରେ ଏହାକୁ ମୁଖ୍ୟ ଅସ୍ତ୍ର କରିବାକୁ ଯାଉଥିବା ସ୍ପଷ୍ଟ ହେଉଛି।

Odisha Politics
ବିଜେପି-ବିଜେଡି ଛକାଛକି ଖେଳ; ଝୁଲି ରହିଛି ୧୮ ବିଧାନସଭା ପ୍ରାର୍ଥୀଙ୍କ ଭାଗ୍ୟ

ଟିକଟ୍ ଅଙ୍କକଷା ଭିତରେ ଚାଲିଛି ଛକା ଛକି ଖେଳ। ପାଦେ ପାଦେ ପରସ୍ପରକୁ ଜଗିଛନ୍ତି ବିଜେପି-ବିଜେଡି। ୧୮ ଟି ସିଟ୍ ରେ ଏଯାଏ ଦୁଇ ଦଳ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି।

Odisha Politics
ବିଜେଡିକୁ ଘାରିଛି କି ଦଳ ଡିଆଁ ଭୟ?

ମାପିଚୁପି ଟିକେଟ୍ ଘୋଷଣା କରୁଛି ବିଜେଡି। ଗୋଷ୍ଠୀ କନ୍ଦଳ ଓ ଦଳ ଡିଆଁ ଭୟ ଘାରିଛି ଶାସକ ଦଳକୁ। ଯେଉଁଥି ପାଇଁ ବିଜେଡି ଓ ବିଜେପି ଭିତରେ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ରାଜ୍ୟର ପ୍ରାୟ ୧୮ ନିର୍ବାଚନ ମଣ୍ଡଳୀରେ ଉଭୟ ଦଳ ଏପର୍ଯ୍ୟନ୍ତ ଟିକେଟ ଘୋଷଣା କରିନାହାନ୍ତି।

Kendrapara BJD
କେନ୍ଦ୍ରାପଡ଼ା ବିଜେଡିରେ ତେଜିଲା ବିଦ୍ରୋହ ! ଟିକେଟ ବଣ୍ଟନ ପ୍ରସଙ୍ଗକୁ ନେଇ ବଢିଲା ଅସନ୍ତୋଷ

ରାଜ୍ୟବ୍ୟାପି ଲାଗିରହିଥିବା ଅସନ୍ତୋଷ, ବିଦ୍ରୋହ ଓ ଇସ୍ତଫା ରାଜନୀତି ଭିତରେ କେନ୍ଦ୍ରାପଡ଼ା ବିଜେଡିରେ ତେଜିଛି ଅସନ୍ତୋଷ।

Thunderstorm
ତାତିରୁ ମିଳିବ ଆଶ୍ୱସ୍ତି; କାଲି ଏବଂ ପରଦିନ ଘଡ଼ଘଡ଼ି ସାଙ୍ଗକୁ କୁଆପଥର ବର୍ଷା !

କାଲି ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ। ଘଡ଼ଘଡ଼ି ଜନିତ ବର୍ଷା ସାଙ୍ଗକୁ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Bolangir Assembly Constituency
ପ୍ରାର୍ଥୀ ବଛା କସରତ୍ ଭିତରେ ବଲାଙ୍ଗିରରେ ସ୍ପଷ୍ଟ ଲଢ଼େଇର ଚିତ୍ର

୨୪ ମହାସଂଗ୍ରାମ ପାଇଁ ପ୍ରାର୍ଥୀ ବଛା କସରତ୍ ଭିତରେ ପୂରା ସ୍ପଷ୍ଟ ହୋଇଯାଇଛି ବଲାଙ୍ଗିର ବିଧାନସଭା କ୍ଷେତ୍ରରେ ଲଢ଼େଇର ଚିତ୍ର। ଉଭୟ ବିଜେଡି ଓ କଂଗ୍ରେସ. ପୁରୁଣା ଚେହେରାଙ୍କ ଛାଇରେ ସେମାନଙ୍କ ଦାୟଦଙ୍କୁ ଏଥର ମୈଦାନକୁ ଛାଡ଼ିଛନ୍ତି, ତ ଏ ଦୁଇ ଦଳଙ୍କୁ ଟକ୍କର ଦେବାକୁ ଏଥର ବି...

Stealing Infant Boy
ଅନ୍ଧ କରିଦେଲା ପୁତ୍ର ମୋହ, ପର ହୋଇଗଲା ଶିଶୁକନ୍ୟା

ଅନ୍ଧ କରିଦେଲା ପୁତ୍ର ମୋହ। ପର ହୋଇଗଲା ନିଜ କଅଁଳ ଶିଶୁକନ୍ୟା। ସେହି କନ୍ୟାକୁ ଛାଡ଼ି ଶେଷରେ ଅନ୍ୟର ଶିଶୁପୁତ୍ରକୁ ମେଡ଼ିକାଲରୁ ନେଇଗଲେ ଦମ୍ପତ୍ତି। ସଭ୍ୟ ସମାଜକୁ ଲଜ୍ଜିତ କଲା ଭଳି ଏବଂ ପ୍ରତ୍ୟେକ ବାପା, ମା’ଙ୍କୁ ଭୟଭୀତ କଲା ଭଳି ଚାଞ୍ଚଲ୍ୟକର ଘଟଣା, ଆଜି ବାଲେଶ୍ବରରେ ଦୋହଲାଇ...

Heat wave
ଡହ ଡହ ଖରା..କାନମୁଣ୍ଡ ଝାଇଁ ମାରିଯାଉଛି

ଏପ୍ରିଲ ଆରମ୍ଭରେ ତାପମାତ୍ରା ୪୩ ଡେଇଁଛି। ଆଜି ରାଜଧାନୀରେ ପାରଦ ୪୩.୫ ଡିଗ୍ରୀ ରହିଥିଲା। ସେହିପରି ୯ଟି ସ୍ଥାନରେ ୪୨ ଉପରେ ତାପମାତ୍ରା ରେକର୍ଡ ହୋଇଛି। ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସହ ବଢିଛି ଅଂଶୁଘାତ ଆଶଙ୍କା। ସେପଟେ ଆସନ୍ତାକାଲି ଯାଏଁ ୧୪ଟି ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରିଛି...

BJD
ରୋଚକ ହେଉଛି କୋରେଇ ପଲିଟିକ୍ସ

ଦିନକୁ ଦିନ ଯାଜପୁର ଜିଲ୍ଲାର କୋରେଇ ବିଧାନସଭା ଆସନରେ ରୋଚକ ହେଉଛି ରାଜନୀତି। ଗୋଟିଏ ପଟେ ବିଜେପି ଯୋଦ୍ଧା ଘୋଷଣା କରି ସାରିଥିବାବେଳେ ବିଜେଡି ପ୍ରାର୍ଥୀ ଘୋଷଣା ଝୁଲାଇ ରଖିଛି ତ କଂଗ୍ରେସ କସରତରେ ଅଟକିଛି। ତେବେ ୟା ଭିତରେ ଉକ୍ତ ନିର୍ବାଚନ ମଣ୍ଡଳୀରେ ଆରମ୍ଭ ହୋଇଯାଇଛି ଘଡ଼େଇ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।