ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀଜିଉମାନଙ୍କ ଶ୍ରୀମୁଖ ଶିଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ ।
କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ୱାର୍ଡ ପଂଝାରେ ପଡିଛନ୍ତି ଚାରି ଜଣ ଦୁର୍ଦ୍ଦାନ୍ତ ଅପରାଧୀ। ଦୀର୍ଘ ଦିନ ହେଲା ଖୋର୍ଦ୍ଧାରେ ସକ୍ରିୟ ଥିବା ଏହି ଗ୍ୟାଙ୍ଗ ରାଜଧାନୀରେ ବଡ଼ ଧରଣର ଅପରାଧ ଘଟାଇବାକୁ ଯୋଜନା କରୁଥିଲେ।
ଆଜି ଜାତୀୟ ହସ୍ତତନ୍ତ ଦିବସ। ଦେଶର ସାମାଜିକ ଆର୍ଥିକ ଉନ୍ନତିରେ ହସ୍ତତନ୍ତ ଶିଳ୍ପର ଗୁରୁତ୍ୱ ପ୍ରତି ସଚେତନତା ସୃଷ୍ଟି ଲକ୍ଷ୍ୟରେ ଜାତୀୟ ସ୍ତରରେ ଏହି ଦିବସ ପାଳନ ହୋଇ ଆସୁଛି।ତେବେ ହସ୍ତତନ୍ତକୁ ପେଶା କରି ଚଳୁଥିବା ଆମ ରାଜ୍ୟର ବୁଣାକାର ପରିବାର ଆଜିର ଦିନରେ କିଭଳି ସ୍ଥିତିର ସମ୍ମୁଖୀନ...
ପ୍ରଥମ ଥର ଲାଗି ଅଭିନବ ପଦକ୍ଷେପ ନେଇଛି ଉଚ୍ଚଶିକ୍ଷା ବିଭାଗ । ରାଜ୍ୟରେ ଯୁବ ଭୋଟରଙ୍କ ସଂଖ୍ୟା ବୃଦ୍ଧି ପାଇଁ ପଦକ୍ଷେପ ନିଆଯାଇଛି ।
'ମୋଦି ସରନେମ୍' ମାନହାନୀ ମାମଲାରେ ସୁରତ କୋର୍ଟ ଶୁଣାଇଥିବା ୨ ବର୍ଷ ଜେଲ୍ ଦଣ୍ଡାଦେଶକୁ ସୁପ୍ରିମକୋର୍ଟ ସ୍ଥଗିତ ରଖିବା ପରେ, ୱାଏନାଡ୍ ସାଂସଦ ପଦ ଫେରିପାଇଛନ୍ତି ରାହୁଲ।
ଟେଣ୍ଡର ବାତିଲ ପରେ ବଢିଲା ଅନିଶ୍ଚିତତା। ତେବେ କାହିଁକି ବାତିଲ ହେଲା ଟେଣ୍ଡର? ବାରମ୍ବାର ଡିଜାଇନରେ ପରିବର୍ତ୍ତନ ପଡ଼ିଲା କି ମହଙ୍ଗା?
ବେରୋଜଗାର ପାଇଁ ଗଂଜେଇ ଚାଷ ସାଜିଛି ସାହାରା । ସତ ମିଛର ନାଲି ଆଖି ଦେଖାଇ ପୋଲିସ ନେଉଛି ବଟି ।
ଶାଶୂ-ବୋହୂର ସଂପର୍କକୁ ନେଇ ସବୁବେଳେ ଚର୍ଚ୍ଚାରେ ରହେ । କାରଣ ଏମାନଙ୍କ ମଧ୍ୟରେ କଳି-ଝଗଡା ହେବା ଏକ ନିତିଦିନିଆ କଥା...ହେଲେ ଏମିତି ଘଟଣା ଏବେ ଚର୍ଚ୍ଚାକୁ ଆସିଛି ଯାହାକୁ ନେଇ ଏବେ ଭାରି ଚର୍ଚ୍ଚା । କାରଣ ଏ ଶାଶୂ ଜଣକ ନିଜ ଜୀବନକୁ ବିପଦରେ ପକାଇ ବୋହୂକୁ...
ବୁଲାଇ ନେବା ବାହାନାରେ ମୃତ୍ୟୁର ଷଡ଼ଯନ୍ତ୍ର ରଚିଥିଲା ମାଆର ପ୍ରେମିକ । ସେଲଫି ଉଠାଇବାକୁ କହି ବ୍ରିଜରୁ ଠେଲିଦେଲା, ତା’ପରେ..
ବାର୍ରେ ରମାଦେବୀ ଛାତ୍ରୀ ମୃତ୍ୟୁକୁ ନେଇ ସସପେନ୍ସ । କାହିଁକି ବିଳମ୍ବିତ ରାତିରେ ବାର୍ କୁ ଯାଇଥିଲେ ଶୁଭଲକ୍ଷ୍ମୀ? ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ ।
ଘରଠୁ ଦୂରରେ ରହିଲେ ମନେପଡ଼େ ପରିବାର । କିନ୍ତୁ ପରିବାର ଯେତେବେଳେ ଥାଏ ବିପଦରେ ସେତେବେଳେ ମନ ଆନ୍ଦୋଳିତ ହୁଏ । ଝୁରେ ଭିଟାମାଟିକୁ । ଠିକ୍ ଏଭଳି ସ୍ଥିତି ଏବେ ପ୍ରବାସୀ ମଣିପୁର ଛାତ୍ରଛାତ୍ରୀଙ୍କର ।
ବିଶ୍ୱସ୍ତରୀୟ ହେବ ଭାରତୀୟ ରେଳ ଷ୍ଟେସନ । ପ୍ରଥମ ପର୍ଯ୍ୟାୟରେ ପୁନର୍ବିକାଶ ହେବ ୫୦୮ ଷ୍ଟେସନ ।
ବର୍ଷା ଦିନ, ବଢ଼ି ପାଣିରେ ମାଳ ମାଳ ହୋଇ ବୁଲୁଛନ୍ତି ସାପ । ଲୋକଙ୍କୁ ଦଂଶୁଛନ୍ତି, ଅକାଳରେ ପ୍ରାଣ ନାଶୁଛନ୍ତି ।
ଶାହଙ୍କ ଟାସ୍କକୁ କାର୍ଯ୍ୟକାରୀ କରିବା ପାଇଁ ବିଜେପିର କସରତ । ୪ ମାସିଆ ପ୍ଲାନକୁ ନେଇ ଆଗକୁ ବଢ଼ିବାକୁ ପଦ୍ମ ଦଳର ସଜବାଜ । ଶାହଙ୍କ ପରାମର୍ଶ- ରାଜଧାନୀର ନ ବସି ଗାଁକୁ ଯାଅ ।
ଦୁନିଆର ସବୁଠୁ ଅମୂଲ୍ୟ, ସବୁଠୁ ଆପଣର ସମ୍ପର୍କ ହେଉଛି ବନ୍ଧୁ। ଫ୍ରେଣ୍ଡସିପ୍ ନା ଧର୍ମ ମାନେ ନା ଜାତି ଦେଖୋ ବାସ୍, ସାଙ୍ଗ ପାଇଁ ସବୁ କିଛି କରି ଦିଏ ସଙ୍ଗେ ।
ବଲାଙ୍ଗିରରେ ପୋଲିସର ଦାଦାଗିରି। ପୋଲିସ ଆକ୍ରମଣରେ ଲହୁଲୁହାଣ ହୋଇଛନ୍ତି ଜଣେ ଅଟୋ ଚାଳକ।
ଅକଥନୀୟ, ଅକଳ୍ପନୀୟ ଦୁର୍ଦ୍ଦଶାରେ ଦିନ ଦିନ ଧରି ଘାଣ୍ଟି ହେଉଛି ସହରୀଜୀବନ ।
ଘୋଷଣା ହେଲା ରାଜ୍ୟ ବିଜେପିର ନୂଆ ଟିମ୍ । ମୁଖିଆ ମନମୋହନଙ୍କ ନୂଆ ଟିମରେ ନୂଆ ଚେହେରା । ବହୁ ନେତା ସାମିଲ, ଅନେକ ବି ପଡ଼ିଲେ ବାଦ୍ ବିଜେପି ଚାଣକ୍ୟ ଅମିତ ଶାହଙ୍କ ଗସ୍ତର ଠିକ୍ ପୂର୍ବରୁ ଏବଂ ରାଜ୍ୟ ସଭାପତି ଦାୟିତ୍ୱ ନେବାର ୪ ମାସ ପରେ ଆଜି ୩୫ ଜଣିଆ...
ଯୁକ୍ତ ଦୁଇ ଆଡମିଶନରେ ବଡ଼ ହେରଫେର୍ । ବାଦ ପଡିଲେ ମେଧାବୀ, ନାଁ ଲେଖାଇଲେ କମ୍ ମାର୍କ ଧାରୀ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ, ସାମ୍ସର ସ୍ୱଚ୍ଛତା ଉପରେ ସାଂଘାତିକ ପ୍ରଶ୍ନଚିହ୍ନ ବାଲେଶ୍ୱର ଫକୀର ମୋହନ ଜୁନିୟର କଲେଜରୁ ଆସିଛି ଏଭଳି ଅଭିଯୋଗ ।
ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ପାଇଁ ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ହାଇଲେବଲ ଟିମ୍ ଗଠନ ହେବ ବୋଲି ଶ୍ରୀମନ୍ଦିର ପରିଚାଳନା କମିଟିରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯାଇଛି ।