ଦୀର୍ଘ ୭ବର୍ଷ ଧରି ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରି ଗତ ଜୁନ୍ ୨୯ତାରିଖରେ ପଦରୁ ଇସ୍ତଫା ଦେଇଥିବା ସୁବ୍ରତ ବାଗଚୀଙ୍କୁ ରାଜ୍ୟ ସରକାର ଆଜି ପୁଣିଥରେ ଥଇଥାନ କରିଛନ୍ତି ।
ଚେସ୍ ପ୍ରତିଯୋଗିତାରେ କିମ୍ବଦନ୍ତୀ ବିଶ୍ୱନାଥନ୍ ଆନନ୍ଦଙ୍କ ରେକର୍ଡ ଭାଙ୍ଗିଲେ ଡି ଗୁକେଶ।
ସ୍ୱାସ୍ଥ୍ୟ ପରୀକ୍ଷା କରାଇଲେ ଓଟିଭିର ସମସ୍ତ କର୍ମଚାରୀ । ଓଟିଭି-କେୟାର୍ ହସ୍ପିଟାଲ୍ ସହଭାଗିତାରେ ହେଲ୍ଥ କ୍ୟାମ୍ପ ଆୟୋଜିତ ହୋଇଛି ।
ପ୍ରଥମେ ପ୍ରେମିକାର ସ୍ୱାମୀକୁ ବିଭତ୍ସ ଭାବେ ହତ୍ୟା, ତା’ପରେ ପ୍ରେମିକା ସହ ଦୁଷ୍କର୍ମ ।
ବାପା, ମା’ଙ୍କୁ ହତାଦର କରିଥିବା ସନ୍ତାନଙ୍କୁ ସବକ୍ ଶିଖାଇଲେ ବାପା । ମା’ର ଦେହାନ୍ତ ପରେ ମୁଖାଗ୍ନି ଦେବାରୁ ବଞ୍ଚିତ କଲେ ନିଜ ୩ ପିଲାଙ୍କୁ ।
ବାହାରେ ମିଳୁଥିବା ଚଟପଟା ଫାଷ୍ଟଫୁଡ୍ କେତେ ସ୍ୱାସ୍ଥ୍ୟକର ?
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ଟିପ୍ପଣୀ ଉପରେ ଭାରତର ପ୍ରତିକ୍ରିୟା । ସବୁ ପଡୋଶୀ ଦେଶଙ୍କ ସହ ସ୍ବାଭାବିକ ସମ୍ପର୍କ ପାଇଁ ଭାରତ ଆଗ୍ରହୀ ।
ପୁଣି ଚଳଚଂଚଳ ହୋଇଛି ରାଜଧାନୀର ବ୍ୟସ୍ତ ବହୁଳ ବଜାର।
ରୁଆ ଧାନ ବିଲରେ ଲହଡି ଭାଙ୍ଗୁଛି ବନ୍ୟା ଜଳ..ବେକେ ପାଣିରେ ବୁଡି ରହିଛି ପରିବା ଫସଲ ।
୨୦୧୨ ମସିହାରେ ଆରମ୍ଭ ହୋଇଥିବା ଜାଇକା ପ୍ରକଳ୍ପ ନିର୍ମାଣ କାମ ୪ ବର୍ଷରେ ଶେଷ କରିବାକୁ ଚୁକ୍ତି ହୋଇଥିଲା। ଏହାମଧ୍ୟରେ ୧୨ ବର୍ଷ ବିତି ଯାଇଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ହେବାର ନାଁ ନେଉନାହିଁ ।
ନିର୍ବାଚନ ମଇଦାନରେ ଏଣ୍ଟ୍ରି ମାରିବେ ସୀମା ! ପ୍ରଥମେ ଫିଲ୍ମ ସାଇନ୍ କରିବା ପରେ ଏବେ ତାଙ୍କୁ ନିର୍ବାଚନ ଲଢ଼ିବା ପାଇଁ ଅଫର୍ ମଧ୍ୟ ମିଳିଛି ।
ଦିଲ୍ଲୀ ବିଲ୍କୁ ସଂସଦରେ ବିଜେଡିର ସମର୍ଥନ ପ୍ରସଙ୍ଗରେ ଲୋକସଭାରେ ପ୍ରତିକ୍ରିୟା ରଖିଲେ ସାଂସଦ ପିନାକୀ ମିଶ୍ର ।
ବାଲେଶ୍ୱର ଜିଲ୍ଲା ସୋର ଥାନା ପାରମହଲା ଗାଁକୁ ନେଇ ଏବେ ଜୋରଦାର ଚର୍ଚ୍ଚା l ଚର୍ଚ୍ଚାର କାରଣ ଶୁଣିଲେ ଆପଣ ବି ତାଜୁବ ହୋଇଯିବେ l ଇତିହାସ ରଚିଥିବା ଚନ୍ଦ୍ରାୟନ-୩ର ଅବିକଳ ନକଲ କରିଛନ୍ତି ସୋର ଅଞ୍ଚଳର ଜଣେ ଯୁବକ ଏସ.କେ ସାହାରାଉଦ୍ଦିନ..
ଆମ ଦେଶର ସମସ୍ତ ରାଜ୍ୟର ମୋଟ ୪ ହଜାର ୧ ବିଧାୟକଙ୍କ ସମ୍ପତ୍ତି ହେଉଛି ୫୪ ହଜାର ୫୪୫ କୋଟି ।
ଦୁବାଇରେ ବସ୍ ଦୁର୍ଘଟଣାରେ ଆହତ ଶ୍ରମିକ କୋମାରେ, ପୁଅର ଫଟୋ ଧରି ଘର ଦାଣ୍ଡ ପାହାଚରେ ବସିଛି ବୃଦ୍ଧ ବାପ, ଲାଗିଛି ଅଖଣ୍ଡ ଦୀପ, ପାଠ ହେଉଛି ଅନୁମାନ ଚାଳିଶା..
ବୈତରଣୀ ନଦୀରେ ଗାଧୋଇବା ବେଳେ ଅଚାନକ ପାଣି ଆସିବାରୁ ଭାସିଗଲେ ମହିଳା ।
ସୈାର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୨ ତାରିଖ ବୁଧବାର । ଚନ୍ଦ୍ର – ମକର ଅହୋରାତ୍ର, ତିଥି - ପ୍ରତିପଦ ରାତ୍ରି ୦୮.୦୬ ଗତେ ୨ୟା, ଘାତ ଚନ୍ଦ୍ର – ସିଂହ ରାତ୍ରି ୧୧.୨୬ ଗତେ ମିଥୁନ ଓ ମୀନ, ଘାତ ବାର – କର୍କଟ, ପୁଷ୍କର ଦୋଷ...
ମଙ୍ଗଳବାର ରାତିରେ ହାର୍ଦିକ ପାଣ୍ଡ୍ୟାଙ୍କ ଦଳ ତୃତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜ୍କୁ ୨୦୦ ରନ୍ରେ ପରାସ୍ତ କରି ୨-୧ରେ ଶୃଙ୍ଖଳା ବିଜୟ ସଫଳତା ପାଇଛି।
ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ।