ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଏହି ୪ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି ।
ଆୟର୍ଲାଣ୍ଡ ବିପକ୍ଷରେ ଭାରତୀୟ ଦଳ ଘୋଷଣା ହୋଇଛି । ବହୁତ ଦିନ ପରେ ଦଳକୁ ଫେରିଛନ୍ତି ଭାରତୀୟ ଷ୍ଟାର ବୋଲର ଯଶପ୍ରୀତ ବୁମ୍ରା ।
ହରିୟାଣା ଗୋଷ୍ଠୀ ସଙ୍ଘର୍ଷରେ ମୃତ୍ୟୁସଂଖ୍ୟା ୪ କୁ ବୃଦ୍ଧି। ଦୁଇ ହୋମଗାର୍ଡଙ୍କ ସମେତ ଜଣେ ସାଧାରଣ ନାଗରିକ ଏବଂ ଜଣେ ଇମାମଙ୍କ ମୃତ୍ୟୁ ଘଟିଛି।
ଜଳନିଷ୍କାସନ ସମସ୍ୟାରୁ ଟ୍ୱିନ୍ସିଟିରେ ସାଂଘାତିକ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି ।
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ...
ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୧ ତାରିଖ ମଙ୍ଗଳବାର, ଚନ୍ଦ୍ର – ଧନୁ ରାତ୍ରି ୧୨.୧୫ ଗତେ ମକର, ତିଥି – ପୂର୍ଣ୍ଣିମା ରାତ୍ରି ୧୨.୦୧ ଗତେ ପ୍ରତିପଦ, ଘାତ ଚନ୍ଦ୍ର – ସିଂହ ଅହୋରାତ୍ର, ଘାତ ବାର – ମକର, ପୁଷ୍କର ଦୋଷ – ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞନ...
ସୁବର୍ଣ୍ଣପୁର ଜନ୍ମିତ ଗୁରୁ ବହିଦାରଙ୍କୁ ସମ୍ବଲୁପରୀ ଭାଷା ସାହିତ୍ୟର ଗୁରୁ ବୋଲି କୁହାଯାଏ । ତାଙ୍କରି ଜନ୍ମଦିନକୁ ପଶ୍ଚିମ ଓଡ଼ିଶାର ବିଭିନ୍ନ ପ୍ରାନ୍ତରେ ସମ୍ବଲପୁରୀ ଦିନ୍ ଭାବେ ପାଳନ କରାଯାଉଛି ।
କାମରେ ଆସୁନି ହାଟ ପିଣ୍ଡି, ଗୋଷ୍ଠୀ ଶୌଚାଳୟରେ ଝୁଲୁଛି ତାଲା । ହେଲେ ମରାମତି ବାବଦକୁ ବର୍ଷକୁ ବର୍ଷ ଖର୍ଚ୍ଚ ହେଉଛି ଲକ୍ଷାଧିକ ଟଙ୍କା । ସେପଟେ ରାସ୍ତା ଉପରେ ଚାଲିଛି ସାପ୍ତାହିକ ହାଟ ।
ଚାଷ ଜମିରେ ପାଉଁଶ, ପୋତି ହୋଇଗଲା ବର୍ଷକର ଦାନା । ରାସ୍ତା ନିର୍ମାଣକାରୀ ଠିକା ସଂସ୍ଥାର ଭୁଲ୍ ପାଇଁ ଚଟାଣ ପାଲଟିଲା ଧାନ କିଆରି ।
ଦୁର୍ବଳ ହେଉଛି ନଦୀବନ୍ଧ, ବନ୍ୟା ଆଶଙ୍କାରେ ଆତଙ୍କିତ ନଦୀକୂଳିଆ ଲୋକେ । ନବୀବନ୍ଧ କଡ଼ରୁ ଉଠୁଠି ମାଟି । ୨୫ଟି ପଞ୍ଚାୟତକୁ ସୁରକ୍ଷା ଦେଉଥିବା ନଦୀବନ୍ଧକୁ ସାହା ଏବେ ବାଲିବସ୍ତା !
ବରଫରେ ପ୍ରସ୍ତୁତ ହେଲା ବିରାଟ ଶିବଲିଙ୍ଗ । ଗୋଶାଳା ପାଲଟିଲା ଶୈବପୀଠ । ସ୍ଥାପନା ହେଲା ୧୨ ଜ୍ୟୋର୍ତିଲିଙ୍ଗ ।
ଏହି ସପ୍ତାହରେ ବ୍ୟବସାୟ କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ଏହି ସପ୍ତାହରେ ମାଲିମକନ୍ଦମାରେ ସାଧାରଣ ସଫଳତା ମିଳିବ । ଭୂମି କ୍ରୟର ସୁଯୋଗ ଆସିପାରେ ।
ଡାକ୍ତରଖାନାଟିଏ ପାଇଁ ରାଜ୍ୟର ବହୁ ଅଞ୍ଚଳରେ ସାଧାରଣ ଲୋକେ ହନ୍ତସନ୍ତ । ଏପଟେ କିନ୍ତୁ ସବୁ ଭିତ୍ତିଭୂମି ଥାଇ ବି କାର୍ଯ୍ୟକ୍ଷମ ହେଉନି ଡାକ୍ତରଖାନା । ଖତ ଖାଉଛି କୋଟି କୋଟି ଟଙ୍କାର ମୂଲ୍ୟବାନ ସରଞ୍ଜାମ
କଥା କହୁଛି ଇତିହାସର କଳା ଧଳା ଫଟୋ । ରାଜା ମହାରାଜା ଓ ଇଂରେଜଙ୍କ ଠାରୁ ତତକାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଯାଏଁ । ଅମୂଲ୍ୟ ସମ୍ପଦ ହୋଇ ରହିଛି ସବୁକିଛି । କଥାକୁହା ଫଟୋର ଶିଳ୍ପୀ ହେଉଛନ୍ତି ପୂର୍ଣ୍ଣଚନ୍ଦ୍ର ବିନ୍ଧାଣୀ ।
କିଶୋରାବସ୍ଥାରେ ପୁଅଙ୍କ ଛାତିରେ ଦେଖାଯାଉଛି କି ପରିବର୍ତ୍ତନ? ଅସ୍ୱାଭାବିକ ଭାବେ ବୃଦ୍ଧି ପାଉଛି କି ପୁଅପିଲାଙ୍କ ସ୍ତନର ଆକାର? ଯଦି ହଁ, ତେବେ ସଂକୋଚ କରନ୍ତୁନି କି ଏହାକୁ ହେଳା କରନ୍ତୁନି। ତୁରନ୍ତ ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ ।
ଉଚ୍ଚଶିକ୍ଷା ବିଭାଗକୁ ନାକ୍ ରାଙ୍କିଂ ଚିନ୍ତା । କାହିଁକି ଖସୁଛି ସରକାରୀ ଶିକ୍ଷାନୁଷ୍ଠାନର NIRF ରାଙ୍କ୍? ଦୋଷ ତ୍ରୁଟି ରହୁଛି କେଉଁଠି? କାରଣ ଖୋଜି ଜଣାଇବାକୁ ସବୁ ଆଞ୍ଚଳିକ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲା ଉଚ୍ଚଶିକ୍ଷା ବିଭାଗ ।
ଉପକୂଳରୁ ଦକ୍ଷିଣ ଓଡିଶା ସବୁଠି ସ୍ଥିତି ସମାନ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ୧୨ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।
ପାକିସ୍ତାନରେ ବଡ଼ ଧରଣର ବିସ୍ଫୋରଣ। ବିସ୍ଫୋରଣରେ ୪୦ ମୃତ, ୮୦ ଆହତ। ଖାଇବର ପଖତୁନଖ୍ୱାରେ ବିସ୍ଫୋରଣ ହୋଇଛି।