• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

Manoranjan Behera

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରା ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।

less

Posts by Manoranjan Behera

Aparajita Sarangi
‘EVM ଭାଙ୍ଗିବାର ପ୍ରମାଣ ନାହିଁ, ଥାର୍ଡ ଫ୍ଲୋର୍‌ ନିର୍ଦ୍ଦେଶରେ ଜଗଦ୍ଦେବ ଗିରଫ’

ଜଗଦ୍ଦେବଙ୍କ ଗିରଫଦାରୀଙ୍କୁ ନେଇ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କହିଲେ, ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ।

Stone Quarry Collapse
ପ୍ରବଳ ବର୍ଷାରେ ଭୁଶୁଡ଼ିଲା ପଥର ଖଣି..ଚାଲିଗଲା ୧୦ ଶ୍ରମିକଙ୍କ ଜୀବନ

ମିଜୋରାମରେ ପ୍ରବଳ ବର୍ଷା କାରଣରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଭୂସ୍ଖଳନ ଘଟିଛି। ଜାତୀୟ ରାଜପଥରେ ୬ ରେ ମଧ୍ୟ ଭୂସ୍ଖଳନ ହେବା ସହ ଜଳବନ୍ଦୀ ଅବସ୍ଥା ସୃଷ୍ଟି ହୋଇଛି।

Prashant Jagdev
ବିଧାୟକଙ୍କ ଗିରଫଦାରୀ ବିରୋଧରେ ତେଜିଲା ଆନ୍ଦୋଳନ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ନେଇ ଥମୁନି ବିରୋଧ। ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ଅଫିସ ଘେରିଛି ବିଜେପି। ବିନା ସର୍ତ୍ତରେ ତୁରନ୍ତ ଜଗଦ୍ଦେବଙ୍କୁ ଛାଡିବାକୁ ଦାବି ହୋଇଛି। ସେପଟେ ପୋଲିସ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ସେଦିନ ଜଗଦ୍ଦେବଙ୍କୁ ଗାଡିରେ ନେଇଥିବା ଡ୍ରାଇଭର। ଜଗଦେବଙ୍କ ବିରୋଧରେ ବୟାନ ଦେବାକୁ...

Odisha Politics
ଉପକୂଳରେ ବଦଳୁଛି ସମୀକରଣ

ଉପକୂଳରେ ଟଳମଳ ବିଜେଡି। ବିଜେଡିର ଅଭେଦ୍ୟ ଗଡ ଯାଜପୁର ଓ ଜଗତସିଂହପୁରରେ ସ୍ଥିତି ଏବେ ଜଟିଳ ହେବାରେ ଲାଗିଛି। ଏ ଦୁଇ ଲୋକସଭା କ୍ଷେତ୍ରର ଗୋଟିଏ ଦୁଇଟି ନିର୍ବାଚନ ମଣ୍ଡଳୀ ଛାଡିଦେଲେ ବାକି ସବୁଠି କଡ଼ା ଫାଇଟ୍। ଏମିତି ହେଭିୱେଟ ନେତାଙ୍କ ସିଟ୍ ରେ ବି ଟକ୍କର ନେକ୍...

ADR Report
ବିଧାୟକ ଜିତିଗଲେ ଲାଗୁଛି ଲଟେରୀ, ବନୁଛନ୍ତି ମାଲାମାଲ

5 ବର୍ଷରେ 23 ଗୁଣା ବଢ଼ିଯାଇଛି ବିଜେଡି ବିଧାୟକ ସୌଭିକ୍ ସୌଭିକ୍ ବିଶ୍ବାଳଙ୍କ ସଂପତ୍ତି। ଏଡିଆର ରିପୋର୍ଟରୁ ସାମ୍ନାକୁ ଆସିଛି ଏଭଳି ତଥ୍ୟ। କେବଳ ସଂପତ୍ତି ନୁହେଁ, ବିଧାନସଭା ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଥିବା ମୋଟ୍ 12 ଶହ 85 ବିଧାୟକ ପ୍ରାର୍ଥୀଙ୍କ ଭିତରୁ ଶିକ୍ଷାଗତ ଯୋଗ୍ୟତା, ଅପରାଧିକ ପୃଷ୍ଠଭୂମି,...

Himant Biswasharma
ନବୀନ ଓ ପାଣ୍ଡିଆନଙ୍କୁ ହିମନ୍ତଙ୍କ ଅଲ୍ ଆଉଟ୍ ଆଟାକ୍

ପାଟକୁରା ନିର୍ବାଚନୀ ସଭାରେ ଆସାମ ସିଏମ୍ ହିମନ୍ତ ବିଶ୍ବଶର୍ମାଙ୍କ ଜୋରଦାର୍ ହମଲା। ପୁଣି ନିଶାନାରେ ନବୀନ ଓ ପାଣ୍ଡିଆନ୍। ପାଣ୍ଡିଆନ, ନବୀନଙ୍କୁ ମୁଣ୍ଡଜାମିନ ରଖି ନିଜ ଇସାରାରେ ନଚାଉଛନ୍ତି ବୋଲି ଅଭିଯୋଗ କରିବା ସହ, ଓଡ଼ିଶାକୁ ୧ ନମ୍ବର ରାଜ୍ୟ କରିବାକୁ ହେଲେ ଏଠି ପାଣ୍ଡିଆନ ରାଜ୍ ଖତମ୍...

Odisha Politics
ଉପକୂଳ ଟେନସନରେ ବିଜେଡି; ଯାଜପୁରଠୁ ଜଗତସିଂହପୁର, ସବୁଠି ଟଳମଳ ସ୍ଥିତି

ଜଗତସିଂହପୁର, ବାଲିକୁଦା-ଏରସମାରେ ବିଦ୍ରୋହୀଙ୍କ ସଂଖ୍ୟା ଅଧିକ। ଆଉ ପାରାଦୀପରେ ସୀମା ଟପିଛି ବିଜେଡି କନ୍ଦଳ। ତିର୍ତ୍ତୋଲରେ ବିଜେଡି ନେତା ସରୋଜକାନ୍ତ ସ୍ୱାଇଁ ବିଜେପିରେ ମିଶିବା ପରେ ଜଳଜଳ ହୋଇ ପଦାକୁ ଆସିଛି ଗୋଷ୍ଠୀ କନ୍ଦଳ।

ADR Report
ଲଟେରୀ ଲାଗୁଛି MLA ହେଲେ; ୫ ବର୍ଷରେ ଧୁମ ଟଙ୍କା ଆୟ, ହୋସ ଉଡାଇବ ADR ରିପୋର୍ଟ

ଚୌଦ୍ୱାର-କଟକ ବିଜେଡି ବିଧାୟକ ପ୍ରାର୍ଥୀ ସୌଭିକ ବିଶ୍ୱାଳଙ୍କ ସମ୍ପତ୍ତି ଗତ ୫ ବର୍ଷରେ ୨ ହଜାର ୩୩୮ ପ୍ରତିଶତ ଅର୍ଥାତ୍ ୨୩ ଗୁଣାରୁ ଅଧିକ ବଢ଼ିଯାଇଛି। ୨୦୧୯ରେ ସୌଭିକଙ୍କ ସମ୍ପତ୍ତି ଥିଲା ମାତ୍ର ୨୦ ଲକ୍ଷ ୬୮ ହଜାର ଟଙ୍କା। ୨୦୨୪ରେ ଏହା ୫ କୋଟି ୪ ଲକ୍ଷ ଟଙ୍କାରେ ପହଞ୍ଚିଛି।

Prajwal Revanna
ଭୁଲ ମାଗିଲେ ପ୍ରଜ୍ଜ୍ୱଳ ରେବନ୍ନା..କହିଲେ, ମୋ ବିରୋଧରେ ହୋଇଛି ରାଜନୈତିକ ଷଡ଼ଯନ୍ତ୍ର

ଯୌନ ନିର୍ଯାତନା ଭଳି ସାଂଘାତିକ ମାମଲାରେ ଫସିଥିବା କର୍ଣ୍ଣାଟକାର ଜେଡିଏସ୍‌ ସାଂସଦ ପ୍ରଜ୍ଜ୍ୱଳ ରେବନ୍ନା ଶେଷରେ କ୍ଷମା ମାଗିଛନ୍ତି।

Monsoon
ଚାଷୀଙ୍କ ପାଇଁ ଖୁସି ଖବର; ୫ ଦିନ ଭିତରେ କେରଳ ଛୁଇଁବ ମୌସୁମୀ

ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ନେଇ ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି। ବର୍ତ୍ତମାନ ସମୟରେ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି।

Odisha Matric Results
ବାପା ଟ୍ୟାକ୍ସି ଡ୍ରାଇଭର୍‌, ପୁଅ ଦେଖୁଛି ଡାକ୍ତର ସ୍ୱପ୍ନ; ମାଟ୍ରିକ୍‌ରେ ରଖିଛି A1

ପରିବାରରେ ଅନେକ ବାଧାବିଘ୍ନ ପରେ ବି ତାଙ୍କର ଏହି ସଫଳତା ସମସ୍ତଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛି। ଆଶୁତୋଷ ପିଲାଟିଦିନରୁ ଜଣେ ମେଧାବୀ ଛାତ୍ର ହୋଇଥିବା ବେଳେ ଅନେକ ଆର୍ଥିକ ଅନଟନ ମଧ୍ୟରେ ବି ସେ ଏହି ସଫଳତା ପାଇଛନ୍ତି।

Ayodhya Ram mandir
ରାମ ମନ୍ଦିରକୁ ମୋବାଇଲ୍‌ ମନା; ଟ୍ରଷ୍ଟ ପକ୍ଷରୁ ନିୟମ ଲାଗୁ

ରାମ ମନ୍ଦିର ପରିସରକୁ ଏବେ ମୋବାଇଲ୍‌ ଫୋନ୍‌ ନେବା ନିଷେଧ କରାଯାଇଛି। ପୂର୍ବରୁ ସାଧାରଣ ଜନତାଙ୍କୁ ମନ୍ଦିର ପରିସରକୁ ମୋବାଇଲ ନେବା ମନା ହୋଇଥିଲା।

Prasant Jagdev
ପ୍ରଶାନ୍ତ ଜଗଦ୍ଦେବ EVM ଫିଙ୍ଗିବା ମାମଲାର ଯାଞ୍ଚ ହେବ ସିସିଟିଭି ଫୁଟେଜ୍‌

ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଲକ୍ କାଉଁରିପାଟଣା ବୁଥରେ ଇଭିଏମ୍ ଫିଙ୍ଗାଯିବା ଅଭିଯୋଗ ମାମଲାରେ ଗତକାଲି ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଛି ପୋଲିସ୍।

KKR vs SRH
IPL 2024: କିଏ ମାରିବ ବାଜି..ତୃତୀୟ ଟାଇଟଲ୍‌ ହାସଲ ଲକ୍ଷ୍ୟରେ କେକେଆର୍‌

ଆଜି ଆଇପିଏଲ୍‌ ଟ୍ରଫି ଟକ୍କର। ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍ ଷ୍ଟାଡିୟମ୍‌ରେ ଖେଳାଯିବ ଚଳିତ ଆଇପିଏଲ୍‌ ସିଜନ୍‌ର ଫାଇନାଲ ମୁକାବିଲା।

ganja seized
ଗଞ୍ଜେଇ ଚାଲାଣ କାର୍‌ରେ ବିଜେଡି ଲୋଗୋ

କାର୍‌ର ଆଗ ଓ ପଛରେ ବିଜେଡି ଲୋଗୋ ଲାଗିଛି। ବ୍ରହ୍ମପୁର ଫାଷ୍ଟ ଗେଟ୍ ନିକଟରେ ଅବକାରୀ ଗୁଇନ୍ଦା ବିଭାଗ ଦୁଇଟି କାର୍‌କୁ ଧରିଥିଲା। ଏଥିରୁ ୮୪ କିଲୋ ଗଞ୍ଜେଇ ଜବତ ହେବା ପରେ ଯାଞ୍ଚ ବେଳେ ଏଭଳି କିଛି ଘଟଣା ସାମ୍ନାକୁ ଆସିଛି।

BJD
ବିଜେଡିର 'ନିମାପଡ଼ା' ଚିନ୍ତା: ଏଣିକି ଦିନରାତି ପହରା ଦେବେ ୮ ନେତା

ନିମାପଡ଼ାର ପୂର୍ବତନ ବିଧାୟକ ସମୀର ରଂଜନ ଦାଶ ବିଜେପିକୁ ଯିବା ପରେ ନିମାପଡ଼ାରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ବିଜେଡି କରିଛି ସ୍ୱତନ୍ତ୍ର ରଣନୀତି। ନିମାପଡ଼ା ଆସନ ଲାଗି ୮ ଜଣ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ।

Fire Mishap
ଗୁଜରାଟ ରାଜକୋଟର ଏକ ଗେମିଂ ଜୋନରେ ନିଆଁ; ୨୪ ମୃତ

ଗେମିଂ ଜୋନ୍ ମାଲିକଙ୍କ ବିରୋଧରେ ଏଫଆଇଆର ହୋଇଛି। ଗେମିଂ ଜୋନ୍ ମାଲିକ ଏବଂ ମ୍ୟାନେଜରଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଛି।

Voting
୬ ଲୋକସଭା ୪୨ ବିଧାନସଭା ଆସନରେ ମନପସନ୍ଦର ପ୍ରତିନିଧି ବାଛିଛନ୍ତି ମତଦାତା

ଭୋଟ୍ ଦେଲା ଓଡ଼ିଶା। ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ବର, କଟକ, ସମ୍ବଲପୁର, ପୁରୀ, ଢେଙ୍କାନାଳ ଓ କେନ୍ଦୁଝର ସଂସଦୀୟ କ୍ଷେତ୍ର ସହ ୪୨ ବିଧାନସଭା ଆସନରେ ମନପସନ୍ଦର ପ୍ରତିନିଧି ବାଛିଛନ୍ତି ମତଦାତା।

General Election 2024
ସରିଲା ଷଷ୍ଠ ପର୍ଯ୍ୟାୟ ମତଦାନ

ସରିଛି ଚଳିତ ସାଧାରଣ ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ମତଦାନ। ଆଜି ଦେଶର ମୋଟ ୫୮ଟିଲୋକସଭା ଆସନରେ ମତଦାନ ହୋଇଛି। ତେବେ ଆଜି ଷଷ୍ଠ ପର୍ଯ୍ୟାୟରେ ଜାତୀୟ ରାଜଧାନୀ ଦିଲ୍ଲୀ ଭୋଟ୍ ଦେଉଥିବାରୁ ଏଠିକାର ବିଭିନ୍ନ ମତଦାନ କେନ୍ଦ୍ରକୁ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଆଗମନ ହୋଇଥିଲା।

Odisha Election
ଭୋଟ୍ ବେଳେ ହିଂସା ଓ ବିଶୃଙ୍ଖଳା

ଖଣ୍ଡଯୁଦ୍ଧ ସହ ରକ୍ତାକ୍ତ ସଂଘର୍ଷ। ତୃତୀୟ ପାଳି ଭୋଟ୍ ବେଳେ ଗୋଷ୍ଠୀ ସଂଘର୍ଷ ସହ ଅବ୍ୟବସ୍ଥାର ମାଳ ମାଳ ଚିତ୍ର, ଶୃଙ୍ଖଳିତ ନିର୍ବାଚନ ଆଡ଼କୁ ଅଙ୍ଗୁଳି ଉଠାଇଛି। କେଉଁଠି ମନ୍ତ୍ରୀଙ୍କ ଉପସ୍ଥିତିରେ ମାରପିଟ୍ ହୋଇଛି ତ ଆଉ କେଉଁଠି ଶାସକ ବିଧାୟକଙ୍କ ଦାଦାଗିରି ସବୁ ସୀମା ଟପିଯାଇଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି । ରାଜ୍ୟର ନମ୍ବର ୱାନ ଗଣମାଧ୍ୟମ ସଂସ୍ଥା ଓଟିଭିରେ କପି ଏଡିଟର ଭାବରେ ୨ ବର୍ଷ ହେଲା କାମ କରୁଛନ୍ତି । ବିଶେଷ କରି ଖେଳ, ଜାତୀୟ, ଅନ୍ତର୍ଜାତୀୟ ସହ ଭାଇରାଲ ଖବରକୁ ସ୍ଵତନ୍ତ୍ର ଶୈଳୀରେ ଲେଖିବା ଓ ପ୍ୟାକେଜ୍‌ କରିବାରେ ରୁଚି ରହିଛି । ବିଶେଷ କରି ଖେଳ ଉପରେ ଆର୍ଟିକିଲ୍‌ ଲେଖିବା ବି ପସନ୍ଦ କରନ୍ତି ।